ଜାତୀୟ

ବିଶ୍ୱର ସର୍ବୋଚ୍ଚ ରେଲଓ୍ବେ ବ୍ରିଜ୍‌, ଆଇଫେଲ୍‌ ଟାଓ୍ବାରଠାରୁ ବି ଅଧିକ ଉଚ୍ଚ

ଶ୍ରୀନଗର,୧୪।୩: ଭାରତର ଜମ୍ମୁ-କଶ୍ମୀର ରାଜ୍ୟରେ ବିଶ୍ୱର ସବୁଠୁ ଉଚ୍ଚା ରେଲ୍‌ଓ୍ବେ ଆର୍କ ବ୍ରିଜ୍‌ (Railway Arch Bridge) ତିଆରି କରାଯାଉଛି। ଏହି ରେଲ୍‌ଓ୍ବେ ବ୍ରିଜ୍‌ ପ୍ୟାରିସର ଆଇଫେଲ୍‌ ଟାଓ୍ବାରଠାରୁ ୩୫ ମିଟର ଉଚ୍ଚ। ଏହି ବ୍ରିଜଟି ଖମ୍ବ ଉପରେ ଝୁଲି ରହିଛି।…

ସାଇକେଲରେ ୬ ଥର ଦେଶ ଭ୍ରମଣ କରିସାରିଲେଣି ଏହି ବ୍ୟକ୍ତି, ଲୋକଙ୍କୁ ଦେଉଛନ୍ତି ଏମିତି ବାର୍ତ୍ତା

ଭୋପାଳ,୧୪।୩: ଯୌତୁକ ପ୍ରଥା ରୋକିବା ପାଇଁ ବିଭିନ୍ନ ପ୍ରକାର ସଚେତନତା ସୃଷ୍ଟି କରାଯାଉଛି। ମାତ୍ର ଏକ ସ୍ବତନ୍ତ୍ର ଢଙ୍ଗରେ ଯୌତୁକ ପ୍ରଥା ବନ୍ଦ ପାଇଁ ସଚେତନତା ସୃଷ୍ଟି କରୁଛନ୍ତି ଭାଉ ସାହେବ ନାମକ ଜଣେ ବ୍ୟକ୍ତି। ଏହି ବ୍ୟକ୍ତି ଜଣକ ୨୭…

ଭାଜପା ନେତାଙ୍କ ବିବାଦୀୟ ବୟାନ: ତାଜ ମହଲ ହେବ ରାମ ମହଲ

ଲକ୍ଷ୍ନୌ,୧୪ ।୩: ଉତ୍ତର ପ୍ରଦେଶ ବଲିୟା ଜିଲା ବୌରିୟାର ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ସୁରେନ୍ଦ୍ର ସିଂ ମଝିରେ ମଝିରେ କିଛି ନା କିଛି ବିବାଦୀୟ ବୟାନ ଦେଇ ଆସିଥାଆନ୍ତି ଚର୍ଚ୍ଚାକୁ । ଏବେ ସେ କହିଛନ୍ତି ବହୁ ପୂର୍ବରୁ ତାଜମହଲ…

ଡିଏମ୍‌କେ ଛାଡି ଭାଜପା ହାତ ଧରିଲେ ବିଧାୟକ ସରବାନନ

ଚେନ୍ନାଇ,୧୪ ।୩: ତାମିଲନାଡୁର ଡିଏମ୍‌କେ ବିଧାୟକ ଡ. ସରବାନନ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି । ସେ କହିଛନ୍ତି ୬ ବର୍ଷ ପୂର୍ବରୁ ସେ ଭାଜପାରେ ଥିଲେ । ଆଉ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସେ…

ଆନ୍ଦୋଳନ ସ୍ଥଳରେ ପକ୍କା ଘର ନିର୍ମାଣ କରି ଅଡୁଆରେ କୃଷକ

ନୂଆଦିଲ୍ଲୀ,୧୪ ।୩: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ବିଭିନ୍ନ ରାଜ୍ୟର କୃଷକମାନେ ୧୦୦ ଦିନରୁ ଊର୍ଦ୍ଧ୍ୱ ସମୟ ହେଲା ଆନ୍ଦୋଳନରେ ବସିଛନ୍ତି । ୧୦ଥରରୁ ଅଧିକ ଥର କେନ୍ଦ୍ର ସରକାରଙ୍କ ସହ କୃଷକନେତାମାନେ କଥା…

ଦେଶର ପ୍ରଥମ ଏସି ରେଲଓ୍ବେ ଷ୍ଟେଶନ, ଏୟାରପୋର୍ଟ ପରି ମିଳିବ ସମସ୍ତ ସୁବିଧା

ବେଙ୍ଗାଲୁରୁ,୧୪।୩: ଦେଶର ପ୍ରଥମ ସେଣ୍ଟ୍ରାଲ ଏୟାର କଣ୍ଡିସନ (ଏସି) ରେଲଓ୍ବେ ଷ୍ଟେଶନ ବେଙ୍ଗାଲୁରୁରେ ନିର୍ମାଣ କରାଯାଇଛି। ରେଳମନ୍ତ୍ରୀ ପୀୟୁଷ ଗୋଏଲ ଏହି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ସେ କ୍ୟାପଶନ ଲେଖିଛନ୍ତି, ଏହା ଅବିକଳ ଏୟାରପୋର୍ଟ ପରି ଦେଖାଯାଉଛି। ଏହି…

୯ ମୋଷ୍ଟ ଓ୍ବାଣ୍ଟେଡ୍‌ ଆତଙ୍କବାଦୀଙ୍କ ତାଲିକା ଜାରି

ଶ୍ରୀନଗର,୧୪।୩: ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ମୋଷ୍ଟ ଓ୍ବାଣ୍ଟେଡ୍‌ ୯ ଜଣ ଆତଙ୍କବାଦୀଙ୍କ ତାଲିକା ଜାରି କରାଯାଇଛି। ସେମାନଙ୍କ ସମ୍ପର୍କରେ ସୂଚନା ଦେଲେ ପୁରସ୍କାର ପ୍ରଦାନ କରାଯିବ ବୋଲି ତାଲିକାରେ ଉଲ୍ଲେଖ କରାଯାଇଛି। ସୂଚନା ପ୍ରଦାନକାରୀଙ୍କ ଯୋଗାଯୋଗ ପାଇଁ ଫୋନ୍‌ ନମ୍ବର ମଧ୍ୟ…

ହ୍ୱିଲ ଚେୟାରରେ ବସି ମେଗା ରୋଡ ଶୋ’ କରିବେ ଦିଦି

କୋଲକାତା,୧୪ ।୩: ପଶ୍ଚିମବଙ୍ଗ ସମେତ ୪ ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ସରିଛି । ଏବେ ସମସ୍ତ ରାଜନୈତିକ ଦଳ ବିଜୟ ଲକ୍ଷ୍ୟରେ ନିଜର ସମସ୍ତ ଶକ୍ତି ଲଗାଇ ପ୍ରଚାର କାର୍ଯ୍ୟରେ ବ୍ୟସ୍ତ ହୋଇଗଲେଣି । ତେବେ ପଶ୍ଚିମବଙ୍ଗ…

ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ପାଇଁ ମତାମତ ଲୋଡିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୨୮ରେ ହେବାକୁ ଥିବା ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ପାଇଁ ଦେଶବାସୀଙ୍କଠାରୁ ମତାମତ ଲୋଡ଼ିଛନ୍ତିି। କେଉଁ କେଉଁ ପ୍ରସଙ୍ଗକୁ ମନ୍‌ କି ବାତ୍‌ରେ ଗୁରୁତ୍ୱ ପ୍ରଦାନ କରାଯିବା ସେ ନେଇ ମୋଦି ଏଭଳି କରିଛନ୍ତି।…

ଏନ୍‌କାଉଣ୍ଟରରେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା: ଲଞ୍ଚ୍‌ପ୍ୟାଡ୍‌ରେ ସୁଯୋଗ ଉଣ୍ଡି ବସିଛନ୍ତି ୨୫୦

ଶ୍ରୀନଗର,୧୪।୩: ଜମ୍ମୁ-କଶ୍ମୀରରେ ଧୀରେଧୀରେ ଆତଙ୍କବାଦୀ ସଂଗଠନଗୁଡ଼ିକର କାର୍ଯ୍ୟ କଳାପ କମିବାରେ ଲାଗିଛି। ଲଗାତାର ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ରହିଥିବା ସର୍ଚ୍ଚ ଅପରେଶନ୍‌ ଏବଂ ଏନ୍‌କାଉଣ୍ଟର ଯୋଗୁ ସଂଗଠନ ଦୁର୍ବଳ ହେବାରେ ଲାଗିଛି। ଶନିବାର-ରବିବାର ବିଳମ୍ବିତ ରାତ୍ରରେ ଶୋପିଆନ୍‌ ଜିଲାର ରାଓ୍ବଲପୋରାରେ…

ବଢ଼ିଲା କରୋନା ଗ୍ରାଫ୍‌: ୨୪ ଘଣ୍ଟାରେ ୨୫ ହଜାରରୁ ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ,୧୪।୩: ଦେଶରେ ପୁଣି କରୋନା ଗ୍ରାଫ୍‌ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇ ଚାଲିଛି। ସରକାରଙ୍କ ଚିନ୍ତା ବଢ଼ିବା ସହିତ ପୁଣି ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ନୂଆ…

ଅଷ୍ଟ୍ରାଜେନିକା ଟିକା ପାର୍ଶ୍ୱ ପ୍ରତିକ୍ରିୟାର ସମୀକ୍ଷା ହେବ

ନୂଆଦିଲ୍ଲୀ,୧୪।୩: ଅଷ୍ଟ୍ରାଜେନିକା ପ୍ରସ୍ତୁତ କୋଭିଡ୍‌ ଟିକା ନେବା ପରେ କେତେକ ୟୁରୋପୀୟ ଦେଶରେ ରକ୍ତ ଜମାଟ ବାନ୍ଧିବା ଭଳି ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଉଥିବାରୁ ଆସନ୍ତା ସପ୍ତାହରେ ଏହାର ସମୀକ୍ଷା କରିବା ଲାଗି ଭାରତ ନିଷ୍ପତ୍ତି ନେଇଛି। ଡେନ୍‌ମାର୍କ, ନରଓ୍ବେ, ଆଇସଲାଣ୍ଡ, ଥାଇଲାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?