କେବଳ ଏକ ଫୋନ୍ କଲ୍ର ଦୂରତା
ନୂଆଦିଲ୍ଲୀ,୩୧ା୧(ପି.ଟି.): ୩ ନୂଆ କୃଷି ଆଇନକୁ ନେଇ କୃଷକ ସଙ୍ଗଠନଗୁଡ଼ିକ ସହ ଆଲୋଚନା ପାଇଁ ସରକାର ଏବେ ମଧ୍ୟ ପ୍ରସ୍ତୁତ। ଆମେ କେବଳ ଚାଷୀ ନେତାଙ୍କ ଗୋଟିଏ ଫୋନ୍ କଲ୍ ଦୂରରେ ରହିଛୁ ବୋଲି ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ପଷ୍ଟ…
ଆଜିର ଦିନରେ ଭାରତରେ ଚିହ୍ନଟ ହୋଇଥିଲା ପ୍ରଥମ କରୋନା, ଜାଣନ୍ତୁ ଏ ସମ୍ପର୍କରେ ଆଉକିଛି…
ନୂଆଦିଲ୍ଲୀ,୩୦।୧: ଆଜିର ଦିନରେ ଅର୍ଥାତ୍ ବର୍ଷକ ତଳେ ୨୦୨୦ ଜାନୁୟାରୀ ୩୦ରେ ଚାଇନାର ଉହାନ ବିଶ୍ୱବିଦ୍ୟାଳୟରେ ଜଣେ ଭାରତୀୟ ଛାତ୍ର ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହି ଛାତ୍ର ଜଣଙ୍କ କେରଳ ରାଜ୍ୟର ପ୍ରଥମ କରୋନା ପଜିଟିଭ୍ ଭାବେ ଚିହ୍ନଟ…
ଆସିବ ଆଉ ଏକ କୋଭିଡ ଟିକା
ନୂଆଦିଲ୍ଲୀ,୩୦।୧: ଭାରତ ପୂର୍ବରୁ ୨ଟି କରୋନା ଟିକା କୋଭାକ୍ସିନ ଓ କୋଭିସିଲ୍ଡ ବାହାର କରି ଡିସେମ୍ବର ୧୬ ତାରିଖରେ ଟିକାକରଣ ଅଭିଯାନ ଆରମ୍ଭ କରିଛି। ସିରମ୍ ଇନ୍ଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆର ମୁଖ୍ୟ ଅଦର ପୁନାୱାଲା ଘୋଷଣା କରିଛନ୍ତି ଯେ, କମ୍ପାନୀ ଚଳିତ…
ଇସ୍ରାଏଲ ଦୂତାବାସ ବିସ୍ଫୋରଣ: ଘଟଣାସ୍ଥଳରୁ ମିଳିଲା ଅଧାଜଳା କପଡ଼ା, ପଲିଥିନ
ନୂଆଦିଲ୍ଲୀ,୩୦ ।୧: ଇସ୍ରାଏଲ ଦୂତାବାସ ନିକଟରେ ହୋଇଥିବା ବିସ୍ଫୋରଣ ପରେ ଯାଞ୍ଚ ଏଜେନ୍ସି ସକ୍ରିୟ ହୋଇଉଠିଛି । ଶନିବାର ଘଟଣାସ୍ଥଳରୁ ଏନ୍ଏସ୍ଜି ଟିମ୍କୁ ଅଧାଜଳା କପଡା ଓ ପଲିଥିନ୍ ମିଳିଛି ଯାହାର ଯାଞ୍ଚ କରାଯାଉଛି । ଗୋଟିଏ ପଟେ ଦିଲ୍ଲୀ ପୋଲିସର…
ତାମିଲନାଡୁରେ ଗାଁ ଲୋକଙ୍କ ସହ ଛତୁ ବିରିୟାନିର ମଜା ନେଲେ ରାହୁଲ: ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୩୦ ।୧: ତାମିଲନାଡୁର ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଯେମିତି ଏବେଠାରୁ ବଳ ଖଟାଇବା ଆରମ୍ଭ କଲେଣି । ଅର୍ଥାତ୍ ଭୋଟରଙ୍କୁ ଆପଣେଇବାକୁ ଚେଷ୍ଟା କଲେଣି ରାହୁଲ । ସୂଚନାଯୋଗ୍ୟ, ରାହୁଲ ଗତ ସପ୍ତାହରେ ତାମିଲନାଡୁ…
ଦିଲ୍ଲୀ ହିଂସା ଥିଲା ଯୋଜନା ବଦ୍ଧ: ନୱାଜ ମଲିକ
ମୁମ୍ବାଇ,୩୦ ।୧: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍ସିପି)ନେତା ତଥା ମହାରାଷ୍ଟ୍ରର ମନ୍ତ୍ରୀ ଥିବା ନୱାଜ ମଲିକ ଶନିବାର କହିଛନ୍ତି କୃଷକଙ୍କ ଟ୍ରାକ୍ଟର ରାଲି ସମୟରେ ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଉପୁଜିଥିବା ହିଂସା ଥିଲା ଯୋଜନା ବଦ୍ଧ । ଭାରତୀୟ ଜନତା ପାର୍ଟି(ଭଜପା) ସରକାର…
ମମତାଙ୍କୁ ପୁଣି ଲାଗିପାରେ ଝଟ୍କା: ଭାଜପାରେ ସାମିଲ ହୋଇପାରନ୍ତି ଟିଏମ୍ସିର ୪ ହେଭିୱେଟ
