ଚଳନ୍ତା ଟ୍ରେନରୁ ସ୍ତ୍ରୀକୁ ପକେଇ ହତ୍ୟା କରିଥିବା ସ୍ବାମୀ ଗିରଫ
ମୁମ୍ବାଇ,୧୩।୧: ସ୍ତ୍ରୀ ପୁନମ ଚୋହ୍ବାନଙ୍କ ହତ୍ୟା ମାମଲାରେ ସ୍ବାମୀ ଅନଓ୍ବର ଅଲି ଶେଖଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ୩୭ ବର୍ଷୀୟା ପୁନମଙ୍କୁ ଟ୍ରେନରୁ ଠେଲି ହତ୍ୟା କରିଥିବା ଶେଖଙ୍କ ବିରୋଧରେ ଅଭିଯୋଗ ଆସିଥିଲା। ଟ୍ରେନରୁ ପଡ଼ିବା ଯୋଗୁ ପୁନମଙ୍କ ମୃତ୍ୟୁ…
ଏସ୍ଏଫ୍ଜେ ଓ୍ବେବସାଇଟ୍କୁ ବ୍ଲକ କଲେ ସରକାର
ନୂଆଦିଲ୍ଲୀ,୧୩।୧: ଦିଲ୍ଲୀର ସିଙ୍ଗୁ ସୀମାରେ ଆନ୍ଦୋଳନ କରୁଥିତ୍ବା ଶିଖ ଯୁବକଙ୍କୁ ଦେଶର ୭୨ତମ ସାଧାରଣତନ୍ତ୍ର ଦିବସରେ ଇଣ୍ଡିଆ ଗେଟ୍ରେ ଖଲିସ୍ତାନ ପତାକା ଉଡାଇବାକୁ ଆହ୍ବାନ ଦେଇଥିଲା ଆତଙ୍କବାଦୀ ସଂଗଠନ ‘ଶିଖ ଫର ଜଷ୍ଟିସ୍’। ଏ ନେଇ ପୁରସ୍କାର ବାବଦକୁ ୧.୮ କୋଟି…
୮୩ ତେଜସ ବିମାନ କିଣିବ ଭାରତ
ନୂଆଦିଲ୍ଲୀ,୧୨।୧: ନିରାପତ୍ତା ସମ୍ପର୍କିତ କ୍ୟାବିନେଟ କମିଟି ବୈଠକରେ ବୁଧବାର ୪୮ ହଜାର କୋଟି ଟଙ୍କାର ତେଜସ ବିମାନ କିଣିବା ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି। ହାଲଠାରୁ ୭୩ଟି ତେଜସ ଲଢୁଆ ବିମାନ ଓ ୧୦ଟି ତେଜସ ଅଭ୍ୟାସ ବିମାନ କିଣା ଯିବ। ଘରୋଇ…
ହସ୍ପିଟାଲର ସୁରକ୍ଷା ବ୍ୟବସ୍ଥା ବଢ଼ାଇଛନ୍ତି ବିରୁଷ୍କା, ନିକଟ ସମ୍ପର୍କୀୟଙ୍କୁ ମଧ୍ୟ ମିଳୁନି ଏଣ୍ଟ୍ରି
ନୂଆଦିଲ୍ଲୀ,୧୩।୧: ଭାରତୀୟ କ୍ରିକେଟର ଦଳର ଅଧିନାୟକ ବିରାଟ କୋହଲି ଓ ଅନୁଷ୍କା ଶର୍ମା ନିକଟରେ କନ୍ୟା ସନ୍ତାନର ବାପା-ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ବ୍ୟକ୍ତିଗତ ଜୀବନକୁ ସର୍ବଦା ଗଣମାଧ୍ୟମଠାରୁ ଦୂରେଇ ରଖୁଥିବା ଏହି ଦମ୍ପତ୍ତି ଏବେ ନିଜ ପ୍ରାଇଭେସି ଲାଗି…
କୁକୁର ନେଲା କରୋନା ଟିକା
ଗୋରଖପୁର,୧୩।୧: ଆଉ ମାତ୍ର ଦୁଇ ଦିନ ପରେ କରୋନା ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ। କିନ୍ତୁ ଏହାପୂର୍ବରୁ ଉତ୍ତର ପ୍ରଦେଶର ଗୋରଖପୁର ଜିଲାର ପ୍ରାଣୀ ଚିକିତ୍ସକମାନେ ଇତିହାସ ରଚିଛନ୍ତି। ସେମାନେ ୧୦ ହଜାରରୁ ଅଧିକ ଘରୋଇ କୁକୁରଙ୍କୁ କରୋନା ଟିକା ଦେଇଛନ୍ତି।…
କେନ୍ଦ୍ର ସରକାର ନ ଦେଲେ ବି ଆମେ ମାଗଣାରେ ଦେବୁ କରୋନା ଟିକା: କେଜରିୱାଲ
ନୂଆଦିଲ୍ଲୀ,୧୩ ।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ବୁଧବାର ଏକ ବଡ ଘୋଷଣା କରିଛନ୍ତି । କରୋନା ଭାଇରସଠାରୁ ଦୂରେଇ ରହିବାକୁ ଏବେ କରୋନା ଭ୍ୟାକ୍ସିନ ଆମ ନିକଟରେ ପହଞ୍ଚିଯାଇଛି । ତେବେ ପ୍ରଥମ ପର୍ଯ୍ୟାୟରେ ଏହା କେବଳ ସ୍ୱାସ୍ଥ୍ୟକର୍ମୀ, ଡାକ୍ତର…
ସ୍ବାମୀଙ୍କ ଅନ୍ତିମ ସଂସ୍କାର କରାଇ ଦେଲେ ନାହିଁ ସ୍ତ୍ରୀ, ଚିତାରୁ ମୃତଦେହ ଉଠାଇ ନେଲା ପୋଲିସ
ମୁରାଦାବାଦ୍,୧୩।୧: ଉତ୍ତର ପ୍ରଦେଶର ମୁରାଦାବାଦ୍ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକଙ୍କ ସନ୍ଦିଗ୍ଧ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକଙ୍କ ସ୍ତ୍ରୀ ଅଭିଯୋଗ ଆଣିଛନ୍ତି ଯେ, ସମ୍ପତ୍ତି ଲୋଭରେ ସ୍ବାମୀଙ୍କୁ ତାଙ୍କ ଭାଇ ମାରିଦେଇଛନ୍ତି। ଯୁବକଙ୍କୁ ଅନ୍ତିମ ସଂସାର କରାଯାଉଥିବାବେଳେ ସ୍ତ୍ରୀ…
ଜାନୁୟାରୀ ୧୮ରୁ ରାଜଧାନୀରେ ଖୋଲିବ ସ୍କୁଲ: ଉପସ୍ଥାନ ବାଧ୍ୟତାମୂଳକ ନୁହେଁ
ନୂଆଦିଲ୍ଲୀ,୧୩।୧: ଜାନୁୟାରୀ ୧୮ଠାରୁ ରାଜଧାନୀ ଦିଲ୍ଲୀରେ ସ୍କୁଲ ଖୋଲିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ସ୍କୁଲକୁ ଅଭିଭାବକଙ୍କ ଅନୁମତି ନେଇ ଆସିପାରିବେ। ତେବେ ଉପସ୍ଥାନ ବାଧ୍ୟତାମୂଳକ ନୁହେଁ। ଛାତ୍ରୀଛାତ୍ରମାନେ ଚାହିଁଲେ…
ଜାନୁୟାରୀ ୧୬ରେ କୋ-ଓ୍ବିନ୍ ଆପ୍ର ଲୋକାର୍ପଣ କରିବେ ମୋଦି
ନୂଆଦିଲ୍ଲୀ,୧୩।୧: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ଏନେଇ ସାର୍ବଜନୀକ ପ୍ରତିଷେଧକ ଟିକାକରଣ ଜାନୁୟାରୀ ୧୬ରୁ ଆରମ୍ଭ ହେବ। ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯିବ। ଏହି ଦିନ ମୋଦି କୋ-ଓ୍ବିନ୍ ଆପ୍ର…
ଏଲ୍ଓସିରେ ୧୫୦ ମିଟର ଲମ୍ବ ସୁଡ଼ଙ୍ଗ ଠାବ
ଶ୍ରୀନଗର,୧୩।୧: ପାକିସ୍ତାନର ଏକ ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍ ହୋଇଛି। ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଏକ ସୁଡ଼ଙ୍ଗର ସନ୍ଧାନ ମିଳିଛି। ବୁଧବାର କଠୁଆ ଜିଲାର ଏଲ୍ଓସି ନିକଟବର୍ତ୍ତୀ ବୋବିଆ ଗାଁରେ ଏହି ସୁଡ଼ଙ୍ଗଠାବ ହୋଇଛି। ଏହାର ଲମ୍ବ ୧୫୦ ମିଟର…
ସେନାଧିକାରୀ ହେବା ପରିବର୍ତ୍ତେ ଜମିରେ ଚାଷ କରୁଛନ୍ତି ରୋହିତ
ପାଟଣା,୧୩।୧: ବିହାରସ୍ଥିତ ହାଜିପୁରର ରୋହିତ ସିଂ ହିମାଚଳ ପ୍ରଦେଶର ଏକ ସୈନିକ ସ୍କୁଲରେ ଅଧ୍ୟୟନ କରୁଥିଲେ। ବାପା ଚାହୁଁଥିଲେ ଯେ ସେ ଜଣେ ସେନାଧିକାରୀ ହୁଅନ୍ତୁ, କିନ୍ତୁ ରୋହିତଙ୍କ ମନରେ ଆଉ କିଛି ଥିଲା। ସେ ଚାକିରି ଖୋଜୁଥିବା ପରିବର୍ତ୍ତେ ଚାକିରି…
ଧୋନୀଙ୍କ ଫାର୍ମ ପାଇଁ ମିଳିଲାନି କଡ଼କନାଥ କୁକୁଡ଼ା
ଇନ୍ଦୋର,୧୩।୧: ଭାରତର ୧୦ଟି ରାଜ୍ୟରେ ବାର୍ଡ ଫ୍ଲୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ବାର୍ଡ ଫ୍ଲୁ ଯୋଗୁ କ୍ରିକେଟର ମହେନ୍ଦ୍ର ସିଂ ଧୋନୀଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଧୋନୀଙ୍କ କୁକୁଡ଼ା ଫାର୍ମ ପାଇଁ ଝାବୁଆର ରୁଣ୍ଡିପଡ଼ା ଗାଁରେ ଥିବା କୁକୁଡ଼ା ଫାର୍ମରୁ…
Archives


