ଅଗଷ୍ଟ ୧୫ରେ ଲାଲକିଲ୍ଲାର ଚିତ୍ର ରହିବ ଏମିତି
ନୂଆଦିଲ୍ଲୀ,୨୪।୭: କରୋନା ମହାମାରୀ ଯୋଗୁ ଏବେ ବିଭିନ୍ନ କାର୍ଯ୍ୟକ୍ରମ ଉପରେ ରୋଗ ଲଗାଇ ଦିଆଯାଇଛି। କରୋନା ସମୟରେ ଆଗକୁ ସ୍ବାଧୀନତା ଦିବସ ଆସୁଥିବାରୁ ଏହାକୁ ନେଇ ପ୍ରସ୍ତୁତ ଆରମ୍ଭ ହୋଇଯାଇଛି। ଏଥର ଦିଲ୍ଲୀର ଐତିହାସିକ ଲାଲକିଲ୍ଲାର ଚିତ୍ର କିଛି ଭିନ୍ନ...
ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ପାଖାପାଖି ୫୦ ହଜାର ନୂଆ ଆକ୍ରାନ୍ତ, ୭୪୦ ମୃତ
ନୂଆଦିଲ୍ଲୀ,୨୪।୭: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଶୁକ୍ରବାର କରୋନା ଦେଶରେ ସବୁ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ପାଖାପାଖି ୪୯,୩୧୦ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨...
ମୋ ସ୍ବାମୀଙ୍କ ଭଳି ଅନ୍ୟ କେହି ଭାରତରେ ଜନ୍ମ ନ ହୁଅନ୍ତୁ, କହିଲେ ଏହି ଗ୍ୟାଙ୍ଗଷ୍ଟାରଙ୍କ ସ୍ତ୍ରୀ
ଲକ୍ଷ୍ନୌ,୨୪।୭: ଉତ୍ତର ପ୍ରଦେଶର କୁଖ୍ୟାତ ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସ୍ବାମୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ରିଚା ଦୁବେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି ଯେ, ଯଦି ଏପରି କାଣ୍ଡ କରିବା ପରେ ବିକାଶ ମୋ ସମ୍ମୁଖକୁ...
ସୁପ୍ରିମକୋର୍ଟରେ ବାଚସ୍ପତି ନିରାଶ
ନୂଆଦିଲ୍ଲୀ,୨୪ା୭(ପି.ଟି.):ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ସମେତ ୧୯ ବିଦ୍ରୋହୀ ବିଧାୟକଙ୍କ ପିଟିଶନ ଉପରେ ହାଇକୋର୍ଟ ଶୁକ୍ରବାର ରାୟ ପ୍ରଦାନ କରିବେ। ସୁପ୍ରିମକୋର୍ଟ ମାମଲାରେ ହସ୍ତକ୍ଷେପ କରିବାକୁ ମନା କରିଦେବା ପରେ ରାଜସ୍ଥାନ ବିଧାନସଭା ବାଚସ୍ପତି ସି.ପି. ଜୋଷୀ ନିରାଶ...
୮୨% ଭାରତୀୟଙ୍କ ମତ: ଗୁରୁତ୍ୱ ହରାଇବ କାର୍ଯ୍ୟସ୍ଥଳ
ନୂଆଦିଲ୍ଲୀ,୨୪ା୭:ମହାମାରୀ କରୋନା ଯୋଗୁ ବିଭିନ୍ନ କାର୍ଯ୍ୟ ଘରେ ରହି କରିବାକୁ ପଡ଼ୁଛି। ବିଭିନ୍ନ ସରକାରୀ ବେସରକାରୀ କାର୍ଯ୍ୟକୁ ଲୋକମାନେ କାର୍ଯ୍ୟସ୍ଥଳକୁ ନ ଯାଇ ଘରେ ରହି କରୁଛନ୍ତି। ଏଭଳି ସ୍ଥିତିରେ ୮୨ ପ୍ରତିଶତ ଲୋକ ମହାମାରୀ ପରେ କାର୍ଯ୍ୟସ୍ଥଳୀ ଗୁରୁତ୍ୱ...
ସ୍ଥାୟୀ କମିଶନ ହେବେ ମହିଳା
ନୂଆଦିଲ୍ଲୀ,୨୪ା୭(ପି.ଟି.):ସୈନ୍ୟବାହିନୀରେ ମହିଳା ଅଫିସରମାନଙ୍କୁ ସ୍ଥାୟୀ କମିଶନ ପ୍ରଦାନ ଲାଗି ପ୍ରତିରକ୍ଷା ମନ୍ତ୍ରଣାଳୟ ନିର୍ଦ୍ଦେଶନାମା ଜାରି କରିଛି। ସଂକ୍ଷିପ୍ତ ସେବା କମିଶନ (ଏସ୍ଏସ୍ସି) ଯୋଜନାରେ ନିଯୁକ୍ତ ସମସ୍ତ ମହିଳା ଅଫିସରଙ୍କୁ ସ୍ଥାୟୀ କମିଶନ ନିମନ୍ତେ ବିଚାର କରିବା ପାଇଁ ଗତ ଫେବୃୟାରୀରେ...
କୋଭିଡ୍ ସେଣ୍ଟରରେ ନାବାଳିକାଙ୍କୁ ବଳାତ୍କାର, ୨ ଗିରଫ
ନୂଆ ଦିଲ୍ଲୀ: ଦକ୍ଷିଣ ଦିଲ୍ଲୀର ଏକ କୋଭିିଡ୍ ସେଣ୍ଟରରେ ୧୪ ବର୍ଷର ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ଦିଲ୍ଲୀର ବୋଲି ଜଣାପଡ଼ିଛି। ପ୍ରକାଶ ଯେ, ପୀଡିତା...
କରୋନା ରୋଗୀଙ୍କୁ ଆଇସିୟୁରୁ ହସ୍ପିଟାଲ ବାହାରକୁ ନେଇଗଲେ, ଆଉ ତା’ପରେ…
ବିହାର: ବିହାରରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ପ୍ରତିଦିନ ସେଠାରେ କରୋନା ପଜିଟିଭ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏତେ ସଂଖ୍ୟକ କରୋନା ରୋଗୀଙ୍କ ପାଇଁ ହସ୍ପିଟାଲରେ ବେଡ୍ ମଧ୍ୟ ମିଳିବା କଷ୍ଟକର...
ଚା’ ବିକାଳି ନେଇଛନ୍ତି ୫୦ କୋଟି ଟଙ୍କା ଋଣ!
କୁରୁକ୍ଷେତ୍ର, ୨୩।୭: ହରିୟାଣାର କୁରୁକ୍ଷେତ୍ରରେ ଜଣେ ଚା’ ବିକ୍ରେତା ବ୍ୟାଙ୍କରୁ ୫୦ କୋଟି ଟଙ୍କା ଋଣ ନେଇଛନ୍ତି। ଏକଥା ସତ ହୋଇ ନ ଥିଲେ ମଧ୍ୟ କାଗଜପତ୍ର ସେ ଋଣ ନେଇଥିବା କଥା କହୁଛି। ଏହି ଚା’ ବିକ୍ରେତାଙ୍କୁ ଋଣ...
କରୋନା ସଙ୍କଟ ମଧ୍ୟରେ ଷ୍ଟ୍ରାଇକ୍ରେ ଗଲେ ଏମ୍ସ ନର୍ସ
ପାଟନା,୨୩।୭: ବିହାରରେ ମହାମାରୀ କରୋନା ଭାଇରସ୍ ଦିନକୁ ଦିନ ନିଜର କାୟା ବିସ୍ତାର କରିବାରେ ଲାଗିଛି। ହସ୍ପିଟାଲରେ ରୋଗୀଙ୍କୁ ଶଯ୍ୟା ମିଳୁନାହିଁ। ଆଉ ଯାହାକୁ ମିଳୁଛି ସେମାନେ ସ୍ବାସ୍ଥ୍ୟ ସୁବିଧା ପାଇପାରୁ ନାହାନ୍ତି। ଇତିମଧ୍ୟରେ ପାଟନା ଏମ୍ସରେ ୪୦୦ କଣ୍ଟ୍ରାକ୍ଚୁଆଲ...
ରାଜଭବନ ପାଲଟିଛି କରୋନା ହଟସ୍ପଟ୍: ୮୪ କର୍ମଚାରୀ ଆକ୍ରାନ୍ତ
ଚେନ୍ନାଇ,୨୩।୭: ତାମିଲନାଡୁରେ ରାଜ୍ୟପାଳଙ୍କ ବାସଭବନରେ କରୋନା ସଂକ୍ରମଣ ଏବେ ଆତଙ୍କ ସୃଷ୍ଟି କରିଛି। ଚେନ୍ନାଇରେ ଥିବା ରାଜଭବନ କରୋନା ହଟସ୍ପଟ୍ ପାଲଟିଛି। ଏଠାରେ ଥିବା ୧୪୭ କର୍ମଚାରୀଙ୍କ ମଧ୍ୟରୁ ୮୪ଜଣଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ରାଜଭବନର...
ମାସ୍କ ନ ପିନ୍ଧିଲେ ଦେବାକୁ ପଡ଼ିବ ୧ ଲକ୍ଷ ଜରିମାନା, ୨ ବର୍ଷ ଜେଲ
ରାଞ୍ଚି,୨୩।୭: କରୋନା ଭାଇରସ୍ ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରୁଛନ୍ତି। ହେଲେ ଲୋକଙ୍କ ଅବହେଳା ଯୋଗୁ ଏହି ସଂକ୍ରମଣ ଦିନକୁ ଦିନ ଆହୁରି ବୃଦ୍ଧି ପାଇବାରେ ଲାଗିଛି। ତେଣୁ ଅମାନିଆଙ୍କୁ ସାବାଡ଼ କରିବା ପାଇଁ...
Archives


