ଜାତୀୟ

ଚକା ଜାମ୍‌ କରିବେ ଚାଷୀ

ଭୁବନେଶ୍ୱର,(ବ୍ୟୁରୋ)/ନୂଆଦିଲ୍ଲୀ, ୬।୨(ପି.ଟି.): କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ବିରୋଧରେ ଆନ୍ଦୋଳନରତ କୃଷକ ସଂଗଠନଗୁଡ଼ିକ ଶନିବାର ଦେଶବ୍ୟାପୀ ‘ଚକା ଜାମ୍‌’ ଆନ୍ଦୋଳନ ଡାକରା ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ଆନ୍ଦୋଳନ ସ୍ଥଳଗୁଡ଼ିକରେ ଅତିରିକ୍ତ…

ସଚିନ ତେନ୍ଦୁଲକରଙ୍କୁ ଅପମାନିତ କଲେ କଂଗ୍ରେସ କର୍ମୀ

କୋଚି, ୬ା୨- ଦେଶରେ ନୂଆ ଚାଷୀ ଆଇନକୁ ପ୍ରବଳ ବିରୋଧ କରାଯାଉଥିବାବେଳେ ଏହି ଆଇନ ସପକ୍ଷରେ ବାହାରିଛନ୍ତି କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର। ଏଥିନେଇ ଦେଶର ମହାନ କ୍ରିକେଟରଙ୍କୁ ଟାର୍ଗେଟ କରିଛି କଂଗ୍ରେସ। ସଚିନଙ୍କୁ ଅପମାନିତ କରିଛନ୍ତି କଂଗ୍ରେସ କର୍ମୀ। କେରଳର…

ଆନ୍ଦୋଳନକାରୀଙ୍କୁ ଚାକିରି, ପାସପୋର୍ଟ ମିଳିବା କଷ୍ଟକର

ଡେରାଡୁନ/ପାଟନା, ୬ା୨- ସୋସିଆଲ ମିଡିଆରେ ଦେଶ ବିରୋଧୀ କମେଣ୍ଟ କିମ୍ବା ହାସ୍‌ଟ୍ୟାଗ ବ୍ୟବହାର କଲେ ଉତ୍ତରାଖଣ୍ଡ ଓ ବିହାରରେ ପାସପୋର୍ଟ ଓ ଅସ୍ତ୍ରଶସ୍ତ୍ର ପାଇଁ ଲାଇସେନ୍ସ ନେବା କଷ୍ଟକର ହେବ। କେବଳ ଏତିକି ନୁହେଁ, ବ୍ୟାଙ୍କରୁ ଋଣ ମିଳିବ ନାହିଁ। ସରକାରୀ…

୧୮ ମାସ ପରେ ଆରମ୍ଭ ହେଲା ଜମ୍ମୁ-କଶ୍ମୀରରେ 4G ଇଣ୍ଟରନେଟ ସେବା

ଶ୍ରୀନଗର,୬।୨: ଜମ୍ମୁ-କଶ୍ମୀରରେ 4G ମୋବାଇଲ ଇଣ୍ଟରନେଟ ସେବା ଉପରେ ଲାଗିଥିବା ପ୍ରତିବନ୍ଧକ ଶୁକ୍ରବାର ହଟାଇ ଦିଆଯାଇଛି। ଦୀର୍ଘ ୧୮ମାସ ପରେ ଏହି ସେବା ରାଜ୍ୟରେ ଲାଗୁ ହୋଇଛି। ଛାତ୍ରୀଛାତ୍ରଙ୍କ ଅନ୍‌ଲାଇନ ପାଠପଢାରେ ବ୍ୟାଘାତ ହେଉଥିବାରୁ କେନ୍ଦ୍ର ସରକାର 4G ମୋବାଇଲ ଇଣ୍ଟରନେଟ…

ନୂଆ କୃଷି ଆଇନରେ କ’ଣ ତ୍ରୁଟି ରହିଛି, ତାହା କହିବାକୁ କେହି ପ୍ରସ୍ତୁତ ନୁହନ୍ତି : କୃଷିମନ୍ତ୍ରୀ

ନୂଆଦିଲ୍ଲୀ, ୫ା୨- “ ନୂଆ କୃଷି ଆଇନରେ କ’ଣ ତ୍ରୁଟି ରହିଛି ? ଏହି ପ୍ରଶ୍ନ ବାରମ୍ବାର ପଚାରିଛି। ହେଲେ କେହି ଏହାର ଉତ୍ତର ଦେଉ ନାହାନ୍ତି ” ବୋଲି ରାଜ୍ୟ ସଭାରେ ଶୁକ୍ରବାର ଏହା କହିଛନ୍ତି କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର…

ଦିଲ୍ଲୀରୁ ଆତଙ୍କବାଦୀ ଗିରଫ

ଶ୍ରୀନଗର,୫।୨: ଦିଲ୍ଲୀ ବିମାନବନ୍ଦରରୁ ଶୁକ୍ରବାର ଜୈଶ-ଏ-ମହମ୍ମଦ ସହିତ ଜଡିତ ଜଣେ ଆତଙ୍କବାଦୀଙ୍କୁ ଜମ୍ମୁ-କଶ୍ମୀର ପୋଲିସ ଗିରଫ କରିଛି। ଗିରଫ ଆତଙ୍କବାଦୀ ହେଲେ ମୁନୀବ ଅହମଦ ସୋଫି। ତାଙ୍କ ଘର ଜମ୍ମୁ-କଶ୍ମୀରର ବିଜବେହାଡାରେ ବୋଲି ସୂଚନା ମିଳିଛି। ଜମ୍ମୁ କଶ୍ମୀର ପୋଲିସ ସୂଚନା…

