ବୋଲେରୋରେ ମଦ ଚାମ୍ବର, ଏମିତି ହେଲା ପର୍ଦ୍ଦାଫାସ
ଲକ୍ଷ୍ନୌ,୩୧ା୭: ଜଣେ ନେପାଳୀ ଯୁବକଙ୍କୁ ଉତ୍ତରପ୍ରଦେଶର ଚନ୍ଦୋଲି ପୋଲିସ ମଦ ଚାଲାଣ ଅଭିଯୋଗରେ ଗିରଫ କରିଛି। ମାତ୍ର ଯୁବକଙ୍କ ବୁଦ୍ଧିକୁ ଦେଖି ପୋଲିସର ଅକଲ ଗୁଡୁମ୍ ହୋଇଯାଇଥିଲା। କାରଣ ଯୁବକ ଜଣକ ଏକ ଭିନ୍ନ ତରିକାରେ ମଦ ଚୋରା ଚାଲାଣ...
ମୋବାଇଲରେ କଥା ହେଲେ ଦେବାକୁ ପଡିବ ୧୦ ହଜାର ଟଙ୍କା ଜରିମାନା
ଲକ୍ଷ୍ନୌ,୩୧।୭: ଏଥର କଡ଼ା ହୋଇଛି ମୋଟରଯାନ ନିୟମ। ଏଣିକି ଉତ୍ତରପ୍ରଦେଶରେ ଗାଡ଼ି ଚଲାଉଥିବା ବେଳେ ମୋବାଇଲରେ କଥା ହେଲେ ୧୦ ହଜାର ଟଙ୍କା ଜରିମାନ ଦେବାକୁ ପଡିବ ବୋଲି ସୂଚନା ରହିଛି। ପ୍ରଥମେ ୧ ହଜାର ଓ ଦ୍ୱିତୀୟ ଥର...
ପଞ୍ଚମ ସ୍ଥାନରେ ଭାରତ: ମାସକରେ ଗଲାଣି ୧୮ ହଜାରରୁ ଉର୍ଦ୍ଧ୍ୱ ଜୀବନ
ନୂଆଦିଲ୍ଲୀ,୩୧।୭: ଦେଶରେ କରୋନା ସଂକ୍ରମଣର ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଗୋଟିଏ ଦିନରେ ୫୫ ହଜାରରୁ ଅଧିକ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୬ ଲକ୍ଷ ଅତିକ୍ରମ କରି ସାରିଛି। ଯାହା ଉଭୟ...
୨୪ ଘଣ୍ଟାରେ ୫୫ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତଙ୍କୁ ନେଇ ଦେଶ ଅତିକ୍ରମ କଲା ୧୬ ଲକ୍ଷ
ନୂଆଦିଲ୍ଲୀ,୩୧।୭: କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ମିଳିଥିବା ସୂଚନା ଅନୁଯାୟୀ, ଏବେ ଦେଶ କରୋନା ସଂକ୍ରମଣରେ ପ୍ରତିଦିନ ନୂଆ ନୂଆ ରେକର୍ଡ କରିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୫,୦୭୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ...
ଅନ୍ଲକ୍-୩: ରାଜଧାନୀରୁ ହଟିଲା ରାତ୍ରୀକାଳିନ କର୍ଫ୍ୟୁ
ନୂଆଦିଲ୍ଲୀ,୩୧।୭: କରୋନା ମହାମାରୀ ପାଇଁ ଦେଶରେ ଲାଗୁ ହୋଇଥିବା ଲକ୍ଡାଉନ୍ ଅବଧି ବହୁ ପୂର୍ବରୁ ଶେଷ ହୋଇଛି। ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି ଅନ୍ଲକ-୩। ପୂର୍ବରୁ ମାସ ମାସ ଧରି ଲକ୍ଡାଉନ ହେବା ଫଳରେ ଦେଶର ଅର୍ଥନୀତି ଏକ ପ୍ରକାର...
ଆଜି ହୋଇଥିଲା ଦେଶରେ ପ୍ରଥମ ମୋବାଇଲ କଲ୍, ଜାଣନ୍ତୁ କିଏ କାହାକୁ କରିଥିଲେ ଫୋନ୍
ଆଜିର ସମୟରେ, ମୋବାଇଲ ଫୋନ ବିନା ଜୀବନ କଳ୍ପନା କରାଯାଇପାରିବ ନାହିଁ। କିନ୍ତୁ ୨୫ ବର୍ଷ ପୂର୍ବେ, ଲୋକମାନେ ମୋବାଇଲ ଫୋନ ବିନା ନିଜ କାମ ଚଳାଉଥିଲେ। ମୋବାଇଲ ଫୋନ ଏବେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଟେଲିକମ ବଜାରରେ ପରିଣତ...
ଅଯୋଧ୍ୟା ପୂଜକ, ୧୫ ପୋଲିସଙ୍କୁ କରୋନା
ଅଯୋଧ୍ୟା,୩୧ା୭:ବହୁ ପ୍ରତୀକ୍ଷିତ ରାମମନ୍ଦିର ଭୂମିପୂଜା ଲାଗି ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ପର୍ବ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ରେ ସେଠାକୁ ଯିବାର କାର୍ଯ୍ୟକ୍ରମ ରହିଛି। ଏଭଳି ସ୍ଥିତିରେ ଅଯୋଧ୍ୟାର ରାମମନ୍ଦିର ନିକଟରେ କର୍ତ୍ତବ୍ୟରତ ୧୫ ପୋଲିସ ଓ ଜଣେ ପୂଜକଙ୍କୁ...
ଚାଇନା ସୀମାରେ ବଢ଼ୁଛି ଉତ୍ତେଜନା: ଆଉ ୩୫ ହଜାର ଯବାନ ମୁତୟନ ହେବେ
ନୂଆଦିଲ୍ଲୀ,୩୧ା୭:ଚାଇନା ସୀମାରେ ଦୀର୍ଘଦିନ ହେଲା ଉତ୍ତେଜନା ଲାଗି ରହିଛି। ବିବାଦର ସମାଧାନ ପାଇଁ ଦୁଇଦେଶ ପକ୍ଷରୁ ଉଦ୍ୟମ ଜାରି ରହିଥିଲାବେଳେ ଭାରତ ଅତିରିକ୍ତ ୩୫ ହଜାର ଯବାନଙ୍କୁ ପୂର୍ବ ସୀମାରେ ମୁତୟନ କରିବା ପାଇଁ ପ୍ରସ୍ତୁତି ଚଳାଇଛି। ଏହା ଫଳରେ...
ଜୟା ଜେଟ୍ଲୀଙ୍କୁ ୪ ବର୍ଷ ଜେଲ
ନୂଆଦିଲ୍ଲୀ, ୩୧ା୭(ପି.ଟି.):ପ୍ରତିରକ୍ଷା ଦୁର୍ନୀତି ମାମଲାରେ ଦୋଷୀସାବ୍ୟସ୍ତ ସମତା ପାର୍ଟିର ପୂର୍ବତନ ଅଧ୍ୟକ୍ଷା ଜୟା ଜେଟ୍ଲୀ ଓ ଅନ୍ୟ ଦୁଇଜଣଙ୍କୁ ଦିଲ୍ଲୀର ଏକ ଅଦାଲତ ଗୁରୁବାର ୪ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି। ୨୦୦୦-୦୧ରେ ପ୍ରତିରକ୍ଷା ସାମଗ୍ରୀ କିଣାରେ ଦୁର୍ନୀତି ଅଭିଯୋଗ...
ମହାରାଷ୍ଟ୍ରରେ କରୋନା ନେଲାଣି ୧୦୦ ପୋଲିସଙ୍କ ଜୀବନ
ମୁମ୍ବାଇ, ୩୦।୭: କରୋନା ମହାମାରୀ ଦ୍ୱାରା ଭାରତରେ ସର୍ବାଧିକ ପ୍ରଭାବିତ ହୋଇଥିବା ରାଜ୍ୟ ତାଲିକାରେ ମହାରାଷ୍ଟ୍ର ସର୍ବାଗ୍ରେ ରହିଛି। ଏଠାରେ ବର୍ତ୍ତମାନ ସୁଦ୍ଧା ୪ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଏହି ପ୍ରାଣଘାତୀ ଭାଇରସ୍ରେ ଆକ୍ରାନ୍ତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୧୫...
ହସ୍ପିଟାଲରେ ସୋନିଆ ଗାନ୍ଧୀ
ନୂଆଦିଲ୍ଲୀ, ୩୦ା୭-ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଗୁରୁବାର ରାତିରେ ତାଙ୍କୁ ନୂଆଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ସେ ହସ୍ପିଟାଲ ଯାଇଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ହସ୍ପିଟାଲ...
ଭିଡିଓ କନ୍ଫରେନ୍ସ ଜରିଆରେ ରୋଗୀଙ୍କ ଜୀବନ ବଞ୍ଚାଇଲେ ଡାକ୍ତର
ନୂଆଦିଲ୍ଲୀ, ୩୦।୭: ଜାତୀୟ ରାଜଧାନୀ ଦିଲ୍ଲୀସ୍ଥିତ ସାର୍ ଗଙ୍ଗାରାମ ହସ୍ପିଟାଲର ଡାକ୍ତରମାନେ ଭିଡିଓ କନ୍ଫରେନ୍ସ ଜରିଆରେ ଜଣେ ରୋଗୀଙ୍କ ଜୀବନ ବଞ୍ଚାଇ ଦେଇଛନ୍ତି। ଲିଭର ଫେଲ୍ୟୁଅର ହୋଇଥିବା ଏହି ରୋଗୀଜଣଙ୍କ ଆସାମ ବନ୍ୟାରେ ଫଶିଯାଇଥିଲେ। ଏବେ ସେ ସୁସ୍ଥ ଥିବା...
Archives


