ନାଁ ନ ନେଇ ମହାମେଣ୍ଟ ଉପରେ ବର୍ଷିଲେ ମୋଦି
ମୁଜାଫରପୁର,୨୮ ।୧୦: ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଚାର କାର୍ଯ୍ୟରେ ବାହାରିଛନ୍ତି । ପ୍ରଥମେ ମିଥିଳାଞ୍ଚଳ ପରେ ତିରହୁତ ଓ ଏହାପରେ ମୁଜାଫରନଗରରେ ରାଲି କରିଛନ୍ତି ମୋଦି । ଏହିସବୁ ସଭାରେ ଉଦ୍ବୋଧନ…
ଏବେ ଖୋଲିବ ନାହିଁ ସ୍କୁଲ
ନୂଆଦିଲ୍ଲୀ,୨୮ ।୧୦: ଦୀର୍ଘ ପ୍ରାୟ ୬ ମାସ ହେବ ରାଜଧାନୀ ଦିଲ୍ଲୀରେ ସ୍କୁଲ ବନ୍ଦ ରହିଛି । ଆଶା କରାଯାଉଥିଲା କି ଦୂର୍ଗାପୂଜା ପରେ ହୁଏତ ସ୍କୁଲ ଖୋଲିପାରେ । ହେଲେ ବୁଧବାର ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ କହିଛନ୍ତି ପରବର୍ତ୍ତି…
ପାଇଲଟ୍ଙ୍କୁ ଭେଟିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ
ଭୋପାଳ,୨୮।୧୦: କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସଚିନ ପାଇଲଟ ଭାଜପା ଏମ୍ପି ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଭେଟିଛନ୍ତି। ଏହାକୁ ନେଇ ରାଜନୀତି ଜୋର ଧରିଛି। ମଧ୍ୟ ପ୍ରଦେଶ ବିଧାନସଭା ଉପନିର୍ବାଚନ ପାଇଁ ପାଇଲଟ ମଧ୍ୟପ୍ରଦେଶର ଗ୍ବାଲିଅରକୁ ପ୍ରଚାର ପାଇଁ ୍ସିନ୍ଧିଆଙ୍କୁ…
ରାହୁଲଙ୍କ ଟୁଇଟ୍କୁ ନେଇ ଉଠିଲା ଝଡ଼
ନୂଆଦିଲ୍ଲୀ,୨୮ ।୧୦: ବିହାର ବିଧାନସଭା ପାଇଁ ପ୍ରଥମ ପର୍ଯ୍ୟ୍ରାୟ ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଥିବା ବେଳେ ଏବେବି କମିନି ରାଜନୈତିକ ଉଷ୍ମତା । ନିର୍ବାଚନକୁ ନେଇ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବୁଧବାର ଏକ ଟୁଇଟ୍ କରିଥିବା ବେଳେ ଏବେ…
ମେହେବୁବାଙ୍କ ତ୍ରିରଙ୍ଗା ବୟାନକୁ ନେଇ ବର୍ଷିଲେ ସଞ୍ଜୟ
ମୁମ୍ବାଇ,୨୮ ।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତି ତ୍ରିରଙ୍ଗାକୁ ନେଇ ଦେଇଥିବା ବୟାନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ । ଶିବସେନା ପ୍ରବକ୍ତା ତଥା ରାଜ୍ୟ ସଭା ଏମ୍ପି ସଞ୍ଜୟ ରାଉତ ମେହେବୁବାଙ୍କ ମନ୍ତବ୍ୟର କଡା ସମାଲୋଚନା କରିଛନ୍ତି…
ପଦ୍ମଫୁଲ ଚିହ୍ନ ଥିବା ମାସ୍କ ପିନ୍ଧି ଭୋଟ ଦେବାକୁ ଗଲେ ମନ୍ତ୍ରୀ, ଉଠିଲା ବିବାଦ
ପାଟନା,୨୮।୧୦: କରୋନା ସମୟରେ ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ବୁଧବାର ୭୧ଟି ଆସନରେ ମତଦାନ ଚାଲିଛି। ଏନଡିଏ ଏବଂ ମହାମେଣ୍ଟ ମଧ୍ୟରେ ଏମଥ ଟକ୍କର ଚାଲିଛି। ମତଦାନ ଚାଲିଥିବାବେଳେ ଭାଜପା ନେତା ତଥା ମନ୍ତ୍ରୀ ପ୍ରେମ କୁମାର ଭାଜପାର ଚିହ୍ନ…
ଖସୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୨୮।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ଦେଶରେ ସଂକ୍ରମଣ ମାମଲା ପ୍ରାୟ ୩୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୩ ହଜାର ୮୯୩ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୫୦୮…
ଜନ୍ମଦିନରେ ଏଭଳି କାରନାମା କଲେ ଏହି ଖେଳାଳି
ପାଟନା,୨୮।୧୦: ଡେଭିଡ ୱାର୍ଣ୍ଣରଙ୍କ ନେତୃତ୍ୱରେ ସନରାଇଜର୍ସ ହାଇଦ୍ରାବାଦ ୮୮ ରନ ବ୍ୟବଧାନରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଏହି ଦିନ ୱାର୍ଣ୍ଣର ନିଜର ୩୪ତମ ଜନ୍ମଦିନ ପାଳନ କରୁଥିଲେ। ତାଙ୍କ ଜନ୍ମଦିନରେ ସେ କେବଳ ଅର୍ଦ୍ଧଶତକୀୟ ଇନିଂସ ଖେଳି ନ ଥିଲେ,…
ବିହାର ବିଧାନସଭା ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ
ପାଟନା,୨୮ ।୧୦: ବିହାର ବିଧାନସଭା ନିର୍ବାଚନ ୨୦୨୦ ପାଇଁ ବୁଧବାର ସକାଳୁ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୧୬ ଜିଲାର ୭୧ ଆସନ ପାଇଁ ମତଦାନ କରାଯାଉଛି । କରୋନା ସଂକ୍ରମଣ ପରେ ବି…
ରାମଦାସ ଅଠୱାଲେଙ୍କୁ କରୋନା
ମୁମ୍ବାଇ,୨୭।୧୦:ରିପବ୍ଲିକାନ ପାର୍ଟି ସଭାପତି ତଥା କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ମୁମ୍ବାଇର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୋଟିଏ ଦିନ ପୂର୍ବରୁ ରାମଦାସ ଅଭିନେତ୍ରୀ ପାୟଲ ଘୋଷଙ୍କୁ ଆରପିଆଇର ସଦସ୍ୟତା ପ୍ରଦାନ କରିଥିଲେ। ଏହାପରେ ତାଙ୍କ…
କେନ୍ଦ୍ର ସରକାରଙ୍କ ବଡ ଘୋଷଣା: ଏବେ ଯେ କୌଣସି ଭାରତୀୟ ଜମ୍ମୁ-କଶ୍ମୀର, ଲଦ୍ଦାଖରେ କିଣି ପାରିବେ ଜମି
ନୂଆଦିଲ୍ଲୀ,୨୭ ।୧୦: କେନ୍ଦ୍ରର ମୋଦି ସରକାର ମଙ୍ଗଳବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି । ଏବେ ଜମ୍ମୁ-କଶ୍ମୀର ଓ ଲଦ୍ଦାଖରେ ଦେଶର ଯେ କୌଣସି ବ୍ୟକ୍ତି ଜମି କ୍ରୟ କରି ବସବାସ କରିପାରିବେ । ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏ…
ହାଫିଜ ସଇଦଙ୍କ ଭିଣୋଇଙ୍କଠାରୁ ମୁମ୍ବାଇ ଆକ୍ରମଣର ଅଭିଯୁକ୍ତଙ୍କ ପର୍ଯ୍ୟନ୍ତ ୧୮ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ସରକାର
ନୂଆଦିଲ୍ଲୀ,୨୭ ।୧୦: ଆତଙ୍କବାଦୀଙ୍କ ପ୍ରତି ଜିରୋ ଟଲରାନ୍ସ ନୀତି ପ୍ରତି ପ୍ରତିବଦ୍ଧତା ପ୍ରକାଶ କରି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ମଙ୍ଗଳବାର ୟୁଏପିଏ ଅଧିନିୟମ ଅନୁଯାୟୀ ୧୮ ଜଣଙ୍କୁ ଆତଙ୍କବାଦୀ ଘୋଷଣା କରିଛନ୍ତି । ମନ୍ତ୍ରଣାଳୟ କହିଛି ସୁରକ୍ଷାକୁ ଦୃଢ କରିବା ପାଇଁ ଏକ…
Archives