ଦିଲ୍ଲୀ ସୀମାରେ ସୁରକ୍ଷା ବଢାଇବାକୁ ଡୋଭାଲଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୫।୨: ସଂସଦ କମ୍ପ୍ଲେକ୍ସରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଏବଂ ଦିଲ୍ଲୀ ପୋଲିସ କମିଶନର ଏସ୍‌.ଏନ୍‌ ଶ୍ରୀବାସ୍ତବ। ଏହି ଅବସରରେ ଏକ ବୈଠକ ହୋଇଥିଲା। ବୈଠକରେ ଫେବୃୟାରୀ ୬ରେ ଚକା ଜାମ ବିରୋଧ…

କୃଷିମନ୍ତ୍ରୀଙ୍କୁ ଦିଗ୍‌ବିଜୟଙ୍କ ପ୍ରଶ୍ନ: ଗୋଧ୍ରା କାଣ୍ଡ କ’ଣ ଥିଲା

ନୂଆଦିଲ୍ଲୀ,୫ ।୨: କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଆନ୍ଦୋଳନରେ ବସିଛନ୍ତି କୃଷକ । ଏବେ ଏହାକୁ ନେଇ ଆରମ୍ଭ ହୋଇଛି ରାଜନୀତି । ଶୁକ୍ରବାର ରାଜ୍ୟ ସଭାରେ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ଏହାକୁ ନେଇ କଂଗ୍ରେସ ଉପରେ…

କଂଗ୍ରେସ ହିଁ କେବଳ କରିପାରେ ରକ୍ତରେ ଚାଷ: କୃଷିମନ୍ତ୍ରୀ

ନୂଆଦିଲ୍ଲୀ,୫ ।୨: କେନ୍ଦ୍ରୀୟ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ଶୁକ୍ରବାର ରାଜ୍ୟ ସଭାରେ କୃଷି ଆଇନୁ ନେଇ ନିଜର ମତ ରଖିଛନ୍ତି । ସେ ଗାଁ, ଗରିବ ଓ କୃଷକଙ୍କ ଉପରେ କହିବା ବେଳେ ବିରୋଧୀଙ୍କୁ ଟାର୍ଗେଟ କରିଥିଲେ । ସେ…

୧୭ ବର୍ଷ ପରେ ଅବସର ନେଇ ଫେରିଲେ ସେନା, ହାତ ପାପୁଲି ରଖି ସ୍ୱାଗତ କଲେ ଗାଁଲୋକେ

ଭୋପାଳ,୫ ।୨: ଦେଶର ସୀମାରେ ଜାଗ୍ରତ ପ୍ରହରି ସାଜି ନିଜ ଜୀବନକୁ ବାଜି ଲଗାଇ ଦେଶକୁ ସୁରକ୍ଷା ଯୋଗାଇଥାଆନ୍ତି ବୀର ଯବାନ । ଏମାନଙ୍କ ଦେଶଭକ୍ତି ଆଗରେ ସମସ୍ତ ଦେଶବାସୀଙ୍କ ମୁଣ୍ଡ ଆପଣାଛାଏଁ ନଇଁ ଯାଇଥାଏ । ଏହାର ଏକ ଉଦାହରଣ…

ସାରା ବିଶ୍ୱରେ ଏବେ ଚାଉଳ ଅଭାବ, ଏମିତି ପୂରଣ କରିବ ଭାରତ

ନୂଆଦିଲ୍ଲୀ,୫।୨: ସମଗ୍ର ବିଶ୍ୱରେ ଏବେ ଚାଉଳର ଅଭାବ ପରିଲକ୍ଷିତ ହୋଇଛି। ତେଣୁ ଭାରତ ପୁଣି ଥରେ ସମଗ୍ର ବିଶ୍ୱର ଚାଉଳ ଅଭାବ ପୂରଣ କରିବାକୁ ଯାଉଛି। ଭାରତ ସରକାର ଆନ୍ଧ୍ରପ୍ରଦେଶରେ ଏକ ଡିପ୍‌ ଓ୍ବାଟର ପୋର୍ଟ ଉପଯୋଗ କରିବାକୁ ଯାଉଛନ୍ତି। ଏହା…

ହାସ୍ୟ ଅଭିନେତା ମୁନୱାର ଫାରୁକିଙ୍କୁ ଜାମିନ

ଇନ୍ଦୋର,୫।୨: ହାସ୍ୟ ଅଭିନେତା ମୁନୱାର ଫାରୁକିଙ୍କୁ ଜାମିନ ମିଳିଛି। ହାଇକୋର୍ଟର ଇନ୍ଦୋର ବେଞ୍ଚରୁ ତାଙ୍କ ଜାମିନ ଆବେଦନ ପ୍ରତ୍ୟାଖ୍ୟାନ କରାଯିବା ପରେ ମୁନୱାର ସୁପ୍ରିମକୋର୍ଟ ଯାଇଥିଲେ। ଶୁକ୍ରବାର ସୁପ୍ରିମକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଥିଲେ। ସୂଚନାଯୋଗ୍ୟ, ମୁନୱାର ଫାରୁକି ହିନ୍ଦୁ ଦେବତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri