ଆମିର ଖାଁ କରୋନା ପଜିଟିଭ୍
ମୁମ୍ବାଇ,୨୪।୩: ବଲିଉଡ୍ ଅଭିନେତା ଆମିର ଖାଁଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏହାପରେ ଆମିର ନିଜକୁ ଘରେ ସେଲଫ୍ କ୍ୱାରାଣ୍ଟାଇନ୍ରେ ରଖିଥିବା ଟୁଇଟ୍ କରି ସୂଚନା ଦେଇଛନ୍ତି। ତାଙ୍କ ସହିତ ମିଳାମିଶା କରିଥିବା ଲୋକେ ନିଜର ନମୁନା ପରୀକ୍ଷା…
ମମତା-ଶୁଭେନ୍ଦୁଙ୍କ ବିରୋଧରେ ଲଢ଼ିବେ ବସ୍ ଡ୍ରାଇଭର ସ୍ବପନ
କୋଲକାତା,୨୪।୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ତାତି ବଢ଼ିବାରେ ଲାଗିଛି। ନନ୍ଦିଗ୍ରାମରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତାଙ୍କ ବିରୋଧରେ ଭାଜପା ପକ୍ଷରୁ ଶୁଭେନ୍ଦୁ ଅଧିକାରୀଙ୍କୁ ନନ୍ଦିଗ୍ରାମରୁ ଟିକଟ ଦିଆଯାଇଛି। ତେବେ ଏବେ ରୋଚକ ଘଟଣା ସୋସିଆଲ ମିଡ଼ିଆରେ ଭାଇରାଲ…
ପରମବୀରଙ୍କ ଆବେଦନ ସୁପ୍ରିମ୍କୋର୍ଟରେ ଖାରଜ
ନୂଆଦିଲ୍ଲୀ,୨୪।୩: ମହାରାଷ୍ଟ୍ରରେ ଜାରି ରହିଥିବା ସଙ୍କଟ ନେଇ ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କ ଆବେଦନ ସୁପ୍ରିମ୍କୋର୍ଟରେ ଖାରଜ ହୋଇଯାଇଛି। ମାମଲା ଗୁରୁତର ମାତ୍ର ଏହି ମାମଲାରେ ପରମବୀର କାହିଁକି ହାଇକୋର୍ଟର ଦ୍ୱାରସ୍ଥ ହେଲେ ନାହିଁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ପ୍ରଶ୍ନ…
ସମୟ ଥିଲା ଭାଜପାରେ ଥିଲେ ମମତା, ବାଜପେୟୀଙ୍କ ଏହି ଜିଦ୍ ଆଗରେ ହାର୍ ମାନି ହୋଇଥିଲେ ମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗତ ୧୦ ବର୍ଷ ଧରି ପଶ୍ଚିମବଙ୍ଗରେ କ୍ଷମତାରେ ଅଛନ୍ତି। ୨୦୧୧ରେ ବାମପନ୍ଥୀ ଦଳକୁ କ୍ଷମତାରୁ ହଟାଇ ମମତା ବାନାର୍ଜୀ ଦୁଇଥର ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ ତୁଲାଇଛନ୍ତି। ଏଥିପାଇଁ ତାଙ୍କୁ ଅନେକ ସଂଘର୍ଷ କରିବାକୁ ପଡିଥିଲା। ଏବେ…
ଆଖିରେ କଳା କନା ବାନ୍ଧି ବିଧାୟକଙ୍କ ବିକ୍ଷୋଭ ପ୍ରଦର୍ଶନ
ପାଟନା,୨୪।୩: ବିହାର ବିଧାନସଭାରେ ମଙ୍ଗଳବାର ହୋଇଥିବା ହଙ୍ଗାମା ପରେ ବିରୋଧୀ ଦଳଙ୍କ ପକ୍ଷରୁ ଶାସକଙ୍କୁ ଘେରିବା ଆରମ୍ଭ ହୋଇଛି। ବୁଧବାର ବିଧାନସଭା ପରିସରରେ ଆର୍ଜେଡି ଏବଂ କଂଗ୍ରେସ ବିଧାୟକମାନେ ଆଖିରେ କଳାକନା ବାନ୍ଧି ଶାନ୍ତିପୂର୍ଣ୍ଣ ଭାବେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ପ୍ରଶ୍ନକାଳ…
୭ ଦିନ ବନ୍ଦ ରହିବ ବ୍ୟାଙ୍କ୍, ଶୀଘ୍ର ସାରନ୍ତୁ କାମ
ନୂଆଦିଲ୍ଲୀ,୨୪।୩: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡିତ କୌଣସି କାର୍ଯ୍ୟ ଅଛି, ତେବେ ତୁରନ୍ତ ଏହାକୁ ଶେଷ କରନ୍ତୁ । କାରଣ ମାର୍ଚ୍ଚ ୨୭ରୁ ଏପ୍ରିଲ ୪ ମଧ୍ୟରେ ବ୍ୟାଙ୍କଗୁଡ଼ିକ କେବଳ ଦୁଇ ଦିନ ପାଇଁ ଖୋଲା ରହିବ। ମାର୍ଚ୍ଚ ୨୭ରେ…
