ଜାତୀୟ

ନେତାଜୀଙ୍କ ଜନ୍ମଦିନ ପରାକ୍ରମ ଦିବସ ଭାବେ ହେବ ପାଳିତ

ନୂଆଦିଲ୍ଲୀ,୧୯।୧: ନେତାଜୀ ସୁଭାଷ ବୋଷଙ୍କ ଜନ୍ମଦିନକୁ ପରାକ୍ରମ ଦିବସ ଭାବେ ପାଳନ କରାଯିବ। ଏନେଇ ସଂସ୍କୃତି ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ନେତାଜୀଙ୍କ ୧୨୫ ତମ ଜୟନ୍ତୀ ପାଳନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସ୍ବରାଷ୍ଟ୍ର ମନ୍ତ୍ରୀ…

ରାମ ମନ୍ଦିର ନିର୍ମାଣ ପାଇଁ ନିଜ ପକେଟ ମନି ଦାନ କଲେ ୨ ଶିଶୁ

ବରେଲୀ/ପ୍ରୟାଗରାଜ,୧୯।୧: ରାମ ମନ୍ଦିର ନିର୍ମାଣ ପାଇଁ ଉତ୍ତରପ୍ରଦେଶର ୨ ଜଣ ଶିଶୁ ନିଜ ପକେଟ ମନିି ଦାନ କରିଛନ୍ତି। ବରେଲୀର ୬ ବର୍ଷ ବୟସ୍କ ଦିବିତ୍‌ ପାଲ୍‌ ଘଡ଼ାରେ ସଞ୍ଚୟ କରିଥିବା ୩୮୫ ଟଙ୍କା ଦାନ କରିଛନ୍ତି। ନିଜ ପକେଟ ମନିରୁ…

ଟିକାକୁ ଭୟ: ନେବାକୁ ଚାହୁଁ ନାହାନ୍ତି ୬୨ ପ୍ରତିଶତ ଲୋକ

ନୂଆଦିଲ୍ଲୀ,୧୯।୧: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। ତେବେ ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ଦେଶର ୬୨ ପ୍ରତିଶତ ଲୋକ ଟିକା ନେବାକୁ ଅମଙ୍ଗ ହେଉଥିବା ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି।…

କୋ-ଓ୍ବିନ୍‌ ଆପ୍‌ରେ ତ୍ରୁଟି: ଟିକା ନେବା ପାଇଁ ପହଞ୍ଚି ପାରୁନି ମେସେଜ୍‌

ନୂଆଦିଲ୍ଲୀ,୧୯।୧: କରୋନା ମହାମାରୀ ବିରୋଧରେ ଭାରତରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ଏପରେ ସ୍ଥଳେ ଦେଶରେ ସାର୍ବଜନୀକ ଟିକାକରଣ ଆରମ୍ଭ ହୋଇଛି। ତେବେ ଟିକାକରଣ କାର୍ଯ୍ୟକ୍ରମରେ ପ୍ରଶାସନକୁ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଟିକା ନେବା ଲାଗି ଲୋକଙ୍କ ପାଖକୁ…

ଜେପିସି ତଦନ୍ତ ଦାବିକଲା ଏନ୍‌ସିପି

ମୁମ୍ବାଇ, ୧୯।୧(ପି.ଟି.): ରିପବ୍ଲିକ୍‌ ଟିଭି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ ଏବଂ ବ୍ରଡକାଷ୍ଟ ଅଡିଏନ୍ସ ରିସର୍ଚ୍ଚ କାଉନସିଲ୍‌ (ବିଏଆର୍‌ସି)ର ପୂର୍ବତନ ମୁଖ୍ୟ ପାର୍ଥ ଦାସଗୁପ୍ତାଙ୍କ ମଧ୍ୟରେ ତଥାକଥିତ ହ୍ବାଟ୍ସଆପ୍‌ ଚାଟିଂର ତଦନ୍ତ ଲାଗି ଯୁଗ୍ମ ସଂସଦୀୟ କମିଟି (ଜେପିସି) ଗଠନ ଲାଗି…

ରାଲି ଅଧିକାର ଚାଷୀଙ୍କର ରହିଛି: ସଂଘ

ନୂଆଦିଲ୍ଲୀ, ୧୯।୧(ପି.ଟି.): ଶାନ୍ତିପୂର୍ଣ୍ଣ ଭାବେ ଟ୍ରାକ୍ଟର ରାଲି ବାହାର କରିବାର ସାମ୍ବିଧାନିକ ଅଧିକାରୀ ଚାଷୀଙ୍କର ରହିଛି ବୋଲି ଆନ୍ଦୋଳନରତ କୃଷକ ସଂଘ ନେତାମାନେ ସୋମବାର କହିଛନ୍ତି। ଜାନୁୟାରୀ ୨୬ ଟ୍ରାକ୍ଟର ରାଲିରେ ହଜାର ହଜାର ଲୋକ ଭାଗ ନେବେ ବୋଲି ସଂଘ…

ଅରୁଣାଚଳରେ ଗାଁ ନିର୍ମାଣ କରିଛି ଚାଇନା

ନୂଆଦିଲ୍ଲୀ, ୧୯।୧: ସୀମାକୁ ନେଇ ଭାରତ ଓ ଚାଇନା ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଗତବର୍ଷ ମେ’ରୁ ଦୁଇଦେଶର ସୈନ୍ୟବାହିନୀ ମଧ୍ୟରେ ମୁହାଁମୁହିଁ ସ୍ଥିତି ଜାରି ରହିଛି। ଗତବର୍ଷ ଜୁନ୍‌ରେ ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାରେ ଉଭୟ ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ…

ଟିକା ପରେ ଭାରତରେ ପ୍ରଥମ ମୃତ୍ୟୁ

ନୂଆଦିଲ୍ଲୀ/ଲକ୍ଷ୍ନୌ, ୧୯ା୧(ପି.ଟି.): ଉତ୍ତରପ୍ରଦେଶର ମୋରାଦାବାଦରେ କୋଭିଡ୍‌ ଟିକା ନେବାର ଦିନକ ପରେ ଜଣେ ୪୬ ବର୍ଷୀୟ ସ୍ବାସ୍ଥ୍ୟକର୍ମୀଙ୍କର ମୃତ୍ୟୁ ଘଟିଛି। ଭାରତରେ ଶନିବାରଠାରୁ କୋଭିଡ୍‌ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିବାବେଳେ ଏହା ପ୍ରଥମ ମୃତ୍ୟୁ। ମହିପାଲ ସିଂ ନାମକ ଏହି ସ୍ବାସ୍ଥ୍ୟକର୍ମୀ…

ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲା ‘ତାଣ୍ଡବ’ର ପୂରା ଟିମ୍‌

ନୂଆଦିଲ୍ଲୀ,୧୮।୧: ଆମାଜନ ପ୍ରାଇମ ଭିଡିଓର ନୂଆ ଓ୍ବେବ ସିରିଜ୍‌ ‘ତାଣ୍ଡବ’ କାଷ୍ଟ ଓ କ୍ରୁ ମେମ୍ବର ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି। ଏହି ଓ୍ବେବ ସିରିଜ୍‌ର କିଛି ଦୃଶ୍ୟରେ ଅଭିନେତାମାନେ ହିନ୍ଦୁ ଦେବାଦେବୀଙ୍କ ପ୍ରତି ଅପମାନଜନକ ଶବ୍ଦ ବ୍ୟବହାର କରିଥିଲେ। ଏ…

ନନ୍ଦୀଗ୍ରାମରେ ନିର୍ବାଚନ ନ ଜିତିଲେ ଛାଡ଼ିଦେବି ରାଜନୀତି – ଶୁଭେନ୍ଦୁ ଅଧିକାରୀ

କୋଲକାତା,୧୮।୧: ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖ୍ୟ ମମତା ବାନାର୍ଜୀ ନନ୍ଦୀଗ୍ରାମରୁ ଛିଡା ହେବା ନେଇ ଘୋଷଣା କରିବା ପରେ ପ୍ରତିକ୍ରିୟା ରଖିଛନ୍ତି ଭାଜପାରେ ମିଶିଥିବା ଶୁଭେନ୍ଦୁ ଅଧିକାରୀ। ଟିଏମ୍‌ସି ଭେଟେରାନ ତଥା ନିକଟରେ ଭାଜପାରେ ସାମିଲ…

ଓ୍ବାଘା ବର୍ଡରରେ ସାଧାରଣତନ୍ତ୍ର ଦିବସରେ ହେବନି କୌଣସି ସମାରୋହ

ନୂଆଦିଲ୍ଲୀ,୧୮।୧: କୋଭିଡ୍‌-୧୯ ମହାମାରୀ ଯୋଗୁ ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଭାରତ-ପାକ୍‌ ଓ୍ବାଘା ଅଟ୍ଟାରୀ ସୀମାରେ କୌଣସି ମିଳିତ ପରେଡ(ବିଟିଂ ରିଟ୍ରିଟ) ସମାରୋହର ଆୟୋଜନ ହେବ ନାହିଁ। ଉଲ୍ଲେଖଯୋଗ୍ୟ, ପ୍ରତ୍ୟେକ ବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଭାରତ-ପାକ୍‌ ଓ୍ବାଘା…

ଭାଜପା ରୋଡ୍‌ଶୋ ଉପରେ ପଥର ମାଡ଼

କୋଲକାତା,୧୮।୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି, ସେତିକି ତେଜୁଛି ରାଜ୍ୟ ରାଜନୀତି। ଦକ୍ଷିଣ କୋଲକାତାରେ ଚାରୁ ମାର୍କେଟ ଅଞ୍ଚଳରେ ସୋମବାର ଆୟୋଜିତ ଭାଜପା ରାଲି ଉପରେ ପଥର ମାଡ଼ କରିଛନ୍ତି କିଛି ଅଜ୍ଞାତ ବ୍ୟକ୍ତି। ଦୁର୍ବୃତ୍ତମାନେ ଟିଏମ୍‌ସିର ପତାକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri