ଜାତୀୟ

‘ବଳାତ୍କାର ଦୋଷୀଙ୍କ ହାତ-ପାଦ କାଟି ଛକରେ ଛାଡ଼ି ଦିଆଯିବା ଉଚିତ୍‌’

ମୁଜାଫରନଗର, ୩।୧୦: ଉତ୍ତରାଖଣ୍ଡର ମନ୍ତ୍ରୀ ରାଜେନ୍ଦ୍ର ଅନ୍ଥଓ୍ବାଲ ମୁଜାଫରନଗରରେ ଏକ ଦାୟିତ୍ୱହୀନ ମନ୍ତବ୍ୟ ଦେଇ ଚର୍ଚ୍ଚକୁ ଆସିଛନ୍ତି। ହାଥରସ୍‌ ଓ ବଳାରାମପୁର ଘଟଣାରେ ଅପରାଧୀଙ୍କ ହାତ-ପାଦ କାଟି ଛକରେ ଛାଡ଼ି ଦିଆଯିବା ଉଚିତ୍‌ ବୋଲି ରାଜେନ୍ଦ୍ର କହିଛନ୍ତି। ସେ ଆହୁରି ମଧ୍ୟ…

ହାଥରସ ଗଣବଳାତ୍କାର ମାମଲା: ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ଯୋଗୀ ସରକାର

ଲକ୍ଷ୍ନୌ,୩।୧୦-ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ମାମଲାର ତଦନ୍ତ କରିବ ସିବିଆଇ। ଏ ନେଇ ଶନିବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି। ଦେଶର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ହେବା ସହ ରାଜନୈତିକ ଦଳର ଚାପ ପଡିବାରୁ ଶେଷରେ ସରକାର ସିବିଆଇକୁ…

ଜବତ ୫୦ ଲକ୍ଷ ଟଙ୍କାର ମଦ ଧରି ଫେରାର୍‌ ହୋଇଗଲେ ଅଭିଯୁକ୍ତ

ପୁନେ, ୩।୧୦: ମହାରାଷ୍ଟ୍ରରେ ଅବକାରୀ ପୋଲିସ ଦ୍ୱାରା ଜବତ ୫୦ ଲକ୍ଷ ଟଙ୍କାର ବେଆଇନ ମଦ ଭର୍ତ୍ତି ଏକ କଣ୍ଟେନରକୁ ନେଇ ଅଭିଯୁକ୍ତମାନେ ଫେରାର୍‌ ହୋଇଯାଇଛନ୍ତି। ତଳେଗାଓଁ ପୋଲିସ ପକ୍ଷରୁ ଏହି ଘଟଣାରେ ୭ଜଣ ଲୋକଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।…

୨୦୨୦ରେ ଏହି ରାଜ୍ୟରେ ବାଘ ନେଲାଣି ୩୧ ଜୀବନ

ମୁମ୍ବାଇ, ୩।୧୦: ଚଳିତ ବର୍ଷ ମହାରାଷ୍ଟ୍ରରେ ବାଘ ୩୧ ଜଣ ଲୋକଙ୍କ ଜୀବନ ନେଇସାରିଛି। ଯାହା ଗତ ଦଶନ୍ଧି ମଧ୍ୟରେ ଗୋଟିଏ ବର୍ଷରେ ସର୍ବାଧିକ। ୨୦୧୦ ପରଠାରୁ ମହାରାଷ୍ଟ୍ରରେ ୧୫୩ ଜଣ ଲୋକ ବାଘ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ସେହିଭଳି ୨୦୨୦ର…

ହାଥରସ ଗଣବଳାତ୍କାର ପୀଡିତାଙ୍କ ପରିବାରକୁ ଭେଟିଲେ ରାହୁଲ, ପ୍ରିୟଙ୍କା

ଲକ୍ଷ୍ନୌ,୩।୧୦-ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ପୀଡିତାଙ୍କ ପରିବାରକୁ ଶନିବାର  କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭେଟିଛନ୍ତି। ଦୀର୍ଘ ୧୬୫ କି.ମି ସଡକ ପଥରେ ଯାତ୍ରା କରିବା ପରେ ରାହୁଲ ସେଠାରେ ପହଞ୍ଚିଥିଲେ। ଏହାପରେ ପୀଡିତାଙ୍କ ପରିବାର ଲୋକଙ୍କ ସହ ରାହୁଲ କିଛି ସମୟ…

କରୋନା ସହ ଲଢିବା ପାଇଁ ରେସ୍ତୋରାଁରେ ମିଳୁଛି ଆୟର୍ବେଦୀୟ ଥାଳି ସହ ଆଲକୋହଲିକ କାଢା

ନୂଆଦିଲ୍ଲୀ,୩ ।୧୦: କରୋନା ମହାମାରୀ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଥିବା ବେଳେ ଲୋକେ ବାହାରେ ଖାଦ୍ୟ ଗ୍ରହଣ କରିବାକୁ ମଧ୍ୟ ସାମାନ୍ୟ ଭୟ କରୁଛନ୍ତି । ଏବେ କିନ୍ତୁ ବିଭିନ୍ନ ରେସ୍ତୋଁରାରୁ ପ୍ୟାକିଂ ଫୁଡ ଘରକୁ ଆଣି ଖାଇପାରିବାର…

ରାହୁଲ-ପ୍ରିୟଙ୍କାଙ୍କ ସମେତ ୫ ଜଣଙ୍କୁ ହାଥରସ ଯିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୩ ।୧୦: ଉତ୍ତରପ୍ରଦେଶ ହାଥରସରେ ଦଳିତ ଯୁବତୀଙ୍କ ସହ ହୋଇଥିବା ଗଣବଳାତ୍କାର ମାମଲାକୁ ନେଇ ଦେଶରେ ଉତ୍ତେଜନା ପରିସ୍ଥିତି ଲାଗି ରହିଛି । ଏହି ମାମଲାକୁ ନେଇ ବିରୋଧି ଉତ୍ତର ପ୍ରଦେଶ ସରକାରଙ୍କୁ ଘେରିଛନ୍ତି । ଏହାରି ଭିତରେ କଂଗ୍ରେସ ମହାସଚିବ…

ଆମେରିକା ସେନା ବିମାନ ପ୍ରଥମଥର ଭାରତୀୟ ଏୟାର ବେସ୍‌ରେ ଭରିଲା ଇନ୍ଧନ

ନୂଆଦିଲ୍ଲୀ,୩ ।୧୦: ଗୋଟିଏ ପଟେ ପୂର୍ବ ଲଦ୍ଦାଖରେ ଭାରତ-ଚାଇନା ସୀମା ବିବାଦ ଲାଗି ରହିଥିବା ବେଳେ ଅନ୍ୟପଟେ ଆମେରିକାର ସେନା ବିମାନ ପ୍ରଥମଥର ଲାଗି ଆଣ୍ଡାମାନ ନିକୋବର ଦ୍ୱୀପରେ ଇନ୍ଧନ ଭରିଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଶୁକ୍ରବାର ଆମେରିକାର ପି-୮…

ମୋଦିଙ୍କ ନିକଟକୁ ପତ୍ର ଲେଖିଲେ କରନ

ମୁମ୍ବାଇ,୩ ।୧୦: ବଲିଉଡ୍‌ରେ ଚାଲିଥିବା ନେପୋଟିଜମ ଓ ଡ୍ରଗ୍ସ ମାମଲା ମଧ୍ୟରେ ନିର୍ଦ୍ଦେଶକ କରନ ଜୋହର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁକ୍ରବାର ଏକ ପତ୍ର ଲେଖିଛନ୍ତି । ଦେଶ ସ୍ୱାଧିନତାର ୭୫ ବର୍ଷ ପୁର୍ତ୍ତି ଉପଲକ୍ଷେ କରନ ଜୋହର ଏକ ବିଶେଷ…

ଶୌର୍ଯ୍ୟ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଲକ୍ଷ୍ୟଭେଦ କ୍ଷମତା ୮୦୦ କିମି

ନୂଆଦିଲ୍ଲୀ, ୩।୧୦: ପ୍ରତିରକ୍ଷା କ୍ଷେତ୍ରରେ ଭାରତ ଏବେ ଲଗାତାର କ୍ଷେପଣାସ୍ତ୍ର ପରୀକ୍ଷଣରେ ସଫଳତା ହାସଲ କରିଚାଲିଛି। ଶନିବାର ଓଡ଼ିଶାର ବାଲେଶ୍ୱରସ୍ଥିତ କ୍ଷେପଣାସ୍ତ୍ର ଘାଟିରୁ ସଫଳତାର ସହିତ ୮୦୦ କିଲୋମିଟର ଲକ୍ଷ୍ୟଭେଦ କ୍ଷମତା ବିିଶିଷ୍ଟ କ୍ଷେପଣାସ୍ତ୍ର ଶୌର୍ଯ୍ୟର ପରୀକ୍ଷା ସମ୍ପନ୍ନ ହୋଇଛି। ଏହି…

ନ୍ୟାୟ ପାଇଁ ନୁହେଁ ରାଜନୀତି କରିବାକୁ ହାଥରସ ଯାଉଛନ୍ତି ରାହୁଲ: ଇରାନି

ନୂଆଦିଲ୍ଲୀ,୩ ।୧୦: ଉତ୍ତର ପ୍ରଦେଶ ହାଥରସ ବଳାତ୍କାର ମାମଲାକୁ ନେଇ ଏବେ ଆରମ୍ଭ ହୋଇଯାଇଛି ରାଜନୀତି । ଗୋଟିଏ ପଟେ ପୀଡ଼ିତାଙ୍କ ପରିବାର ଭିନ୍ନ ଭିନ୍ନ ବୟାନ ଦେଉଥିବା ବେଳେ ଅନ୍ୟପଟେ ଏହାକୁ ନେଇ ଶାସକ ବିରୋଧି ମଧ୍ୟରେ ଟଣା ଓଟରା…

ଗଲଓ୍ବାନ ଶହୀଦ୍‌ଙ୍କ ପାଇଁ ସ୍ମୃତି ସ୍ମାରକୀ

ଗଲଓ୍ବାନ, ୩।୧୦: ଗଲଓ୍ବାନ ଘଟିରେ ଜୁନ୍‌ ୧୫ରେ ଚାଇନା ସୈନ୍ୟ ଏବଂ ଭାରତୀୟ ଯବାନଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ଏଥିରେ ୨୦ ଜଣ ଭାରତୀୟ ଯବାନ ଶହୀଦ୍‌ ହୋଇଥିଲେ। ଏଥିରେ ସମସ୍ତ ଶହୀଦ୍‌ ଯବାନଙ୍କ ନାମ ଏବଂ ସେମାନଙ୍କର ରେଜିମେଣ୍ଟ ସମ୍ପର୍କରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri