ଜାତୀୟ

କରୋନାରୁ ସୁସ୍ଥ ହେବା ପରେ ତିରୁପତିଙ୍କୁ ଚଢ଼ାଇଲେ ସାଢ଼େ ୩ କେଜିର ସୁନା

ଆନ୍ଧ୍ରପ୍ରଦେଶ ତିରୁମାଲାର ପ୍ରସିଦ୍ଧ ତିରୁପତି ବାଲାଜୀ ମନ୍ଦିରକୁ ଫେବୃୟାରୀ ୨୪ରେ ଜଣେ ଭକ୍ତ ୨ କୋଟି ଟଙ୍କାର ଶଙ୍ଖଚକ୍ର ଦାନ କରିଛନ୍ତି। ଭକ୍ତଙ୍କ ମନସ୍କାମନା ପୂର୍ଣ୍ଣ ହେବାରୁ ସେ ଏପରି କରିଥିବା ଜଣାପଡ଼ିଛି। ତେବେ ଏହି ସୁନା ଅଳଙ୍କାରର ଫଟୋ ଏବେ…

ସମଲିଙ୍ଗୀ ବିବାହକୁ ବିରୋଧ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୫।୨: ସମଲିଙ୍ଗୀ ବିବାହକୁ ଅନୁମତି ଦେବା ପାଇଁ ଦିଲ୍ଲୀ ହାଇକୋର୍ଟରେ ଦାଖଲ ହୋଇଥିବା ଏକ ଆବେଦନକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିରୋଧ କରାଯାଇଛି। ସରକାର କହିଛନ୍ତି ଯେ, ଦୁଇ ସମଲିଙ୍ଗୀ ଏକାଠି ରହିବା ଅବା ଶାରୀରିକ ସମ୍ପର୍କ ରଖିବା ଘଟଣାକୁ ଭାରତୀୟ…

ଆସାମରେ ସରକାର ଗଢିବ ଭାଜପା: ଶାହା

ଗୁଆହାଟି,୨୫ ।୨: ଆସାମ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଆସାମ ଗସ୍ତ କରିଛନ୍ତି । ସେ ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୱାଙ୍କ ସମେତ ଅନ୍ୟ ନେତାମାନେ ତାଙ୍କୁ ସ୍ୱାଗତ କରିଥିଲେ । ଏହାପରେ…

୨୪ ଘଣ୍ଟା ମଧ୍ୟରେ ହଟାଇବାକୁ ପଡ଼ିବ ଆପତ୍ତିଜନକ କଣ୍ଟେ‌ଣ୍ଟ

ନୂଆଦିଲ୍ଲୀ,୨୫।୨: ଅଭିଯୋଗ ମିଳିବାର ୨୪ ଘଣ୍ଟା ମଧ୍ୟରେ ସୋସିଆଲ ମିଡ଼ିଆରୁ ଆପତ୍ତିଜନକ କଣ୍ଟେଟ୍‌ ହଟାଇବାକୁ ପଡ଼ିବ। ଏନେଇ ଭାରତ ସରକାରଙ୍କ ପକ୍ଷରୁ ସୋସିଆଲ ମିଡ଼ିଆ ଏବଂ ଓଟିଟି (ଓଭର ଦ ଟପ୍‌) ପ୍ଲାଟଫର୍ମ ପାଇଁ ଗୁରୁବାର ମାର୍ଗଦର୍ଶିକା ଜାରି କରିଛନ୍ତି। ଏସମ୍ପର୍କିତ…

ଦେଶରୁ ଶେଷ ହେଉଛି ବଂଶବାଦ ରାଜନୀତି: ମୋଦି

ପୁଡୁଚେରୀ,୨୫।୨: ଦେଶରୁ କଂଗ୍ରେସର ସାମନ୍ତବାଦୀ, ବଂଶବାଦ ତଥା ସଂରକ୍ଷଣ ରାଜନୀତି ଶେଷ ହେବାରେ ଲାଗିଛି। ସମ୍ପ୍ରତି ଇତିହାସରେ ପ୍ରଥମଥର ପାଇଁ ଲୋକ ସଭାରେ କଂଗ୍ରେସ ସଦସ୍ୟଙ୍କ ସଂଖ୍ୟା ଶହେରୁ କମ୍‌ ରହିଛି। କଂଗ୍ରେସକୁ ଦେଶବାସୀ ପ୍ରତ୍ୟାଖାନ କରିଛନ୍ତି। ଧୀରେଧୀରେ ବିଭିନ୍ନ ରାଜ୍ୟରେ…

ଦେଶରେ ଆରମ୍ଭ ହେବ ପ୍ରଥମ ଟୟ ଫେୟାର: ଏକ ହଜାର ଖେଳନା କାରିଗରଙ୍କୁ ମିଳିବ ସୁଯୋଗ

ନୂଆଦିଲ୍ଲୀ,୨୫ ।୨: ମୋଦି ସରକାର ଦେଶରେ ଖେଳନା କାରିଗରଙ୍କୁ ସ୍ୱାବଲମ୍ବୀ କରିବାକୁ ‘ଆତ୍ମନିର୍ଭର ଭାରତ’ ଓ ‘ଭୋକାଲ ଫର୍ ଲୋକାଲ’ର ଆହ୍ୱାନ କରିଛନ୍ତି । ଏହି ଆଧାରାରେ ଦେଶରେ ପ୍ରଥମଥର ଭର୍ଚୁଆଲ ଇଣ୍ଡିଆ ଟୟ ଫେୟାର-୨୦୨୧ ଆୟୋଜନ ହେବାକୁ ଯାଉଛି ।…

ମଧ୍ୟରାତ୍ରରୁ ଏଲଓସିରେ ଫାୟରିଂ ବନ୍ଦ

ନୂଆଦିଲ୍ଲୀ,୨୫।୨: ଫେବୃୟାରୀ ୨୪-୨୫ ମଧ୍ୟରାତ୍ରରୁ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା (ଏଲ୍‌ଓସି)ରେ ଫାୟରିଂ ବନ୍ଦ ହୋଇଛି। ସୀମାରେ ଅସ୍ତ୍ରବିରତି ନେଇ ଦୁଇପକ୍ଷଙ୍କ ମଧ୍ୟରେ ସହମତି ପ୍ରକାଶ ପାଇଛି। ଦୁଇଦେଶ ମଧ୍ୟରେ ହଟ୍‌ଲାଇନ୍‌ରେ ସମ୍ପର୍କ ରହିବ। ଏହା ସହିତ ସୀମାରେ ଫ୍ଲାଗ୍‌ ମିଟିଂ…

ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ପୋଷ୍ଟର ଲଗାଇ ଇ-ବାଇକ୍ ରାଲିରେ ବାହାରିଲେ ମମତା

କୋଲକାତା,୨୫ ।୨: ଦେଶରେ ବେଳକୁ ବେଳ ବଢି ଚାଲିଛି ପ୍ରେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦାମ୍ । ଏହାର ପ୍ରତିବାଦରେ ବିରୋଧୀ ଲଗାତାର ବିରୋଧ ପ୍ରଦର୍ଶନ କରି ଆସୁଛନ୍ତି । ଏହି ରାଜନୈତିକ ଦଳ ମଧ୍ୟରେ କଂଗ୍ରେସ, ସମାଜବାଦୀ ପାର୍ଟି,…

ଭାରତ ବନ୍ଦ: ୮ କୋଟିରୁ ଅଧିକ ବ୍ୟବସାୟୀ ହେବେ ସାମିଲ

ନୂଆଦିଲ୍ଲୀ,୨୫।୨: ଫେବୃୟାରୀ ୨୬ରେ ସର୍ବଭାରତୀୟ ବ୍ୟବସାୟୀ ମହାସଂଘ (ସିଏଆଇଟି) ପକ୍ଷରୁ ଭାରତବନ୍ଦ ଡାକରା ଦିଆଯାଇଛି। ଜିଏସ୍‌ଟିରେ ହୋଇଥିବା କେତେକ ସଂଶୋଧନ ବିରୋଧରେ ୮ କୋଟିରୁ ଅଧିକ ବ୍ୟବସାୟୀ ଏହି ବନ୍ଦରେ ସାମିଲ ହେବେ। ଏକ କୋଟିରୁ ଅଧିକ ପରିବହନକାରୀ ସଂସ୍ଥା ମଧ୍ୟ…

ଭାଜପାର ସୋନାର ବାଂଲା ମିଶନ: ପଦ୍ମ ଧରିଲେ ଅଭିନେତ୍ରୀ ପାୟଲ

କୋଲକାତା,୨୫ ।୨: ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ପଶ୍ଚିମବଙ୍ଗ ଗସ୍ତରେ ଯାଇ ସୋନାର ବାଂଲା ମିଶନ କ୍ୟାମ୍ପେନର ଲଞ୍ଚ କରିଛନ୍ତି । ଏହା ମାଧ୍ୟମରେ ଭାଜପା ପାଖାପାଖି ୨ କୋଟି ଲୋକଙ୍କ ପାଖେ ପହଞ୍ଚିବା ସହ ମନିଫେଷ୍ଟୋ…

ସମୁଦ୍ରରେ ମାଛ ଧରିଲେ ରାହୁଲ: ଭିଡ଼ିଓ ଭାଇରାଲ

କୋଲ୍ଲମ୍‌,୨୫।୨: ରାହୁଲ ଗାନ୍ଧୀ କେରଳ ଗସ୍ତରେ ଅଛନ୍ତି। ସେ ସମୁଦ୍ରରେ ମାଛ ଧରୁଥିବାର ଏକ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। କୋଲ୍ଲମର ସମୁଦ୍ରରେ ସେ ଧୀବରମାନଙ୍କ ସହିତ ବୋଟରେ ବସି ସେମାନଙ୍କର ଜୀବନଶୈଳୀ ସମ୍ପର୍କରେ ଅଭିଜ୍ଞତା ହାସଲ…

ତୃତୀୟରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କର ହେବ ନାହିଁ ପରୀକ୍ଷା: ଆସାଇନମେଣ୍ଟ ଆଧାରରେ ହେବ ପ୍ରମୋଶନ

ନୂଆଦିଲ୍ଲୀ,୨୫ ।୨: ରାଜଧାନୀ ଦିଲ୍ଲୀର ସରକାରୀ ଓ ସରକାରୀ ସହାୟତା ପ୍ରାପ୍ତ ସ୍କୁଲରେ ପଢୁଥିବା ତୃତୀରୁ ଅଷ୍ଟମ ଶ୍ରେଣୀର ପିଲାଙ୍କ ପାଇଁ ଚଳିତ ବର୍ଷ ପରୀକ୍ଷା କରାଯିବ ନାହିଁ । ଏମାନଙ୍କୁ ‘ନୋ ଡିଟେନଶନ ପଲିସି’ ଆଧାରରେ ଉପର କ୍ଲାସକୁ ପ୍ରମୋଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?