ରାମ ମନ୍ଦିର ନିର୍ମାଣ ପାଇଁ ଭିକାରିମାନେ ଦେଲେ ୨୪୨୫ଟଙ୍କା
ରାମଗଡ଼,୫ ।୨: ଅଯୋଧ୍ୟାରେ ନିର୍ମାଣ କରାଯାଉଥିବା ପ୍ରଭୁ ରାମଙ୍କ ମନ୍ଦିର ଲାଗି ବିଭିନ୍ନ ବ୍ୟକ୍ତି ବିଶେଷ ସଙ୍ଗଠନ ଆଦି ଚାନ୍ଦା ଦେବାରେ ଲାଗିଛନ୍ତି । ହେଲେ ଝାଡ଼ଖଣ୍ଡର କେତେଜଣ ଭିକାରି ମନ୍ଦିର ନିର୍ମାଣ ପାଇଁ ଚାନ୍ଦା ଦେଇ ଅନ୍ୟମାନଙ୍କ ପାଇଁ ଉଦାହରଣ…
ରେପୋ ରେଟ୍ ଅପରିବର୍ତ୍ତିତ
ନୂଆଦିଲ୍ଲୀ,୫।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ର ମୁଦ୍ରା ନୀତି କମିଟି ବୈଠକ ଶୁକ୍ରବାର ଶେଷ ହୋଇଛି। ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏକ ଖବରଦାତା ସମ୍ମିଳନୀ କରି କମିଟି ନେଇଥିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କ…
କୃଷକ ଆମ ଦେଶର ସବୁଠାରୁ ବଡ ଶକ୍ତି: କୃଷି ମନ୍ତ୍ରୀ
ନୂଆଦିଲ୍ଲୀ,୫ ।୨: ରାଜ୍ୟ ସଭାରେ ଶୁକ୍ରବାର ବି କୃଷକ ଆନ୍ଦୋଳନ କଥାକୁ ନେଇ ଗୃହ ହୋଇଛି ସରଗରମ । ଗୃହରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଚର୍ଚ୍ଚା ଜାରି ରହିଛି । ଅନ୍ୟପଟେ ବିରୋଧୀ ନୂଆ ୩ କୃଷି…
ପ୍ରାୟ ୪୬ଲକ୍ଷ ଲୋକଙ୍କୁ ଦିଆଗଲାଣି କରୋନା ଭ୍ୟାକ୍ସିନ: ୩୪ ଜଣ ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ,୫ ।୨: କରୋନା ମହାମାରୀକୁ ଦୂରେଇବା ଲାଗି ଟିକାକରଣ ପ୍ରକ୍ରିୟା ପାଖାପାଖି ୨୦ ଦିନ ହେବ ଲାଗି ରହିଛି । ମିଳିଥିବା ସରକାରୀ ସୂଚନା ଅନୁଯାୟୀ ଗୁରୁବାର ପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୫,୯୩,୪୨୭ ଜଣଙ୍କୁ ଏହି ଟିକା ଦିଆ ସରିଛି ।…
ମୋଦିଙ୍କ ଝିଆରୀଙ୍କୁ ମିଳିଲା ନାହିଁ ଟିକେଟ୍
ଅହମଦାବାଦ୍,୫।୧: ଗୁଜରାଟ ନଗର ନିର୍ବାଚନ ପାଇଁ ରାଜନୈତିକ ଉଷ୍ମତା ଦେଖିବାକୁ ମିଳିଛି। ଏହି ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଝିଆରୀ ସୋନଲ ମୋଦି ମଧ୍ୟ ଭାଜପା ଟିକେଟରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଇଚ୍ଛା ପ୍ରକାଶ କରିଥିଲେ। କିନ୍ତୁ ତାହା ଅଧୁରା ରହିଯାଇଛି।…
କଂଗ୍ରେସକୁ ମିଳିଛି ୧୩୯ କୋଟି ଟଙ୍କା ଚାନ୍ଦା
ନୂଆଦିଲ୍ଲୀ,୫।୨: ୨୦୧୯-୨୦ରେ କଂଗ୍ରେସକୁ ମିଳିଥିବା ଚାନ୍ଦା ରିପୋର୍ଟକୁ ସାର୍ବଜନୀନ କରିଛନ୍ତି ନିର୍ବାଚନ ଆୟୋଗ। କଂଗ୍ରେସକୁ ୨୦୧୯-୨୦ରେ ୧୩୯ କୋଟି ଟଙ୍କା ଚାନ୍ଦା ମିଳିଥିବା ଜଣାପଡିଛି। ପାର୍ଟି ଫଣ୍ଡରେ ସବୁଠୁ ଅଧିକ ଯୋଗଦାନ ବରିଷ୍ଠ ନେତା କପିଲ ସିବଲ ଦେଇଛନ୍ତି। ସେ ୩…
ଜମ୍ମୁ-କଶ୍ମୀରର କିଛି ଅଞ୍ଚଳରେ ପାକିସ୍ତାନର ମୋବାଇଲ ସିଗନାଲ୍: ସତର୍କ କଲା ସୁରକ୍ଷା ଏଜେନ୍ସି!
ଜମ୍ମୁ,୫ ।୨: ଜମ୍ମୁ ସହର ନିକଟରେ ଥିବା କିଛି ଅଞ୍ଚଳରେ ପାକିସ୍ତାନର ମୋବାଇଲ ଟାୱାର ସିଗନାଲ ମିଳିବା ଫଳରେ ହଇଚଇ ସୃଷ୍ଟି ହୋଇଛି । ଏହାପରେ ସୁରକ୍ଷା ଏଜେନ୍ସି ପକ୍ଷରୁ ସିଗନାଲ ମିଳିଥିବା ଅଞ୍ଚଳରେ ସତର୍କ ସୂଚନା ଜାରି କରାଯାଇଛି ।…
ଗାଜିପୁର ରୋଡରେ ତଥାପି ରହିଛି ଲୁହାକଣ୍ଟା
ଗାଜିପୁର,୫।୨: ଉତ୍ତର ପ୍ରଦେଶ-ଦିଲ୍ଲୀର ଗାଜିପୁର ସୀମାରେ ନୂଆ କୃଷି ଆଇନ ବିରୋଧରେ ଚାଲିଥିବା କୃଷକ ଆନ୍ଦୋଳନକୁ ବାହ୍ୟ ଯୋଗାଯୋଗରୁ ବିଚ୍ଛିନ୍ନ କରିବା ପାଇଁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ରାସ୍ତାରେ ଲଗାଯାଇଛି ଲୁହାକଣ୍ଟା। ସୋସିଆଲ ମିଡିଆରେ ଗୁରୁବାର ଲୁହାକଣ୍ଟା ଉଠାଯାଉଥିବାର କିଛି ଫଟୋ…
ହଜିଛି ନିଯୁକ୍ତି ଚାବି:ଆଶାୟୀଙ୍କ ସ୍ବପ୍ନକୁ ଧୂଳିସାତ୍ କରିଛି ବଜେଟ
ନୂଆଦିଲ୍ଲୀ,୫ା୨କୋଭିଡ୍-୧୯ ଭୂତାଣୁର ମୁକାବିଲା ପାଇଁ ଗତ ମାର୍ଚ୍ଚ ମାସରୁ ଲଗାତର ଲକ୍ଡାଉନ୍ ଓ ଶଟ୍ଡାଉନ୍ ଭଳି କଠୋର ପଦକ୍ଷେପ ନିଆଯାଇଥିଲା। ଏହି ତାଲାବନ୍ଦୀ ଯୋଗୁ ଦୋକାନ ବଜାର କଳକାରଖାନା ଆଦି ବନ୍ଦ ହୋଇଯିବା ପରେ କୋଟି କୋଟି ଲୋକ ଜୀବିକା ହରାଇ…
ଦିଲ୍ଲୀ ପୋଲିସ ମାମଲା ଦାଏର କରିବା ପରେ ଗ୍ରେଟା କହିଲେ କିଛି ଭୟ ନାହିଁ
ନୂଆଦିଲ୍ଲୀ, ୫ା୨:ନଭେମ୍ବର ୨୬ରୁ ଦିଲ୍ଲୀର ସିଙ୍ଘୁ, ଟିକ୍ରି ଓ ଗାଜିପୁର ସୀମାରେ ଲକ୍ଷାଧିକ ଚାଷୀ କେନ୍ଦ୍ରର କୃଷି ଆଇନ ପ୍ରତ୍ୟାହାର ଦାବିରେ ଅଡ଼ିବସିଛନ୍ତି। କୃଷକଙ୍କୁ ଦମନ କରିବାକୁ ଯାଇ ଦିଲ୍ଲୀ ପୋଲିସ କଣ୍ଟାର ତାରବାଡ଼ ଦେଇ ସିମେଣ୍ଟ କଂକ୍ରିଟ୍ରେ ଆନ୍ଦୋଳନସ୍ଥଳକୁ ଆବଦ୍ଧ…
ମାମଲାରେ ଗ୍ରେଟାଙ୍କ ନାଁ ନାହିଁ: ଦିଲ୍ଲୀ ପୋଲିସ
ନୂଆଦିଲ୍ଲୀ,୪।୧: ଚାଷୀ ଆନ୍ଦୋଳନକୁ ସମର୍ଥନ କରି ପରିବେଶ କର୍ମୀ ଗ୍ରେଟା ଥନବର୍ଗଙ୍କ ଟୁଇଟକୁ ନେଇ ଦିଲ୍ଲୀ ପୋଲିସ ଆଇଟି ଆଇନ ଧାରା ୧୫୩ ଏ, ୧୨୦ବି ଅନୁଯାୟୀ ଏକ ମାମଲା ପଞ୍ଜିକୃତ କରିଥିବା ଖବର ମିଳିଥିଲା। ତେବେ ରୁଜୁ ହୋଇଥିବା ମାମଲାରେ…
ଓସ୍କାର ଦୌଡ଼ରେ ବିଦ୍ୟା ବାଲନଙ୍କ ଫିଲ୍ମ
ନୂଆଦିଲ୍ଲୀ, ୪ା୨- ବଲିଉଡ୍ ଅଭିନେତ୍ରୀ ବିଦ୍ୟା ବାଲନଙ୍କ ଶର୍ଟ ଫିଲ୍ମ ‘ନଟଖଟ’ ଓସ୍କାର ୨୦୨୧ ବେଷ୍ଟ ଶର୍ଟ ଫିଲ୍ମ କ୍ୟାଟେଗୋରୀରେ ସାମିଲ ହୋଇଛି। ଏହି ଶର୍ଟ ଫିଲ୍ମରେ ବିଦ୍ୟା ପ୍ରଡ୍ୟୁସର ଭାବେ ପଦାର୍ପଣ କରିଛନ୍ତି। ନଟଖଟ ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ମସାନ…
Archives