କୋଲକାତା,୩୦ ।୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ତ୍ରୁଣମୂଳ କଂଗ୍ରେସ(ଟିଏମ୍ସି)କୁ ଝଟ୍କା ପରେ ଝଟ୍କା ଲାଗି ଚାଳିଛି । ଶନିବାର ପୁଣିଥରେ ଟିଏମ୍ସିର ୪ ହେଭିୱେଟ ନେତା ନୂଆଦିଲ୍ଲୀ ଗସ୍ତ କରିବା ପରେ ଅନୁମାନ କରାଯାଇଛି କି ଏମାନେ ବି…
ସର୍ବଦଳୀୟ ବୈଠକରେ ମୋଦି କହିଲେ କଥାବାର୍ତ୍ତା ଦ୍ୱାରା ହିଁ ବାହାରିବ କୃଷକ ଆନ୍ଦୋଳନର ସମାଧାନ
ନୂଆଦିଲ୍ଲୀ,୩୦ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଭିଡିଓ କନଫରେନସିଂ ଜରିଆରେ ସର୍ବଦଳୀୟ ବୈଠକର ଅଧ୍ୟକ୍ଷତା କରିଥିଲେ । ବୈଠକରେ ସେ ଆମେରିକାରେ ମହାତ୍ମା ଗାନ୍ଧୀଙ୍କ ମୂର୍ତ୍ତି ଭଙ୍ଗା ଘଟଣାକ୍ୁ ନେଇ ଦୁଃଖ ପ୍ରକାଶ କରିଥିଲେ । ସେ ଆହୁରି ମଧ୍ୟ…
ମହଙ୍ଗା ପଡ଼ିଲା ବିବାଦୀୟ ରାୟ: ସୁପାରିଶ ରୋକିଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ, ୩୦।୧: ବମ୍ବେ ହାଇକୋର୍ଟଙ୍କ ଏକ ବିବାଦୀୟ ରାୟକୁ ନେଇ ଦେଶରେ ଚର୍ଚ୍ଚା ପରେ ସୁପ୍ରିମ୍କୋର୍ଟ ମାମଲାରେ ସମ୍ପୃକ୍ତ ବିଚାରପତିଙ୍କ ସୁପାରିଶ ରୋକିଛନ୍ତି। ସୁପ୍ରିମ୍କୋର୍ଟ କଲେଜିୟମ୍ରେ ବମ୍ବେ ହାଇକୋର୍ଟର ବିଚାରପତି ପୁଷ୍ପା ଗାନେଡ଼ିଓ୍ବାଲାଙ୍କୁ ସ୍ଥାୟୀ ବିଚାରପତି କରାଯିବା ଲାଗି କେନ୍ଦ୍ର ସରକାରଙ୍କୁ…
ଜାନୁୟାରୀ ୩୧ ପର୍ଯ୍ୟନ୍ତ ରାଜଧାନୀରେ ଇଣ୍ଟରନେଟ୍ ସେବା ବନ୍ଦ
ନୂଆଦିଲ୍ଲୀ, ୩୦।୧: ରାଜଧାନୀ ଦିଲ୍ଲୀରେ କୃଷକ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ସିଙ୍ଘୁ, ଗାଜିପୁର,ଟିକରି ଆଦି ଅଞ୍ଚଳ ଏବଂ ଏହାର ଆଖପାଖ ସ୍ଥାନରେ ଇଣ୍ଟରନେଟ୍ ସେବାକୁ ଜାନୁୟାରୀ ୩୧ ରାତ୍ର ୧୧ଟା ପର୍ଯ୍ୟନ୍ତ ବନ୍ଦ କରି…
ବିସ୍ଫୋରଣ ପାଇଁ ଆତଙ୍କବାଦୀ ସଂଗଠନ ଜୈଶ୍-ଉଲ୍-ହିନ୍ଦ୍ ଦାୟୀ !
ନୂଆଦିଲ୍ଲୀ, ୩୦।୧: ରାଜଧାନୀ ଦିଲ୍ଲୀରେ ଇସ୍ରାଏଲ୍ ଦୂତାବାସ ନିକଟରେ ଘଟିଥିବା ବିସ୍ଫୋରଣ ପାଇଁ ଆତଙ୍କବାଦୀ ସଂଗଠନ ଜୈଶ୍-ଉଲ୍-ହିନ୍ଦ୍ ଦାୟୀ ନିଜକୁ ଦାୟୀ କରିଛି। ସଂଗଠନର ସୋସିଆଲ୍ ମିଡ଼ିଆ ପ୍ଳାଟଫର୍ମରେ ଏନେଇ ସୂଚନା ଦିଆଯାଇଛି। ଘଟଣାସ୍ଥଳରୁ ମିଳିଥିବା ବନ୍ଦ ଲଫାପାରେ ଥିବା ଏକ…
ଚାଷୀ ସଂଗଠନ ପକ୍ଷରୁ ୮ ଘଣ୍ଟିଆ ଉପବାସ: ଗାଜିପୁରରେ ଇଣ୍ଟରନେଟ୍ ସେବା ବନ୍ଦ
ନୂଆଦିଲ୍ଲୀ, ୩୦।୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୩ତମ ପୁଣ୍ୟତିଥି ଅବସରରେ କୃଷି ଆଇନ ବିରୋଧରେ ଆନ୍ଦୋଳନ କରୁଥିବା ଚାଷୀ ସଂଗଠନ ପକ୍ଷରୁ ଶନିବାର ୮ ଘଣ୍ଟିଆ ଉପବାସ କରିଛନ୍ତି। ପୂର୍ବାହ୍ନ ୯ଟାଠାରୁ ଉପବାସ ଆରମ୍ଭ ହୋଇଥିବାବେଳେ ଏହା ଅପରାହ୍ନ ୫ଟା…
Archives


