ଲାଲୁ ଯାଦବଙ୍କୁ ‘ପାରିବାରିକ ବନ୍ଧୁ’ କହିଲେ ଶତ୍ରୁଘ୍ନ ସିହ୍ନା
ପାଟନା,୩।୧୧: ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୧୭ ଜିଲାରେ ୯୪ ଆସନ ପାଇଁ ଭୋଟ ଗ୍ରହଣ ପ୍ରକ୍ରିୟା ଚାଲିଛି। ଦ୍ୱିତୀୟ ପର୍ଯ୍ୟାୟରେ ୯୪ଟି ଆସନ ପାଇଁ ମୋଟ ୧୪୬୩ ପ୍ରାର୍ଥୀ ମୈଦାନକୁ ଓହ୍ଲାଇଛନ୍ତି। ଏହି ପର୍ଯ୍ୟାୟ ନିର୍ବାଚନରେ ଅଭିନେତା-ରାଜନେତା ଶତ୍ରୁଘ୍ନ…
ବଢିଲା ଚାଇନାର ଚିନ୍ତା
ବିଶାଖାପଟନମ୩ ।୧୧: ପୂର୍ବ ଲଦ୍ଦାଖରେ ଭାରତ-ଚାଇନା ସୀମା ବିବାଦ ଲାଗି ରହିଥିବା ବେଳେ ମଙ୍ଗଳବାର ଭାରତ, ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆ ମାଲାବାର ନୌସେନା ଅଭ୍ୟାସର ପ୍ରଥମ ପର୍ଯ୍ୟାୟ ଆରମ୍ଭ କରିଛନ୍ତି । ବଙ୍ଗୋପସାଗର ଉପକୂଳ ବିଶାଖାପଟନମରେ ଏହା ଆରମ୍ଭ କରାଯାଇଛି…
ଚାଇନା ବାଣ ରଖିବା-ବିକିବା ଅପରାଧ: ଧରାପଡ଼ିଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଚଣ୍ଡିଗଡ଼,୩।୧୧: ହରିୟାଣାରେ ଚାଇନା ବାଣ ରଖିବା ଏବଂ ବିକିବା ଉପରେ ରାଜ୍ୟ ସରକାର ପ୍ରତିବନ୍ଧକ ଲଗାଇଛନ୍ତି। ଏଭଳି କାର୍ଯ୍ୟରେ ଲିପ୍ତଥିବା ବ୍ୟକ୍ତି ବିଶେଷଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସରକାର ଘୋଷଣା କରିଛନ୍ତି। ରାଜ୍ୟରେ ଦୀପାବଳି, ଗୁରୁପର୍ବ ଏବଂ…
ସୁଶୀଲ ମୋଦିଙ୍କ ନାଁରେ ସାଧାରଣ ଜନତାଙ୍କ ଅଭିଯୋଗ
ପାଟନା,୩ ।୧୧: ମଙ୍ଗଳବାର ସକାଳେ ଆରମ୍ଭ ହୋଇଛି ବିହାର ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ପାଟନାରେ ବିହାରର ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି ଭୋଟ ଦେଇଥିବା ଦେଖାଯାଇଛି । ହେଲେ ତାଙ୍କ ଭୋଟ ଦାନକୁ ନେଇ ଏବେ ବିବାହ ଉପୁଜିଛି…
ପରଲୋକରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୩।୧୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ସତୀଶ ପ୍ରସାଦ ସିଂହଙ୍କ ନୂଆଦିଲ୍ଲୀରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। ଗତ କିଛି ଦିନ ତଳେ ସତୀଶ ପ୍ରସାଦ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ତାଙ୍କୁ ଦିଲ୍ଲୀର ମ୍ୟାକ୍ସ ହସ୍ପିଟାଲରେ…
ଭୂକମ୍ପ ଜୋନ୍ରେ ରାଜଧାନୀ: ୨ ବର୍ଷରେ ୬୪ ଥର ଥରିଛି
ନୂଆଦିଲ୍ଲୀ,୩।୧୧: ରାଜଧାନୀ ଦିଲ୍ଲୀ ଭୂକମ୍ପ ଜୋନ୍ରେ ରହିଛି। ଏଠାରେ ଗତ ୨ ବର୍ଷ ମଧ୍ୟରେ ୬୪ ଥର ଭୂକମ୍ପ ହୋଇଛି। ସେଥିମଧ୍ୟରୁ ୫୬ଥର ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪ରୁ ୪.୯ ମଧ୍ୟରେ ରହିଛି। ୮ଥର ୫ରୁ ଅଧିକ ତୀବ୍ରତା…
ଆର୍ଆର୍ ନଗରରେ ୪୨ ହଜାର ନକଲି ଭୋଟର: ଭାଜପାକୁ ଦୋଷ ଦେଲା କଂଗ୍ରେସ
ବେଙ୍ଗାଲୁରୁ,୩।୧୧: କର୍ନାଟକରେ ମଙ୍ଗଳବାର ଆର୍ଆର୍ ନଗର(ରାଜରାଜେଶ୍ୱରୀ ନଗର) ଏବଂ ତୁମକୁରର ସିରା ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି। ରାଜ୍ୟ କଂଗ୍ରେସ ଅଧ୍ୟକ୍ଷ ଡି.କେ. ଶିବ କୁମାର ଶାସକ ଭାଜପା ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ଆର୍ଆର୍ ନଗରରେ ଜାଣିଶୁଣି…
ଗେହଲଟ ସରକାରଙ୍କ ନୂଆ ଆଇନ: ମାସ୍କ ପିନ୍ଧିବା ଅନିବାର୍ଯ୍ୟ
ଜୟପୁର,୩।୧୧: ଦେଶର ପ୍ରଥମ ରାଜ୍ୟ ଭାବେ ରାଜସ୍ଥାନରେ ସର୍ବ ସାଧାରଣସ୍ଥଳରେ ମାସ୍କ ପିନ୍ଧିବାକୁ ଅନିବାର୍ଯ୍ୟ କରାଯାଇଛି। ରାଜ୍ୟରେ ଦନକୁ ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ବିଧାନସଭାରେ…
ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଅଣ୍ଟା ଭିଡିଲେଣି ଷ୍ଟାର ପ୍ରଚାରକ
ପାଟନା,୩ ।୧୧: ବିହାର ବିଧାନସଭା ନିର୍ବାଚନ ଉପରେ ସାରା ଦେଶର ନଜର । ଗୋଟିଏ ପଟେ ମଙ୍ଗଳବାର ଏଠାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ ଅନ୍ୟପଟେ ଭାରତୀୟ ଜନତା ପାର୍ଟି(ଭାଜପା)ର ଷ୍ଟାର ପ୍ରଚାରକ ନରେନ୍ଦ୍ର ମୋଦି ଓ କଂଗ୍ରେସର…
ବାବ୍ରି ମାମଲାର ରାୟ ଦେଇଥିବା ବିଚାରପତିଙ୍କ ସୁରକ୍ଷା ବୃଦ୍ଧିକୁ ନା
ନୂଆଦିଲ୍ଲୀ,୩।୧୧: ବାବ୍ରି ମସ୍ଜିଦ ଭଙ୍ଗ ମାମଲାର ରାୟ ଶୁଣାଇଥିବା ବିଚାରପତି ସୁରେନ୍ଦ୍ର କୁମାର ଯାଦବଙ୍କ ସୁରକ୍ଷା ବୃଦ୍ଧି କରିବାକୁ ସୁପ୍ରିମକୋର୍ଟ ସୋମବାର ମନା କରିଛନ୍ତି। ୨୦୧୫ରୁ ସେ ବାବ୍ରି ଭଙ୍ଗ ମାମଲାର ବିଚାର କରିଆସୁଥିବାରୁ ସୁପ୍ରିମକୋର୍ଟ ତାଙ୍କ କାର୍ଯ୍ୟକାଳ ବୃଦ୍ଧି କରିଥିଲେ।…
୩୦ ସହରବାସୀ ଭୋଗିବେ ଜଳଯନ୍ତ୍ରଣା
ନୂଆଦିଲ୍ଲୀ,୩।୧୧(ଆଇଏଏନ୍ଏସ୍): କଥାରେ ଅଛି ଜଳ ହିଁ ଜୀବନ। ଜଳ ବିନା ଜୀବଜଗତ ତିଷ୍ଠିରହିବା ଅସମ୍ଭବ। ହେଲେ ଜଳବାୟୁରେ ପରିବର୍ତ୍ତନ ସହ ସାମାଜିକ ଚାଲିଚଳଣି ପରିବେଶକୁ ବିଗାଡ଼ିବାରେ ଲାଗିଛି। ଏବେଠାରୁ ଏହାକୁ ନ ସୁଧାରିଲେ କିମ୍ବା ଏନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା…
୧୨୦୧ ପ୍ରାର୍ଥୀଙ୍କ ନାଁରେ ଅପରାଧ ମାମଲା
ନୂଆଦିଲ୍ଲୀ,୩ା୧୧: ବିହାର ବିଧାନସଭା ନିର୍ବାଚନରେ ପ୍ରାର୍ଥୀ ହୋଇଥିବା ୧,୨୦୧ ଜଣଙ୍କ ନାଁରେ ଅପରାଧ ମାମଲା ରହିଛି। ସେମାନଙ୍କ ମଧ୍ୟରୁ ୯୧୫ଟି ଗୁରୁତର ମାମଲା ବୋଲି ବିହାର ଇଲେକ୍ସନ ଓ୍ବାଚ୍ ଏବଂ ଆସୋସିଏଶନ ଫର୍ ଡେମୋକ୍ରାଟିକ୍ ରିଫମର୍ସ (ଏଡିଆର୍) ରିପୋର୍ଟରେ କୁହାଯାଇଛି। ନିର୍ବାଚନରେ…
Archives


