ମୋଦିଙ୍କ ଫିଟ୍ ଇଣ୍ଡିଆ ମନ୍ତ୍ର: କଷ୍ଟକର ମନେ ହେଉଥିଲେ ବି ଫିଟ୍ ରହିବା ସହଜ
ନୂଆଦିଲ୍ଲୀ, ୨୪।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫିଟ୍ ଇଣ୍ଡିଆ ଅଭିଯାନର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଫିଟ୍ ଇଣ୍ଡିଆ ଡାଏଲଗ୍ରେ ଗୁରୁବାର ଯୋଗ ଦେଇ କହିଛନ୍ତି ଯେ, ଫିଟ୍ ରହିବା କଷ୍ଟକର ମନେ ହେଉଥିଲେ ବି ଏହା ପ୍ରକୃତ ପକ୍ଷେ ସହଜ।…
୭୦ ବର୍ଷୀୟ ବୃଦ୍ଧ ପିତାଙ୍କୁ ରାସ୍ତାରେ ଟାଣି ଟାଣି ନେଲେ ଦୁଇପୁଅ, ଭିଡିଓ ଭାଇରାଲ
ଗ୍ରେଟର ନୋଏଡା,୨୪।୯: ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଦୁଇ ପୁଅ ୭୦ ବର୍ଷୀୟ ବୃଦ୍ଧ ପିତାଙ୍କୁ ରାସ୍ତାରେ ଟାଣି ଟାଣି ନେଉଥିବା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପୋଲିସ ସୂଚନା ପାଇବା…
ଅଚାନକ ଆକ୍ରମଣ ଯୋଜନା କରୁଛି ଚାଇନା !
ନୂଆଦିଲ୍ଲୀ, ୨୪।୯: ଏଲ୍ଏସିରେ ଭାରତ ଚାଇନା ମୁହାଁମୁହିଁ ହେବାରେ ଲାଗିଛନ୍ତି। ତେବେ ଚାଇନା ୧୯୬୨ ଭଳି ଭାରତ ଉପରେ ଅଚାନକ ଆକ୍ରମଣ ଯୋଜନା କରୁଛି। ଚାଇନା ପକ୍ଷରୁ ଏଭଳି ଆଶଙ୍କା ଥିବାରୁ ଭାରତୀୟ ବାୟୁସେନା ଏବଂ ସ୍ଥଳସେନା ପକ୍ଷରୁ ପାହାଡ଼ ଉପରେ…
ଶହେ କୋଟି ଭାରତୀୟ କରୋନାରେ ଆକ୍ରାନ୍ତ ହେବା ଆଶଙ୍କା: ନୀତି ଆୟୋଗ
ନୂଆଦିଲ୍ଲୀ, ୨୪।୯: ଦେଶରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ଏବେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାରରୁ ଅଧିକ ରହୁଛି। ଏଭଳି ଧାରା ଜାରି ରହିଲେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଶହେ କୋଟି ଟପିବାର ଆଶଙ୍କା ରହିଥିବା ନୀତି…
୭ ରାଜ୍ୟରେ ୪୩ ପୋଲ: ସୀମାରେ ଶୀଘ୍ର ପହଞ୍ଚିବ ଅସ୍ତ୍ରଶସ୍ତ୍ର
ନୂଆଦିଲ୍ଲୀ, ୨୪।୯: ଏଲ୍ଏସିରେ ଏଣିକି ଭାରତୀୟ ଯବାନଙ୍କ ପାଖରେ ଶୀଘ୍ର ଆବଶ୍ୟକ ସହାୟତା ତଥା ଅସ୍ତ୍ରଶସ୍ତ୍ର ପହଞ୍ଚିପାରିବ। ଅରୁଣାଚଳଠାରୁ ଲଦାଖ ମଧ୍ୟରେ ସଡ଼କ ପଥର ବିକାଶ କାର୍ଯ୍ୟ ଅନ୍ତର୍ଗତ ୪୩ଟି ପୋଲ ନିର୍ମିତ ହୋଇଛି। ପୋଲଗୁଡ଼ିକ ସୀମାବର୍ତ୍ତୀ ରାଜ୍ୟ ଲଦାଖ, ଜମ୍ମୁ-କଶ୍ମୀର,…
ସିଆର୍ପିଏଫ୍ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ
ଶ୍ରୀନଗର, ୨୪।୯: ସିଆର୍ପିଏଫ୍ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଗୁରୁବାର ସକାଳେ କାଶ୍ମୀରର ବୁଦଗାଓଁ ଜିଲାର ଚାଦୋରା ଅଞ୍ଚଳରେ ହୋଇଥିବା ଏହି ଆତଙ୍କବାଦୀ ଆକ୍ରମଣରେ ଜଣେ ଯବାନ ଶହୀଦ୍ ହୋଇଛନ୍ତି। ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଚିକିତ୍ସା…
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ
ଶ୍ରୀନଗର, ୨୪।୯: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଗୁରୁବାର ସକାଳେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଅଓ୍ବନ୍ତିପୋରାର ତ୍ରାଲ୍ ଅଞ୍ଚଳର ମାଘମାଠାରେ କିଛି ଆତଙ୍କବାଦୀ ଲୁଚି ଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ପରେ ଏଠାରେ ସର୍ଚ୍ଚ…
ବିଦେଶୀ ଅନୁଦାନ ସଂଶୋଧନ ବିଲ୍କୁ ଅନୁମୋଦନ
ନୂଆଦିଲ୍ଲୀ,୨୪।୯: ବିଦେଶୀ ଅନୁଦାନ ନିୟନ୍ତ୍ରଣ ସଂଶୋଧନ ବିଲ୍-୨୦୨୦ ରାଜ୍ୟ ସଭାରେ ବୁଧବାର ଗୃହୀତ ହୋଇଛି। ପୂର୍ବରୁ ଏହା ଲୋକ ସଭାରେ ଗୃହୀତ ହୋଇଥିବାରୁ ଏହି ସଂଶୋଧନ ବିଲ୍ ସଂସଦର ଅନୁମୋଦନ ଲାଭ କରିଛି। ଏହି ବିଲ୍ ୨୦୧୦ ବିଦେଶୀ ଅନୁଦାନ ନିୟନ୍ତ୍ରଣ…
୩ ଶ୍ରମ ସଂସ୍କାର ବିଲ୍ ସଂସଦରେ ପାରିତ
ନୂଆଦିଲ୍ଲୀ,୨୪।୯(ପି.ଟି.): ପାର୍ଲାମେଣ୍ଟରେ ବୁଧବାର ୩ଗୋଟି ଶ୍ରମ ସଂସ୍କାର ବିଲ୍କୁ ଅନୁମୋଦନ ମିଳିଛି। ଏହି ବିଲ୍ କମ୍ପାନୀଗୁଡ଼ିକର ପ୍ରତିବନ୍ଧକକୁ ଦୂର କରିବ। ଏଥିସହ ଯେଉଁ କମ୍ପାନୀରେ ୩୦୦ ପର୍ଯ୍ୟନ୍ତ ସଂଗଠିତ ଶ୍ରମିକ କାର୍ଯ୍ୟ କରୁଥିବେ ଛଟେଇ ସମୟରେ ସରକାରଙ୍କ ଅନୁମତି ନେବାକୁ ପଡ଼ିବ…
ଓଏନଜିସି କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ସୁରତ,୨୪।୯: ଗୁଜରାଟର ସୁରତରେ ଥିବା ତୈଳ ଏବଂ ପ୍ରାକୃତିକ ଗ୍ୟାସ ନିଗମ (ଓଏନଜିସି) କାରଖାନାରେ ଅଗ୍ନିକାଣ୍ଡ ଘଟିଛି। ଗୁରୁବାର ଭୋରୁ ଏହି ନିଆଁ ଲାଗିଥିବା ଜଣାପଡିଛି। ଘଟଣାସ୍ଥଳରେ ୧୨ଟି ଦମକଳ ଗାଡି ପହଞ୍ଚି ନିଆଁକୁ ଆୟତ କରୁଛନ୍ତି। ତେବେ ଏଥିରେ ଏ…
ସ୍କୁଲରେ ସିଗାରେଟ ଟାଣୁଥିଲେ ପ୍ରିନ୍ସପାଲ: ଜଣାପଡ଼ିବା ପରେ…
ପାଟଣା, ୨୪।୯: ବିହାର ଭାଗଲପୁରର ଏକ ସରକାରୀ ବିଦ୍ୟାଳୟରେ ପ୍ରିନ୍ସପାଲଙ୍କୁ ସିଗାରେଟ ଟାଣିବା ମହଙ୍ଗା ପଡ଼ିଛି। କରୋନା ମହାମାରୀ ଯୋଗୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। କିନ୍ତୁ ଶିକ୍ଷକଙ୍କୁ ସ୍କୁଲକୁ ଯାଇ କାମ କରିବାକୁ ପଡୁଛି। ବର୍ତ୍ତମାନ ସ୍କୁଲରେ ଗରୀବ ଛାତ୍ରୀଛାତ୍ରଙ୍କୁ…
କରୋନାରେ ରେଳ ରାଷ୍ଟ୍ରମନ୍ତ୍ରୀ ସୁରେଶ ଅଙ୍ଗାଡିଙ୍କ ପରଲୋକ
ନୂଆଦିଲ୍ଲୀ, ୨୩।୯: କରୋନାରେ ପୀଡ଼ିତ ରେଳ ରାଷ୍ଟ୍ରମନ୍ତ୍ରୀ ସୁରେଶ ଅଙ୍ଗାଡିଙ୍କର ବୁଧବାର ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ଗତ ସେପ୍ଟେମ୍ବର ୧୧ରେ ସେ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ରେଳ ରାଷ୍ଟ୍ରମନ୍ତ୍ରୀ…
Archives


