ଜାତୀୟ

ଗୋବିନ୍ଦାଙ୍କ ସହ ସମ୍ପର୍କରେ ତିକ୍ତତା ମଧ୍ୟରେ, ସୁନିତା ଆହୁଜା କରିବାକୁ ଯାଉଛନ୍ତି ଏମିତି କାମ ଯାହାକୁ ନେଇ ଉଠିପାରେ ବିରାଟ ଝଡ଼! କହିଲେ ଗଣେଶ ପୂଜା ସୁଦ୍ଧା…

ମୁମ୍ବାଇ,୧୩।୯: ବଲିଉଡ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଚାଲିଥିବା ମନୋମାଳିନ୍ୟ ସମ୍ପ୍ରତି ସୋସିଆଲ ମିଡିଆ ଏବଂ ଚଳଚ୍ଚିତ୍ର ଜଗତରେ ଚର୍ଚ୍ଚାର ବିଷୟ ପାଲଟିଛି। ଯଦିଓ ଗୋବିନ୍ଦାଙ୍କୁ ତାଙ୍କ ସହ-ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ ଯୋଡ଼ି…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ ତାରିଖ ସୁଦ୍ଧା ଏହି ପ୍ରକ୍ରିୟା ସମ୍ପୂର୍ଣ୍ଣ ନକଲେ ଏଲପିଜି (LPG) ସିଲିଣ୍ଡର ବୁକିଂ…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ ବୈଠକ କରିଛନ୍ତି। ଏହି ବୈଠକର ଫଟୋ ସାମ୍ନାକୁ ଆସିଛି, ଯେଉଁଥିରେ ସେମାନଙ୍କୁ ଆଲୋଚନା…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ ସ୍ବତନ୍ତ୍ର ଓ ଭବ୍ୟ ରାଜକୀୟ ଭୋଜିର ଆୟୋଜନ କରାଯାଇଥିଲା। ଏହି ଉଚ୍ଚ-ସ୍ତରୀୟ ଭୋଜିରେ…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ବୈଠକରେ ଜିନ୍‌ପିଙ୍ଗ ବ୍ରିକ୍ସ ଦେଶମାନଙ୍କ ମଧ୍ୟରେ…

ପ୍ରଧାନମନ୍ତ୍ରୀ ମୋଦି, ପୁଟିନ, ଜିନପିଙ୍ଗ… ବ୍ରିକ୍ସ (BRICS)ର ଏକ ଶକ୍ତିଶାଳୀ ଚିତ୍ର, ବିଶ୍ୱ ପାଇଁ ଦେଉଛି ବଡ଼ ବାର୍ତ୍ତା…

ନୂଆଦିଲ୍ଲୀ,୧୨।୯: ବ୍ରିକ୍ସ (BRICS) ସମ୍ମିଳନୀରୁ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ବହନ କରୁଥିବା ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ହାତ ମିଳାଇବାର ଦେଖିବାକୁ ମିଳିଥିଲା;…

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା ଭାରତ ପାଇଁ ଏକ ବଡ଼ କୂଟନୈତିକ ବିଜୟ ବୋଲି ବିବେଚନା କରାଯାଉଛି। ଏଥିସହ…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି। ସେ ଗୁରୁତ୍ୱାରୋପ କରିଥିଲେ ଯେ ବିଶ୍ୱସ୍ତରରେ ସମସ୍ତଙ୍କ ସ୍ବର ଶୁଣାଯିବା ଆବଶ୍ୟକ। ସେ…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ଦ୍ୱିପାକ୍ଷିକ ବୈଠକ କରିଥିଲେ। ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ଏକ ସ୍ବତନ୍ତ୍ର ଢଙ୍ଗରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି ଏମିତି ଘଟିପାରେ ଭାରତର ପୂର୍ୱ ଉପକୂଳରେ । କାରଣ ବର୍ଷ ଶେଷ ଆଡକୁ…

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ଅନ୍ୟାନ୍ୟ ନେତାମାନେ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ ବ୍ରିକ୍ସ (BRICS) କୁ ଏପରି ରଣନୀତି ପ୍ରସ୍ତୁତ କରିବାକୁ ଆହ୍ବାନ ଦେଇଛନ୍ତି ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?