୪୧ ସହରରେ ହେବ କରୋନା ଔଷଧର ଫ୍ରି ଡେଲିଭରୀ…
ନୂଆଦିଲ୍ଲୀ, ୨୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ଡକ୍ଟର ରେଡ୍ଡୀ ଲାବୋରେଟୋରୀ ପକ୍ଷରୁ ପ୍ରସ୍ତୁତ ହୋଇଥିବା କରୋନା ଔଷଧ ଆଭିଗନର ଭାରତରେ ବିକ୍ରି ଲାଗି ଅନୁମତି ମିଳିଛି। ଏହାକୁ ଦେଶର ୪୧ ସହରରେ କମ୍ପାନୀ...
ବିଧାନସଭା ଅଧିବେଶନ ପୂର୍ବରୁ ୪ ବିଧାୟକ କରୋନାରେ ଆକ୍ରାନ୍ତ
ଲକ୍ଷ୍ନୌ,୨୦।୮: କରୋନା ସଂକ୍ରମଣ ବେଳକୁ ବେଳ ଉଗ୍ର ରୂପ ନେବାକୁ ଯାଉଛି। ଉତ୍ତର ପ୍ରଦେଶ ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଏବେ ସମସ୍ତଙ୍କ ମୁଣ୍ଡ ବିଗାଡିଛି ଏହି କରୋନା ମହାମାରୀ। ବିଧାନସଭା ଆରମ୍ଭ ହେବାର ପ୍ରାୟ ୨୪ ଘଣ୍ଟା...
ରାହୁଲଙ୍କୁ ପ୍ରଧାନମନ୍ତ୍ରୀ କରିବାକୁ ଚାହୁଁଥିଲେ ମନମୋହନ ସିଂ !
ନୂଆଦିଲ୍ଲୀ, ୨୦।୮: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ରାହୁଲ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ କରିବାକୁ ଚାହୁଁଥିଲେ। ଏନେଇ କଂଗ୍ରେସ ପ୍ରବକ୍ତା ଶକ୍ତି ସିଂ ଗୋହିଲ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ଦ୍ୱିତୀୟ କାର୍ଯ୍ୟକାଳ ସମୟରେ ମନମୋହନ ରାହୁଲଙ୍କୁ ପ୍ରଧାନମନ୍ତ୍ରୀ ହୁଅନ୍ତୁ...
ଏକ୍ସପ୍ରେସ୍ ଓ୍ବେରେ ଓଲଟିଲା ବସ୍: ୧୬ ଗୁରୁତର
ଲକ୍ଷ୍ନୌ, ୨୦।୮: ଶ୍ରମିକଙ୍କୁ ନେଇ ଦିଲ୍ଲୀରୁ ବିହାରର ମଧୁବାଣୀ ଯାଉଥିବା ଏକ ବସ୍ ଲକ୍ଷ୍ନୌ ଏକ୍ସପ୍ରେସ୍ ଓ୍ବେରେ ଓଲଟି ପଡ଼ିଛି। ବସ୍ରେ ୪୫ ଜଣ ଶ୍ରମିକ ଥିଲେ ବୋଲି ପୋଲିସ ପକ୍ଷରୁ କୁହାଯାଉଛି। ଝରକା କାଚ ଭାଙ୍ଗି ବସ୍ରୁ ଶ୍ରମିକମାନଙ୍କୁ...
ଚାହୁଁଚାହୁଁ ବୁଡ଼ି ଗଲା କାର…
ନୂଆଦିଲ୍ଲୀ, ୨୦।୮: ଦିଲ୍ଲୀରେ ପ୍ରବଳ ବର୍ଷା ଜାରି ରହିଛି। ରାସ୍ତା ଉପରେ ୩ ଫୁଟର ଅଧିକ ବର୍ଷାଜଳ ପ୍ରବାହିତ ହେଉଛି। ଦିଲ୍ଲୀ-ଗୁରୁଗ୍ରାମ ରାସ୍ତାରେ ପ୍ରବଳ ବନ୍ୟା ଜଳ ପ୍ରବାହିତ ହେଉଛି। ରାସ୍ତାରେ ଯାଉଥିବା ଏକ କାର ଚାହୁଁଚାହୁଁ ବର୍ଷା ଜଳରେ...
ବସ୍ ଅପହରଣକାରୀଙ୍କୁ ଏନ୍କାଉଣ୍ଟର
ନୂଆଦିଲ୍ଲୀ, ୨୦।୮: ଉତ୍ତରପ୍ରଦେଶ ଆଗ୍ରାର ମଲପୁରା ଅଞ୍ଚଳର ନ୍ୟୁ ଦକ୍ଷିଣୀ ବାଇପାସ୍ ନିକଟସ୍ଥ ରାୟଭା ଟୋଲ୍ ପ୍ଲାଜାଠାରୁ ଅପହରଣ କରାଯାଇଥିବା ଏକ ଯାତ୍ରୀବାହୀ ବସ୍ ଘଟଣାରେ ନୂଆ ମୋଡ଼ ଆସିଛି। ଗୁରୁବାର ପୋଲିସ ଏବଂ ଅପହରଣକାରୀଙ୍କ ମଧ୍ୟରେ ଗୁଳି ବିନିମୟ...
କରୋନା କଲା ରେକର୍ଡ: ୨୮ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ, ୨୦।୮: ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮ ଲକ୍ଷ ୩୬ ହଜାର ୯୫୨ଛୁଇଁଛିି। ସେହିପରି ମୃତକଙ୍କ ସଂଖ୍ୟା...
ପିଏମ୍ କେୟାର୍ସକୁ ୨୧୦୫ କୋଟି ଦାନ କରିଛନ୍ତିି ୩୮ ପିଏସ୍ୟୁ
ନୂଆଦିଲ୍ଲୀ,୨୦ା୮: ପ୍ରାଇମ୍ ମିନିଷ୍ଟର୍ସ ସିଟିଜେନ୍ ଆସିଷ୍ଟାନ୍ସ ଆଣ୍ଡ ରିଲିଫ୍ ଇନ୍ ଏମର୍ଜେନ୍ସି ସିଚ୍ୟୁଏଶନ୍ସ (ପିଏମ୍ କେୟାର୍ସ) ଫଣ୍ଡ୍କୁ ବେଳକୁ ବେଳ ସହାୟତାର ସୁଅ ଛୁଟିବାରେ ଲାଗିଛି। କୋଭିଡ୍ ମୁକାବିଲା ବେଳେ ନାଗରିକ ସହାୟତା ପ୍ରଦାନ ଉଦେଶ୍ୟରେ ମାର୍ଚ୍ଚ ୨୮ରେ ଗଠିତ...
ଜାତୀୟ ନିଯୁକ୍ତି ଏଜେନ୍ସି ସ୍ଥାପନକୁ କ୍ୟାବିନେଟ ମଞ୍ଜୁରୀ
ନୂଆଦିଲ୍ଲୀ, ୨୦।୮(ଆଇଏନ୍ଏସ୍): ଜାତୀୟ ନିଯୁକ୍ତି ଏଜେନ୍ସି ସ୍ଥାପନକୁ ବୁଧବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଅଧିକାଂଶ କେନ୍ଦ୍ରୀୟ ସରକାରୀ ଚାକିରି ପାଇଁ ଏହି ସଂସ୍ଥା ସାଧାରଣ ଯୋଗ୍ୟତା ପରୀକ୍ଷା ପରିଚାଳନା କରିବ। ଏହା ଏକ ଐତିହାସିକ ନିଷ୍ପତ୍ତି ଯାହା ନିଯୁକ୍ତି...
୪ ମାସରେ ନିଯୁକ୍ତି ହରାଇଲେଣି ୧.୮୯ କୋଟି
ନୂଆଦିଲ୍ଲୀ, ୨୦।୮(ପି.ଟି.): କରୋନା ଲକ୍ଷ ଲକ୍ଷ ଲୋକଙ୍କ ଜୀବିକା ଛଡ଼ାଇ ନେଇଛି। ଏକ ଆକଳନ ଅନୁଯାୟୀ କେବଳ ଜୁଲାଇ ମାସରେ ୫୦ ଲକ୍ଷ ବେତନଭୋଗୀ ନିଯୁକ୍ତି ହରାଇଥିବାବେଳେ ଏପ୍ରିଲ୍ରୁ ଇତିମଧ୍ୟରେ ପାଖାପାଖି ୨ କୋଟି ଲୋକଙ୍କ ଚାକିରି ଯାଇଛି। ସେଣ୍ଟର...
ସୁପ୍ରିମକୋର୍ଟ ଗଲେ ପ୍ରଶାନ୍ତ
ନୂଆଦିଲ୍ଲୀ,୨୦ା୮ : ଅଦାଲତ ଅବମାନନା ମାମଲାରେ ଦଣ୍ଡବିଧାନର ଦିନକ ପୂର୍ବରୁ ବରିଷ୍ଠ ଆଇନୀବୀ ପ୍ରଶାନ୍ତ ଭୂଷଣ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରିଭ୍ୟୁ ପିଟିଶନ୍ର ଶୁଣାଣି ନ ହେବା ଯାଏ ତାଙ୍କ ବିରୋଧରେ ଦଣ୍ଡବିଧାନ କରା ନ ଯାଉ ବୋଲି ସେ...
ସିଜେଆଇଙ୍କୁ ଚିଠି ଲେଖିଲେ ୭୭୨ ଓକିଲ
ନୂଆଦିଲ୍ଲୀ,୨୦ା୮: ଦେଶର ୭୭୨ ଓକିଲ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (ସିଜେଆଇ) ଏସ୍.ଏ. ବୋବ୍ଡେଙ୍କୁ ପତ୍ର ଲେଖିଛନ୍ତି। ନିକଟରେ ନ୍ୟାୟପାଳିକା ପ୍ରତି ଭୟ ସୃଷ୍ଟି କରିଥିବା ତତ୍ତ୍ୱ ଉପରେ ସେମାନେ ଏଥିରେ ଚିନ୍ତାବ୍ୟକ୍ତ କରିଛନ୍ତି। ସ୍ବାକ୍ଷର କରିଥିବା ଉକ୍ତ ପତ୍ରରେ ଲେଖିଛନ୍ତି,...
Archives


