ଜାତୀୟ

ମାନକୋଟ୍‌ରେ ଅସ୍ତ୍ରବିରତି ଉଲ୍ଲଂଘନ: ପାକିସ୍ତାନୀ ଫରଓ୍ବାର୍ଡ ପୋଷ୍ଟ୍‌ରୁ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୭।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ଏଠାରେ ପାକିସ୍ତାନ ପକ୍ଷରୁ ଜାଣିଶୁଣି ବାରମ୍ବାର ଅସ୍ତ୍ର ବିରତି ଉଲ୍ଲଂଘନ କରାଯାଉଛି। ଶନିବାର ଭୋର ୨ଟା ୩୦ରେ ପୁଞ୍ଚ୍‌ ଜିଲାର ମାନକୋଟ୍‌ ସେକ୍ଟରରେ ପାକିସ୍ତାନୀ ଫରଓ୍ବାର୍ଡ ପୋଷ୍ଟ୍‌ରୁ…

ଉପଗ୍ରହ ଇଓଏସ୍‌-୦୧ ଉତ୍‌କ୍ଷେପଣ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ

ହାଇଦ୍ରାବାଦ୍‌,୭।୧୧: ଇସ୍ରୋ ପକ୍ଷରୁ ଇଓଏସ୍‌-୦୧ ଉପଗ୍ରହକୁ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍‌ ସେଣ୍ଟରରୁ ମହାକାଶକୁ ଶନିବାର ଅପରାହ୍ନ ୩ଟା ୨ରେ ପ୍ରେରଣ କରାଯିବ। ଏନେଇ କାଉଣ୍ଟଡାଉନ ଆରମ୍ଭ ହୋଇସାରିଛି। ପିଏସ୍‌ଏଲ୍‌ଭି-ସି୪୯ ରକେଟ ଦ୍ୱାରା ଏହାକୁ ମହାକାଶକୁ ପଠାଯିବ। ଏହା ସହିତ ଆମେରିକାର…

ଗୋଆ ବିଚ୍‌ର ଫଟୋ ଶୁଟ୍‌କୁ ନେଇ ମିଲିନ୍ଦ ସୋନମଙ୍କ ନାଁରେ ଅଭିଯୋଗ

ନୂଆଦିଲ୍ଲୀ,୭ ।୧୧: ବଲିଉଡ୍ ଅଭିନେତା ତଥା ମଡେଲ ମିଲିନ୍ଦ ସୋନମ ଏବେ ଅଡୁଆରେ । ନିକଟରେ ସେ ଗୋଆ ବୁଲିବାକୁ ଯାଇଥିବା ବେଳେ ସେଠାରେ ଉଠାଇଥିବା ଫଟୋକୁ ନେଇ ସେ ବିବାଦରେ ଫସି ଯାଇଛନ୍ତି । ଗୋଆ ବିଚ୍‌ରେ ସେ ନ୍ୟୁଡ…

ବିହାର ବିଧାନସଭାର ୭୮ ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ପାଟନା,୭ ।୧୧: ବିହାର ବିଧାନସଭାର ୭୮ ଆସନ ପାଇଁ ତୃତୀୟ ବା ଚୁଡାନ୍ତ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି । ୧୬ ଜିଲାରେ ହେଉଥିବା ଏହି ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇଛି । ଏଥର ପାଖାପାଖି ୨.୩୫…

ଓଡ଼ିଶାର ୨୮,୬୬୭ ପେନସନଭୋଗୀ ପାଇଛନ୍ତି ୧୩୭.୧୫ କୋଟି

ନୂଆଦିଲ୍ଲୀ, ୭।୧୧ (ପିଆଇବି): ଓ୍ବାନ୍‌ ର଼୍ୟାଙ୍କ୍‌ ଓ୍ବାନ୍‌ ପେନ୍‌ସନ (ଓଆର୍‌ଓପି) ଲାଗୁ କରିବା ଲାଗି କେନ୍ଦ୍ର ସରକାର ୨୦୧୫ ନଭେମ୍ବର ୭ରେ ଏକ ନିର୍ଦ୍ଦେଶ ଜାରି କରିଥିଲେ। ଏହି ଲାଭ ୨୦୧୪ ସେପ୍ଟେମ୍ବର ୧ରୁ କାର୍ଯ୍ୟକାରୀ ହୋଇଥିଲା। ବିପୁଳ ଆର୍ଥିକ ବୋଝ…

୩୦ ବର୍ଷରେ ୫ ହଜାରରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ହତ୍ୟା

ନୂଆଦିଲ୍ଲୀ,୭।୧୧(ଆଇଏଏନ୍‌ଏସ୍‌):କଶ୍ମୀର ଉପତ୍ୟକାରେ ଗତ ୩୦ ବର୍ଷ ମଧ୍ୟରେ ୫ ହଜାରରୁ ଅଧିକ ରାଜନୈତିକ ନେତା ଓ କର୍ମକର୍ତ୍ତାଙ୍କୁ ହତ୍ୟା କରାଯାଇଛି। ୧୯୮୯ରୁ ୨୦୧୯ ମଧ୍ୟରେ ପାକ୍‌ ସମର୍ଥିତ ଆତଙ୍କବାଦୀଙ୍କ ଦ୍ୱାରା ଏଭଳି କାଣ୍ଡ ରଚାଯାଇଛି। ତେବେ ୨୦୦୦ ମସିହାରେ ଭାଜପାର ୮…

ମହାରାଷ୍ଟ୍ର ବିଧାନସଭା ସଚିବଙ୍କୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ, ୭।୧୧(ପି.ଟି.):ରିପବ୍ଲିକାନ ଟିଭିର ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ ବିଧାନସଭା ନୋଟିସକୁ ସୁପ୍ରିମକୋର୍ଟଙ୍କୁ ହସ୍ତାନ୍ତର କରି ଗୋପନୀୟତା ଉଲ୍ଲଂଘନ କରିଥିବା ଅଭିଯୋଗରେ ମହାରାଷ୍ଟ୍ର ବିଧାନସଭା ସଚିବ ତାଙ୍କୁ ଚେତାବନୀ ଦେଇ ପତ୍ର ଲେଖିଥିଲେ। ଏଥିପାଇଁ ତାଙ୍କ ବିରୋଧରେ କ’ଣ ପାଇଁ ଅଦାଲତ ଅବମାନନା…

ଏସ୍‌ସି, ଏସ୍‌ଟିଙ୍କୁ ସବୁ ଅପମାନ ଅପରାଧ ନୁହେଁ

ନୂଆଦିଲ୍ଲୀ, ୭।୧୧: ଜଣେ ବ୍ୟକ୍ତିଙ୍କ ପ୍ରତି ସମସ୍ତ ପ୍ରକାର ଅପମାନ କିମ୍ବା ଧମକକୁ ଅନୁସୂଚିତ ଜାତି(ଏସ୍‌ସି)/ଜନଜାତି(ଏସ୍‌ଟି) ଆଇନ ଅନୁଯାୟୀ ଅପରାଧ ବିବେଚନା କରାଯାଇପାରିବ ନାହିଁ, ଯଦି ଅପମାନ ସମ୍ପୃକ୍ତ ବ୍ୟକ୍ତିଙ୍କ ଜାତିକୁ ନେଇ ହୋଇ ନ ଥାଏ । ସେହିପରି ଚାରିକାନ୍ଥ…

ମମତାଙ୍କ ଉପରେ ବର୍ଷିଲେ ଶାହା

କୋଲକାତା,୬।୧୧: ଖୁବ୍‌ଶୀଘ୍ର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଲାଗୁ କରାଯିବ। ପଶ୍ଚିମବଙ୍ଗର ବିକାଶ ଲାଗି ଭାଜପା ବଦ୍ଧ ପରିକର ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର କହିଛନ୍ତି। କେନ୍ଦ୍ର ସରକାର ଆଣିଥିବା ଆଇନ ତା ବାଟରେ ଯିବ, ଏହାକୁ କେହି ଅଟକାଇ…

ହଜ ଯାତ୍ରା ଉପରେ ଲାଗିଥିବା ପ୍ରତିବନ୍ଧକ ହଟିଲା: ନଭେମ୍ବର ୭ରୁ ୧୦ଯାଏଁ କରିପାରିବେ ଆବେଦନ

ନୂଆଦିଲ୍ଲୀ,୬।୧୧: ହଜ ଯାତ୍ରା ପାଇଁ ପ୍ରସ୍ତୁତି ଚଳାଇଥିବା ଯାତ୍ରୀଙ୍କ ପାଇଁ ଖୁସି ଖବର। ହଜ କମିଟି ଅଫ୍‌ ଇଣ୍ଡିଆ ପକ୍ଷରୁ ହଜ ଯାତ୍ରା ୨୦୨୧ ପାଇଁ ଆକ୍ସନ ପ୍ଲାନ ଜାରି କରାଯାଇଛି। କିନ୍ତୁ କରୋନା କାଳ ପାଇଁ ଚଳିତ ଥର କିଛି…

ଦିଲ୍ଲୀ, ପଶ୍ଚିମବଙ୍ଗ ପରେ ଏବେ କର୍ନାଟକରେ ବି ବିନା ବାଣରେ ପାଳନ ହେବ ଦୀପାବଳି: ମୁଖ୍ୟମନ୍ତ୍ରୀ ଲଗାଇଲେ ପ୍ରତିବନ୍ଧକ

ବେଙ୍ଗାଲୁରୁ,୬।୧୧: ଦେଶରେ ବଢ଼ୁଥିବା ପ୍ରଦୂଷଣ ଓ କରୋନା ସଂକ୍ରମଣ ମାମଲାକୁ ଦୃଷ୍ଟିରେ ରଖି ଚଳିତ ଥର ଦୀପାବଳିରେ ବାଣ ନ ଫୁଟାଇବା ପାଇଁ ବିଭିନ୍ନ ରାଜ୍ୟର ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ, ପଶ୍ଚିମବଙ୍ଗ, ରାଜସ୍ଥାନ ଓ ଓଡ଼ିଶା ପରେ ଏବେ କର୍ନାଟକରେ…

ମତୁଆ ସମ୍ପ୍ରଦାୟର ମନ୍ଦିର ଦର୍ଶନ ପରେ ଭୋଜନ କଲେ ଶାହା

କୋଲକାତା, ୬।୧୧: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବେ ମିଶନ ପଶ୍ଚିମବଙ୍ଗରେ। ଶୁକ୍ରବାର ତାଙ୍କ ଗସ୍ତର ଦ୍ୱିତୀୟ ଦିନ ହୋଇଥିବା ବେଳେ ସକାଳେ ସେ ଦକ୍ଷିଣେଶ୍ୱରୀ କାଳୀଙ୍କୁ ଦର୍ଶନ କରିଥିଲେ। ଦ୍ୱିପ୍ରହରରେ ଶାହା କୋଲକାତାର ନ୍ୟୁଟାଉନ ସ୍ଥିତ ମତୁଆ ସମ୍ପ୍ରଦାୟର ମନ୍ଦିର ଦର୍ଶନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri