ଜାତୀୟ

ପେଟ୍ରୋଲ-ଡିଜେଲ୍‌ ଉପରେ କୃଷି ସେସ୍‌

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ପେଟ୍ରୋଲ ଏବଂ ଡିଜେଲ୍‌ ଉପରେ କୃଷି ସେସ୍‌ ଲାଗୁ କରାଯାଇଥିବା ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ପେଟ୍ରୋଲ ଉପରେ ୨ ଟଙ୍କା ୫୦ ପଇସା ଏବଂ ଡିଜେଲ୍‌ ଉପରେ ୪ ଟଙ୍କା କୃଷି…

ଫେବୃୟାରୀ ୨ ପର୍ଯ୍ୟନ୍ତ ଦିଲ୍ଲୀ ସୀମାରେ ଇଣ୍ଟରନେଟ ସେବା ବନ୍ଦ

ନୂଆଦିଲ୍ଲୀ,୧ ।୨: କୃଷକ ଆନ୍ଦୋଳନକୁ ନେଇ ରାଜଧାନୀ ଦିଲ୍ଲୀ ଏବେ ଏକ ପ୍ରକାର ଅଶାନ୍ତ ହୋଇପଡିଛି କହିଲେ ଚଳେ । ୨୬ ଜାନୁୟାରୀ ପରଠାରୁ ଏଠାରେ ଏକ ପ୍ରକାର ଅଶାନ୍ତି ଲାଗି ରହିଛି । ତେଣୁ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଞ୍ଚଳରେ…

୭୫ବର୍ଷରୁ ଅଧିକ ବୟସ୍କଙ୍କୁ ଆୟକର ଛାଡ

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ଦେଶର ବରିଷ୍ଠ ନାଗରିକଙ୍କ ପାଇଁ ନୂଆ ଘୋଷଣା କରାଯାଇଛି। ୭୫ ବର୍ଷ ଅବା ଏହାଠାରୁ ଅଧିକ ବୟସ୍କ ବରିଷ୍ଠ ନାଗରିକଙ୍କୁ ଆୟକର ଛାଡ କରାଯାଇଛି। ପ୍ରବାସୀ ଭାରତୀୟଙ୍କ ଲାଗି ଟିକସ ନିୟମରେ କେତେକ ପରିର୍ତ୍ତନ କରାଯିବ…

୧ କୋଟି ନୂଆ ଉଜ୍ୱଳା ସଂଯୋଗ, ସ୍ଥାପିତ ହେବ ୭୫୦ ଏକଲବ୍ୟ ମଡେଲ ସ୍କୁଲ

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ସରକାର ଉଜ୍ୱଳା ଯୋଜନାରେ ୧ କୋଟି ନୂଆ ସଂଯୋଗ ଦିଆଯିବା ନେଇ ଘୋଷଣା କରିଛନ୍ତି। ଆସନ୍ତା ୩ ବର୍ଷରେ ୧୦୦ ଜିଲାରେ ଗ୍ୟାସ୍‌ ପାଇପ୍‌ ଲାଇନ୍‌ ନିର୍ମାଣ କରାଯିବ। ସେହିପରି ପଛୁଆବର୍ଗଙ୍କ ପିଲାଙ୍କ ପାଇଁ ୭୫୦…

ଶିକ୍ଷା ବଜେଟ: ଖୋଲିବ ୧୦୦ ନୂଆ ସୈନିକ ସ୍କୁଲ

ନୂଆଦିଲ୍ଲୀ,୧ ।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ୨୦୨୧-୨୨ରେ ଶିକ୍ଷାକୁ ନେଇ ମହତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ସେ କହିଛନ୍ତି ନ୍ୟାଶନାଲ ଏଜୁକେଶନ ପଲିସକୁ ସ୍ୱାଗତ କରାଯାଇଛି । ଏହି ଆଧାରରେ ଆଗାମୀ ଦିନରେ ୧୦୦ ସୈନିକ ସ୍କୁଲ ଖୋଲାଯିବ ।…

ରେଲୱେ ପାଇଁ ୧.୧୦ ଲକ୍ଷ କୋଟି: ୨୭ ସହରରେ ମେଟ୍ରୋ ସେବା

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ରେଲଓ୍ବେ ପାଇଁ ୧.୧୦ ଲକ୍ଷ କୋଟି ଟଙ୍କା ଘୋଷଣା କରାଯାଇଛି। ୨୦୩୦କୁ ଦୃଷ୍ଟିରେ ରଖି ସରକାର ରେଲଓ୍ବେ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି। ଫ୍ରେଟ୍‌ କୋରିଡୋର ଉପରେ…

କରୋନା ପରବର୍ତ୍ତୀ ଭିତ୍ତିଭୂମି ବିକାଶ ‌: ୩ ବର୍ଷରେ ୭ ନୂଆ ଟେକ୍ସଟାଇଲ ପାର୍କ

ନୂଆଦିଲ୍ଲୀ, ୧।୨: କରୋନା ପରବର୍ତ୍ତୀ ଭିତ୍ତିଭୂମି ବିକାଶ ଉପରେ ଚଳିତ ବଜେଟରେ ଗୁରୁତ୍ୱାରୋପ କରାଯାଇଛି। ଆସନ୍ତା ୩ ବର୍ଷ ମଧ୍ୟରେ ଦେଶରେ ୭ ନୂଆ ଟେକ୍ସଟାଇଲ ପାର୍କ ନିର୍ମାଣ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ଆତ୍ମନିର୍ଭର ଭାରତ ନିର୍ମାଣ…

ସରକାରଙ୍କ ଆର୍ଥିକ ଟିକା: ଆତ୍ମନିର୍ଭର ସ୍ବସ୍ଥ ଭାରତ ଯୋଜନା ପାଇଁ ୬୪ ହଜାର ୧୮୦ କୋଟି ଟଙ୍କାର ପ୍ରାବଧାନ

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ଦେଶବାସୀଙ୍କ ପାଇଁ ସରକାର ଆର୍ଥିକ ଟିକା ଆଣିଛନ୍ତି। ସ୍ବାସ୍ଥ୍ୟ ବଜେଟରେ ୧୩୭ ପ୍ରତିଶତ ବୃଦ୍ଧି କରାଯାଇଛି। ସ୍ବସ୍ଥ୍ୟା କ୍ଷେତ୍ରକୁ ୨.୨୩ ଲକ୍ଷ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆତ୍ମନିର୍ଭର ସ୍ବସ୍ଥ ଭାରତ…

କରୋନା ମହାମାରୀ ଯୋଗୁ ବିଶ୍ୱ ଅର୍ଥନୀତି ପ୍ରଭାବିତ ହୋଇଛି: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ, ୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍‌ ଉପସ୍ଥାପନ କରିବା ପୂର୍ବରୁ ନିଜର ବକ୍ତବ୍ୟରେ କହିଛନ୍ତି ଯେ, ଗତବର୍ଷ ଦେଶର ଅର୍ଥନୀତି ପାଇଁ ସମୟ ଆହ୍ବାନମୂଳକ ଥିଲା। କରୋନା ମହାମାରୀ ଯୋଗୁ ବିଶ୍ୱ ଅର୍ଥନୀତି ପ୍ରଭାବିତ ହୋଇଛି। ଦେଶରେ ଆର୍ଥିକ ସୁଧାର…

ହେଲ୍ପ ଲାଇନକୁ ଫୋନ୍ କରି ମୋଦିଙ୍କ ନମ୍ବର ମାଗୁଛନ୍ତି ଲୋକେ

ନୂଆଦିଲ୍ଲୀ,୧ ।୨: ନିକଟରେ ଲୋକ ସଭା ଚାଲିଥିବା ବେଳେ ଏମ୍‌ପିମାନଙ୍କ ସୁବିଧା ପାଇଁ ୨୪/୭ ହେଲ୍ପ ଲାଇନ ଆରମ୍ଭ କରାଯାଇଥିଲା । ହେଲେ ଏହି ନମ୍ବରକୁ ଏମ୍‌ପିଙ୍କ ଅପେକ୍ଷା ସାଧାରଣ ଲୋକଙ୍କ କଲ୍ ଏବେ ଅଧିକ ପରିମାଣରେ ଆସୁଛି ବୋଲି ଜଣାପଡିଛି…

ବ୍ରିଫ୍‌କେସ୍‌ ବଦଳରେ ଅର୍ଥମନ୍ତ୍ରୀଙ୍କ ହାତରେ ଟାବଲେଟ୍‌

ନୂଆଦିଲ୍ଲୀ,୧।୨: ଚଳିତ ବଜେଟକୁ ପେପର ଲେସ୍‌ କରାଯାଇଛି। ତେଣୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ହାତରେ ବ୍ରିଫ୍‌କେସ୍‌ ବଦଳରେ ଏକ ଟାବଲେଟ ରହିଛି। ସେ ଏହାକୁ ଧରି ସଂସଦ ଭବନ ମୁହାଁ ହୋଇଛନ୍ତି। ଟାବଲେଟ୍‌କୁ ଲାଲ୍‌ କପଡ଼ାରେ ଗୁଡାଯାଇଥିବାବେଳେ ଏଥିରେ ଅଶୋକ ସ୍ତମ୍ଭ…

୭ରେ ପ୍ରଧାନମନ୍ତ୍ରୀଙ୍କ ପଶ୍ଚିମବଙ୍ଗ ଗସ୍ତ

ଭୁବନେଶ୍ୱର,୩୧ା୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୭ ତାରିଖରେ ପଶ୍ଚିମବଙ୍ଗ ଗସ୍ତରେ ଆସି ହଳଦିଆ ଠାରେ ଏକ ବିଶାଳ କାର୍ଯ୍ୟକ୍ରମରେ ଯୋଗଦେବେ। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍‌ ଓ ସଡ଼କ ପରିବହନ ମନ୍ତ୍ରଣାଳୟ ଅଧୀନ ମୋଟ୍‌ ୪ ହଜାର ୭୦୦ କୋଟିରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri