ଜାତୀୟ

ଭିଡ଼ ହିଂସାରୁ ମନ୍ଦିରକୁ ସୁରକ୍ଷା ଦେଲେ ମୁସଲମାନ ଯୁବକ: ଭିଡ଼ିଓ ଭାଇରାଲ

ବେଙ୍ଗାଲୁରୁ, ୧୨।୮: କର୍ନାଟକର ରାଜଧାନୀ ବେଙ୍ଗାଲୁରୁର ପୁଲକେଶୀ ନଗରରେ ମଙ୍ଗଳବାର ରାତିରେ ଭିଡ଼ ହିଂସା ଘଟିଛି। ଲୋକେ ମିଳିତ ଭାବେ ପୋଲିସ ଷ୍ଟେଶନ ଏବଂ ସ୍ଥାନୀୟ କଂଗ୍ରେସ ବିଧାୟକଙ୍କ ବାସ ଭବନରେ ଭଙ୍ଗାରୁଜା କରିଛନ୍ତି। ବିଧାୟକଙ୍କ ଜଣେ ସମ୍ପର୍କୀୟ ସୋସିଆଲ୍‌...

ଏହି ବସ୍ତିରେ ହାରୁଛି କରୋନା: ୧୦ ଦିନରେ ଶୂନ ମୃତ୍ୟୁ

ମୁମ୍ବାଇ, ୧୨।୮: ଏସିଆର ସର୍ବ ବୃହତ ମୁମ୍ବାଇର ଧରାବି ବସ୍ତିରେ କରୋନା ହାରିବାରେ ଲାଗିଛି। ଗତ ୧୦ ଦିନ ଧରି ଏଠାରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଶୂନ ରହିଛି। ଏହି ସମୟ ମଧ୍ୟରେ କୌଣସି ଆକ୍ରାନ୍ତଙ୍କ ମୃତ୍ୟୁ ଘଟି ନାହିଁ।...

ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ: ଜଣେ ଯବାନ ଶହୀଦ

ଶ୍ରୀନଗର, ୧୨।୮: ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଯବାନ ଶହୀଦ ହୋଇଥିବାବେଳେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ କମରାଜିପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିଥିଲା। ଖବର ପାଇ ସୁରକ୍ଷାକର୍ମୀଙ୍କ...

ନିଜେ ମାସ୍କ ନ ପିନ୍ଧି ଚାଲାଣ କାଟୁଥିଲେ ଥାନାଧିକାରୀ: ଘଟିଲା ଏମିତି କିଛି..

ଲକ୍ଷ୍ନୌ, ୧୨।୮: କରୋନା ସଂକ୍ରମରରୁ ରକ୍ଷା ପାଇଁ ସାମାଜିକ ଦୂରତ୍ୱ ଏବଂ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ତେବେ ଉତ୍ତରପ୍ରଦେଶର ଜଣେ ଥାନାଧିକାରୀ ମାସ୍କ ନ ପିନ୍ଧି ଚାଲାଣ କଟିବା ତାଙ୍କୁ ଭାରି ପଡିଛି। ବଣ୍ଡି ଥାନା ଅଧିକାରୀ ସୁଭାଷ...

ଗର୍ଭବତୀଙ୍କ ଡେଲିଭରୀ କଲେ ବିଧାୟକ…

ଅଇଜ୍ୱଲ, ୧୨।୮: ଡାକ୍ତରରୁ ବିଧାୟକ ସାଜିଥିବା ବିଧାୟକ ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିବା ଜଣେ ଗର୍ଭବତୀଙ୍କ ଡେଲିଭରୀ କରିଛନ୍ତି। ମିଜୋରାମର ବିଧାୟକ ଜେଡ୍‌.ଆର୍‌. ଥିୟାମସଙ୍ଗା ଏଭଳି କରି ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛନ୍ତି। ସୋମବାର ସେ ନିଜ...

ଚଳନ୍ତା ବସ୍‌ରେ ଲାଗିଲା ନିଆଁ, ୫ ଜୀବନ୍ତ ଦଗ୍ଧ

ଚିତ୍ରଦୁର୍ଗ,୧୨।୮: କର୍ନାଟକର ଚିତ୍ରାଦୁର୍ଗ ଜିଲାର ବିଜୟପୁରରୁ ବାଙ୍ଗାଲୋର ଯାଉଥିବା ଏକ ବସ୍‌ରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଅତି କମରେ ପାଞ୍ଚ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବାବେଳେ ୨୭ ଜଣ ଆହତ ହୋଇଥିବା ସୂଚନା ମିଳିଛି। ବୁଧବାର ସକାଳେ ଏହି ଦୁର୍ଘଟଣା...