ପରବର୍ତ୍ତୀ ପ୍ରଧାନ ବିଚାରପତି ପାଇଁ ଏନ.ଭି ରମଣଙ୍କ ନାଁ ସୁପାରିସ କଲେ ବୋବଡେ
ନୂଆଦିଲ୍ଲୀ,୨୪।୩: ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଏନ.ଭି ରମଣ ଦେଶର ପରବର୍ତ୍ତୀ ସମ୍ଭାବ୍ୟ ପ୍ରଧାନ ବିଚାରପତି ହୋଇପାରନ୍ତି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏସ୍.ଏ ବୋବଡେ ତାଙ୍କ ଉତ୍ତରାଧିକାରୀ ଭାବରେ ଜଷ୍ଟିସ ରମଣଙ୍କ ନାମ ସୁପାରିଶ କରିଛନ୍ତି। ବୋବଡେ ଏପ୍ରିଲ ୨୩ରେ ଅବସର ନେଉଛନ୍ତି।…
ମେ’ ୨ରେ ଦିଦିଙ୍କ ବିଦାୟ ନିଶ୍ଚିତ: ମୋଦି
କୋଲକାତା,୨୪।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳ ମେ’୨ରେ ପ୍ରକାଶ ପାଇବ। ଏହି ଦିନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଦାୟ ନିଶ୍ଚିତ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କାନ୍ଥିଠାରେ ଏକ ନିର୍ବାଚନ ରାଲିରେ ଯୋଗଦେଇ ଏଭଳି କହିଛନ୍ତି। ରାଜ୍ୟରେ ପ୍ରଥମ ଥର…
ଗାଈ ପେଟରୁ ବାହାରିଲା ୪୮ କିଲୋ ପ୍ଲାଷ୍ଟିକ୍
କୋଟା,୨୪।୩: ରାଜସ୍ଥାନର କୋଟା ସହରରେ ଏକ ହୃଦୟ ବିଦାରକ ମାମଲା ସାମ୍ନାକୁ ଆସିଛି। କୋଟା ଡିଭିଜନ ମୁଖ୍ୟାଳୟରେ ଅବସ୍ଥିତ ବହୁମୁଖୀ ପ୍ରାଣୀ ଚିକିତ୍ସାଳୟର ବରିଷ୍ଠ ପ୍ରାଣୀ ଚିକିତ୍ସକ ଅଖିଳେଶ ପାଣ୍ଡେଙ୍କ ଦ୍ୱାରା ଏକ ଗାଈର ପେଟ ଅପରେଶନ କରାଯାଇଛି। ଦୀର୍ଘ ୪…
ରାଜ୍ୟପାଳଙ୍କୁ ଭେଟିଲେ ଭାଜପା ନେତା
ମୁମ୍ବାଇ,୨୪।୩: ମହାରାଷ୍ଟ୍ରରେ ସଙ୍କଟ ଜାରି ରହିଛି। ଏପରିସ୍ଥଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍ଙ୍କ ନେତୃତ୍ୱରେ ଭାଜପା ନେତା ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଭାଜପା ପକ୍ଷରୁ ଦାବି କରାଯାଇଛି। ଦେବେନ୍ଦ୍ର…
ମାର୍ଚ୍ଚ ୨୫ରେ ଶେଷ ହେବ ବଜେଟ ଅଧିବେଶନ !
ନୂଆଦିଲ୍ଲୀ,୨୪।୩: ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ୪ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପାର୍ଲାମେଣ୍ଟର ବଜେଟ ଅଧିବେଶନ ସମୟ ପୂର୍ବରୁ ଶେଷ ହେବ। ଏହାକୁ ମାର୍ଚ୍ଚ ୨୫ରେ ଶେଷ କରାଯିବାର ସମ୍ଭାବନା ରହିଛି। ଏହା ଏପ୍ରିଲ୍…
ଦିନକରେ ୪୭ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୨୪।୩: ଦେଶରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛିି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୭ ହଜାର ୨୬୨ରେ ପହଞ୍ଚିଛି। ସେହିପରି ଏହି…

