ଜାତୀୟ

ବିକ୍ଷୋଭ ଯଦି ଦେଶଦ୍ରୋହ, ଜେଲରେ ରହିବି

ନୂଆଦିଲ୍ଲୀ, ୨୧।୨: ଚାଷୀ ଆନ୍ଦୋଳନକୁ ସମର୍ଥନ କରିବା ଯଦି ଦେଶଦ୍ରୋହ ହୁଏ, ତେବେ ଜେଲରେ ରହିବା ଭଲ ବୋଲି ଜଳବାୟୁ କର୍ମୀ ଦିଶା ରବିଙ୍କ ଓକିଲ ସିଦ୍ଧାର୍ଥ ଅଗ୍ରଓ୍ବାଲ କହିଛନ୍ତି। ଶନିବାର ଦିଲ୍ଲୀର ଏକ ଅଦାଲତରେ ଦିଶାଙ୍କ ଜାମିନ ଆବେଦନର ଶୁଣାଣି…

ଭାରତ-ଚାଇନା ମଧ୍ୟରେ ଦୀର୍ଘ ୧୬ ଘଣ୍ଟାର କମାଣ୍ଡର ସ୍ତରୀୟ ବୈଠକ: ବିବାଦୀୟ ଅଞ୍ଚଳରୁ ସେନା ହଟାଇବା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୨୧ ।୨: ପୂର୍ବ ଲଦ୍ଦାଖର ପୋଙ୍ଗୟାଙ୍ଗ ହ୍ରଦ ପରେ ଅନ୍ୟ ଉତ୍ତେଜନାପୂର୍ଣ୍ଣ ଅଞ୍ଚଳରୁ ସେନାଙ୍କୁ ଫେରାଇ ନେବା ଲାଗି ଭାରତ-ଚାଇନା ମଧ୍ୟରେ କମାଣ୍ଡର ସ୍ତରୀୟ ବୈଠକ ଶନିବାର ପାଖାପାଖି ୧୬ ଘଣ୍ଟା ଧରି ଚାଲିଛି । ଏହି ବୈଠକ ସକାଳ ପ୍ରାୟ…

ମୋଦିଙ୍କୁ ଚିଠି ଲେଖିଲେ ଅମରିନ୍ଦର: କୃଷକ ଆନ୍ଦୋଳନର ସମାଧାନ ବାହାର କରନ୍ତୁ

ଚଣ୍ଡିଗଡ,୨୦।୨: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟଟେନ୍‌ ଅମରିନ୍ଦର ସିଂ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। କୃଷକ ଆନ୍ଦୋଳନର ସମାଧାନର ବାଟ ବାହାର କରିବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ଶନିବାର ସେ ଅପିଲ କରି କହିଛନ୍ତି ଯେ, କୃଷକଙ୍କ ଯାହା…

ଜମ୍ମୁ କଶ୍ମୀରରେ ରକ୍ତପାତ ବନ୍ଦ ହେଉ: ମେହବୁବା

ଶ୍ରୀନଗର,୨୦।୨: ଜମ୍ମୁ-କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ତିନି ଜଣ ପୋଲିସ ଶହୀଦ ହେବାର ଗୋଟିଏ ଦିନ ପରେ ପିଡିଏଫ ମୁଖ୍ୟ ମେହବୁବା ମୁଫତି ପାକିସ୍ତାନ ସହ ଆଲୋଚନା କରିବାକୁ କେନ୍ଦ୍ରକୁ ଆହ୍ବାନ କରିଛନ୍ତି। କେନ୍ଦ୍ର ଶାସିତ ଅଞ୍ଚଳରେ ଅଞ୍ଚଳରେ କୌଣସି ହିଂସା…

ଅବତରଣବେଳେ ବିଦ୍ୟୁତ୍‌ ଖୁଣ୍ଟ ସହ ଧକ୍କା ହେଲା ଏୟାର ଇଣ୍ଡିଆ ବିମାନ

ବିଜୟୱାଡା,୨୦।୨: ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡା ବିମାନ ବନ୍ଦରରେ ବିମାନ ଦୁର୍ଘଟଣା ହୋଇଛି। ୬୪ ଜଣ ଯାତ୍ରୀଙ୍କୁ ନେଇ ଏୟାର ଇଣ୍ଡିଆ ବିମାନ ବିଜୟୱାଡା ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା ସମୟରେ ବିଦ୍ୟୁତ ଖୁଣ୍ଟ ସହ ଧକ୍କା ହୋଇଛି। ବିମାନରେ ଥିବା ସମସ୍ତ ଯାତ୍ରୀ…

ତୈଳ ଦରକୁ ନେଇ ମୁହଁ ଖୋଲିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୦।୨: ବୃଦ୍ଧି ପାଉଥିବା ପେଟ୍ରୋଲ, ଡିଜେଲ, ଗ୍ୟାସ ଦରକୁ ନେଇ ଶନିବାର ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ମତ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ତଳଦର ବୃଦ୍ଧି ଦେଶ ପାଇଁ ଚିନ୍ତାର ବିଷୟ। ସମସ୍ୟାର ସମାଧାନ ଦର ହ୍ରାସ ହିଁ ଏକମାତ୍ର ବିକଳ୍ପ।…

ନିର୍ବାଚନ ପ୍ରସ୍ତୁତି ଆରମ୍ଭ: ୫ ରାଜ୍ୟରେ ପହଞ୍ଚିଲେ ସିଏପିଏଫ୍‌ ଯବାନ

ନୂଆଦିଲ୍ଲୀ,୨୦।୨: ଚଳିତ ବର୍ଷ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାର ଅଛି। ରାଜ୍ୟଗୁଡ଼ିକ ହେଉଛି ଆସାମ, ପଶ୍ଚିମବଙ୍ଗ, ପୁଡୁଚେରୀ, ତାମିଲନାଡୁ ଏବଂ କେରଳ। ନିର୍ବାଚନ ଆୟୋଗଙ୍କ ଆଦେଶ ଅନୁଯାୟୀ, ବିଧାନସଭା ନିର୍ବାଚନ ଶାନ୍ତିପୂର୍ଣ୍ଣ ବାତାବରଣ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ରୀୟ ସଶସ୍ତ୍ର…

ଅମିତାଭ ବଚ୍ଚନଙ୍କ ଘରର ସୁରକ୍ଷା ବଢିଲା

ମୁମ୍ବାଇ,୨୦।୨: ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧି ନେଇ ମହାରାଷ୍ଟ୍ର କଂଗ୍ରେସ ମୁଖ୍ୟ ନାନା ପାଟୋଲେ ଅମିତାଭ ବଚ୍ଚନ ଏବଂ ଅକ୍ଷୟ କୁମାରଙ୍କୁ ଟାର୍ଗେଟ କରିଛନ୍ତି। ପାଟୋଲଙ୍କ ବିବୃତ୍ତି ପରେ ବଚ୍ଚନଙ୍କ ଘରର ସୁରକ୍ଷା ବୃଦ୍ଧି କରାଯାଇଛି। ଏଥି ସହିତ କଂଗ୍ରେସ ନେତା ସ୍ପଷ୍ଟ…

ଟୁଲକିଟ ମାମଲା: ଫେବୃୟାରୀ ୨୩ରେ ଦିଶା ରବିଙ୍କ ଜାମିନ ଆବେଦନ ନିଷ୍ପତ୍ତି

ନୂଆଦିଲ୍ଲୀ,୨୦।୨: ଟୁଲକିଟ ମାମଲାରେ ଗିରଫ ହୋଇଥିବା ଦିଶା ରବିଙ୍କ ଜାମିନ ଆବେଦନ ଶନିବାର ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ଶୁଣାଣି ହୋଇଥିଲା। ଆଡିସନାଲ ସେଶନ ଜଜ୍‌ ଧର୍ମେନ୍ଦ୍ର ରାଣାଙ୍କ ବେଞ୍ଚ ଏହି ମାମଲାର ଶୁଣାଣି କରିଛନ୍ତି। ଦିଶା ରବିଙ୍କ ଜାମିନ ଆବେଦନ…

ଆଉ ଗୋଟିଏ ବ୍ୟାଙ୍କ ଉପରେ ଲାଗିଲା ପ୍ରତିବନ୍ଧକ, ୬ ମାସ ପର୍ଯ୍ୟନ୍ତ ୧୦୦୦ରୁ ଅଧିକ ଟଙ୍କା ଉଠାଇ ପାରିବେ ନାହିଁ ଗ୍ରାହକ

ବେଙ୍ଗାଲୁରୁ,୨୦।୨: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) କର୍ନାଟକର ଡେକାନ ଅର୍ବାନ କେଅପରେଟିଭ୍‌ ବ୍ୟାଙ୍କ ଉପରେ ପ୍ରତିବନ୍ଧକ ଲଗାଇଛି। ଫଳରେ ଏବେ ବ୍ୟାଙ୍କ ପକ୍ଷରୁ କୌଣସି ନୂଆ ଋଣ ଦିଆଯିବ ନାହିଁ। କେବଳ ନୁହେଁ, ନୂଆ ରାଶି ମଧ୍ୟ ଗ୍ରହଣ କରାଯିବ ନାହିଁ। ଏହି…

ଗର୍ଜିଲେ ପ୍ରିୟଙ୍କା

ମୁଜାଫରନଗର,୨୦ ।୨: କେନ୍ଦ୍ର କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ କୃଷକଙ୍କ ଆନ୍ଦୋଳନ ଜାରି ରହିଛି । ଇତିମଧ୍ୟରେ କଂଗ୍ରେସ ମହାସଚିବ ପ୍ରିୟଙ୍କ୍‌ା ଗାନ୍ଧୀ ଭଦ୍ରା ଶନିବାର ମୁଜାଫରନଗର ପହଞ୍ଚିଛନ୍ତି । ସେଠାରେ କୃଷକ ମହାପଞ୍ଚାୟତକୁ ସମ୍ବୋଧିତ କରିବା ସମୟରେ…

ଦଶମ ଶ୍ରେଣୀ ପ୍ରଶ୍ନପତ୍ରକୁ ନେଇ ଉଠିଲା ବିବାଦ: ପ୍ରଦର୍ଶନକାରୀ କୃଷକଙ୍କୁ କୁହାଗଲା ହିଂସାକାରୀ

ଚେନ୍ନାଇ,୨୦ ।୨: କୃଷକ ଆନ୍ଦୋଳନକୁ ନେଇ ଏକ ନୂଆ ବିବାଦ ମୁଣ୍ଡ ଟେକିଛି । ଚେନ୍ନାଇର ଏକ ସିବିଏସ୍‌ଇ ସ୍କୁଲର ପ୍ରଶ୍ନପତ୍ରରେ ଆସିଥିବା ପ୍ରଶ୍ନ ଏବେ ଆଲୋଚନା ପରିସରକୁ ଚାଲି ଆସିଛି । ସାଧାରଣତନ୍ତ୍ର ଦିବସରେ କୃଷକମାନଙ୍କ ପକ୍ଷରୁ ଆୟୋଜିତ ଟ୍ରାକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?