ଜାତୀୟ

ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ, ୧୧ା୧୨: ୟୁନେସ୍କୋର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି ସ୍ଥାନ ପାଇଛି। ୟୁନେସ୍କୋ ରିପ୍ରେଜେଣ୍ଟିଭ ଲିଷ୍ଟ୍‌ ଅଫ୍‌ ଦ ଇନ୍‌ଟାଞ୍ଜିବଲ କଲ୍‌ଚ୍ୟୁରାଲ ହେରିଟେଜ୍‌ ଅଫ୍‌ ହ୍ୟୁମାନିଟିରେ ଏହାକୁ ଅନ୍ତର୍ଭୁକ୍ତ କରାଯାଇଛି। ନୂଆଦିଲ୍ଲୀରେ ଲାଲକିଲ୍ଲାରେ ବୁଧବାର ଅନୁଷ୍ଠିତ ୨୦ତମ ୟୁନେସ୍କୋ ଆନ୍ତଃସରକାରୀ…

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ ସୂତ୍ରରୁ ଜଣାପଡ଼ିଛି। ମତଦାତା ତାଲିକା ଫର୍ମ ଡିଜିଟାଇଜେସନ ଓ ଦାଖଲର ଅଗ୍ରଗତି ସମୀକ୍ଷା ପାଇଁ…

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍ (CJM) କୋର୍ଟ ଅଭିଯୋଗକୁ ଗ୍ରହଣ କରି ମାମଲା ରୁଜୁ କରିଛନ୍ତି। ଗତ ଅକ୍ଟୋବର ମାସରେ…

ମୋଦି-ରାହୁଲଙ୍କ ମଧ୍ୟରେ ଅଚାନକ ୮୮ ମିନିଟ୍ ଧରି ଚାଲିଲା ବୈଠକ, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୨: ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ମଧ୍ୟରେ ଏକ ଅଚାନକ ୮୮ ମିନିଟ୍ ଧରି ବୈଠକ ହୋଇଥିଲା, ଯାହା ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ମୁଖ୍ୟ ସୂଚନା…

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର ଇଣ୍ଡିଗୋର ନେଟ୍‌ଓ୍ବର୍କ ଏବଂ କ୍ରୁ କାର୍ଯ୍ୟ ଉପରେ ନଜର ରଖିବା ପାଇଁ ଏକ ୮…

ତିରୁପତି ମନ୍ଦିରରେ ୫୪ କୋଟି ଟଙ୍କାର ଦୁର୍ନୀତି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତିରୁପତି,୧୦।୧୨: ଆନ୍ଧ୍ରପ୍ରଦେଶର ବିଶ୍ୱ ପ୍ରସିଦ୍ଧ ତିରୁମାଲା ତିରୁପତି ଦେବସ୍ଥାନମ୍ ଟ୍ରଷ୍ଟ(TTD)ରେ ଏକ ବଡ଼ ଧରଣର ଦୁର୍ନୀତିର ଖୁଲାସା ହୋଇଛି, ଯାହା ୨୦୧୫ ରୁ ୨୦୨୫ ମଧ୍ୟରେ ଘଟିଛି। ଟେଣ୍ଡରରେ ଶୁଦ୍ଧ ମଲବେରୀ ରେଶମ ଶାଲ୍ ଯୋଗାଇବା ପରିବର୍ତ୍ତେ ଏକ ଠିକାଦାର ୧୦୦%…

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ ତାଙ୍କର ମୃତ୍ୟୁ ଘଟିଛି। ପୋଲିସ୍ ସୂଚନା ଅନୁଯାୟୀ, ଅଭିଯୁକ୍ତମାନେ ବୈଧ ଅନୁମତି ବିନା ଏହି…

UNESCOର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହେଲା ଦୀପାବଳି

ନୂଆଦିଲ୍ଲୀ,୧୦।୧୨: ଭାରତର ଆଲୋକର ପର୍ବ ଦୀପାବଳିକୁ ବୁଧବାର UNESCOର “ମାନବତାର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟର ପ୍ରତିନିଧିତ୍ୱ ତାଲିକା”ରେ ସ୍ଥାନିତ କରାଯାଇଛି। ଏହି ଗୌରବପୂର୍ଣ୍ଣ ମାନ୍ୟତା ମିଳିବା ପରେ ସାରା ଦେଶରେ ଉତ୍ସବର ବାତାବରଣ ଦେଖିବାକୁ ମିଳିଛି। ଦିଲ୍ଲୀର ଲାଲ୍ କିଲ୍ଲାଠାରେ ଆୟୋଜିତ…

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ଏବଂ ସଙ୍କଟ ଦ୍ୱାରା ପ୍ରଭାବିତ ଲୋକଙ୍କୁ ଫେରସ୍ତ ଯୋଗାଇ ଦିଆଯାଉଛି। ଏହି ଦାବି…

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ ସର୍ବିନା କାର୍ପେଣ୍ଟର, ଦୋଏଚି, ଭିଭିଆନ୍‌ ଓ୍ବିଲ୍‌ସନ, ନିକୋଲେ ସ୍କେର୍ଜିଙ୍ଗର, ଓ୍ବାଲ୍ଟନ ଗୋଗିନ୍ସ, ଜେନିଫର ଲରେନ୍ସ,…

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା ଏସିଆରେ କମ୍ପାନୀର ସର୍ବବୃହତ ପୁଞ୍ଜି ବିନିଯୋଗ ଭାବରେ ୧୭.୫ ବିଲିୟନ ଆମେରିକୀୟ ଡଲାର (ପ୍ରାୟ…

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି ଆୟୁଷ୍ମାନ ଭାରତ ଯୋଜନା। ଏହାକୁ ବିଶ୍ୱର ସବୁଠାରୁ ବଡ଼ ସୱାସ୍ଥ୍ୟ ବୀମା ଯୋଜନା ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?