ଜାତୀୟ

କୋର୍ଟ ପରିସରରେ କନ୍ନଡ ଲେଖକଙ୍କ ଉପରେ କାଳି ମାଡ଼ କଲେ ଓକିଲ

ବେଙ୍ଗାଲୁରୁ, ୪ା୨- ଏକ ମାମାଲର ଶୁଣାଣି ପାଇଁ ବେଙ୍ଗାଲୁରୁସ୍ଥିତ କୋର୍ଟ ଆସିଥିବାବେଳେ କନ୍ନଡ ଲେଖକ କେ. ଏସ୍‌. ଭଗଓ୍ବାନଙ୍କ ଉପରେ କାଳି ମାଡ଼ କରାଯାଇଛି। ଜଣେ ମହିଳା ଓକିଲ କାଳି ମାଡ଼ କରିଥିଲେ, ଯାହାର ଭିଡିଓ ଭାଇରାଲ ହୋଇଛି ସୋସିଆଲ ମିଡିଆରେ।…

ଟଙ୍କା ଚୋରି ଅଭିଯୋଗରେ ଶ୍ରମିକଙ୍କୁ ଅକଥନିୟ ନିର୍ଯ୍ୟାତନା ଦେଲେ ୪ ବ୍ୟକ୍ତି

ଚେନ୍ନାଇ, ୪ା୨- ତାମିଲନାଡୁର ଆମ୍ମେପେଟାଇ ଜିଲାର ଥାନଜାବୁରରୁ ଏକ ହୃଦୟ ଥରା ଭିଡିଓ ଭାଇରାଲ ହୋଇଛି। ଟଙ୍କା ଚୋରି ଅଭିଯୋଗରେ ରାହୁଲ ନାମକ ଜଣେ ଦଳିତ ଶ୍ରମିକଙ୍କୁ ୪ ଜଣ ଦେଇଛନ୍ତି ଅକଥନିୟ ନିର୍ଯ୍ୟାତନା। ଜଣେ ଅଭିଯୁକ୍ତ ଦଳିତ ବ୍ୟକ୍ତିର ମୁଣ୍ଡକୁ…

୧୩ରୁ ଆରମ୍ଭ ହେବ କୋଭିଡ୍‌-୧୯ ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟ

ନୂଆଦିଲ୍ଲୀ, ୪ା୨- ଟିକାକରଣ ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟରେ କୋଭିଡ-୧୯ ଭାକ୍ସିନର ପ୍ରଥମ ଡୋଜ ନେଇଥିବା ସ୍ବସ୍ଥ୍ୟକର୍ମୀଙ୍କୁ ଆସନ୍ତା ୧୩ ତାରିଖରେ ଦ୍ୱିତୀୟ ଡୋଜ ଦିଆଯିବ। ଏ ନେଇ ଗୁରୁବାର ନୀତି ଆୟୋଗ ସଦସ୍ୟ ଡ. ଭି.କେ. ପଲ ଖବରଦାତା ସମ୍ମିଳନୀରେ କହିଛନ୍ତି।…

ଗ୍ରେଟାଙ୍କ ବିରୋଧରେ ମାମଲା ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୪।୨: ଚାଷୀ ଆନ୍ଦୋଳନକୁ ସମର୍ଥନ ଜଣାଇ ବିଦେଶୀ ସେଲିବ୍ରିଟିଙ୍କ ଟ୍ବିଟ ବର୍ତ୍ତମାନ ଅନ୍ତର୍ଜାତୀୟସ୍ତରରେ ଆଲୋଚନାର ବିଷୟ ହୋଇଛି। ଆମେରିକାର ପପ୍‌ ଷ୍ଟାର ରିହାନା, ପରିବେଶ କର୍ମୀ ଗ୍ରେଟା ଥନବର୍ଗଙ୍କ ସହ କେତେଜଣ ବିଦେଶୀ ସେଲିବ୍ରିଟି ଭାରତରେ ଅସ୍ଥିରତା ସୃଷ୍ଟି କଲାଭଳି ଟୁଇଟ…

ଗାଜିପୁର ସୀମାରେ ବାରିକେଡ ଦେଖି ହରସିମରତ କହିଲେ ପାକିସ୍ତାନ ସୀମାରେ ବି ଦେଖିନାହିଁ ଏମିତି ସୁରକ୍ଷା

ନୂଆଦିଲ୍ଲୀ,୪ ।୨: ଦିଲ୍ଲୀର ଗାଜିପୁର ସୀମା ପୁଣି ଚର୍ଚ୍ଚାରେ । ଗୁରୁବାର ସେଠାରେ କେତେଜଣ ବିରୋଧିଦଳ ନେତା ପହଞ୍ଚିଥିଲେ । ଏମାନଙ୍କ ମଧ୍ୟରେ ୮ ରାଜନୈତିକ ଦଳର ଏମ୍‌ପି ମଧ୍ୟ ଥିଲେ । ସ୍ଥିତି ପରଖିବା ସହ ଏମାନେ କୃଷକଙ୍କ ସହ…

ଏରୋ ଇଣ୍ଡିଆ ଶୋ’: ତେଜସ୍‌ରେ ଉଡିଲେ ଭାଜପା ଏମ୍‌ପି

ବେଙ୍ଗାଲୁରୁ,୪ ।୨: ଭାରତୀୟ ଜନତା ପାର୍ଟି(ଭାଜପା)ର ଏମ୍‌ପି ତେଜସ୍ୱୀ ସୂର୍ଯ୍ୟା ଗୁରୁବାର କର୍ନାଟକର ବେଙ୍ଗାଲୁରୁରେ ଆୟୋଜିତ ଏରୋ ଇଣ୍ଡିଆ ଶୋ’ରେ ଲାଇଟ୍ କାମ୍ବ୍ୟାକ୍ଟ ଏୟାରକ୍ରାପ୍ଟ(ଏଲ୍‌ସିଏ) ତେଜସ ବିମାନରେ ଉଡିଛନ୍ତି । ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ବୁଧବାର କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ୧୩ତମ…

ଭାଜପାକୁ ୫ ଆସନରେ ସୀମିତ ରଖିବେ ଭୋଟର

ନୂଆଦିଲ୍ଲୀ, ୪।୨: କୃଷି ଆଇନ ବିରୋଧରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ଏମ୍‌ପି ସଞ୍ଜୟ ସିଂ ରାଜ୍ୟ ସଭାରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ, ଆନ୍ଦୋଳନ କରୁଥିବା ଚାଷୀଙ୍କୁ ସରକାର ଖଲିସ୍ତାନୀ ବୋଲି କହିବା ଦୁର୍ଭାଗ୍ୟପୂର୍ଣ୍ଣ। ଏଏପି ଚାଷୀଙ୍କ…

ଚାଇନାର ଚିନ୍ତା ବଢ଼ାଇଛି ରାଫାଲ

ବେଙ୍ଗାଲୁରୁ, ୪।୨: ଭାରତର ରାଫାଲ ଯୁଦ୍ଧ ବିମାନ ଚାଇନାର ଚିନ୍ତା ବଢ଼ାଇଛି। ତେଣୁ ଚାଇନା ଏଲ୍‌ଏସିରେ ଜେ-୨୦ ଯୁଦ୍ଧ ବିମାନ ମୁତୟନ କରିଛି ବୋଲି ଭାରତୀୟ ବାୟୁସେନା ମୁଖ୍ୟ ଆର୍‌.କେ.ଏସ୍‌. ଭାଦୁରିଆ ଗୁରୁବାର ପ୍ରକାଶ କରିଛନ୍ତି। ପୂର୍ବ ଲଦାଖରେ ଭାରତ ଚାଇନା…

ବ୍ୟାଙ୍କରେ ନକଲି ସୁନା ରଖି ୨ କୋଟି ଋଣ ନେଇଥିଲେ ଦମ୍ପତି

ଥାଣେ, ୪।୨: ବ୍ୟାଙ୍କରେ ସୁନା ଅଳଙ୍କାର ରଖି ଲୋକେ ଋଣ ନେଇଥାନ୍ତି। ତେବେ ମହାରାଷ୍ଟ୍ର ଥାଣେ ଜିଲାରେ ଥିବା ସମବାୟ ବ୍ୟାଙ୍କରେ ନକଲି ସୁନା ବନ୍ଧକ ରଖି ୨ କୋଟି ଟଙ୍କାର ଋଣ ପ୍ରଦାନ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ…

ଚୌରି-ଚୌରା ଶତାବ୍ଦୀ ସମାରୋହ: ଭର୍ଚୁଆଲ ଉତ୍ସବରେ ଯୋଗଦେଲେ ମୋଦି

ଗୋରଖପୁର, ୪।୨: ଉତ୍ତରପ୍ରଦେଶରେ ଚୌରି-ଚୌରା ଶତାବ୍ଦୀ ସମାରୋହ ଗୁରୁବାର ଆରମ୍ଭ ହୋଇଛି। ଏନେଇ ଆୟୋଜିତ ଏକ ଭର୍ଚୁଆଲ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଶହୀଦ୍‌ଙ୍କ ବଳିଦାନକୁ ଦେଶ ସର୍ବଦା ମନେ ରଖିବ ବୋଲି କହିଛନ୍ତି। ଏହି ଅବସରରେ ମୋଦିଙ୍କ ଦ୍ୱାରା…

ବିବାହ ନିମନ୍ତ୍ରଣ କାର୍ଡରେ କୃଷକ ଆନ୍ଦୋଳନ ବାର୍ତ୍ତା, ଲେଖାଅଛି ଏମିତି…

ଚଣ୍ଡିଗଡ଼,୪।୨: ସାଧାରଣତଃ ବିବାହ ନିମନ୍ତ୍ରଣ କାର୍ଡରେ ଲୋକେ ଦେବଦେବୀଙ୍କ ଫଟୋ କିମ୍ବା ବରକନ୍ୟାଙ୍କ ଫଟୋ ଛପାଇଥାନ୍ତି। ମାତ୍ର ବର୍ତ୍ତମାନ କୃଷକ ଆନ୍ଦୋଳନ ଚାଲିଥିବାରୁ ଏକ ବିବାହ ନିମନ୍ତ୍ରଣ କାର୍ଡରେ କୃଷକଙ୍କ ଫଟୋ ସହ ଜଡ଼ିତ ସ୍ଲୋଗାନ ନୋ ଫାର୍ମର, ନୋ ଫୁଡ୍‌,…

ଆନ୍ଦୋଳନ ଯୋଗୁ ୭୦ ହଜାର କୋଟି କ୍ଷତି

ନୂଆଦିଲ୍ଲୀ, ୪।୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏହାଯୋଗୁ ୨୦୨୦-୨୧ ଆର୍ଥିକ ବର୍ଷର ତୃତୀୟ ତ୍ରୟମାସରେ ୭୦ ହଜାର କୋଟି ଟଙ୍କା କ୍ଷତି ହୋଇଛି ବୋଲି ପିଏଚ୍‌ଡି ଚ୍ୟାମ୍ବର ଅଫ୍‌ କମର୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri