ଜାତୀୟ

ଅବତରଣ ବେଳେ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ୪ ମୃତ

ନୂଆଦିଲ୍ଲୀ,୧୩।୩: କାଜାଖସ୍ତାନର ଆଲ୍‌ମାଟି ବିମାନବନ୍ଦରରେ ଶନିବାର ସେନାବାହିନୀର ଏକ ଯୁଦ୍ଧ ବିମାନ ଅବତରଣ କରୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସେନା ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଜୁନ୍‌ ୨୮ରୁ ଅମରନାଥ ଯାତ୍ରା

ଶ୍ରୀନଗର,୧୩।୩: ଅମରନାଥ ଯାତ୍ରାକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଚଳିତବର୍ଷ ୨୮ ଜୁନ୍‌ରୁ ଏହି ଯାତ୍ରା ଆରମ୍ଭ ହୋଇ ଶ୍ରାବଣ ମାସ ପୂର୍ଣ୍ଣିମାରେ ଶେଷ ହେବ। ଶ୍ରୀ ଅମରନାଥ ମନ୍ଦିର ପ୍ରଶାସନ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଗତବର୍ଷ କରୋନା ମହାମାରୀ…

ଟିଏମ୍‌ସିରେ ଯୋଗଦେବା ପରେ ଯଶଓ୍ବନ୍ତ ଉଠାଇଲେ ଏହି ପ୍ରସଙ୍ଗ

କୋଲକାତା,୧୩।୩: ପଶ୍ଚିମବଙ୍ଗ ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ଣତା ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ପୂର୍ବତନ ବରିଷ୍ଠ ଭାଜପା ନେତା ଯଶୱନ୍ତ ସିହ୍ନା ଶନିବାର ଟିଏମ୍‌ସିରେ ଯୋଗଦେଇଛନ୍ତି। ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ୧୯୯୯ରେ ଇଣ୍ଡିଆନ ଏୟାରଲାଇନ୍ସର ଏକ ବିମାନକୁ…

ଏହି ନେତାଙ୍କୁ ଆସାମ ନିର୍ବାଚନ ପ୍ରଚାର ତାଲିକାରୁ ବାଦ ଦେଲା କଂଗ୍ରେସ

ଗୁଆହାଟି,୧୩।୩: ମାର୍ଚ୍ଚ ୨୭ରୁ ୩ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବାକୁ ଥିବା ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ୩୦ ଜଣିଆ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା କରିଛି। ତାଲିକାରେ ଗୁଲାମ ନବୀ ଆଜାଦ, କପିଲ ସିବଲ, ଆନନ୍ଦ ଶର୍ମା, ମନୀଷ ତିୱାରୀ,…

ଶତାବ୍ଦି ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ

ଡେରାଡୁନ୍‌,୧୩।୩: ଦିଲ୍ଲୀ-ଡେରାଡୁନ୍‌ ଶତାବ୍ଦି ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ ଘଟିଛି। ଶନିବାର ୧୨ଟା ୨୦ରେ ଉତ୍ତରାଖଣ୍ଡର କାନସୋର ଅଞ୍ଚଳରେ ହଠାତ୍‌ ଏକ୍ସପ୍ରେସ୍‌ର ସି-୪ ବଗିରେ ନିଆଁ ଲାଗି ଯାଇଥିଲା। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଥିଲା। ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ବାହାର…

ଖୁବଶୀଘ୍ର ନିର୍ବାଚନ ପ୍ରଚାରରେ ବାହାରିବେ ଦିଦି

କୋଲକାତା,୧୩ ।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଖୁବ୍‌ଶୀଘ୍ର ନିର୍ବାଚନ ପ୍ରଚାରରେ ବାହାରିବେ ବୋଲି ଜଣାପଡିଛି । ମାର୍ଚ୍ଚ ୧୫ରୁ ଅର୍ଥତ୍ ମାତ୍ର ୨ ଦିନ ପରେ ପୁଣି ସେ ବିଭିନ୍ନ ସ୍ଥାନରେ ନିର୍ବାଚନ ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ପ୍ରସ୍ତୁତ…

ମାସ୍କ ନ ପିନ୍ଧିଲେ ବିମାନରୁ ଓହ୍ଲାଇ ଦିଆଯିବ

ନୂଆଦିଲ୍ଲୀ,୧୩ ।୩: ଦେଶରେ ପୁଣିଥରେ ବଢିଲାଣି କରୋନା ସଂକ୍ରମଣ ସଂଖ୍ୟା । କିଛି ରାଜ୍ୟରେ ଲକଡାଉନ ଜାରି କରାଯାଇଥିବା ବେଳେ କେଉଁଠି କେଉଁଠି ନାଇଟ୍ କଫ୍ରୁ୍ୟ ବି ଜାରି କରାଗଲାଣି । ଲୋକଙ୍କ ଅସାବଧାନତାକୁ ଦେଖି ସରକାର କିନ୍ତୁ କଡା ହେବାରେ…

ଥାନାରୁ ୧୪୦୦ ପେଟି ମଦ ଚୋରାଇ ନେଲେ ପୋଲିସ ବାବୁ

ଅଲିଗଡ,୧୩।୩: ଉତ୍ତରପ୍ରଦେଶର ଅଲିଗଡ଼ ଅଞ୍ଚଳର ଏଟା ଥାନାରେ ଏକ ଅଭାବନୀୟ ଘଟଣା ଘଟିଛି। ମାଫିଆଙ୍କଠାରୁ ଜବତ ହୋଇଥିବା ମଦ ପେଟି ଗଣା ଯିବା ସମୟରେ ଏଥିରେ ୧୪୦୦ ପେଟି କମ୍‌ ଥିବା ଜଣାପଡ଼ିଥିଲା। ପରେ ପୋଲିସ ଅଧୀକ୍ଷକ ସୁନୀଲ କୁମାର ସିଂଙ୍କ…

ପେଟ୍ରୋଲ ୫ଟଙ୍କା, ଡିଜେଲ ୪ ଟଙ୍କା କମାଇବ ବୋଲି ଘୋଷଣାପତ୍ରରେ ଦାବି କଲା ଡିଏମ୍‌କେ

ଚେନ୍ନାଇ,୧୩ ।୩: ତାମିଲନାଡୁ ବିଧାନସଭା ନିର୍ବାଚନ ଲାଗି ଦ୍ରାବିଡ ମୁନ୍ନତ୍ର କଡଗମ(ଡିଏମ୍‌କେ) ମୁଖ୍ୟ ଏମ୍ କେ ଷ୍ଟାଲିନ ଶନିବାର ଦଳର ନିର୍ବାଚନ ଘୋଷଣା ପତ୍ର ଜାରି କରିଛନ୍ତି । ଶାସନ କ୍ଷମତାକୁ ଆସିଲେ ଦଳ ପେଟ୍ରୋଲ ୫ ଟଙ୍କା, ଡିଜେଲ ୪…

ମମତାଙ୍କ ଶିବିରରେ ୟଶଓ୍ବନ୍ତ

କୋଲକାତା,୧୩।୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଶାସକ ତୃଣମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ ଛକାପଞ୍ଝା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ବହୁ ତୃଣମୂଳ କଂଗ୍ରେସ ନେତା ଭାଜପାରେ ଯୋଗଦେଇ ସାରିଛନ୍ତି। ତେବେ ଭାଜପାର ବରିଷ୍ଠ ନେତା ୟଶଓ୍ବନ୍ତ ସିହ୍ନା ମୁଖ୍ୟମନ୍ତ୍ରୀ…

୧୩ କିନ୍ନରଙ୍କୁ ପୋଲିସ ବାହିନୀରେ ନିଯୁକ୍ତି

ରାୟପୁର,୧୩।୩: ଛତିଶଗଡ଼ରେ ୧୩ ଜଣ କିନ୍ନରଙ୍କୁ ପୋଲିସ ବାହିନୀରେ ନିଯୁକ୍ତି ମିଳିଛି। ସେମାନେ କନଷ୍ଟେବଳ ଭାବେ କାର୍ଯ୍ୟ କରିବେ। ଏନେଇ ସମ୍ପୃକ୍ତ କିନ୍ନରମାନେ ରାଜ୍ୟ ପୋଲିସ ବିଭାଗକୁ ଧନ୍ୟବାଦ ଜଣାଇଛନ୍ତି। ଏହା ଦ୍ୱାରା କିନ୍ନର ସମାଜର ବିକାଶ ସମ୍ଭବ ହୋଇପାରିବ। ଧୀରେଧୀରେ…

କରୋନା ଟିକାର ପ୍ରଥମ ଡୋଜ୍ ନେଲେ ରତନ ଟାଟା

ନୂଆଦିଲ୍ଲୀ,୧୩ ।୩: କରୋନାକୁ ଦୂରେଇବାକୁ ଏବେ ସାରା ବିଶ୍ୱରେ ଚାଲିଛି ପ୍ରୟାସ । ଆଭ ଆମ ଦେଶରେ କରୋନା ଟିକାକରଣ କାର୍ଯ୍ୟକ୍ରମ ବି ଖୁବ୍ ଜୋରରେ ଚାଲିଛି । ଏବେ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବରିଷ୍ଠ ନାଗରିକ ଓ ଜଟିଳ ରୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?