ମୋଦି ସର୍ବାଧିକ ସମୟ କ୍ଷମତାରେ ଥିବା ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, ୧୪।୮: ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ସର୍ବାଧିକ ସମୟ କ୍ଷମତାରେ ରହିଛନ୍ତି। ସେ ପ୍ରଧାନମନ୍ତ୍ରୀ ଭାବେ ୬ ବର୍ଷ ୭୯ ଦିନ ପୂରଣ କରିଛନ୍ତି। ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଭାବେ ମୋଟ ୨,୨୬୮ ଦିନ କ୍ଷମତାରେ...
ଗେହଲଟଙ୍କ ଘରେ ପାଇଲଟ: କରମର୍ଦ୍ଦନ କଲେ
ଜୟପୁର, ୧୪।୮(ପି.ଟି.):ରାଜସ୍ଥାନ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ବାସଭବନରେ ଗୁରୁବାର କଂଗ୍ରେସ ବିଧାୟକ ଦଳ ବୈଠକ ବସିଥିଲା। ମାସେବ୍ୟାପୀ ବିଦ୍ରୋହ ପରେ ଘରବାହୁଡ଼ା କରିଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ଓ ଅସନ୍ତୁଷ୍ଟ ବିଧାୟକମାନେ ଏହି...
‘ନିର୍ବାଚନ ପାଇଁ ପ୍ରସ୍ତୁତ ରୁହ’
ନୂଆଦିଲ୍ଲୀ, ୧୪।୮:ନିର୍ବାଚନ ପାଇଁ ପ୍ରସ୍ତୁତ ରହିବାକୁ ରାଜସ୍ଥାନର ଭାଜପା ବିଧାୟକମାନଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦଳର ବରିଷ୍ଠ ନେତ୍ରୀ ବସୁନ୍ଧରା ରାଜେ ପରାମର୍ଶ ଦେଇଥିବା ଜଣାପଡିଛି। ଗୋଷ୍ଠୀବିବାଦ ଦେଖାଦେଇଥିବା ରାଜ୍ୟର କଂଗ୍ରେସ ସରକାର ଅସ୍ଥିର ଏବଂ ଏହା ବେଶିଦିନ ତିଷ୍ଠିବ...
ଛାପିଲାନି ଚାଇନା ସରକାରଙ୍କ ମୁଖପତ୍ର
ନୂଆଦିଲ୍ଲୀ, ୧୪।୮:କଶ୍ମୀର ପ୍ରସଙ୍ଗରେ ପାକିସ୍ତାନୀ ପ୍ରତିନିଧିଙ୍କ ସାକ୍ଷାତ୍କାରକୁ ବେଜିଂରେ ଥିବା ଭାରତୀୟ ଦୂତାବାସ ଖଣ୍ଡନ କରିଥିବାବେଳେ ଏହାକୁ ଚାଇନା ସରକାରଙ୍କ ମୁଖପତ୍ର ଗ୍ଲୋବାଲ ଟାଇମ୍ସ ଛାପିବାକୁ ମନା କରିଦେଇଛି। ଚାଇନାରେ ଥିବା ପାକିସ୍ତାନୀ ରାଷ୍ଟ୍ରଦୂତ ମୋଇନ୍ ଉଲ୍ ହକ୍ କଶ୍ମୀର...
ଖାତାରେ ଅଢ଼େଇ କୋଟି, ଦେଉଛନ୍ତି ଦେଢ଼ କୋଟି
ନୂଆଦିଲ୍ଲୀ,୧୪।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆ ଟିକସ ସଂସ୍କାର ‘ଫେସ୍ଲେସ୍ ଟାକ୍ସ ଆସେସ୍ମେଣ୍ଟ ଏବଂ ଅପିଲ୍’କୁ ଗୁରୁବାର ଶୁଭାରମ୍ଭ କରିଛନ୍ତି। ଏହା ଟିକସ ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟ ବୋଲି କୁହାଯାଉଛି। ଟିକସ କ୍ଷେତ୍ରରେ ହେଉଥିବା ଦୁର୍ନୀତିକୁ ଏହା କମାଇବା ସହ...
ପିପିଇ କିଟ୍ ପିନ୍ଧି ବାଇକ୍ରେ କରୋନା ଲକ୍ଷଣ ବ୍ୟକ୍ତିଙ୍କୁ ହସ୍ପିଟାଲ ନେଲେ ଟିଏମ୍ସି ନେତା
କୋଲକାତା, ୧୩।୮: ପଶ୍ଚିମବଙ୍ଗର ଝାରଗ୍ରାମ ଜିଲାର ଜଣେ ତୃଣମୂଳ କଂଗ୍ରେସ (ଟିଏମ୍ସି) ନେତା କରୋନା ଲକ୍ଷଣ ପ୍ରକାଶ ପାଇଥିବା ବ୍ୟକ୍ତିଙ୍କୁ ବାଇକରେ ନେଇ ହସ୍ପିଟାଲରେ ଛାଡ଼ିଛନ୍ତି। ବ୍ୟକ୍ତିଙ୍କ ପରିବାର ଲୋକେ ଆମ୍ବୁଲାନ୍ସ ଯୋଗାଡ଼ କରିବାରେ ବିଫଳ ହୋଇଥିଲେ। ଶେଷରେ ଟିଏମ୍ସିର...
କରୋନାରୁ ସୁସ୍ଥ ହୋଇ ହସ୍ପିଟାଲରୁ ଡିସ୍ଚାର୍ଜ ହେଲେ ଏହି ପୂର୍ବତନ ମୁଖ୍ୟମନ୍ତ୍ରୀ
ବେଙ୍ଗାଲୁରୁ, ୧୩।୮: କରୋନା ଭାଇରସ୍ରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟାଙ୍କୁ ଗୁରୁବାର ହସ୍ପିଟାଲରୁ ଡିସ୍ଚାର୍ଜ କରାଯାଇଛି। ମୂତ୍ର ସଂକ୍ରମଣ ଲାଗି ଗତ ଅଗଷ୍ଟ ୩ରେ ୭୨ ବର୍ଷୀୟ ସିଦ୍ଦରମେୟାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ...
୩ୟ କନ୍ୟା ସନ୍ତାନ ହେବାରୁ ଅଢ଼େଇ ମାସର ଶିଶୁକୁ ୪୦ ହଜାର ଟଙ୍କାରେ ବିକିଲା ବାପା
ନୂଆଦିଲ୍ଲୀ, ୧୩।୮: ତୃତୀୟ କନ୍ୟା ସନ୍ତାନ ହେବାରୁ ଏଥିରେ ନାରାଜ ପ୍ରକାଶ କରି ନିଜର ଅଢ଼େଇ ମାସର ଶିଶୁକୁ ୪୦ ହଜାର ଟଙ୍କାରେ ବିକି ଦେଇଛି କଳି ଯୁଗର ଜଣେ ବାପା। ଏହି ସ୍ପର୍ଶକାତର ଘଟଣାଟି ଜାତୀୟ ରାଜଧାନୀ ଦିଲ୍ଲୀରେ...
କରୋନାରେ ମୃତ ବାଳକଙ୍କ ଶବ ନେଲେ ନାହିଁ ପରିବାର: ଅନ୍ତିମ ସଂସ୍କାର ପାଇଁ ଠେଲାରେ ବୋହି ନିଆଗଲା
ହାଇଦ୍ରାବାଦ, ୧୩।୮: ମହାମାରୀ କରୋନା ସମଗ୍ର ବିଶ୍ୱରେ ହଇଚଇ ସୃଷ୍ଟି କରିଛି। ତେବେ ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୃତ ଗତିରେ ବଢ଼ିବାରେ ଲାଗିଛି। ଏଭଳି ପରିସ୍ଥିତିରେ ଜଣେ କରୋନା ରୋଗୀଙ୍କୁ ଅବହେଳା କରିବା ଘଟଣା ସମ୍ମୁଖକୁ ଆସିଛି। ଆନ୍ଧ୍ରପ୍ରଦେଶରେ...
୧୩ ବର୍ଷ ପୂର୍ବେ ଦୁର୍ଘଟଣାର ଶିକାର ହୋଇଥିବାରୁ ମୁଣ୍ଡରେ ଲାଗିଥିଲା ଗଭିର ଆଘାତ
ନୂଆଦିଲ୍ଲୀ,୧୩।୮: ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଦୁଇଦିନ ତଳେ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ଖବର ଜଣାପଡିଥିଲା। ଏବେ ଦିଲ୍ଲୀର ଏକ ହସ୍ପିଟାଲରେ ତାଙ୍କର କରୋନା ଚିକିତ୍ସା ସହ ବ୍ରେନ୍ ସର୍ଜରୀ କରାଯାଇଛି। ତେବେ ବ୍ରେନ୍ ସର୍ଜରୀ...
୩୬ ଘଣ୍ଟା ଧରି ଗଛରେ ଫସି ରହିଥିଲା ଭାଲୁ, ଏମିତି ହେଲା ଉଦ୍ଧାର
ରାୟପୁର,୧୩ା୮: ଛତିଶଗଡ଼ର କୋରିୟା ଜିଲା ମୁଖ୍ୟାଳୟଠାରୁ ପ୍ରାୟ ୧୫ କିଲୋମିଟର ଦୂର ସଲଓ୍ବା ଗ୍ରାମ ନିକଟରେ ଥିବା ଏକ ଜଙ୍ଗଲରେ ଗୋଟିଏ ଭାଲୁ ଗଛ ଉପରେ ବନ୍ଧା ଯାଇଥିବା ତାରରେ ଫସିଯାଇଥିଲା। ଯାହାକୁ ବୈକୁଣ୍ଠପୁର ବନ ବିଭାଗ କର୍ମଚାରୀମାନେ ୩...
ଲାଲକିଲାରେ ଖଲିସ୍ତାନ ପତାକା ଉଡାଇବା ଯୋଜନା: ବଢିଲା ସୁରକ୍ଷା ବ୍ୟବସ୍ଥା
ନୂଆଦିଲ୍ଲୀ,୧୩।୮: ସ୍ବାଧିନତା ଦିବସକୁ ଆଉ ମାତ୍ର ୨ ଦିନ ବାକି ଥିବା ବେଳେ ସୁରକ୍ଷା ଏଜେନ୍ସି ହାଇ ଆଲର୍ଟରେ ଅଛନ୍ତି। ଭିଡ ସ୍ଥାନମାନଙ୍କରେ ସୁରକ୍ଷା ବ୍ୟବସ୍ଥାକୁ କଡା କଡି କରାଯାଇଛି। ତେବେ ଗୁଇନ୍ଦା ସଂସ୍ଥାକୁ ମିଳିଥିବା ଖବରରୁ ଜଣାପଡିଛି କି...
Archives


