ଜାତୀୟ

‘ତାଣ୍ଡବ’ ବିବାଦ : ନିର୍ଦ୍ଦେଶକଙ୍କ ଘରେ ୟୁପି ପୋଲିସ

ମୁମ୍ବାଇ,୨୧।୧: ନିକଟରେ ଆମାଜନ ପ୍ରାଇମରେ ରିଲିଜ ହୋଇଥିବା ଓ୍ବେବ ସିରିଜ୍‌ ‘ତାଣ୍ଡବ’କୁ ନେଇ ଦେଖାଦେଇଥିବା ବିବାଦ ଥମିବାର ନା ନେଉନାହିଁ। ଚାରି ଆଡ଼ୁ ସମାଲୋଚନା ସମ୍ମୁଖୀନ ହେବା ପରେ ନିର୍ଦ୍ଦେଶକ ଅଲି ଅବାସ ଜାଫର ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଥିଲେ। ଏହା…

ରଙ୍ଗ ରୁଟ୍‌ରେ ଗାଡି ଚଲାଉଥିଲେ ସାବଧାନ

ଗୁରୁଗ୍ରାମ,୨୧।୧: ରଙ୍ଗ ରୁଟରେ ଗାଡି ଚଲାଉଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଗୁରୁଗ୍ରାମ ପୋଲିସ ଅଧିକାରୀ ପ୍ରୀତ ପାଲ ସିଂ କହିଛନ୍ତି। ରଙ୍ଗ ରୁଟରେ ଗାଡି ଚଳାଇ ୨ଥର ଧରାପଡିଲେ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଧ କରାଯିବ।…

ସିରମ ଇନ୍‌ଷ୍ଟିଚ୍ୟୁଟରେ ଅଗ୍ନିକାଣ୍ଡ: ୫ ମୃତ

ନୂଆଦିଲ୍ଲୀ,୨୧।୧: ମହାରାଷ୍ଟ୍ରର ପୁଣେସ୍ଥିତ ଦେଶରେ କରୋନା ଟିକା ପ୍ରସ୍ତୁତ କରୁଥିବା ସିରମ ଇନ୍‌ଷ୍ଟିଚ୍ୟୁଟର ଟର୍ମିନାଲ-୧ରେ ଗୁରୁବାର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ। ନିଆଁ ଆୟତକୁ ଆସିବା ପରେ…

ନଷ୍ଟ ହେଉଛି ଡୋଜ୍‌: ସରକାର ଜାରି କଲେ ସଚେତନତା ପୋଷ୍ଟର

ନୂଆଦିଲ୍ଲୀ, ୨୧।୧: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଜାରି ରହିଛି। ତେବେ ଟିକାର ପାର୍ଶ୍ୱ ପ୍ରତିକ୍ରିୟାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଫଳରେ ଲୋକେ ଟିକା ନେବାକୁ ଅମଙ୍ଗ ହେଉଛନ୍ତି। ଏହାଯୋଗୁ ଡୋଜ୍‌ ନଷ୍ଟ ହେବାରେ ଲାଗିଛି। ଏହାକୁ…

ରାମ ମନ୍ଦିର ନିର୍ମାଣ ପାଇଁ ୧ କୋଟି ଟଙ୍କା ଦାନ କଲେ ଭାଜପା ଏମ୍‌ପି ଗମ୍ଭିର

ନୂଆଦିଲ୍ଲୀ,୨୧ ।୧: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଯାଇଛି । ଏଥିପାଇଁ ଟ୍ରଷ୍ଟ ପକ୍ଷରୁ ଚାନ୍ଦା ଏକାଠି କରାଯାଉଛି । ଭାରତୀୟ ଜନତା ପାର୍ଟି(ଭଜାପା)ଏମ୍‌ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭିର ଏଥିପାଇଁ ୧ କୋଟି ଟଙ୍କା ଦାନ…

ସେରମ୍‌ ଇନଷ୍ଟିଚ୍ୟୁଟ୍‌ର ଟର୍ମିନାଲ-୧ ଗେଟ୍‌ରେ ଅଗ୍ନିକାଣ୍ଡ

ପୁଣେ, ୨୧।୧: କରୋନା ଟିକା ପ୍ରସ୍ତୁତି କ୍ଷେତ୍ରରେ ଖ୍ୟାତି ହାସଲ କରିଥିବା ମହାରାଷ୍ଟ୍ରର ପୁଣେ ସ୍ଥିତ ସେରମ୍‌ ଇନଷ୍ଟିଚ୍ୟୁଟ୍‌ର ଟର୍ମିନାଲ-୧ ଗେଟ୍‌ରେ ଅଗ୍ନିକାଣ୍ଡ ଘଟିଛି। ଘଟଣାସ୍ଥଳରେ ୧୦ ଦମକଳ ଗାଡ଼ି ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ରହିଛନ୍ତି। ଅଗ୍ନିକାଣ୍ଡର କାରଣ…

କରୋନା ଟିକା ନେବାକୁ ଲୋକେ ଅମଙ୍ଗ: ସ୍ୱାସ୍ଥ୍ୟମନ୍ତ୍ରୀ କହିଲେ ଏହା ସମ୍ପୂର୍ଣ୍ଣ ସୁରକ୍ଷିତ

ନୂଆଦିଲ୍ଲୀ,୨୧ ।୧: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ଦେଶରେ ଆରମ୍ଭ ହୋଇଯାଇଛି କରୋନା ଟିକାକରଣ କାର୍ଯ୍ୟକ୍ରମ । ହେଲେ କରୋନାର ଟିକାକୁ ନେଇ ଏବେବି ଲୋକଙ୍କ ମନରେ ନାନା ପ୍ରଶ୍ନ ଉଙ୍କି ମାରୁଛି । ଯାହାକୁ ଦୂରେଇ ଦେବାକୁ ଏବେ କେନ୍ଦ୍ର…

୧୧୦୦ରୁ ଅଧିକ ସ୍କୁଲରେ ପ୍ରଦାନ କରାଯିବ ଏନ୍‌ସିସି ତାଲିମ୍‌

ନୂଆଦିଲ୍ଲୀ, ୨୧।୧: ଦେଶର ଉପକୂଳବର୍ତ୍ତୀ ଏବଂ ସୀମାବର୍ତ୍ତୀ ଅଞ୍ଚଳରେ ଥିବା ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ଏନ୍‌ସିସି ତାଲିମ ପ୍ରଦାନ କରାଯିବ। ଏନେଇ ୧୧୦୦ରୁ ଅଧିକ ସ୍କୁଲକୁ ଚିହ୍ନଟ କରାଯାଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏସମ୍ପର୍କରେ ଗୁରୁବାର ସୂଚନା ଦେଇଛନ୍ତି। ଦିଲ୍ଲୀର ଏନ୍‌ସିସି…

ସ୍ବାମୀଙ୍କୁ ହତ୍ୟା କରି ପୁଅ ମୃତ୍ୟୁର ପ୍ରତିଶୋଧ ନେଲେ ମହିଳା

ଲକ୍ଷ୍ନୌ,୨୧।୧: ଉତ୍ତର ପ୍ରଦେଶର ସାମଲି ଜନପଦରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ଏଠାରେ ଜଣେ ମହିଳା ମଦୁଆ ସ୍ବାମୀଙ୍କ ମୁଣ୍ଡକୁ ଛୋଚି ହତ୍ୟା କରିଛନ୍ତି। ଏହାପରେ ମୃତଦେହକୁ ଘରେ ୨ ଦିନ ଧରି ଲୁଚାଇ ରଖିଥିଲେ। ପୋଲିସ ମହିଳାଙ୍କୁ ଗିରଫ କରିଛି।…

ଟିକା ନେବା ପରେ ଡ୍ରାଇଭରଙ୍କ ମୃତ୍ୟୁ, ଆଶାକର୍ମୀ ଅସୁସ୍ଥ: ପରୀକ୍ଷା ନିରୀକ୍ଷା ଜାରି

ହାଇଦ୍ରାବାଦ୍‌/ଚଣ୍ଡିଗଡ଼, ୨୧।୧: କରୋନା ଟିକା ନେବା ପରେ ତେଲଙ୍ଗାନାର ନିର୍ମଳ ଜିଲାରେ ଆମ୍ବୁଲାନ୍ସ୍‌ ଡ୍ରାଇଭର ବିଠୁଲଙ୍କ ମୃତ୍ୟୁ ଘଟିଥିବା ତାଙ୍କ ପରିବାର ସଦସ୍ୟଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଏଭଳି ହୋଇଥିବା ସେମାନେ କହିଛନ୍ତି। ଟିକାନେବାର କିଛି ଘଣ୍ଟା…

ଭାରତରେ କରୋନା ଟିକାର କମ୍‌ ପାର୍ଶ୍ୱ ପ୍ରତିକ୍ରିୟା: ଅସୁସ୍ଥଙ୍କ ସଂଖ୍ୟା ୬୦୦ ଛୁଇଁଲା

ନୂଆଦିଲ୍ଲୀ, ୨୧।୧: ଭାରତରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। କରୋନା ଟିକା ନେବା ପରେ ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଜାନୁୟାରୀ ୧୬ଠାରୁ ଇତିମଧ୍ୟରେ ୬୦୦ ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ସେଥିମଧ୍ୟରୁ ୧୦ ଜଣଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି…

ପିପିଇ କିଟ୍‌ ପିନ୍ଧି ଲୁଟି ନେଇଥିଲେ ୧୩ କୋଟି ଟଙ୍କାର ଅଳଙ୍କାର

ନୂଆଦିଲ୍ଲୀ, ୨୧।୧:ପିପିଇ କିଟ୍‌ ପିନ୍ଧି ଫିଲ୍ମ ଷ୍ଟାଇଲ୍‌ରେ ଜଣେ ଇଲେକ୍ଟ୍ରିସିଆନ୍‌ ଦକ୍ଷିଣ ପୂର୍ବ ଦିଲ୍ଲୀର କାଲକାଜି ସ୍ଥିତ ଅଞ୍ଜଳି ଜୁଏଲରର୍ସରୁ ୧୩ କୋଟି ଟଙ୍କାର ଅଳଙ୍କାର ଲୁଟି ନେଇଥିବା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଦିଲ୍ଲୀ ପୋଲିସ ପକ୍ଷରୁ ୨୪ ଘଣ୍ଟା ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri