ଜାତୀୟ

ଅଶ୍ଳୀଳ ଭିଡିଓ ପ୍ରସ୍ତୁତ କରି ପ୍ରଫେସରଙ୍କୁ ୧୦ ଲକ୍ଷ ଟଙ୍କା ମାଗିଲେ ମହିଳା, ଆଉ ତା’ ପରେ…

ଲକ୍ଷ୍ନୌ,୨୦।୨: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଜଣେ ମହିଳା ଜଣେ ପ୍ରଫେସରଙ୍କୁ ବ୍ଲାକମେଲ କରି ୧୦ ଲକ୍ଷ ଟଙ୍କା ମାଗିବା ପରି ଏକ ଘଟଣା ସାମ୍ନାକୁ ଆସିଛି। ଅଭିଯୁକ୍ତ ମହିଳା ଜଣକ ତାଙ୍କର ଦୁଇ ବନ୍ଧୁଙ୍କ ସହ ମିଶି ପ୍ରଫେସରଙ୍କୁ ଲୁଟିଛନ୍ତି। ପ୍ରଫେସର…

ଭାରତୀୟ ମୌସୁମୀ ୨୭୦ ଲକ୍ଷ ବର୍ଷ ପୁରୁଣା

ନୂଆଦିଲ୍ଲୀ,୨୦।୨: ଭାରତୀୟ ମୌସୁମୀର ବିବର୍ତ୍ତନ ନେଇ ସମ୍ପୂର୍ଣ୍ଣ ଭାବରେ କୌଣସି ତଥ୍ୟ ମିଳି ପାରିନାହିଁ। ଏହାର ଉତ୍ପତ୍ତି ସ୍ଥିତିର ତୀବ୍ରତା କିପରି ସମ୍ଭବ ହେଉଛି ତାହାର ଡିକୋଡ କୈଜ୍ଞାନିକମାନେ ବର୍ତ୍ତମାନ ସୁଦ୍ଧା କରିନାହାଁନ୍ତି। ସମୟ ସହିତ ଏହା କିପରି ବଦଳିଛି ତାହାର…

କେନ୍ଦ୍ର ସହିତ ରାଜ୍ୟ ସରକାର ମିଳିତ ଭାବେ କାର୍ଯ୍ୟ କରିବା ଆବଶ୍ୟକ: ମୋଦି

ନୂଆଦିଲ୍ଲୀ,୨୦।୨: ଦେଶର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ସହିତ ରାଜ୍ୟ ସରକାର ମିଳିତ ଭାବେ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି। ଏହା ଦ୍ୱାରା ଦେଶର କୃଷି କ୍ଷେତ୍ର ସହିତ ଅନ୍ୟ କ୍ଷେତ୍ରରେ ମଧ୍ୟ ବିକାଶ ସମ୍ଭବ ହୋଇ ପାରିବ। ନୀତି ଆୟୋଗର…

ଦିଲ୍ଲୀ ପୋଲିସକୁ ସୋସିଆଲ ମିଡ଼ିଆରେ ଖୋଲା ଚ୍ୟାଲେଞ୍ଜ୍‌ କଲେ ଲଖା ସିଧାନା

ନୂଆଦିଲ୍ଲୀ,୨୦।୨: ଜାନୁୟାରୀ ୨୬ ଦିଲ୍ଲୀ ହିଂସାର ମାଷ୍ଟର ମାଇଣ୍ଡ ଥିବା ପୂର୍ବ ଗ୍ୟାଙ୍ଗଷ୍ଟର ଲଖା ସିଧାନା ସୋସିଆଲ ମିଡ଼ିଆରେ ଦିଲ୍ଲୀ ପୋଲିସକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଇଛନ୍ତି। ସେ ଚାଷୀଙ୍କ ଆନ୍ଦୋଳନକୁ ସମର୍ଥନ କରିବା ସହିତ ଫେବୃୟାରୀ ୨୩ରେ ଭଟିଣ୍ଡା ଜିଲାର ମେହରାଜ…

ଶବନମ୍‌ଙ୍କ ଫାଶୀ ଦଣ୍ଡକୁ ବିରୋଧ କଲେ ଅଯୋଧ୍ୟା ସାଧୁସନ୍ଥ

ଲକ୍ଷ୍ନୌ,୨୦।୨: ଦେଶ ସ୍ବାଧୀନ ହେବା ପରେ ଉତ୍ତରପ୍ରଦେଶରେ ପ୍ରଥମ ଥର ପାଇଁ ଜଣେ ମହିଳାଙ୍କୁ ଫାଶୀ ଦିଆଯିବ। ଏନେଇ ମଥୁରା ଜେଲରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଆମରୋହା ବାସିନ୍ଦା ଶବନମଙ୍କୁ ମଥୁରା ଜେଲରେ ଫାଶୀ ଦିଆଯିବ। ତେବେ ଏନେଇ କୌଣସି ତାରିଖ…

ସଂଘର୍ଷରେ ମରିଛନ୍ତି ୪ ଚାଇନା ସୈନ୍ୟ

ନୂଆଦିଲ୍ଲୀ, ୨୦।୨: ପୂର୍ବ ଲଦାଖର ଗଲ୍‌ଓ୍ବାନ୍‌ ଉପତ୍ୟକାରେ ଗତବର୍ଷ ଜୁନ୍‌ରେ ଭାରତୀୟ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଥିଲା। ସେଥିରେ ୨୦ ଭାରତୀୟ ଯବାନ ଶହୀଦ ହୋଇଥିଲେ। ତେବେ ଚାଇନା ଏହାର ସୈନ୍ୟ ମୃତାହତ ସମ୍ପର୍କରେ ତଥ୍ୟ ଗୋପନ…

ଭାରତ-ଚାଇନା କମାଣ୍ଡର ସ୍ତରୀୟ ବୈଠକ ଆଜି

ନୂଆଦିଲ୍ଲୀ,୨୦ ।୨: ଭାରତ-ଚାଇନା ମଧ୍ୟରେ ଏଲ୍‌ଏସିରେ ଲାଗି ରହିଥିବା ତୁତୁମେମେ ମଧ୍ୟରେ ଏବେ ଏହା ଶେଷ ହେବାକୁ ଯାଉଛି । ଉଭୟ ଦେଶର ସେନାପଛକୁ ଫେରିବା ଆରମ୍ଭ କରିଥିବା ବେଳେ ଏବେ ଦୁଇ ଦେଶ ମଧ୍ୟରେ ୧୦ମ କମାଣ୍ଡର ସ୍ତରୀୟ ବୈଠକ…

ଦେଶରେ ୩୪ ଦିନରେ ୧ କୋଟିରୁ ଅଧିକ ଟିକାକରଣ!

ନୂଆଦିଲ୍ଲୀ,୨୦ ।୨: କରୋନା ମହାମାରୀକୁ ଦୂରେଇ ଦେବାକୁ ଏବେ ବିଶ୍ୱର ଅଧିକାଂଶ ଦେଶରେ ଚାଲିଛି ଟିକାକରଣ କାର୍ଯ୍ୟକ୍ରମ । ଏହି କ୍ରମରେ ଭାରତରେ ବି ଟିକାକରଣ ଖୁବ୍ ଜୋରରେ ଚାଲିଛି । ମିଳିଥିବା ସୂଚନାରୁ ଜଣାପଡିଛି କି ଗତ ୩୪ ଦିନ…

ଅଜବ ଶେଷ ଇଚ୍ଛା ସହ ଆତ୍ମହତ୍ୟା କଲେ ୟଶଙ୍କ ଫ୍ୟାନ

ବାଙ୍ଗାଲୋର,୨୦।୨: କର୍ନାଟକର ମାଣ୍ଡିଆ ଜିଲା ଅଧୀନ କୋଡିଡୋଡି ଗାଁରେ ଜଣେ ୨୫ ବର୍ଷୀୟ ଯୁବକ ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଛନ୍ତି। ମାଣ୍ଡିଆ ପୋଲିସ ଅନୁଯାୟୀ, ମୃତକଙ୍କ ନାମ ରାମାକ୍ରିଷ୍ଣା। ସେ ‘କେଜିଏଫ୍‌’ ଷ୍ଟାର ୟଶ ଓ କର୍ନାଟକର ବିରୋଧୀ କଂଗ୍ରେସ…

ଅମିତ ଶାହାଙ୍କ ପାଇଁ ସମନ ଜାରି

କୋଲକାତା,୧୯।୨: ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏମ୍‌ପି ଅଭିଷେକ ବାନାର୍ଜୀଙ୍କ ପକ୍ଷରୁ ଦାୟର ହୋଇଥିବା ମାନହାନି ମାମଲାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ପଶ୍ଚିମବଙ୍ଗର ଏକ ସ୍ବତନ୍ତ୍ର (ଏମ୍‌ପି/ଏମ୍‌ଏଲ୍‌ଏ କୋର୍ଟ) ଅଦାଲତ ଏକ ସମନ ଜାରି କରିଛନ୍ତି। ଆସନ୍ତା ଫେବୃୟାରୀ ୨୨ ତାରିଖ ପୂର୍ବାହ୍ନ…

ଜେଲ ହାଜତକୁ ଗଲେ ଦିଶା ରବି

ନୂଆଦିଲ୍ଲୀ,୧୯।୨: ଟୁଲ୍‌କିଟ୍‌ ମାମଲାରେ ୨୨ ବର୍ଷୀୟା ଜଳବାୟୁ କାର୍ଯ୍ୟକର୍ତ୍ତା ଦିଶା ରବିଙ୍କୁ ପଟିଆଲା ହାଉସ କୋର୍ଟ ୩ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି। ମାମଲାର ପଚରାଉଚୁରା ବେଳେ ଦିଶା କୌଣସି ଉତ୍ତର ଦେଇ ନ ଥିଲେ। ଏପରି କି…

ପତ୍ନୀଙ୍କଠାରୁ ଶୀଘ୍ର ଅଲଗା ହେବାକୁ ଚାହୁଁଛନ୍ତି ଓମାର ଅବଦୁଲ୍ଲା

ନୂଆଦିଲ୍ଲୀ,୧୯ ।୨: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନ୍ସ ନେତା ଓମାର ଅବଦୁଲ୍ଲାଙ୍କ ବୈବାହିକ ବିବାଦ ମାମଲା ଦିଲ୍ଲୀ ହାଇକୋର୍ଟରେ ଚାଲିଛି । କାରଣ ଓମାରଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କ ଓକିଲ ଭିଡିଓ କନଫରେନ୍ସିଂ ଜରିଆରେ ଶୁଣାଣିକୁ ନେଇ ସହମତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri