କରୋନା ଟିକାକରଣ: ବ୍ରିଟେନ, ଆମେରିକାକୁ ପଛରେ ପକାଇଲା ଭାରତ
ନୂଆଦିଲ୍ଲୀ,୪ ।୨: ସାରା ଦେଶରେ ଜାନୁୟାରୀ ୧୬ରେ କରୋନା ଭାଇରସ ବିରୋଧରେ ଲଢିବାକୁ ଆରମ୍ଭ କରାଗଲା ଟିକାକରଣ କାର୍ଯ୍ୟକ୍ରମ । ଏବେ ମିଳିଥିବା ସୂଚନା ଅନୁଯାୟୀ ଦେଶରେ ପାଖାପାଖି ୪୫ ପ୍ରତିଶତ ଲୋକଙ୍କୁ କୋଭିଡ-୧୯ ଟିକା ଦିଆଯାଇ ସାରିଲାଣି । ଏହାସହ…
ବଢ଼ିଲା ଏଲ୍ପିଜି ସିଲିଣ୍ଡର-ପେଟ୍ରୋଲ-ଡିଜେଲ ଦାମ
ନୂଆଦିଲ୍ଲୀ,୪।୨: ବଜେଟ ପରେ ମହଙ୍ଗା ମାଡ଼ ଆରମ୍ଭ ହୋଇଛି। ଗୁରୁବାର ଏଲ୍ପିଜି ସିଲିଣ୍ଡର, ପେଟ୍ରୋଲ ଏବଂ ଡିଜେଲ ଦାମ ବୃଦ୍ଧି ଘଟିଛି। ପେଟ୍ରୋଲ ଏବଂ ଡିଜେଲ ଦାମରେ ୩୫ ପଇସା ବଢ଼ିଥିବାବେଳେ ଏଲ୍ପିଜି ସିଲିଣ୍ଡର ଦାମ ୨୫ ଟଙ୍କା ବଢ଼ିଛି। ଦିଲ୍ଲୀରେ…
ଉଠିଲା ଗାଜିପୁର ସୀମାରେ ପୋତା ଯାଇଥିବା କଣ୍ଟା
ନୂଆଦିଲ୍ଲୀ,୪ ।୨: ରାଜଧାନୀ ଦିଲ୍ଲୀର ଗାଜିପୁର ସୀମାରେ ପୋତାଯାଇଥିବା କଣ୍ଟା ଗୁଡିକୁ ଗୁରୁବାର ଉଠାଇ ଦିଆଯାଇଛି । ବାରିକେଡ ନିକଟରେ ଏହି କଣ୍ଟା ଗୁଡିକ ପୋତା ଯାଇଥିଲା । ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ବିଭିନ୍ନ…
ଗଣତନ୍ତ୍ର ସୂଚକାଙ୍କ: ଭାରତ ସ୍ଥାନ ଖସିଲା
ନୂଆଦିଲ୍ଲୀ, ୪ା୨: ଗଣତନ୍ତ୍ର ସୂଚକାଙ୍କ-୨୦୨୦ରେ ବିଶ୍ୱସ୍ତରୀୟ ର଼୍ୟାଙ୍କିଙ୍ଗ୍ରେ ଭାରତ ୨ଟି ସ୍ଥାନ ତଳକୁ ଖସିଛି। ପୂର୍ବରୁ ଭାରତ ୫୧ ନମ୍ବରରେ ଥିବାବେଳେ ଏବେ ନଂ. ୫୩ରେ ରହିଥିବା ଇକୋନୋମିଷ୍ଟ ଇଣ୍ଟେଲିଜେନ୍ସ ୟୁନିଟ୍ ପକ୍ଷରୁ ପ୍ରକାଶ ପାଇଛି। ୧୬୭ ଦେଶ ମଧ୍ୟରୁ ୨୩ଟି…
ଖବରଦାତାଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ: ନିନ୍ଦା କଲା ଆଇଏନ୍ଏସ୍
ନୂଆଦିଲ୍ଲୀ,୪ା୨(ପି.ଟି./ଆଇଏଏନ୍ଏସ୍): ଚାଷୀ ଆନ୍ଦୋଳନ ଉପରେ ରିପୋର୍ଟିଂ କରୁଥିବା ବରିଷ୍ଠ ସମ୍ପାଦକ ଓ ଖବରଦାତାଙ୍କ ବିରୋଧରେ ଦିଲ୍ଲୀ, ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶ ପୋଲିସ ପକ୍ଷରୁ ଏଫ୍ଆଇଆର୍ କରାଯାଇଛି। ଇଣ୍ଡିଆନ୍ ନ୍ୟୁଜ୍ପେପର ସୋସାଇଟି (ଆଇଏନ୍ଏସ୍) ଅଧ୍ୟକ୍ଷ ଏଲ୍. ଅଡିମୁଲାମ୍ ଏକ ବିବୃତି ଜାରି କରି…
ଆଉ ଏକ ଶାହିନ୍ବାଗ କରନାହିଁ: ଭାଜପା
ନୂଆଦିଲ୍ଲୀ,୪ା୨(ପି.ଟି.): ପାର୍ଲାମେଣ୍ଟରେ ବ୍ୟାପକ ବିଚାର ବିମର୍ଶ ପରେ ନୂଆ କୃଷି ଆଇନ ଗୃହୀତ ହୋଇଛି। ଆପୋସ ଆଲୋଚନାରେ ସମସ୍ୟାର ସମାଧାନ ଲାଗି କୃଷକମାନଙ୍କ ପାଇଁ ବାଟ ସବୁବେଳେ ଖୋଲା ଅଛି। ବିରୋଧୀ ଦଳଗୁଡ଼ିକ କୃଷକ ଆନ୍ଦୋଳନକୁ ଆଉ ଏକ ଶାହିନବାଗରେ ପରିଣତ…
ମୋଦିଙ୍କୁ ପତ୍ର ଲେଖିଲେ କ୍ୟାନସର ପୀଡ଼ିତ ଶିଶୁ
ନୂଆଦିଲ୍ଲୀ,୪ ।୨: ପାଳନ କରାଯାଉଛି ବିଶ୍ୱ କର୍କଟ ଦିବସ ବା ୱାର୍ଲଡ କ୍ୟାନସର ଡେ । ଏହି ଅବସରରେ ଜଣେ କୋମଳମତି ଶିଶୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଚିକିତ୍ସା ପାଇଁ ଅନୁରୋଧ କରିଛନ୍ତି । ଶିଖା ନାମକ ଏହି ଶିଶୁ…
ଗଣତନ୍ତ୍ରକୁ କଣ୍ଟା
ନୂଆଦିଲ୍ଲୀ, ୪ା୨: ଭାରତ ଭଳି ଭଦ୍ର ଓ ଆମେରିକା ପରି ବିକଶିତ ଦେଶଗୁଡ଼ିକ ସବୁବେଳେ ଆତଙ୍କବାଦକୁ ଗଣତନ୍ତ୍ର ପାଇଁ ସବୁଠୁ ବଡ଼ ଆହ୍ବାନ ବୋଲି କହିଥାନ୍ତି। କିନ୍ତୁ ଲୋକତନ୍ତ୍ର ଲାଗି କଠୋରପନ୍ଥୀଙ୍କ ବନ୍ଧୁକ ଗୁଳି ତୁଳନାରେ ଅଧିକ ଘାତକ ସାବ୍ୟସ୍ତ ହୋଇଛି…
ତାରବାଡ଼ରୁ ଛବି ମଳିନ
ନୂଆଦିଲ୍ଲୀ,୪ା୨: କେନ୍ଦ୍ରର ୩ ବିବାଦୀୟ କୃଷି ଆଇନ ଦେଶରେ ନାହିଁ ନ ଥିବା ଅଚଳାବସ୍ଥା ସୃଷ୍ଟି କରିଛି। ଏହି କୃଷକ ବିରୋଧୀ ଆଇନକୁ ପ୍ରତ୍ୟାହାର ସହ ଉତ୍ପାଦିତ ସାମଗ୍ରୀର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ନିଶ୍ଚିତ କରିବା ଲାଗି ନୂଆ ଆଇନ…
ରାମପୁର ଗସ୍ତରେ ପ୍ରିୟଙ୍କା: ପରସ୍ପର ସହ ମାଡ ହେଲା ଗାଡ଼ି
ନୂଆଦିଲ୍ଲୀ,୪ ।୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ସକାଳେ ଉତ୍ତର ପ୍ରଦେଶର ରାମପୁର ଗସ୍ତ କରିଛନ୍ତି । ତେବେ ଝାପୁଡ ରୋଡରେ ପ୍ରିୟଙ୍କାଙ୍କ ସହ ଥିବା ଅନ୍ୟ ଗାଡି ମଧ୍ୟରେ ମାଡ ହୋଇଥିଲେ ବି ସମସ୍ତେ ସୁରକ୍ଷିତ ଥିବା…
କୃଷକ ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ବିରାଟ କୋହଲି
ନୂଆଦିଲ୍ଲୀ,୪।୨: କୃଷକ ଆନ୍ଦୋଳନ ଉପରେ ସୋସିଆଲ ମିଡିଆରେ ପପ ଷ୍ଟାର ରିହାନାଙ୍କ ଟୁଇଟକୁ ନେଇ ଏକ ବିତର୍କ ଚାଲିଛି। ବହୁ ବିଦେଶୀ ସେଲିବ୍ରିଟି କୃଷକ ଆନ୍ଦୋଳନକୁ ସମର୍ଥନ ଜଣାଇଛନ୍ତି। ଭାରତ ଏହି ପଦକ୍ଷେପକୁ ଆଭ୍ୟନ୍ତରୀଣ ବ୍ୟାପାରରେ ହସ୍ତକ୍ଷେପ ବୋଲି କହିଛି। ଭାରତୀୟ…
ପୋଷ୍ଟିଂ ଅର୍ଡର ନ ଆସୁଣୁ ଜଏନିଂ
ଭୁବନେଶ୍ୱର,୪।୨(ବ୍ୟୁରୋ):ପୋଲିସ ବିଭାଗରେ ଏବେ ଅଜବ ଘଟଣା ନଜରକୁ ଆସିଛି। ଆଇନକାନୁନ, ନୀତିନିୟମ ପାଳନ ପାଇଁ କାର୍ଯ୍ୟ କରୁଥିବା ଏହି ବିଭାଗରେ ବଡ଼ ବ୍ୟତିକ୍ରମ ଘଟିଛି। ପଦୋନ୍ନତି ପାଇଥିବା କେତେଜଣ ବାବୁ ଗାଦି ଲୋଭରେ ନୀତିନିୟମକୁ ଜଳାଞ୍ଜଳି ଦେଇ ପୋଷ୍ଟିଂ ଅର୍ଡର ନ…
Archives