ଫେସବୁକ୍‌ ଗର୍ଲଫ୍ରେଣ୍ଡଙ୍କୁ ଭେଟିବାକୁ ଗଲେ ବିବାହିତ ପୋଲିସକର୍ମୀ, ତା’ ପରେ ଘଟିଲା ଏମିତି

ଇନ୍ଦୋର,୧୨।୮:ନକଲି ଫେସବୁକ ଆଇଡି ଜରିଆରେ ନିଜ ପୋଲିସ ସ୍ବାମୀଙ୍କୁ ଫସେଇ ଦେଇଛନ୍ତି ସ୍ବାମୀ। କେବଳ ଏତିକି ନୁହେଁ, ଥାନାରେ ସ୍ବାମୀଙ୍କ ନାଁରେ ମାମଲା ମଧ୍ୟ ରୁଜୁ କରିଛନ୍ତି। ଏହା ପରେ ଇନ୍ଦୋର ଡିଜଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ସ୍ତ୍ରୀ...

ସୁଦୀକ୍ଷାଙ୍କ ମୃତ୍ୟୁକୁ ନେଇ ରାଜନୀତି

ବୁଲନ୍ଦସହର,୧୨ା୮ : ଉତ୍ତରପ୍ରଦେଶର ଗୌତମବୁଦ୍ଧ ନଗରରେ ଜଣେ ମେଧାବୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ବିବାଦ ସୃଷ୍ଟି ହୋଇଛି। ଆମେରିକାର ଏକ କଲେଜରେ ପଢ଼ୁଥିବା ୨୦ ବର୍ଷୀୟା ସୁଦୀକ୍ଷା ଭାଟି ସୋମବାର ସ୍କୁଟିରେ ଯାଉଥିବାବେଳେ ବୁଲନ୍ଦସହରର ଅଉରଙ୍ଗାବାଦ ଅଞ୍ଚଳରେ ଦୁର୍ଘଟଣାର ଶିକାର...

ହାଇ ଆଲର୍ଟରେ ଲାଲ୍‌କିଲ୍ଲା

ନୂଆଦିଲ୍ଲୀ, ୧୨ା୮: ୭୪ତମ ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ନିଷିଦ୍ଧ ଶିଖ୍‌ ଫର୍‌ ଜଷ୍ଟିସ (ଏସ୍‌ଏଫ୍‌ଜେ) ଖଲିସ୍ତାନ ପତାକା ଉଡ଼ାଇବା ଲାଗି ଷଡ଼ଯନ୍ତ୍ର କରୁଛି। ଯଦି କେହି ଏଭଳି କାର୍ଯ୍ୟରେ ସଫଳ ହୁଏ, ତେବେ ତାଙ୍କୁ ୧.୨୫ ହଜାର ଡଲାର ପୁରସ୍କାର...

ପ୍ରତିିଶୋଧମୂଳକ ରାଜନୀତି ଆଘାତ ଦେଇଛି: ପାଇଲଟ୍‌

ନୂଆଦିଲ୍ଲୀ, ୧୨ା୮ : ରାଜନୀତିରେ ପ୍ରତିଶୋଧମୂଳକ ମନୋଭାବ ରଖିବା ଠିକ୍‌ ନୁହେଁ ବୋଲି କଂଗ୍ରେସ ନେତା ସଚିନ ପାଇଲଟ୍‌ ମଙ୍ଗଳବାର କହିଛନ୍ତି। ମାସକ ପରେ ଜୟପୁର ଫେରି ସେ ଦଳରେ କେବେ କୌଣସି ପଦ ଚାହିଁ ନ ଥିଲେ ବୋଲି...

କରୋନାକୁ ୧୦ ରାଜ୍ୟ ହରାଇଲେ ଦେଶ ଜିତିବ

ନୂଆଦିଲ୍ଲୀ, ୧୨ା୮: ଭାରତ ମହାମାରୀ କରୋନାକୁ ଜିତିବା ଲାଗି ପ୍ରୟାସ ଜାରି ରଖିଛି। ଏଥିଲାଗି ପ୍ରତ୍ୟେକ ରାଜ୍ୟର ଗୁରୁଦାୟିତ୍ୱ ରହିଛି। ଦେଶର ୧୦ ରାଜ୍ୟର ସ୍ଥିତି ଜଟିଳ ରହିଛି। ଏହି ରାଜ୍ୟଗୁଡ଼ିକରେ ୮୦%ରୁ ଅଧିକ ଆକ୍ରାନ୍ତ ଅଛନ୍ତି। ଯଦି ଆମେ...

ପ୍ରଣବ ମୁଖାର୍ଜୀ ଗୁରୁତର

ନୂଆଦିଲ୍ଲୀ, ୧୨ା୮: ପୂର୍ବତନ ରାଷ୍ଟ୍ରପତି ତଥା କଂଗ୍ରେସର ବରିଷ୍ଠ ନେତା ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ି ଥିବା ଜଣାପଡ଼ିଛି। ସେ ଏବେ ମିଲିଟାରି ହସ୍ପିଟାଲରେ ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି। ୮୪ ବର୍ଷୀୟ ମୁଖାର୍ଜୀ ସୋମବାର ମସ୍ତିଷ୍କ ସର୍ଜରି ପୂର୍ବରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri