ସମସ୍ତ ଦେଶବାସୀଙ୍କୁ ମିଳିବ କରୋନା ଟିକା: ମୋଦି
ନୂଆଦିଲ୍ଲୀ,୨୯ ।୧୦: କରୋନା ଭାଇରସ ସଂକ୍ରମଣ ଦେଶଠାରୁ ବିଦେଶ ପର୍ଯ୍ୟନ୍ତ ସବୁଠାରେ ବୃ୍ଦ୍ଧି ପାଇବାରେ ଲାଗିଛି । ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟା ୮୦ ଲକ୍ଷ ଅତିକ୍ରମ କରିଥିବା ବେଳେ ଏହା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି…
ଦେଶରେ ୮୦ ଲକ୍ଷ ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୨୯ ।୧୦: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢିପାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୯,୮୮୧ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୦,୪୦,୨୦୩ରେ ପହଞ୍ଚିଥିବା ଗୁରୁବାର ସୂଚନା ଦେଇଛି…
ଡିୟୁ କୁଳପତି ନିଲମ୍ବିତ
ନୂଆଦିଲ୍ଲୀ,୨୯।୧୦: କର୍ତ୍ତବ୍ୟରେ ଅବହେଳା ପାଇଁ ଦିଲ୍ଲୀ ବିଶ୍ୱବିଦ୍ୟାଳୟ (ଡିୟୁ)ର କୁଳପତି ପ୍ରଫେସର ଯୋଗେଶ ତ୍ୟାଗୀଙ୍କୁ ନିଲମ୍ବନ କରାଯାଇଛି। ନିକଟରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତିରେ କୁଳପତି ନେଇଥିବା ନିଷ୍ପତ୍ତି ଓ ନିୟମାବଳୀର ଅନୁପାଳନକୁ ନେଇ ବିଶ୍ୱବିଦ୍ୟାଳୟର ଦୁଇ ଗୋଷ୍ଠୀ ମଧ୍ୟରେ କିଛିଦିନ ହେଲା…
ପ୍ରଥମ ପର୍ଯ୍ୟାୟରେ ୫୩.୫୪% ମତଦାନ
ପାଟନା,୨୯।୧୦: ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସନ୍ଧ୍ୟା ୬ଟା ସୁଦ୍ଧା ୫୩.୫୪ ପ୍ରତିଶତ ଭୋଟ ପଡ଼ିଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ରାଜ୍ୟର ୨୪୩ ବିଧାନସଭା କ୍ଷେତ୍ର ମଧ୍ୟରୁ ୭୧ଟିରେ ବୁଧବାର…
୯ ଜଣଙ୍କ ହତ୍ୟାକାରୀଙ୍କୁ ମୃତ୍ୟୁଦଣ୍ଡାଦେଶ
ହାଇଦ୍ରାବାଦ,୨୯।୧୦: ନିଜର ପୂର୍ବ ଅପରାଧକୁ ଲୁଚାଇବା ପାଇଁ ୯ ଜଣ ଦାଦନ ଶ୍ରମିକଙ୍କୁ ହତ୍ୟା କରିଥିବା ବିହାର ବେଗୁସରାଇ ଜିଲାର ସଞ୍ଜୟ କୁମାର ଯାଦବଙ୍କୁ ତେଲଙ୍ଗାନାର ଓ୍ବାରାଙ୍ଗଲ କୋର୍ଟ ବୁଧବାର ମୃତ୍ୟୁଦଣ୍ଡାଦେଶ ଶୁଣାଇଛନ୍ତି। ଗତ ମେ’ ୨୦ରେ ସେ ଓ୍ବରାଙ୍ଗଲ ଗ୍ରାମାଞ୍ଚଳ…
କରୋନା ପଜିଟିଭ ହେବା ପରେ ବି ପ୍ରଚାର କରୁଛନ୍ତି ବିଧାୟକ
ପାଟନା,୨୯ ।୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଜୋରସୋରରେ ଚାଲିଛି । ବିଭିନ୍ନ ଦଳର ଷ୍ଟାର ପ୍ରଚାରକମାନେ ସେଠାରେ ଏକ ପ୍ରକାର ଡେରା ପକାଇଛନ୍ତି କହିଲେ ଚଳେ । କିଛିଦିନ ହେବ ଭାରତୀୟ ଜନତା ପାର୍ଟି(ଭଜପା) ପକ୍ଷରୁ କେନ୍ଦ୍ରମନ୍ତ୍ରୀ…
ବିଏସ୍ପି ଛାଡ଼ିପାରନ୍ତି ୬ ବିଧାୟକ
ଲକ୍ଷ୍ନୌ,୨୯।୧୦: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ମାୟାବତୀଙ୍କ କ୍ୟାମ୍ପରେ ବିଦ୍ରୋହ ଦେଖାଦେଇଛି। ବହୁଜନ ସମାଜ ପାର୍ଟି(ବିଏସ୍ପି)ର ରାଜ୍ୟ ସଭା ପ୍ରାର୍ଥୀ ରାମଜୀ ଗୌତମଙ୍କଠାରୁ ଦଳର ୪ ବିଧାୟକ ସେମାନଙ୍କର ସମର୍ଥନ ପ୍ରତ୍ୟାହାର କରିନେଇଛନ୍ତି। ଗୌତମଙ୍କ ପ୍ରସ୍ତାବକ ଭାବେ ସେମାନଙ୍କର ସ୍ବାକ୍ଷର ଜାଲ୍…
ମହିଳା କମିଶନ ଅଧ୍ୟକ୍ଷାଙ୍କ ବହିଷ୍କାର ଦାବି
ମୁମ୍ବାଇ,୨୯।୧୦: ମୁସଲମାନ ବିରୋଧୀ ନୀତି ‘ଲଭ୍ ଜିହାଦ’ର ପ୍ରସାର କରାଉଥିବା ରେଖା ଶର୍ମାଙ୍କୁ ଜାତୀୟ ମହିଳା କମିଶନ (ଏନ୍ସିଡବ୍ଲ୍ୟୁ) ଅଧ୍ୟକ୍ଷା ପଦରୁ ହଟାଇବା ପାଇଁ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦେବା ଲାଗି ଆରଟିଆଇ କର୍ମୀ ସାକେତ୍ ଗୋଖଲେ…
ଆରୋଗ୍ୟ ସେତୁର ସ୍ରଷ୍ଟା ମନ୍ତ୍ରଣାଳୟକୁ ଜଣାନାହିଁ
ନୂଆଦିଲ୍ଲୀ,୨୮।୧୦: କୋଭିଡ୍-୧୯ ସମ୍ପର୍କରେ ଜନସାଧାରଣଙ୍କୁ ସତର୍କ କରାଉଥିବା ଆରୋଗ୍ୟ ସେତୁ ଆପ୍ର ସ୍ରଷ୍ଟା କିଏ ଏ ସମ୍ପର୍କରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ପାଖରେ କୌଣସି ତଥ୍ୟ ନାହିଁ। ଏହି ଆପ୍କୁ କିଏ ପ୍ରସ୍ତୁତ କରିଛି ଓ କିପରି ସୃଷ୍ଟି…
ସ୍ମୃତି ଇରାନୀଙ୍କୁ କରୋନା, ଟୁଇଟ୍ କରି ଦେଲେ ସୂଚନା
ନୂଆଦିଲ୍ଲୀ,୨୮ା୧୦: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏନେଇ ବୁଧବାର ସନ୍ଧ୍ୟାରେ ସ୍ମୃତି ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏକ କଥା ଘୋଷଣା କରିବା ସମୟରେ ଶବ୍ଦ ଖୋଜିବା ମୋ’ ପାଇଁ ବିରଳ। ତେଣୁ…
ଲକ୍ଡାଉନ ସମୟରେ ପ୍ରବାସୀ ଶ୍ରମିକଙ୍କୁ ପାଦରେ ଚାଲିବାକୁ ବାଧ୍ୟ କରିଥିଲେ ମୋଦି: ରାହୁଲ
ପାଟନା,୨୮ ।୧୦: ବିହାର ବିଧାନସଭା ପାଇଁ ବୁଧବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଉଛି । ଇତିମଧ୍ୟରେ ଦ୍ୱିତୀୟ ତଥା ତୃତୀୟ ପର୍ଯ୍ୟାୟ ମତଦାନରେ ଭୋଟରଙ୍କୁ ନିଜ ଆଡକୁ ଆକର୍ଷତ କରିବାକୁ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ସେଠାରେ ନିର୍ବାଚନ…
ପ୍ରିୟଙ୍କାଙ୍କୁ ଅଳକାଙ୍କ ପତ୍ର
ଗାଜିପୁର୨୮ ।୧୦: ଉତ୍ତପ୍ରଦେଶ ଗାଜିପୁର ଜିଲା ମହମ୍ମଦାବାଦ ବିଧାନସଭା ଆସନର ବିଧାୟିକା ତଥା କୃଷ୍ଣାନନ୍ଦ ରାୟଙ୍କ ପତ୍ନୀ ଅଳକା ରାୟ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କ ନିକଟକୁ ଏକ ପତ୍ର ଲେଖିଛନ୍ତି । କଂଗ୍ରେସ କାହିଁକି ମୁଖତାର ଅଂସାରୀଙ୍କୁ ବଞ୍ଚାଉଛି ବୋଲି…
Archives


