ବାଲାକୋଟ ବାୟୁବୀରଙ୍କୁ କରାଗଲା ସମ୍ମାନୀତ
ନୂଆଦିଲ୍ଲୀ,୮ ।୧୦: ବାୟୁସେନା ଦିବସ ଅବସରରେ ଗୁରୁବାର ଗାଜିଆବାଦର ହିଣ୍ଡନ ଏୟାର ବେସ୍ରେ ଅନୁଷ୍ଠିତ ହୋଇଛି ବିଶେଷ କାର୍ଯ୍ୟକ୍ରମ । ଏହି ଅବସରରେ କେତେଜଣ ବାୟୁବୀରଙ୍କୁ ସମ୍ମାନୀତ କରାଯାଇଛି । ଦେଶସେବାରେ ନିଜକୁ ନିୟୋଜିତ କରିଥିବା ଏହି ବାୟୁସେନା ବୀରଙ୍କୁ ବାୟୁସେନା…
ନୂଆ ମାର୍ଗଦର୍ଶିକା ଜାରି କଲେ ନିର୍ବାଚନ କମିଶନ: ୨୫ ପ୍ରତିଶତ କମିଲା ଷ୍ଟାର ପ୍ରଚାରକଙ୍କ ସଂଖ୍ୟା
ନୂଆଦିଲ୍ଲୀ, ୮।୧୦: କରୋନା ମହାମାରୀ ସଙ୍କଟ ସମୟରେ ହେଉଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ନିର୍ବାଚନ କମିଶନ ନୂଆ ମାର୍ଗଦର୍ଶିକା ଜାରି କରିଛନ୍ତି। ଏଥିରେ ରାଜନୈତିକ ଦଳଗୁଡ଼ିକର ଷ୍ଟାର ପ୍ରଚାରକଙ୍କ ସଂଖ୍ୟାକୁ ୨୫ ପ୍ରତିଶତ କମାଇ ଦିଆଯାଇଛି। ନିର୍ବାଚନ ପ୍ରଚାର…
ଅନ୍ୟ ରାଜ୍ୟରୁ ଆସୁଥିବା ଟ୍ରକ୍ ଯୋଗୁ ପଶ୍ଚିମବଙ୍ଗରେ ବ୍ୟାପୁଛି କରୋନା: ମମତା
କୋଲକାତା,୮ ।୧୦: ପଶ୍ଚିମବଙ୍ଗରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବା କରୋନା ମହାମାରୀକୁ ଦେଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦିନକୁ ଦିନ ନୂଆ ଦାବି ଉଠାଉଛନ୍ତି । ନିକଟରେ ସେ ମାନିଥିଲେ ଯେ ପଶ୍ଚିମବଙ୍ଗରେ କରୋନା ମହାମାରୀ ଗୋଷ୍ଠୀ ସଂକ୍ରମଣର ରୂପ…
୫୫ ବର୍ଷ ବୟସ୍କ ଅଭିଯୁକ୍ତଙ୍କୁ ମିଳିବ ବାଳ ଅପରାଧୀଙ୍କ ଦଣ୍ଡ: ଜୁଭେନାଇଲ୍ ବୋର୍ଡକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ, ୮।୧୦: ଜଣେ ୫୫ ବର୍ଷ ବୟସ୍କ ଅଭିଯୁକ୍ତଙ୍କୁ ବାଳ ଅପରାଧୀଙ୍କ ଲାଗି ଧାର୍ଯ୍ୟ ହୋଇଥିବା ଦଣ୍ଡାଦେଶ କରିବାକୁ ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବ୍ୟକ୍ତି ଜଣଙ୍କ ନାମରେ ୧୯୮୧ରେ ଏକ ହତ୍ୟା ଅଭିଯୋଗ ହୋଇଥିଲା। ସେତେବେଳେ ସେ ନାବାଳକ ଥିଲେ। ତାଙ୍କ…
ବାୟୁସେନା ସ୍ଥାପନା ଦିବସ: ତେଜସ ଓ ଜାଗୁଆର ସହ ଶକ୍ତି ପ୍ରଦର୍ଶନ କଲା ରାଫାଲ
ନୂଆଦିଲ୍ଲୀ,୮ ।୧୦: ଅକ୍ଟୋବର ୮ରେ ଭାରତୀୟ ବାୟୁସେନା ପାଳନ କରିଛି ତା’ର ୮୮ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ ଗାଜିଆବାଦର ହିଡନ ଏୟାରବେସ୍ରେ ଶକ୍ତି ପ୍ରଦର୍ଶନ କରିଛି ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ । ଭାରତୀୟ ବାୟୁସେନାରେ ନିକଟରେ ସାମିଲ…
ମଝି ଆକାଶରେ ପୁତ୍ର ସନ୍ତାନଙ୍କୁ ଜନ୍ମଦେଲେ ମହିଳା: ଲାଇଫ୍ ଟାଇମ୍ ମାଗଣା ଫ୍ରି ଟିକଟ ଉପହାର ଦେଲା ଇଣ୍ଡିଗୋ
ନୂଆଦିଲ୍ଲୀ, ୮।୧୦: ଦିଲ୍ଲୀରୁ ବେଙ୍ଗାଲୁରୁ ଉଡ଼ାଣ କରୁଥିବା ଇଣ୍ଡିଗୋ ବିମାନରେ ଜଣେ ମହିଳା ପୁତ୍ର ସନ୍ତାନଙ୍କୁ ଜନ୍ମଦେଇଛନ୍ତି। ମଝି ଆକାଶରେ ହଠାତ୍ ମହିଳାଙ୍କର ପ୍ରସବ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ବାଧ୍ୟ ହୋଇ ଡାକ୍ତରଙ୍କ ସହାୟତାରେ ମହିଳାଙ୍କ ପ୍ରସବ କରାଯାଇଥିଲା। ବେଙ୍ଗାଲୁରୁରେ ବିମାନ…
ଅପରାଧୀ ମଞ୍ଜୁ ବର୍ମାଙ୍କୁ ଜେଡିୟୁ ଟିକେଟ
ପାଟନ,୮ ।୧୦: ତିନୋଟି ପର୍ଯ୍ୟାୟରେ ହେବାକୁ ଥିବା ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ପାଇଁ ଶେଷ ତାରିଖର ଠିକ୍ ଗୋଟିଏ ଦିନ ପୂର୍ବରୁ ବହୁ ଟଣାଭିଡା ପରେ ଜନତା ଦଳ ୟୁନାଇଟେଡ(ଜେଡିୟୁ) ବୁଧବାର ତା’ର ସମସ୍ତ ୧୧୫…
୧୫ ମିନିଟ୍ରେ ଚାଇନା ସୈନ୍ୟଙ୍କୁ ହଟାଇଥାନ୍ତି
କୁରୁକ୍ଷେତ୍ର,୮।୧୦: କଂଗ୍ରେସ କ୍ଷମତାରେ ଥିଲେ ମାତ୍ର ୧୫ ମିନିଟ୍ରେ ଭାରତୀୟ ଅଞ୍ଚଳରୁ ଚାଇନା ସୈନ୍ୟ (ପିଏଲ୍ଏ)ଙ୍କୁ ହଟାଇଥାନ୍ତା ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର କହିଛନ୍ତି। ସୀମା ବିବାଦ ଲାଗିରହିବା ଓ ସମାଧାନର ରାସ୍ତା ନ ବାହାରିବା, ଭାରତୀୟ ଅଞ୍ଚଳକୁ…
ଉତ୍ତରପ୍ରଦେଶରେ ଅନର କିଲିଂ
ଶାହାଜାହାନ୍ପୁର,୮।୧୦ : ହାଥ୍ରସ ଗଣବଳାତ୍କାର ଓ ହତ୍ୟା ଘଟଣା ପରେ ପୁଣି ଉତ୍ତରପ୍ରଦେଶରେ ଏକ ଲଜ୍ଜାକର ଘଟଣା ଘଟିଛି। ରାଜ୍ୟର ଶାହାଜାହାନ୍ପୁର ଜିଲାରେ ଜଣେ ଦଳିତ ଗର୍ଭବତୀ ନାବାଳିକା(୧୬)ଙ୍କୁ ତାଙ୍କ ବାପା ଓ ଭାଇ ମିଶି ମାଡ଼ମାରିବା ସହ ମାରିଦେଇଛନ୍ତି। ଏମିତିକି…
ଦିନକୁ ଘଟୁଛି ୮୮ ବଳାତ୍କାର, ଦୋଷୀ ହାର ୩୦%ରୁ କମ୍
ନୂଆଦିଲ୍ଲୀ,୮।୧୦: ଦେଶରେ ମହିଳାଙ୍କ ପ୍ରତି ଅସଦାଚରଣ ବଢ଼ିବାରେ ଲାଗିଛି। ବଳାତ୍କାର ସହ ନାନାଦି ପ୍ରକାର ଅକଥନୀୟ ଅତ୍ୟାଚାର କରାଯାଉଛି। ଗତ ସେପ୍ଟେମ୍ବର ୧୪ରେ ଉତ୍ତରପ୍ରଦେଶର ହାଥ୍ରସ ଜିଲାରେ ଦଳିତ ମହିଳାଙ୍କୁ ଗଣବଳାତ୍କାର ଓ ହତ୍ୟା କରାଯାଇଥିଲା। ଏହାକୁ ନେଇ ଦେଶବ୍ୟାପୀ ବିକ୍ଷୋଭ…
କରୋନା ବିରୋଧରେ ମୋଦି ଆରମ୍ଭ କରିବେ ଜନ ଆନ୍ଦୋଳନ
ନୂଆଦିଲ୍ଲୀ,୮ ।୧୦: କରୋନା ମହାମାରୀ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅକ୍ଟୋବରରେ ଆରମ୍ଭ ହେଉଥିବା ପର୍ବପର୍ବାଣୀ, ଶୀତ ତଥା ଅର୍ଥବ୍ୟବସ୍ଥାକୁ ଦେଖି କରୋନା ବିରୋଧରେ ଗୁରୁବାରଠାରୁ ଏକ ଜନ ଆନ୍ଦୋଳନ ଆରମ୍ଭ କରିବାକୁ ଯାଉଛନ୍ତି…
ବାୟୁସେନାର ୮୮ ତମ ସ୍ଥାପନା ଦିବସ: ଗାଜିଆବାଦରେ ଗର୍ଜିବ ରାଫାଲ
ନୂଆଦିଲ୍ଲୀ,୮ ।୧୦: ଭାରତୀୟ ବାୟୁସେନା ଗୁରୁବାର ପାଳନ କରିବ ତା’ର ୮୮ ତମ ସ୍ଥାପନା ଦିବସ । ୧୯୩୨ ମସିହା ଠିକ୍ ଆଜିର ଦିନରେ ଭାରତୀୟ ବାୟୁସେନାର ସ୍ଥାପନା କରାଯାଇଥିଲା । ପ୍ରତିବର୍ଷ ଭଳି ଚଳିତ ବର୍ଷ ବି ଦିଲ୍ଲୀ ନିକଟ…
Archives


