ଜାତୀୟ

ବୈଜ୍ଞାନିକଙ୍କ ମଞ୍ଜୁରୀ ପରେ ଟିକାକରଣ

ନୂଆଦିଲ୍ଲୀ, ୫।୧୨(ପି.ଟି.): ଦେଶର କରୋନା ସ୍ଥିତିକୁ ନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। କିଛି ସପ୍ତାହ ମଧ୍ୟରେ କୋଭିଡ୍‌ ଟିକା ପ୍ରସ୍ତୁତ ହେବ। ତେବେ ବୈଜ୍ଞାନିକମାନଙ୍କ ଅନୁମୋଦନ ପରେ ଦେଶରେ ଟିକାକରଣ ଆରମ୍ଭ ହେବ…

ଅଯୋଧ୍ୟା ମସ୍‌ଜିଦ ଟ୍ରଷ୍ଟରେ ସରକାରୀ ପ୍ରତିନିଧି ନିଯୁକ୍ତ ହେବେ ନାହିଁ

ନୂଆଦିଲ୍ଲୀ, ୫।୧୨(ପି.ଟି.): ଅଯୋଧ୍ୟାରେ ନିର୍ମାଣ ହେବାକୁ ଥିବା ମସ୍‌ଜିଦ ଲାଗି ଗଠିତ ଟ୍ରଷ୍ଟରେ ସରକାରୀ ପ୍ରତିନିଧି ନିଯୁକ୍ତି ଦେବାକୁ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ମସ୍‌ଜିଦ ନିର୍ମାଣ ଲାଗି ‘ଇଣ୍ଡୋ ଇସ୍‌ଲାମିକ କଲଚରାଲ ଫାଉଣ୍ଡେଶନ’ଗଠନ କରାଯାଇଛି। ଏଥିରେ କେନ୍ଦ୍ର…

ରାସ୍ତାରେ ଝାଡ଼ୁ ମାରିବା ପୂର୍ବରୁ ପାଣି ଛିଞ୍ଚ

ନୂଆଦିଲ୍ଲୀ, ୫।୧୨(ପି.ଟି.): ଅତ୍ୟଧିକ ବାୟୁ ପ୍ରଦୂଷଣ ହୋଇଥିବା ଦିଲ୍ଲୀ ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ର ସମସ୍ତ ମ୍ୟୁନିସିପାଲ କର୍ପୋରେଶନ ସମେତ ଅନ୍ୟ ସହରଗୁଡ଼ିକରେ ରାସ୍ତା ଝାଡ଼ୁ କରିବା ପୂର୍ବରୁ ପାଣି ଛିଞ୍ଚତ୍ବାକୁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ…

ଟିଆର୍‌ଏସ୍‌ ହାତକୁ ପୁଣି ଯାଇପାରେ ହାଇଦ୍ରାବାଦ

ହାଇଦ୍ରାବାଦ, ୫।୧୨(ପି.ଟି.): ଶାସକ ତେଲଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ପୁଣିଥରେ ହାଇଦ୍ରାବାଦ ପୌର ନିଗମ ଅକ୍ତିଆର କରିପାରେ। ୧୫୦ ଆସନ ବିଶିଷ୍ଟ ଗ୍ରେଟର ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେଶନ (ଜିଏଚ୍‌ଏମ୍‌ସି) ନିର୍ବାଚନରେ କୌଣସି ଦଳକୁ ସଂଖ୍ୟା ଗରିଷ୍ଠତା ମିଳିନାହିଁ। ଟିଆର୍‌ଏସ୍‌ ୫୭ ଆସନ…

ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା

ନୂଆଦିଲ୍ଲୀ,୪ା୧୨(ପି.ଟି.)-କେନ୍ଦ୍ରର ୩ ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଆନ୍ଦୋଳନକୁ ଓହ୍ଲାଇଥିବା କୃଷକମାନେ ଆସନ୍ତା ୮ ତାରିଖରେ ଭାରତ ବନ୍ଦ କରିବାକୁ ଡାକରା ଦେଇଛନ୍ତି। ଗୁରୁବାର କେନ୍ଦ୍ର ସରକାରଙ୍କ ସହ ଆଲୋଚନା ନିଷ୍ଫଳ ହେବା ପରେ ସେମାନେ ଏହି ଆନ୍ଦୋଳନକୁ ଆଗକୁ…

କୃଷକଙ୍କ ସମର୍ଥନରେ ଦଳ ଛାଡିଲେ ଭାଜପା ନେତା !

ସିରସା,୪ ।୧୨: କେନ୍ଦ୍ରର କୃଷି ଆଇନକୁ ବିରୋଧ କରି କୃଷକମାନେ କରିଥିବା ଆନ୍ଦୋଳନ ବେଳକୁ ବେଳ ରାଜନୈତିକ ରୂପ ନେବାରେ ଲାଗିଛି । ପ୍ରଥମେ କୃଷକଙ୍କୁ ସମର୍ଥନ କରି ପଞ୍ଜାବର ମୁଖ୍ୟମନ୍ତ୍ରୀ ପଦ୍ମ ପୁରସ୍କାର ଫେରାଇ ଦେଇଥିବା ବେଳେ ଏବେ ସାହିତ୍ୟିକମାନେ…

କୃଷକଙ୍କ ସମର୍ଥନରେ ପୁରସ୍କାର ଫେରାଇବା ଜାରି ରହିଛି

ନୂଆଦିଲ୍ଲୀ,୪ ।୧୨: କେନ୍ଦ୍ରର କୃଷି ଆଇନକୁ ନେଇ କୃଷକଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଥିବା ବେଳେ ଏବେ ଏହାକୁ ସମର୍ଥନ କରି ବିଭିନ୍ନ ଆୱାର୍ଡ ଫେରାଇବା ଜାରି ରହିଛି । ଗୁରୁବାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲ ଓ ରାଜ୍ୟ…

ବରଙ୍କୁ ବେଦୀରେ ଛାଡ଼ି କାଉନସେଲିଂକୁ ଗଲେ କନ୍ୟା, ଆଉ ତା’ ପରେ…

ଲକ୍ଷ୍ନୌ,୪ା୧୨: ବିବାହ ପାଇଁ ବେଦୀରେ ବସିଥିଲେ ବରକନ୍ୟା। ସକାଳ ୫ଟାରେ ବର କନ୍ୟାଙ୍କ ମୁଣ୍ଡରେ ସିନ୍ଦୁର ଦେବା ପରେ ବେଦୀ ଉପରୁ ଚାକିରି ପାଇଁ କାଉନସେଲିଂକୁ ଚାଲିଯାଇଥିଲେ କନ୍ୟା। ସେଠାରେ ଏକ ସରକାରୀ ଚାକିରି ପାଇ ପୁଣି ଫେରି ଆସି ଖୁସିରେ…

କରୋନା ଭ୍ୟାକ୍ସିନକୁ ନେଇ ଆଉ କିଛି ସପ୍ତାହ ମଧ୍ୟରେ ଆସିବ ଭଲ ଖବର : ମୋଦି

ନୂଆଦିଲ୍ଲୀ,୪ ।୧୨: କରୋନାକୁ ହରାଇବା ଏବେ ସମସ୍ତଙ୍କର ଲକ୍ଷ୍ୟ । ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ-୧୯ ମହାମାରୀର ସ୍ଥିତିକୁ ନେଇ ଚର୍ଚ୍ଚା କରିବା ଲାଗି ଏକ ସର୍ବଦଳୀୟ ବୈଠକର ନେତୃତ୍ୱ ନେଇଥିଲେ । ଏଥିରେ କେନ୍ଦ୍ରର ବିଭିନ୍ନ ଦଳର ଶୀର୍ଷ…

ହାଇଦ୍ରାବାଦ ନିର୍ବାଚନ ଭାଜପା ପାଇଁ କାହିଁକି ଗୁରୁତ୍ୱପୂର୍ଣ୍ଣ

ହାଇଦ୍ରାବାଦ,୪ ।୧୨: ଗ୍ରେଟର ହାଇଦ୍ରାବାଦ ନଗର ନିଗମ(ଜିଏଚ୍‌ଏମ୍‌ସି) ପାଇଁ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ନଗରନିଗମ ପାଇଁ ହୋଇଥିବା ନିର୍ବାଚନର ମତ ଗଣନା ଶୁକ୍ରବାର କରାଯାଉଛି । ଏଠାକାର ୧୫୦ ୱାର୍ଡ ପାଇଁ ୧,୧୨୨ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିଲେ ।…

ଆଗାମୀ ତ୍ରୈମାସରେ ଜିଡିପି ଅଭିବୃଦ୍ଧି ସକରାତ୍ମକ ହେବ: ଆରବିଆଇ ଗଭର୍ନର

ନୂଆଦିଲ୍ଲୀ,୪।୧୨: ଆସନ୍ତା ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ନକାରାତ୍ମକରୁ ସକରାତ୍ମକକୁ ଫେରିବ ବୋଲି ଆଶା କରାଯାଉଥିବା ଆରବିଆଇ ଗଭନର୍ର୍ର ଶକ୍ତିକାନ୍ତ ଦାସ କହିଛନ୍ତି। ସେ କହିଛନ୍ତି ଯେ,ଦେଶର ଅର୍ଥନୀତି ବର୍ତ୍ତମାନ କରୋନା ସଙ୍କଟରୁ ମୁକ୍ତି ପାଇଛି। ଆସନ୍ତା ତ୍ରୈମାସରେ ଦେଶର ଜିଡିପି…

କୃଷକ ଆନ୍ଦୋଳନ: ଦିଲ୍ଲୀକୁ ଲାଗି ରହିଥିବା ଅଧା ଡଜନରୁ ଅଧିକ ସୀମା ସିଲ୍‌

ନୂଆଦିଲ୍ଲୀ,୪ ।୧୨: କେନ୍ଦ୍ର ସରକାରଙ୍କ ଦ୍ୱାରା ଅନୁମୋଦିତ ୩ କୃଷି ଆଇନକୁ ଫେରାଇ ନେବା ଦାବି କରି ପଞ୍ଜାବ, ହରିୟାଣା ଓ ଉତ୍ତରପ୍ରଦେଶ ସମେତ କିଛି ରାଜ୍ୟର କୃଷକ ଗତ ୮ ଦିନ ହେବ ଧାରଣାରେ ବସିଛନ୍ତି । ଏମାନଙ୍କ ଧାରଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri