ଜାତୀୟ

ଗୋଗୋଇଙ୍କ ବିରୋଧରେ ମକଦ୍ଦମା ପାଇଁ ଅନୁମତି ଦେଲେନି ଏଜି

ନୂଆଦିଲ୍ଲୀ, ୨୮।୨: ସର୍ବୋଚ୍ଚ ନ୍ୟାୟାଳୟ ବିରୋଧରେ ମନ୍ତବ୍ୟ ଦେଇଥିବା ଭାରତର ପୂର୍ବତନ ପ୍ରଧାନ ବିଚାରପତି ତଥା ରାଜ୍ୟ ସଭା ସଦସ୍ୟ ରଞ୍ଜନ ଗୋଗୋଇଙ୍କ ବିରୋଧରେ ଅଦାଲତ ଅବମାନନା ମକଦ୍ଦମା ଚଳାଇବା ପାଇଁ ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ ଅନୁମତି ଦେବାକୁ ମନା…

ଟିକାକରଣ ଲାଗି ୨୦ ରୋଗ ଚିହ୍ନଟ

ନୂଆଦିଲ୍ଲୀ, ୨୮।୨: ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣରେ ୬୦ ବର୍ଷରୁ ଊର୍ଦ୍ଧ୍ୱ ଏବଂ ବିଭିନ୍ନ ରୋଗ ଥିବା ୪୫ ବର୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ କୋଭିଡ୍‌ ଟିକା ଦିଆଯିବ। କେଉଁସବୁ ରୋଗ ଥିଲେ ଟିକା ପାଇଁ ଅନୁମତି ମିଳିବ ତାହା ସ୍ଥିର ହୋଇଛି। ସ୍ବାସ୍ଥ୍ୟ…

ନିଯୁକ୍ତି ମାଗୁଛନ୍ତି ଆଶାୟୀ

ନୂଆଦିଲ୍ଲୀ, ୨୮ା୨ : ମାଇକ୍ରୋବ୍ଲଗିଂ ପ୍ଲାଟ୍‌ଫର୍ମ ଟୁଇଟର୍‌ରେ ଏବେ ନମ୍ବର ଓ୍ବାନ ଟ୍ରେଣ୍ଡ ପାଲଟିଛି ହାଶଟ୍ୟାଗ୍‌ ମୋଦି ଜବ୍‌ ଦୋ, ହାଶଟ୍ୟାଗ୍‌ ମୋଦି ରୋଜଗାର ଦୋ। ୫୦ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ତଥା ଚାକିରି ଆଶାୟୀ ଏହି ହାଶଟ୍ୟାଗ୍‌ ବ୍ୟବହାର କରି…

କଂଗ୍ରେସରେ ବିରୋଧର ସ୍ବର

ନୂଆଦିଲ୍ଲୀ, ୨୮।୨: ବିଭିନ୍ନ ନିର୍ବାଚନରେ କଂଗ୍ରେସ କ୍ରମାଗତ ଭାବେ ଖରାପ ପ୍ରଦର୍ଶନ କରିଆସୁଛି। ଏହାର ସମୀକ୍ଷା ପାଇଁ ଗତବର୍ଷ ଅଗଷ୍ଟରେ ଦଳର ୨୩ ଜଣ ଅସନ୍ତୁଷ୍ଟ ନେତା (ଜି-୨୩) ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ପତ୍ର ଲେଖିଥିଲେ। ସେମାନେ ଦଳର ନେତୃତ୍ୱକୁ…

୨୫୦ରେ ଟିକା

ନୂଆଦିଲ୍ଲୀ, ୨୮।୨: ଘରୋଇ ହସ୍ପିଟାଲ ଓ ସ୍ବାସ୍ଥ୍ୟକେନ୍ଦ୍ରରେ କୋଭିଡ୍‌ ଟିକା ଡୋଜ୍‌ ପିଛା ୨୫୦ ଟଙ୍କାରେ ଉପଲବ୍ଧ ହେବ। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଏହା ସ୍ଥିର ହୋଇଛି। ତେବେ ସରକାରୀ ହସ୍ପିଟାଲ ଓ ଟିକାଦାନ କେନ୍ଦ୍ରରେ ଟିକା ମାଗଣାରେ…

ସ୍ବାମୀଙ୍କର ଏହି ପଦିଏ କଥାରେ ଭିଡିଓ ପ୍ରସ୍ତୁତ କରି ଜୀବନ ହାରିଲେ ସ୍ତ୍ରୀ

ଅହମ୍ମଦାବାଦ,୨୭।୨: ଅହମ୍ମଦାବାଦର ଆୟେଶା ନାମକ ଜଣେ ମହିଳା ଆତ୍ମହତ୍ୟା ପୂର୍ବରୁ ଭିଡିଓ ଏକ ପ୍ରସ୍ତୁତ କରିଥିଲେ। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ସେ ତାଙ୍କ ପରିବାରକୁ ମେସେଜ ଦେଇଛନ୍ତି। ଖାଲି ଏତିକି ନୁହେଁ ଆତ୍ମହତ୍ୟା ପୂର୍ବରୁ ନିଜ…

୧୫ ଦିନ ବଢ଼ିଲା ନାଇଟ୍‌ କର୍ଫ୍ୟୁ

ଅହମ୍ମଦାବାଦ,୨୭।୨: କୋଭିଡ୍‌-୧୯ର ନୂତନ ଷ୍ଟ୍ରେନ ବୃଦ୍ଧିକୁ ଦୃଷ୍ଟିରେ ରଖି ଗୁଜରାଟ ସରକାର ଅହମ୍ମଦାବାଦ ସମେତ ରାଜ୍ୟର ୪ଟି ପ୍ରମୁଖ ସହରରେ ରାତ୍ର କର୍ଫ୍ୟୁକୁ ଆଉ ୧୫ ଦିନ ପାଇଁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅହମ୍ମଦାବାଦ, ସୁରଟ, ଭଦୋଦରା ଏବଂ ରାଜକୋଟରେ…

ବେସରକାରୀ ଡାକ୍ତରଖାନାରେ ଉପଲବ୍ଧ ହେବ କରୋନା ଟିକା, ଦାମ୍‌ ରହିବ…

ନୂଆଦିଲ୍ଲୀ,୨୭।୨: ଭାରତରେ ପ୍ରଥମ ପର୍ଯ୍ୟାୟ କରୋନା ଟିକାକରଣ କାର୍ଯ୍ୟକ୍ରମ ୧୬ ଜାନୁୟାରୀରେ ଆରମ୍ଭ ହୋଇଥିବା ବେଳେ ମାର୍ଚ୍ଚ ୧ରୁ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ। ତେବେ ଟିକାକରଣର ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟକର୍ମୀ ଏବଂ ଫ୍ରଣ୍ଟଲାଇନ୍‌ କର୍ମଚାରୀଙ୍କୁ ଟିକା ଦିଆଯାଇଥିଲା। ଏପରିସ୍ଥିତିରେ…

ପଶ୍ଚିମବଙ୍ଗରେ ପୋଷ୍ଟର ୱାର

କୋଲକାତା,୨୭ ।୨: ପାଖେଇ ଆସୁଛି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ । ଶୁକ୍ରବାର ନିର୍ବାଚନ ତାରିଖ ଘୋଷଣା ହେବା ପରେ ଶନିବାର ଏଠାରେ ଦେଖିବାକୁ ମିଳିଛି ପୋଷ୍ଟର ୱାର । ଶାସକ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ହୋଇଛି…

ଜମ୍ମୁ ଶାନ୍ତି ସମ୍ମିଳନୀରେ ରାଜ ବବର କହିଲେ ଆମେ ଜି ୨୩ ନୁହେଁ ଗାନ୍ଧୀ ୨୩

ଜମ୍ମୁ,୨୭ ।୨: ଜମ୍ମୁରେ ଆୟୋଜିତ ଶାନ୍ତି ସମ୍ମିଳନୀରେ ଯୋଗ ଦେଇଥବା କଂଗ୍ରେସ ନେତା ରାଜ ବବର କହିଛନ୍ତି ଆମକୁ ଜି-୨୩ କହୁଛନ୍ତି ହେଲେ ମୁଁ କହୁଛି ଆମେ ଗାନ୍ଧୀ ୨୩ । ମହାତ୍ମା ଗାନ୍ଧୀଙ୍କ ବିଶ୍ୱାସ, ସଂକଳ୍ପ ଓ ଚିନ୍ତାଧାରା ସହ…

କଂଗ୍ରେସ ସବୁ ଧର୍ମକୁ ସମ୍ମାନ ଦିଏ: ଆଜାଦ୍‌

ଜମ୍ମୁ,୨୭।୨: ଦେଶର ସମସ୍ତ ଲୋକଙ୍କ ହିତ ପାଇଁ କାମ କରିବାକୁ କଂଗ୍ରେସ ସର୍ବଦା ତତ୍ପର। ଦଳ ସବୁ ଧର୍ମକୁ ସମ୍ମାନ ଦେଇଥାଏ। କଂଗ୍ରେସ ସମ୍ମୁଖରେ ସଭିଏଁ ସମାନ ବୋଲି ଜମ୍ମୁରେ ଆୟୋଜିତ ହୋଇଥିବା ୨ ଦିନିଆ ଶାନ୍ତି ସମ୍ମିଳନୀରେ କଂଗ୍ରେସର ବରିଷ୍ଠ…

ନ୍ୟାୟପାଳିକା ଉପରେ ଲୋକଙ୍କର ଭରସା ନାହିଁ: ରାହୁଲ

ଥୁତୁକୁଡି,୨୭ ।୨: ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ତାରିଖ ଘୋଷଣା ହେବା ପରେ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ଥୁତୁକୁଡି ଜିଲାରେ ପହଞ୍ଚିଛନ୍ତି । ସେଠାରେ ପହଞ୍ଚିବା ପରେ କଂଗ୍ରେସ ସମର୍ଥକ ତାଙ୍କୁ ଜୋରଦାର ସ୍ୱାଗତ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?