ଅଯୋଧ୍ୟାରେ ମୋଦି କାହିଁକି ଲଗାଇବେ ଏହି ଗଛ: କ’ଣ ରହିଛି ଏହାର ଏହାର ପୌରାଣିକ ମହତ୍ୱ
ନୂଆଦିଲ୍ଲୀ,୪।୮: ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମି ପୂଜା କରିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ସେ ଜନ୍ମଭୂମି ପରିସରରେ ଏକ ପାରିଜାତର ବୃକ୍ଷ ଲଗାଇବେ ବୋଲି ଜଣାପଡ଼ିଛି। ତେବେ ଏହା ପଛରେ...
ରାମ ମନ୍ଦିର ଭୂମିପୂଜନ ପାଇଁ ଶୁଭ ସମୟ ସ୍ଥିର କରିଥିବା ପୂଜାରୀଙ୍କୁ ଧମକ
ବେଙ୍ଗାଲୁରୁ,୪।୮: ରାମ ମନ୍ଦିର ଭୂମି ପୂଜନର ମୁହୂର୍ତ୍ତକୁ ନେଇ ଦେଖାଦେଇଥିବା ବିବାଦ ଥମିବାର ନା ନେଉନି। ଏହି ମୁହୂର୍ତ୍ତ ନେଇ ଏବେ ଏକ ପ୍ରଶ୍ୱବାଚୀ ସୃଷ୍ଟି ହୋଇଛି। ଇତିମଧ୍ୟରେ ଅଯୋଧ୍ୟାରେ ରାମ ମନ୍ଦିରର ଭୂମି ପୂଜନ ପାଇଁ ଶୁଭ ସମୟ...
ଭୂମି ପୂଜନ ପାଇଁ ଅଯୋଧ୍ୟାରେ ପହଞ୍ଚିଲେ ଯୋଗଗୁରୁ
ଅଯୋଧ୍ୟା,୪।୮: ଯୋଗଗୁରୁ ବାବା ରାମଦେବ ଭୂମି ପୂଜନରେ ସାମିଲ ହେବା ପାଇଁ ମଙ୍ଗଳବାର ଆଯୋଧ୍ୟାରେ ପହଞ୍ଚିଛନ୍ତି। ଆଯୋଧ୍ୟା ପହଞ୍ଚିବା ପରେ ପତଞ୍ଜଳି ଯୋଗପୀଠର କର୍ମକର୍ତ୍ତାମାନେ ତାଙ୍କୁ ସ୍ବାଗତ କରିଥିଲେ। ଏହାପରେ ବାବା ରାମଦେବ ସର୍ବ ପ୍ରଥମେ ହନୁମାନଗଡ଼ି ପରିସରକୁ ଗସ୍ତ...
ଅଯୋଧ୍ୟା ଗସ୍ତ ପୂର୍ବରୁ ଆରଏସ୍ଏସ୍ ମୁଖ୍ୟ କରାଇଲେ କରୋନା ଟେଷ୍ଟ
ଆଯୋଧ୍ୟା,୪।୮: ଆଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ହେବାକୁ ଥିବା ଭୂମି ପୂଜନ କାର୍ଯ୍ୟକ୍ରମର ଆରମ୍ଭ ସୋମବାରଠାରୁ ହୋଇଛି। ମଙ୍ଗଳବାର ରାମାର୍ଚ୍ଚା ପୂଜା ଅନୁଷ୍ଠିତ ହୋଇଛି। ଏଥିସହ ଡ୍ରୋନ୍ ଜରିଆରେ ଅଯୋଧ୍ୟାର ସୁରକ୍ଷା ବ୍ୟବସ୍ଥା ଉପରେ ନଜର ରଖାଯାଇଥିବା ବେଳେ...
ଅତିଥିଙ୍କୁ ଉପହାର ମିଳିବ ସ୍ବତନ୍ତ୍ର ରୁପା ମୁଦ୍ରା
ଅଯୋଧ୍ୟା, ୪।୮: ରାମମନ୍ଦିରର ଭୂମି ପୂଜନ ଉତ୍ସବ ବୁଧବାର ମଧ୍ୟାହ୍ନ ୧୨ଟା ୧୫ରେ ଶୁଭାରମ୍ଭ ହେବ। କାର୍ଯ୍ୟକ୍ରରେ ଯୋଗଦେବା ପାଇଁ ଅତିଥିଙ୍କୁ ନିମନ୍ତ୍ରିତ କରାଯାଇଛି। ଏହି ଅବସରରେ ସେମାନଙ୍କୁ ସ୍ବତନ୍ତ୍ର ରୁପା ମୁଦ୍ରା ଉପହାର ଦିଆଯିବାର ବ୍ୟବସ୍ଥା କରାଯାଇଛି। ରୁପା...
ଶ୍ରୀନଗରରେ ହିଂସା ଆଶଙ୍କାରେ ୨ଦିନ କର୍ଫ୍ୟୁ ଜାରି: ରାସ୍ତା ବଜାର ସିଲ୍
ଶ୍ରୀନଗର, ୪।୮: ଜମ୍ମୁ-କଶ୍ମୀରରେ ଠିକ୍ ବର୍ଷେ ତଳେ କେନ୍ଦ୍ର ସରକାର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରିଥିଲେ। ୨୦୧୯ ଅଗଷ୍ଟ ୫ରୁ ଜମ୍ମୁ-କଶ୍ମୀର ନିଜର ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ହରାଇଥିଲା। ଅଗଷ୍ଟ ୫ରେ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ବର୍ଷେ ପୂରିଛି। ଏହି...
ରାମମନ୍ଦିର ଆନ୍ଦୋଳନର ୪ ମହାରଥୀ ଏବେ ରାଜନୀତିରୁ ଦୂରରେ
ନୂଆଦିଲ୍ଲୀ, ୪।୮: ରାମମନ୍ଦିରର ଭୂମି ପୂଜନ ହେବାକୁ ଆଉ କିଛି ଘଣ୍ଟା ବାକି ରହିଛି। ବୁଧବାର ମଧ୍ୟାହ୍ନ ୧୨ଟା ୧୫ରେ ଭୂମି ପୂଜନ କାର୍ଯ୍ୟର ଶୁଭାରମ୍ଭ ହେବ। ତେବେ ଦିନେ ରାମମନ୍ଦିର ଆନ୍ଦୋଳନର ଚର୍ଚ୍ଚିତ ଚେହେରା ପାଲଟି ଥିବା ୪...
ରାମ ସବୁଥିରେ, ରାମ ନାମ ହିଁ ସାର: ଟୁଇଟ୍ କଲେ ପ୍ରିୟଙ୍କା
ଅଯୋଧ୍ୟା, ୪।୮: ରାମମନ୍ଦିର ଭୂମି ପୂଜନ ଆଉ ଗୋଟିଏ ଦିନ ପରେ ଅଗଷ୍ଟ ୫ରେ ହେବ। ଅଯୋଧ୍ୟା ଏନେଇ ଉତ୍ସବ ମୁଖର ହୋଇ ଉଠିଛି। ଏପରିସ୍ଥଳେ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କର ଟୁଇଟ୍ ନେଇ ଏବେ ଚର୍ଚ୍ଚା...
ସୁଶାନ୍ତ ଆତ୍ମହତ୍ୟା ମାମଲା: ସିବିଆଇ ତଦନ୍ତ ପାଇଁ ଦାବି କଲେ ବିହାର ସରକାର
ପାଟନା,୪।୮: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ଦେଢ଼ ମାସରୁ ଊର୍ଦ୍ଧ୍ୱ ବିତିଯାଇଛି। ହେଲେ ତାଙ୍କ ମୃତ୍ୟୁ ପଛର କାରଣ ଏବେ ବି ରହସ୍ୟ ଘେରରେ ରହିଛି। ଜଣେ ଦକ୍ଷ ଅଭିନେତା କେଉଁ ପରିସ୍ଥିତିରେ ଏଭଳି ପଦକ୍ଷେପ ନେଲେ...
ଭୂମି ପୂଜନ ପୂର୍ବରୁ ଏହି ନେତା ବଦଳାଇଲେ ଟୁଇଟରର ପ୍ରୋଫାଇଲ୍ ଫଟୋ
ଭୋପାଳ,୪।୮: ଉତ୍ତରପ୍ରଦେଶ ଅଯୋଧ୍ୟାରେ ଅଗଷ୍ଟ ୫ ଅର୍ଥାତ୍ ବୁଧବାର ରାମ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜା ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ କମଳା ରଙ୍ଗରେ ରଙ୍ଗେଇ ହୋଇଛି ରାମନଗରୀ। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର...
ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ ପ୍ରକାଶ: ପ୍ରଦୀପ ସିଂ ଟପ୍ପର, ୮ ନମ୍ବର ସ୍ଥାନରେ ଓଡ଼ିଶାର ଅଭିଷେକ
ନୂଆଦିଲ୍ଲୀ, ୪।୮: ୟୁପିଏସ୍ସି ପକ୍ଷରୁ ୨୦୧୯ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ପ୍ରଦୀପ ସିଂ ଟପ୍ପର ହୋଇଥିବାବେଳେ ଦ୍ୱିତୀୟ ସ୍ଥାନରେ ଜତିନ୍ କିଶୋର ଏବଂ ତୃତୀୟ ସ୍ଥାନରେ ପ୍ରତିଭା ବର୍ମା ରହିଛନ୍ତି। ପରୀକ୍ଷା ଫଳ ୟୁପିଏସ୍ସି...
ଶିବରାଜ ସିଂହଙ୍କ ତୃତୀୟ ରିପୋର୍ଟ ବି ପଜିଟିଭ୍
ଭୋପାଳ,୪।୮: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଆସିଥିବା ତୃତୀୟ କରୋନା ରିପୋର୍ଟ ବି ପିଜିଟିଭ୍ ରହିଛି। ଫଳରେ ଚିକିତ୍ସା ପାଇଁ ଆଉ କିଛି ଦିନ ଶିବରାଜଙ୍କୁ ହସ୍ପିଟାଲରେ ରହିବାକୁ ପଡ଼ିବ ବୋଲି ଜଣାପଡ଼ିଛି। ତାଙ୍କ ନିକଟରେ କରୋନାର କୌଣସି...
Archives


