ଜାତୀୟ

ଚାଷୀଙ୍କୁ ମେଘାଳୟ ରାଜ୍ୟପାଳଙ୍କ ସମର୍ଥନ

ନୂଆଦିଲ୍ଲୀ,୧୬।୩: କୃଷି ଆଇନ ବିରୋଧରେ ଆନ୍ଦୋଳନରତ ଚାଷୀଙ୍କୁ ମେଘାଳୟ ରାଜ୍ୟପାଳ ସତ୍ୟପାଲ୍‌ ମଲିକ ସମର୍ଥନ କରିଛନ୍ତି। ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବା ଲାଗି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଅନୁରୋଧ…

ଷଡ଼ଯନ୍ତ୍ର ମୋତେ ରୋକି ପାରିବ ନାହିଁ: ମମତା

କୋଲକାତା,୧୬।୩: କୌଣସି ଷଡ଼ଯନ୍ତ୍ର ତାଙ୍କୁ ରାଜ୍ୟରେ ନିର୍ବାଚନ ପ୍ରଚାରରୁ ଅଟକାଇପାରିବ ନାହିଁ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ଅଧ୍ୟକ୍ଷା ମମତା ବାନାର୍ଜୀ ସୋମବାର କହିଛନ୍ତି। ହୃଦ୍‌ସ୍ପନ୍ଦନ ଚାଲୁଥିବାଯାଏ ଭାଜପା ବିରୋଧରେ ଲଢ଼େଇ ଜାରି ରଖିବେ। ନିର୍ବାଚନ ଜିତିବାକୁ ଭାଜପା…

ଚିନ୍ତା ବଢ଼ାଇଲାଣି ସଂକ୍ରମଣ

ନୂଆଦିଲ୍ଲୀ,୧୬।୩: କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ଗୋଟିଏ ଦିନରେ ଦେଶରେ ମୋଟ ୨୬,୨୯୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୧୮ ଜଣଙ୍କ ଜୀବନ ଯାଇଛି। ନୂଆ ମାମଲାର ୭୮.୪୧ ପ୍ରତିଶତ କେବଳ ୫ଟି ରାଜ୍ୟରେ ଦେଖିବାକୁ ମିଳିଛି।…

ମାମଲା ଦାୟର କଲେ ଜମାଟୋ ଡେଲିଭରି ବୟ

ବେଙ୍ଗାଲୁରୁ, ୧୫।୩ – ବେଙ୍ଗାଲୁରୁ ମହିଳାଙ୍କ ଉପରେ ଜମାଟୋ ଡେଲିଭରି ବୟ ଆକ୍ରମଣ ଘଟଣାରେ ସୋମବାର ଆସିଛି ନୂଆ ମୋଡ଼। ଅଭିଯୁକ୍ତ ଡେଲିଭରି ବୟ ସମାନ ଥାନାରେ ମହିଳାଙ୍କ ବିରୋଧରେ ମାମଲା ଦାୟର କରିଛନ୍ତି। ଭାରତୀୟ ପିଙ୍ଗଳ କୋଡ୍‌ ୩୪୧ (ବାଧା…

ଛପା ଯାଉନି ଦୁଇ ହଜାର ଟଙ୍କିଆ ନୋଟ୍‌

ନୂଆଦିଲ୍ଲୀ, ୧୫।୩ – ଦୁଇ ବର୍ଷ ହେଲା ଦୁଇ ହଜାର ଟଙ୍କିଆ ନୋଟ୍‌ ଛପା ପ୍ରକ୍ରିୟା ବନ୍ଦ ଅଛି। ଏକ ପ୍ରଶ୍ନର ଉତ୍ତର ଦେବାକୁ ଯାଇ ଏ ନେଇ ସଂସଦକୁ ଜଣାଇଛି ଅର୍ଥ ମନ୍ତ୍ରଣାଳୟ। ୨୦୧୬ରେ ବିମୁଦ୍ରିକରଣ ପରେ ଆସିଥିବା ଦୁଇ…

ବାଟ୍‌ଲା ହାଉସ ଏନକାଉଣ୍ଟର: ଅଭିଯୁକ୍ତଙ୍କୁ ଫାଶି

ନୂଆଦିଲ୍ଲୀ, ୧୫।୩ – ପୋଲିସ ଇନସପେକ୍ଟର ମୋହନ ଚାନ୍ଦ ଶର୍ମାଙ୍କ ହତ୍ୟା ଓ ୨୦୦୮ ବାଟ୍‌ଲା ହାଉସ ଏନକାଉଣ୍ଟର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଅରିଜ ଖାନଙ୍କୁ ମୃତ୍ୟୁ ଦଣ୍ଡ ଶୁଣାଇଛନ୍ତି ଦିଲ୍ଲୀର ସେସନ କୋର୍ଟ। ଶୁଣାଣିବେଳେ ଏହାକୁ ବିରଳରୁ ବିରଳ…

ଭାଜପାରୁ ପ୍ରାର୍ଥୀ ହେବାକୁ ମନା କଲେ ଏମ୍‌ବିଏ ଗ୍ରାଜୁଏଟ୍‌

ଥିରୁଭାନନ୍ତପୁରମ, ୧୫।୩ – ଆସନ୍ତା ମାସରେ କେରଳରେ ହେବାକୁ ଯାଉଛି ନିର୍ବାଚନ। ଓ୍ବାୟାନାଡ୍‌ ଜିଲାର ମନନ୍ଥଓ୍ବାଡି ଆସନରୁ ୩୧ ବର୍ଷୀୟ ଏମ୍‌ବିଏ ଗ୍ରାଜୁଏଟ୍‌ଙ୍କୁ ପ୍ରାର୍ଥୀ କରିଥିଲା ଭାଜପା। କିନ୍ତୁ ମାଣିକଟ୍ଟନ ଏହାକୁ ଅସ୍ବୀକାର କରିବା ସହ ରାଜନୀତିରୁ ସନ୍ନ୍ୟାସ ଘୋଷଣା କରିଛନ୍ତି।…

ବୋହୂଙ୍କୁ ଶାଶୁ କହିଲେ ମାସକୁ ୧୦ ହଜାର ଟଙ୍କା ନ ଦେଲେ ଘରେ ରଖିବିନି

ଭୋପାଳ,୧୫।୩: ଗ୍ବାଲିଅର ହଜାରୀ ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ କର୍ମଜୀବୀ ମହିଳା ତାଙ୍କ ଶାଶୁ, ଶ୍ୱଶୁର ଏବଂ ଜେଠାଶୁରଙ୍କ ନାମରେ ଅଭିଯୋଗ ଆଣିଛନ୍ତି। ସେ ଥାନାରେ ଅଭିଯୋଗ କରିଛନ୍ତି ଯେ, ତାଙ୍କ ଶାଶୁ ତାଙ୍କୁ ଘରୁ…

ପଶ୍ଚିମବଙ୍ଗରେ ଚାଲିଛି ଗୁଣ୍ଡାରାଜ: ଅମିତ ଶାହା

କୋଲକାତା,୧୫।୩: କେନ୍ଦ୍ର ସ୍ବରାଷ୍ଟ୍ୟ ମନ୍ତ୍ରୀ ଅମିତ ଶାହା ଦୁଇଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଆସିଛନ୍ତି। ଏଠାରେ ଦୁଇଟି ସ୍ଥାନରେ ରାଲି କରିବାର କାର୍ଯ୍ୟକ୍ରମ ରହିଛି। ସୋମବାର ଝାରଗ୍ରାମରେ ଅନୁଷ୍ଠିତ ରାଲି ପୂର୍ବରୁ ଅମିତ ଶାହାଙ୍କ ହେଲିକପ୍ଟରରେ ବୈଷୟିକ ତ୍ରୁଟି ଦେଖାଦେଇଥିଲା। ଏଥିପାଇଁ ତାଙ୍କୁ…

ଜୈଶ୍‌ କମାଣ୍ଡରଙ୍କ ଗଡ଼ିଲା ମୁଣ୍ଡ

ଶ୍ରୀନଗର,୧୫।୩: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଶୋପିଆନ୍‌ରେ ଏନ୍‌ କାଉଣ୍ଟରରେ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ର କମାଣ୍ଡର ସଜାଦ୍‌ ଆଫଗାନୀଙ୍କ ମୁଣ୍ଡ ଗଡ଼ିଛି। ତାଙ୍କର ପ୍ରକୃତ ନା ବିଲାୟତି ବୋଲି କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଏହା…

ମୋଦିଙ୍କୁ ଲୋକେ ଭଗବାନଙ୍କ ପରି କରିବେ ପୂଜା: ମୁଖ୍ୟମନ୍ତ୍ରୀ କଲେ ଏଭଳି ପ୍ରଶଂସା

ଡେରାଡୁନ୍‌,୧୫।୩: ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ତିରଥ ସିଂ ରାଓ୍ବତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରି ଏବେ ହରଡ଼ଘଣାରେ ପଡ଼ିଛନ୍ତି। ସେ ମୋଦିଙ୍କୁ ପ୍ରଭୁ ଶ୍ରୀରାମ ଏବଂ ଶ୍ରୀକୃଷ୍ଣଙ୍କ ସହିତ ତୁଳନା କରିଛନ୍ତି। ତ୍ରେତୟା ଯୁଗରେ ପ୍ରଭୁ ଶ୍ରୀରାମ ନିଜ କାର୍ଯ୍ୟ…

ରାଜ୍ୟ ସଭାରେ ବ୍ରିଟେନର ବର୍ଣ୍ଣବୈଷମ୍ୟ ତାତି

ନୂଆଦିଲ୍ଲୀ,୧୫।୩: ବ୍ରିଟେନର ବର୍ଣ୍ଣବୈଷମ୍ୟ ତାତି ରାଜ୍ୟ ସଭାରେ ପରିଲକ୍ଷିତ ହୋଇଛି। ପୂର୍ବରୁ ଭାରତରେ ଜାରି ରହିଥିବା କୃଷକ ଆନ୍ଦୋଳନ ନେଇ ବ୍ରିଟେନ ସଂସଦରେ ତର୍କବିତର୍କ ହୋଇଥିଲା। ଏନେଇ ଭାରତ ପକ୍ଷରୁ ଅସନ୍ତୋଷ ବ୍ୟକ୍ତ କରାଯାଇଥିଲା। ଏହି ପ୍ରସଙ୍ଗରେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?