ଜାତୀୟ

ପୁଣି କରୋନା ଆତଙ୍କ: ସ୍କୁଲ ହଷ୍ଟେଲର ୧୯୦ ଛାତ୍ର ଆକ୍ରାନ୍ତ

ମୁମ୍ବାଇ,୨୫।୨: ଦେଶର କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, କେରଳ, ପଞ୍ଜାବ, ମଧ୍ୟପ୍ରଦେଶ, ଛତିଶଗଡ଼ ଆଦି ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ କେନ୍ଦ୍ର ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ମହାରାଷ୍ଟ୍ରର ଓ୍ବାଶିମ୍‌ ଜିଲାର ରେସୋଡ ତହସିଲ୍‌ର…

ଜବାବ ଅପେକ୍ଷାରେ ତୋମାର

ନୂଆଦିଲ୍ଲୀ, ୨୫।୨(ପି.ଟି.): ନୂଆ କୃଷି ଆଇନ ବିରୋଧରେ ଆନ୍ଦୋଳନ ଚଳାଇଥିବା ଚାଷୀମାନଙ୍କ ସହ ଆଲୋଚନା ପୁନର୍ବାର ଆରମ୍ଭ କରିବା ଲାଗି ସରକାର ପ୍ରସ୍ତୁତ ଅଛନ୍ତି। ତେବେ ସରକାର ଦେଇଥିବା ପ୍ରସ୍ତାବ ଉପରେ ସେମାନଙ୍କଠାରୁ ଜବାବ ମିଳିବା ଆବଶ୍ୟକ ବୋଲି କେନ୍ଦ୍ର କୃଷିମନ୍ତ୍ରୀ…

ନିଜ ସମ୍ପତ୍ତି ବାପାଙ୍କ ପରିବାରକୁ ଦେଇପାରିବେ ହିନ୍ଦୁ ମହିଳା

ନୂଆଦିଲ୍ଲୀ, ୨୫।୨: ମହିଳାଙ୍କ ସମ୍ପତ୍ତି ମାମଲାରେ ସୁପ୍ରିମକୋର୍ଟ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଜଣେ ହିନ୍ଦୁ ମହିଳାଙ୍କ ବାପଘର ପରିବାର ସଦସ୍ୟଙ୍କୁ ତାଙ୍କ ସମ୍ପତ୍ତିର ଉତ୍ତରାଧିକାରୀ ଭାବେ ବିବେଚନା କରାଯାଇପାରିବ। ସେମାନଙ୍କୁ ବାହାର ଲୋକ ଭାବେ ଦେଖାଯାଇପାରିବ ନାହିଁ ବୋଲି…

‘ମୋଦିଙ୍କ ପାଇଁ ଖରାପ ସମୟ ଆସୁଛି’

କୋଲକାତା, ୨୫।୨ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କଠାରୁ ଖରାପ ସମୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଅପେକ୍ଷା କରିଛି ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର କହିଛନ୍ତି। ତାଙ୍କ ପୁତୁରା ତଥା ଟିଏମ୍‌ସି ଏମ୍‌ପି ଅଭିଷେକ ବାନାର୍ଜୀଙ୍କ…

ନେପାଳରୁ ଚୋରାରେ ଆସୁଛି ତେଲ

ନୂଆଦିଲ୍ଲୀ,୨୫ା୨: ଭାରତରେ ତେଲ ଦରରେ ନିଆଁ ଲାଗିଛି। ଦେଶର କେତେକ ଭାଗରେ ପେଟ୍ରୋଲ ଲିଟର ପିଛା ୧୦୦ରୁ ଅଧିକ ଟଙ୍କାରେ ବିକ୍ରି ହେଉଛି। ପେଟ୍ରୋଲ ପ୍ରଥମ ଥର ପାଇଁ ତିନି ଅଙ୍କ ଛୁଇଁଥିବାବେଳେ ଡିଜେଲ ମଧ୍ୟ ଚଢ଼ା ଦାମରେ ବିକ୍ରି ହେଉଛି।…

‘ ବିଧାୟକଙ୍କୁ ଇସ୍ତଫା ଦେବା ପାଇଁ ବାଧ୍ୟ କରାଯାଇଥିଲା ’

ନୂଆଦିଲ୍ଲୀ,୨୪।୨: କଂଗ୍ରେସରୁ ଇସ୍ତଫା ଦେବା ଲାଗି ବିଧାୟକଙ୍କୁ ବାଧ୍ୟ କରାଯାଇଥିଲା। ମୋ ପାଖରେ ଏହାର ପ୍ରମାଣ ଅଛି ବୋଲି ବୁଧବାର ଏକ ସାକ୍ଷାତ୍‌କାରରେ କହିଛନ୍ତି ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀ। ବିଧାୟକଙ୍କ ଇସ୍ତଫା କାରଣରୁ ସୋମବାର ତାଙ୍କ ସରକାର ଭାଙ୍ଗି…

ଉଚ୍ଚ ସ୍ତରୀୟ ପୋଲିସ ଅଧିକାରୀଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ମହିଳା ଆଇପିଏସ୍‌

ଚେନ୍ନାଇ,୨୪।୨: ତାମିଲନାଡୁର ଜଣେ ମହିଳା ଆଇପିଏସ୍‌ ଅଫିସର ଜଣେ ଉଚ୍ଚ ପଦସ୍ତ ପୋଲିସ ଅଧିକାରୀଙ୍କ ବିରୋଧରେ ଆଣିଛନ୍ତି ଯୌନ ଉତ୍ପିଡନା ଓ ଅସଦାଚରଣ କରିଥିବା ଅଭିଯୋଗ। କିଛି ଦିନ ତଳେ ମୁଖ୍ୟମନ୍ତ୍ରୀ ଇ. ପଲାନିସ୍ବାମଙ୍କ କେନ୍ଦ୍ରୀୟ ଜିଲା ଗସ୍ତବେଳେ ସୁରକ୍ଷା ଦାୟିତ୍ୱରେ…

ପ୍ରଧାନ ମନ୍ତ୍ରୀଙ୍କ ପୁଡୁଚେରୀ ଗସ୍ତକୁ ବିରୋଧ କରିବ କଂଗ୍ରେସ

ନୂଆଦିଲ୍ଲୀ,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପୁଡୁଚେରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତକୁ ବିରୋଧ କରି ବୋଲି ବୁଧବାର ଏକ ପ୍ରେସ ବିବୃତିରେ କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି। ଏହି ବିକ୍ଷୋଭ ପ୍ରଦର୍ଶନ କାର୍ଯ୍ୟକ୍ରମରେ ପୂର୍ବତନ ମୁଖ୍ୟମନ୍ତ୍ରୀ…

ପୁଡୁଚେରୀରେ ରାଷ୍ଟ୍ରପତି ଶାସନ

ନୂଆଦିଲ୍ଲୀ,୨୪।୨: ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି ନାରାୟଣ ସ୍ବାମୀ ଏବଂ ତାଙ୍କ ମନ୍ତ୍ରୀ ପରିଷଦର ଇସ୍ତଫା ଦେବାର ଗୋଟିଏ ଦିନ ପରେ ବୁଧବାର କେନ୍ଦ୍ର କ୍ୟାବିନେଟ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ଅନୁମୋଦନ କରିଛି। ପୁଡୁଚେରୀ ବିଧାନସଭା ର୍ନିବାଚନର ୩ ମାସ ପୂର୍ବରୁ…

ୟୁଜର୍ସଙ୍କୁ ଭାଗ ଭାଗ କରିଦେଲା ମୋଟେରା ଷ୍ଟାଡିୟମର ନାମକରଣ

ନୂଆଦିଲ୍ଲୀ,୨୪।୨: ଗୁଜରାଟର ଅହମ୍ମଦାବାଦ ସ୍ଥିତ ବିଶ୍ୱର ସର୍ବବୃହତ୍‌ କ୍ରିକେଟ ଷ୍ଟାଡିୟମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମରେ ନାମିତ କରାଯାଇଛି। ୧.୩୨ ଲକ୍ଷ ଦର୍ଶକଙ୍କ କ୍ଷମତା ବିଶିଷ୍ଟ ଷ୍ଟାଡିୟମର ନାମ ଏବେ ଠାରୁ ନରେନ୍ଦ୍ର ମୋଦି ଷ୍ଟାଡିୟମ ଭାବେ ଜଣାଯିବ। ଭାରତ-ଇଂଲଣ୍ଡ ଟେଷ୍ଟ…

ମାର୍ଚ୍ଚ ୧ରୁ ବୟସ୍କଙ୍କୁ କରୋନା ଟିକା

ନୂଆଦିଲ୍ଲୀ,୨୪।୨: କରୋନା ଟିକାର ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧ରୁ ଆରମ୍ଭ ହେବ। ଏହି ଟିକା ୬୦ ବର୍ଷରୁ ଅଧିକ ବୟସର ଲୋକଙ୍କୁ ଦିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଦକର ବୁଧବାର ସୂଚନା ଦେଇଛନ୍ତି। ଏହା ପୂର୍ବରୁ କରୋନା ଯୋଦ୍ଧାମାନଙ୍କୁ ପ୍ରଥମ ଡୋଜ୍‌…

ଟିଏମ୍‌ସି ହାତ ଧରିଲେ ଏହି କ୍ରିକେଟର, ମମତା ବାନାର୍ଜୀଙ୍କ ଉପସ୍ଥିତିରେ ଦଳରେ ହେଲେ ସାମିଲ

କୋଲକାତା,୨୪।୨: ଭାରତୀୟ କ୍ରିକେଟର ମନୋଜ ତିଓ୍ବାରୀ ବୁଧବାର ତୃଣମୂଳ କଂଗ୍ରେସରେ ସାମିଲ ହୋଇଛନ୍ତି। ହୁଗୁଳୁ ଜିଲାରେ ହୋଇଥିବା ରାଲିରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପସ୍ଥିତିରେ ସେ ଦଳର ହାତ ଧରିଛନ୍ତି। ପୂର୍ବରୁ ସେ ଏନେଇ ଟୁଇଟରରେ ସମ୍ୟକ୍‌ ସୂଚନା ଦେିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?