ଜାତୀୟ

ପିପିଇ କିଟ୍‌ ପିନ୍ଧି ବୁଢ଼ୀମାଙ୍କୁ ମୁଖାଗ୍ନି ଦେଲେ ନାତି

କୋଦାଡ଼, ୨୧।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। କେତେକ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ମୃତଦେହକୁ ଅନ୍ତିମ ସଂସ୍କାର ପାଇଁ ନେବାକୁ ଲୋକେ ଆସୁ ନ ଥିବା ଘଟଣାମାନ ଘଟୁଛି। ସମ୍ପ୍ରତି ତେଲଙ୍ଗାନାରେ ଜଣେ...

ମାସ୍କ୍‌ ନ ପିନ୍ଧିଲେ ୫୦୦, ଦୂରେଇ ନ ରହିଲେ ୩୦୦୦ ଦେବାକୁ ପଡ଼ିବ ଜରିମାନା

ଶ୍ରୀନଗର, ୨୧।୭: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଲୋକେ କରୋନା ସଂକ୍ରମଣ ଲାଗି ଜାରି ହୋଇଥିବା ମାର୍ଗଦର୍ଶିକା ପାଳନ କରୁ ନ ଥିବାରୁ ଜରିମାନା ବ୍ୟବସ୍ଥାର ପ୍ରଚଳନ କରାଯାଇଛି।...

ସୁରକ୍ଷିତ ରହିବେ ଯବାନ: ଟି-୯୦ ଟ୍ୟାଙ୍କ ପାଇଁ କିଣାହେବ ନୂଆ ସରଞ୍ଜାମ

ନୂଆଦିଲ୍ଲୀ, ୨୧।୭: ଭାରତୀୟ ଯବାନଙ୍କ ସୁରକ୍ଷା ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଭାରତୀୟ ସେନା ବ୍ୟବହାର କରୁଥିବା ଟ୍ୟାଙ୍କରେ ନୂତନ ବିକଶିତ ସରଞ୍ଜାବ ଲଗାଯିବ। ଏହା ଅର୍ନ୍ତଗତ ଟି-୯୦ ଟ୍ୟାଙ୍କ ଲାଗି ୧,୫୧୨ଟି ମାଇନ୍‌ ପ୍ଲାଓ...

ଭାଜପାରେ ମିଶିବା ପାଇଁ ଟଙ୍କା ଯାଚିଥିଲେ ପାଇଲଟ

ଜୟପୁର,୨୧ା୭(ପି.ଟି.): ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗଦେବା ପାଇଁ ବିଦ୍ରୋହୀ ନେତା ସଚିନ ପାଇଲଟ ତାଙ୍କୁ ଟଙ୍କା ଯାଚିଥିଲେ ବୋଲି ରାଜସ୍ଥାନର କଂଗ୍ରେସ ବିଧାୟକ ଗିରିରାଜ ସିଂ ମାଲିଙ୍ଗା ଅଭିଯୋଗ କରିଛନ୍ତି। ସେ ଭାଜପାରେ ଯୋଗଦେବାକୁ ମନା କରିଦେଇଥିଲେ।...

‘ଦୁବେଙ୍କୁ ଜାମିନ ମିଳିବା ସଂସ୍ଥାଗତ ବିଫଳତା’

ନୂଆଦିଲ୍ଲୀ,୨୧।୭(ପି.ଟି.): ବିକାଶ ଦୁବେଙ୍କ ଭଳି ଗ୍ୟାଙ୍ଗ୍‌ଷ୍ଟରଙ୍କୁ ଜାମିନ ମିଳିବା ସଂସ୍ଥାଗତ ବିଫଳତା ବୋଲି ସୋମବାର ସୁପ୍ରିମକୋର୍ଟ କହିଛନ୍ତି। ଗ୍ୟାଙ୍ଗଷ୍ଟର ଏନ୍‌କାଉଣ୍ଟର ଘଟଣାର ତଦନ୍ତ ପାଇଁ ଗଠିତ କମିଟିରେ ସୁପ୍ରିମକୋର୍ଟର ଜଣେ ପୂର୍ବତନ ବିଚାରପତି ଏବଂ ଜଣେ ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କୁ...

ଭାରତ-ଆମେରିକା ମିଳିତ ସମରାଭ୍ୟାସ

ନୂଆଦିଲ୍ଲୀ,୨୧।୭: ପୂର୍ବ ଲଦାଖରେ ଚାଇନାର ବିସ୍ତାରବାଦୀ ଆଭିମୁଖ୍ୟ ଓ ସେଠାରେ ଭାରତ-ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପରେ ଭାରତ ପ୍ରସ୍ତୁତିକୁ ଜୋର୍‌ଦାର କରିଛି। ଜୁଲାଇ ୨୯ରେ ବାୟୁସେନାରେ ୫ଟି ରାଫାଲ ଜେଟ୍‌ ସାମିଲ କରାଯିବ ବୋଲି ଜଣାପଡ଼ିଛି। ସେନା...

ଦେଶର ପ୍ରଥମ ଘଟଣା,ମା’ଙ୍କ ମୃତଦେହକୁ କାନ୍ଧ ଦେଇଥିବା ୫ ପୁଅଙ୍କ ଜୀବନଗଲା

ରାଞ୍ଚି,୨୧।୭: କରୋନା ଯୋଗୁ ଝାଡଖଣ୍ଡର ଏକ ପରିବାର ଛାରଖାର ହୋଇଯାଇଛି। କରୋନା ସଂକ୍ରମଣ ହୋଇ ପରିବାରର ଜଣେ ପରେ ଜଣେ ସଦସ୍ୟଙ୍କ ମୃତ୍ୟୁ ହୋଇଛି। ମା’ଙ୍କ ମୃତଦେହକୁ କାନ୍ଧ ଦେଇଥିବା ୫ ପୁଅଙ୍କ ଜୀବନଯାଇଛି। ମୃତ ମହିଳାଙ୍କ ଷଷ୍ଠ ପୁଅ...

କୋଭାକ୍ସିନର ମାନବ ପରୀକ୍ଷଣ ଆରମ୍ଭ

ନୂଆଦିଲ୍ଲୀ, ୨୧।୭: ହାଇଦ୍ରାବାଦ୍‌ସ୍ଥିତ ଭାରତ ବାୟୋଟେକ୍‌, ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର) ଏବଂ ନ୍ୟାଶନାଲ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଭାଇରୋଲୋଜି (ଏନ୍‌ଆଇଭି) ଦ୍ୱାରା ସ୍ବଦେଶୀ ଜ୍ଞାନକୌଶଳରେ କୋଭିଡ୍‌-୧୯ ପାଇଁ ପ୍ରସ୍ତୁତ କୋଭାକ୍ସିନ୍‌ ଟିକାର ସୋମବାର ମାନବ ପରୀକ୍ଷଣ(ହ୍ୟୁମାନ ଟ୍ରାଏଲ୍‌) ଆରମ୍ଭ...

ଲାଲଜୀ ଟଣ୍ଡନଙ୍କ ପରଲୋକ

ଭୋପାଳ, ୨୧।୭: ମଧ୍ୟପ୍ରଦେଶ ରାଜ୍ୟପାଳ ଲାଲଜୀ ଟଣ୍ଡନଙ୍କର ମଙ୍ଗଳବାର ଭୋର୍‌ ୫ଟା ୩୫ରେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲେ। ସେ ଜୁନ ୧୨ ଠାରୁ ଲକ୍ଷ୍ନୌସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଲିଭର ସମସ୍ୟା ସହିତ...

ପଶ୍ଚିମବଙ୍ଗରେ ପ୍ରତି ସପ୍ତାହରେ ୨ଦିନ ହେବ ପୂର୍ଣ୍ଣ ଲକ୍‌ଡାଉନ

କୋଲକାତା,୨୦।୭: କରୋନା ଭାଇରସ୍‌ ସଂକ୍ରମଣ ସାରା ଦେଶରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପଶ୍ଚିମବଙ୍ଗରେ ମହାମାରୀ କରୋନା ଭୟାବହ ରୂପ ନେବାରେ ଲାଗିଛି। ଏଭଳି ସ୍ଥିତିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ପ୍ରତି ସପ୍ତାହରେ ୨ ଦିନ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌...

ଉତ୍ତରପ୍ରଦେଶରେ କରୋନା ରୋଗୀଙ୍କୁ ମିଳିବ ହୋମ ଆଇସୋଲେଶନ ସୁବିଧା: ମାନିବାକୁ ପଡ଼ିବ ଏହି ସବୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୦।୭: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ନିର୍ଦ୍ଧିଷ୍ଟ ପ୍ରୋଟୋକଲର ସର୍ତ୍ତାବଳୀ ସହିତ କରୋନା ରୋଗୀଙ୍କୁ ହୋମ ଆଇସୋଲେଶନ୍‌ ପାଇଁ ରାଜ୍ୟ ସରକାର...

କରୋନା ଯୁଦ୍ଧରେ ଜିତି ଘରକୁ ଫେରିଥିବା ବଡ଼ ଭଉଣୀକୁ କିଛି ଏଭଳି ଢ଼ଙ୍ଗରେ ସ୍ବାଗତ ଜଣାଇଲେ ସାନ ଭଉଣୀ

ମୁମ୍ବାଇ,୨୦।୭: କରୋନା ଭାଇରସ୍‌ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ହଜାର ହଜାର ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ କେତେକଙ୍କ ମୃତ୍ୟୁ ମଧ୍ୟ ଘଟୁଛି। ଏଭଳି ସ୍ଥିତିରେ କରୋନା ଯୁଦ୍ଧରେ ଜିତିକରି ଫେରୁଥିବା ବ୍ୟକ୍ତିଙ୍କୁ ଘରର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri