ଦୂରଦର୍ଶନରେ ପ୍ରସାରଣ ହେବାକୁ ଥିବା ରାମ ମନ୍ଦିର ଭୂମିପୂଜାକୁ ସିପିଆଇ ନେତାଙ୍କ ବିରୋଧ
ନୂଆଦିଲ୍ଲୀ,୨୭।୭: ଆଯୋଧ୍ୟାରେ ଅଗଷ୍ଟ ୫ରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜା ସମାରୋହ ଆୟୋଜିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶିଳାନ୍ୟାସ କରିବେ। କରୋନା ଯୋଗୁ ଏହି ସମାବେଶରେ କେବଳ ସୀମିତ ଲୋକ ହିଁ ଯୋଗ ଦେଇପାରିବେ। ତେଣୁ...
ସାମ୍ନାକୁ ଆସିଲା ସୁଶାନ୍ତଙ୍କ ଭିସେରା ରିପୋର୍ଟ: ଜାଣନ୍ତୁ ମୃତ୍ୟୁ ପଛର କାରଣ
ମୁମ୍ବାଇ,୨୭।୭: ବଲିଉଡ୍ ଭର୍ସାଟାଇଲ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ମାମଲାକୁ ଦେଢ଼ ମାସ ଉପରେ ବିତିଯାଇଛି। ହେଲେ ଏଯାଏ ତାଙ୍କ ମୃତ୍ୟୁ ପଛର କାରଣ ଉପରୁ ରହସ୍ୟ ହଟାଇପାରୁନି ମୁମ୍ବାଇ ପୋଲିସ। ସୁଶାନ୍ତଙ୍କ ମାମଲାରେ ଏଯାଏ ବାନ୍ଦ୍ରା ପୋଲିସ...
ସୁପର ସ୍ପ୍ରେଡର୍ ହେଲା ବିବାହ: ବର,କନ୍ୟା ସମେତ ୪୭ ଆକ୍ରାନ୍ତ
କାସରଗୋଡ,୨୭।୭: ସାରା ଦେଶରେ ବର୍ତ୍ତମାନ ମହାମାରୀ କରୋନା ସଂକ୍ରମଣ ସଙ୍କଟ ସଙ୍ଗୀନ ହେବାରେ ଲାଗିଛି। କରୋନା ସହ ମୁକାବିଲା କରିବା ପାଇଁ ସରକାରଙ୍କ ପକ୍ଷରୁ କେତେକ ଗାଇଡଲାଇନ୍ ଜାରି କରାଯାଇଛି। ସେଥିମଧ୍ୟରୁ ସାମାଜିକ ଦୂରତ୍ୱ ହେଉଛି ଅନ୍ୟତମ। କରୋନାରୁ ବର୍ତ୍ତିବା...
ଛେଳିକୁ ଜିପ୍ରେ ନେଇ ଥାନାକୁ ଗଲା ପୋଲିସ, ଜାଣନ୍ତୁ କାହିଁକି
କାନପୁର,୨୭।୭: ଉତ୍ତରପ୍ରଦେଶର କାନପୁର ପୋଲିସ ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ଏଥର ଗୋଟିଏ ଛେଳିକୁ ନେଇ ଚର୍ଚ୍ଚାକୁ ଆସିଛି ପୋଲିସ। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି। ସାପ୍ତାହିକ ଲକଡାଉନକୁ କଡାକଡି ପାଳନ କରି ବେକନଗଞ୍ଜ ପୋଲିସ...
ଦିଲ୍ଲୀରେ ସୁଧୁରୁଛି କରୋନା ସ୍ଥିତି: ଦିନକରେ ୬୧୩ ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ,୨୭।୭: କିଛି ଦିନରୁ ଦିଲ୍ଲୀରେ କରୋନା ସଂକ୍ରମଣ ଉଦ୍ବେଗଜନକ ସ୍ଥିତିରେ ଥିବା ବେଳେ ବର୍ତ୍ତମାନ ଏଥିରେ ଉନ୍ନତି ହେଉଥିବାର ପରିଲିକ୍ଷିତ ହେଉଛି। ପ୍ରଥମ ଥର ଦିଲ୍ଲୀରେ ସୋମବାର ମାତ୍ର ୬୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହା ଗତ ୬୫ଦିନ...
ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲାରେ ପ୍ରଯୋଜକ ମହେଶଙ୍କ ବୟାନ ରେକର୍ଡ
ମୁମ୍ବାଇ,୨୭।୭: ବଲିଉଡ୍ ଭର୍ସାଟାଇଲ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ପଛର ରହସ୍ୟକୁ ଖୋଜିବାରେ ଲାଗିପଡ଼ିଛି ମୁମ୍ବାଇ ପୋଲିସ। ଏହି କ୍ରମରେ ସୁଶାନ୍ତଙ୍କ ପରିବାର, ସମ୍ପର୍କୀୟ, ବନ୍ଧୁ ଓ ବଲିଉଡ୍ର କେତେକ ସେଲିବ୍ରିଟିଙ୍କୁ ପଚରାଉଚାରା କରିସାରିଛି। ଇତିମଧ୍ୟରେ ନିର୍ଦ୍ଦେଶକ...
କରୋନା ଟୀକା ପ୍ରଥମେ ଦିଆଯିବ ଏସବୁ ସହରରେ…
ନୂଆଦିଲ୍ଲୀ, ୨୭।୭: ଭାରତରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ପ୍ରତିଷେଧକ ଟୀକା ପ୍ରସ୍ତୁତିରେ ବିଭିନ୍ନ ଦେଶର ବୈଜ୍ଞାନିକ ଲାଗି ରହିଛନ୍ତି। ଏପରିସ୍ଥଳେ ଭାରତ ମଧ୍ୟ ପଛରେ ନାହିଁ। ପୁଣେ ସ୍ଥିତ ସିରମ୍ ଇନଷ୍ଟିଚ୍ୟୁଟ୍ ପକ୍ଷରେ କରୋନା ପ୍ରତିଷେଧକ ଟୀକା...
୫୦ ବର୍ଷ ଧରି ଦେଶ ସେବା କରିଥିଲେ ମିସାଇଲ ମ୍ୟାନ, ମୃତ୍ୟୁ ବେଳକୁ ପାଖରେ ଥିଲା ମାତ୍ର ଏତିକି ଜିନିଷ
ପୂର୍ବତନ ରାଷ୍ଟ୍ରପତି ତଥା ମିସାଇଲ ମ୍ୟାନ ଏପିଜେ ଅବଦୁଲ କଲାମଙ୍କ ଆଜି ୫ମ ଶ୍ରାଦ୍ଧବାର୍ଷିକ। ୨୦୧୫ ମସିହା ଆଜିର ଦିନରେ କଲାମଙ୍କର ଦେହାନ୍ତ ହୋଇଥିଲା। ତାମିଲନାଡୁର ରାମେଶ୍ୱରଠାରେ ୧୯୩୧ ମସିହା ଅକ୍ଟୋବର ୧୫ ତାରିଖରେ ଏକ ଗରିବ ମୁସଲିମ ପରିବାରରେ...
ଅଯୋଧ୍ୟା ମୁହାଁ ମୁସଲମାନ ରାମଭକ୍ତ…
ନୂଆଦିଲ୍ଲୀ, ୨୭।୭: ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟର ଶିଳାନ୍ୟାସ କରିବେ। ଏଥିପାଇଁ ଦେଶର ବିଭିନ୍ନ ଅଞ୍ଚଳରୁ ମୁସଲମାନ ରାମଭକ୍ତ ଅଯୋଧ୍ୟା ମୁହାଁ ହୋଇଛନ୍ତି। କେତେକ ଇଟା ଧରି ଅଯୋଧ୍ୟା ଯାଉଛନ୍ତି। ଲକ୍ଡାଉନ୍ ଯୋଗୁ...
ଘଞ୍ଚଜଙ୍ଗଲ ପାର କରି ଲୋକଙ୍କୁ ମାଗଣାରେ ଔଷଧ ପହଞ୍ଚାଉଛନ୍ତି ଏହି ମହିଳା
ରାୟପୁର,୨୭।୭: ମହାମାରୀ କରୋନା କାଳରେ ଯେଉଁଠାରେ ଲୋକମାନେ ନିଜ ସମ୍ପର୍କୀୟଙ୍କଠାରୁ ଦୂରେଇ ରହୁଛନ୍ତି। ସେଠାରେ କରୋନା ସହ ଲଢ଼ିବା ପାଇଁ ସବୁଠାରୁ ଆଗରେ ଛିଡ଼ା ହୋଇଥିବା ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟ କର୍ମଚାରୀମାନେ ନିଃସ୍ବାର୍ଥପର ଭାବେ ସେବା ପ୍ରଦାନ କରୁଛନ୍ତି।...
ପ୍ରାଇଭେଟ୍ ସ୍କୁଲ ଫି ଚାପରେ ଅତିଷ୍ଠ ହୋଇ ୪୩ ହଜାରରୁ ଅଧିକ ଛାତ୍ରୀଛାତ୍ର କଲେ ଏପରି…
ଗୁଡ଼ଗାଓଁ, ୨୭।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ସରକାରଙ୍କ ପକ୍ଷରୁ ଲକ୍ ଡାଉନ୍ ଘୋଷଣା କରାଯାଇଛ। ଏପରିସ୍ଥଳେ ସମସ୍ତ ସ୍କୁଲ ବନ୍ଦ ରହିଛି। ତେବେ ପ୍ରାଇଭେଟ୍ ସ୍କୁଲରେ ପାଠ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଲଗାତାର ଫି ଦେବାକୁ କୁହାଯାଉଛି। ଏଥିରେ ବ୍ୟସ୍ତ...
ଚାଇନା ଉପରେ ଭାରତର ଡିଜିଟାଲ ଷ୍ଟ୍ରାଇକ: ବନ୍ଦ ହୋଇପାରେ ପବ୍ଜି
ନୂଆଦିଲ୍ଲୀ,୨୭।୭: ଭାରତ-ଚାଇନା ସୀମା ବିବାଦ ପରେ ଏବେ ଚାଇନାଠାରୁ ସମ୍ପୂର୍ଣ୍ଣ ଭାବେ ସମ୍ପର୍କ ଛିନ୍ନ କରିବା ଲକ୍ଷ୍ୟରେ ରହିଛି ଭାରତ। ଏହାର ୫୯ ଆପ୍କୁ ଦେଶ ବନ୍ଦ କରିବା ପରେ ଏପେ ପୁଣିଥରେ ଚାଇନା ଉପରେ ହୋଇଛି ଡିଜିଟାଲ ଷ୍ଟ୍ରାଇକ୍।...
Archives


