ଜାତୀୟ

ସୋମବାରଠାରୁ ମହାରାଷ୍ଟ୍ରରେ ଖୋଲିବ ଧାର୍ମିକ ସ୍ଥଳ: ମାର୍ଗଦର୍ଶିକା ଜାରି

ମୁମ୍ବାଇ,୧୫।୧୧: ସୋମବାର ଠାରୁ ମହାରାଷ୍ଟ୍ରରେ ଧାର୍ମିକ ସ୍ଥଳ ଖୋଲିବ। ଏନେଇ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି।  ୬୫ ବର୍ଷ ବୟସରୁ ଅଧିକ ବୟସ୍କ ବ୍ୟକ୍ତି, ଗର୍ଭବତୀ ମହିଳା, ୧୦ ବର୍ଷରୁ କମ୍‌ ବୟସ୍କ ଛୋଟ ପିଲା…

ପିଡ଼ିପିକୁ ବଡ଼ ଝଟ୍‌କା: ଇସ୍ତଫା ଦେଲେ ସଂସ୍ଥାପକ ସଦସ୍ୟ

ଶ୍ରୀନଗର,୧୫।୧୧: ଜମ୍ମୁ-କଶ୍ମୀରରେ ପିପୁଲସ୍‌ ଡେମୋକ୍ରାଟିକ୍‌ ପାର୍ଟି(ପିଡ଼ିପି)କୁ ବଡ଼ ଝଟ୍‌କା ଲାଗିଛି। ଦଳର ସଂସ୍ଥାପକ ସଦସ୍ୟ ମୁଜାଫର ହୁସେନ୍‌ ବେଗ୍‌ ଇସ୍ତଫା ଦେଇଛନ୍ତି। ଜିଲା ବିକାଶ ପରିଷଦ ନିର୍ବାଚନ ପୂର୍ବରୁ ଏଭଳି ଘଟିବା ପିଡ଼ିପି ପାଇଁ କ୍ଷତି କାରକ ବୋଲି ଚର୍ଚ୍ଚା ହେଉଛି।…

କ୍ଷେତ୍ରୀୟ ଅଖଣ୍ଡତା-ଅନ୍ତର୍ଜାତୀୟ ଆଇନକୁ ସମ୍ମାନ ଦେବା ଆବଶ୍ୟକ: ଜୟ ଶଙ୍କର

ନୂଆଦିଲ୍ଲୀ,୧୫।୧୧: କ୍ଷେତ୍ରୀୟ ଅଖଣ୍ଡତାକୁ ସମ୍ମାନ ଦେବା ଦ୍ୱାରା ଦେଶ ଦେଶ ମଧ୍ୟରେ ଶାନ୍ତିପୂର୍ଣ୍ଣ ସ୍ଥିତି ସୃଷ୍ଟି ହୋଇପାରିବ। ସେହିପରି ଅନ୍ତର୍ଜାତୀୟ ଆଇନର ପାଳନ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ବୋଲି ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି। ୧୫ତମ ପୂର୍ବ ଏସିଆ ଶିଖର…

ପାକିସ୍ତାନକୁ ସମନ କରିବ ଭାରତ

ନୂଆଦିଲ୍ଲୀ,୧୪ା୧୧: ଏଲଓସିରେ ଅସ୍ତ୍ର ବିରତି ଉଲ୍ଲଂଘନ ପାଇଁ ପାକିସ୍ତାନକୁ ସମନ କରିବ ଭାରତ। ଶୁକ୍ରବାର ପାକିସ୍ତାନର ଆଖିବୁଜା ଗୁଳି ଚାଳନାରେ ଭାରତୀୟ ଯବାନ ଶହୀଦ ହେବା ସହିତ ସାଧାରଣ ଲୋକଙ୍କ ଜୀବନ ଯାଇଥିବାରୁ ପାକିସ୍ତାନର କୁଟନୈତିଜ୍ଞଙ୍କୁ ସମନ କରାଯିବ। ରିପୋର୍ଟ ଅନୁଯାୟୀ,…

ହସ୍ପିଟାଲରେ ଭର୍ତ୍ତି ହେଲେ ହରିୟାଣା ମୁଖ୍ୟମନ୍ତ୍ରୀ

ଶିମ୍‌ଲା,୧୪।୧୧-ନିଃଶ୍ବାସ ନେବାରେ ଅସୁବିଧା ହେବାରୁ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କୁ ଶନିବାର ଶିମ୍‌ଲାସ୍ଥିତ ଆଇଜିଏମସି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖଟ୍ଟର ବର୍ତ୍ତମାନ ହିମାଚଳ ପ୍ରଦେଶ ଗସ୍ତରେ ଅଛନ୍ତି। ସେ ଶୁକ୍ରବାର ସାରେ ହିମାଚଳ ପ୍ରଦେଶ ପହଞ୍ଚିଥିଲେ। ଆଜି ତାଙ୍କର ଫେରିବାର…

ଦୀପାବଳିରେ ଏହି ମନ୍ଦିରରେ ପ୍ରସାଦ ରୂପେ ଦିଆଯାଏ ସୁନା ଅଳଙ୍କାର, ନଗଦ ଟଙ୍କା

ଭାରତରେ ଅନେକ ମନ୍ଦିର ରହିଛି। ସେଥି ମଧ୍ୟରୁ ମଧ୍ୟପ୍ରଦେଶର ରତ୍‌ଲାମ ସହରର ମନାକରେ ଅବସ୍ଥିତ ମା’ ମହାଲକ୍ଷ୍ମୀଙ୍କ ମନ୍ଦିର ଅନ୍ୟତମ। ସାଧାରଣତଃ ପ୍ରାୟ ସବୁ ମନ୍ଦିରରେ ଭକ୍ତମାନଙ୍କୁ ମିଠା କିମ୍ବା କିଛି ଖାଦ୍ୟ ସାମଗ୍ରୀ ପ୍ରସାଦ ଭାବେ ଦିଆଯାଏ। ମାତ୍ର ମା’…

ଶୀତରେ ଥରୁଥିଲେ ଭିକାରି, ପାଖରେ ଗାଡ଼ି ଅଟକାଇଲେ ଡିଏସ୍‌ପି; ପରେ ଯାହା ଘଟିଲା ଜାଣିଲେ ଆଖିରେ ଆସିଯିବ ଲୁହ

ଏମିତି ଅନେକ ଥର ହୋଇଛି କି ରାସ୍ତାକଡ଼ରେ ଭିକ ମାଗୁଥିବା ବ୍ୟକ୍ତି ମଧ୍ୟ ଅନେକ ପାଣ୍ଡିତ୍ୟର ଅଧିକାରୀ। ଏହାର ଅନେକ ଉଦାହରଣ ମଧ୍ୟ ରହିଛି। ସେହିପରି ଏକ ଘଟଣା ମଧ୍ୟପ୍ରଦେଶର ଗ୍ବାଲିୟରରେ ଦେଖିବାକୁ ମିଳିଛି। ଯେଉଁଠାରେ ଜଣେ ଭିକାରିକୁ ଦେଖି ଗାଡ଼ି…

ଝଲସୁଛି ରାମନଗରୀ ଅଯୋଧ୍ୟା, ଗିନିଜ୍‌‌ ଓ୍ବାର୍ଲ୍ଡ ରେକର୍ଡରେ ପାଇଲା ସ୍ଥାନ

ଲକ୍ଷ୍ନୌ,୧୪ା୧୧: ଅଯୋଧ୍ୟାରେ ଦୀପାବଳି ଉତ୍ସବ ଆରମ୍ଭ ହୋଇସାରିଛି। ଆଜି ରାମନଗରୀର ସୌନ୍ଦର୍ଯ୍ୟ ଢେର୍‌ ଅଧିକ ବଢ଼ିଯାଇଛି। ଅଯୋଧ୍ୟାରେ ଶୁକ୍ରବାର ଦୀପତ୍ସୋବ ପାଳନ କରାଯାଇଥିଲା। ଏଠାରେ ପ୍ରାୟ ୬,୦୬,୫୬୯ ଦୀପ ଜଳାଯାଇଥିଲା। ଏହା ଗିନିଜ୍‌‌ ଓ୍ବାଲର୍‌ଡ ରେକର୍ଡ କରିଛି। ରାମଙ୍କ ନଗରୀରେ ରାମଙ୍କ…

ଗୁଜରାଟରେ ହୁ ହୁ ହୋଇ ଜଳୁଛି ପ୍ଲାଷ୍ଟିକ କାରଖାନା: ଦେଖନ୍ତୁ ଭିଡିଓ

ଗୁଜରାଟ,୧୪।୧୧-ଗୁଜରାଟର ଭାଲସାଡରେ ଥିବା ଏକ ପ୍ଲାଷ୍ଟିକ କାରଖାନାରେ ଶନିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ପ୍ରବଳ ନିଆଁ ଓ ଧୂଆଁରେ ସାରା ଅଞ୍ଚଳ ଆଚ୍ଛାଦିତ ହୋଇଯାଇଛି। ତେବେ କାରଖାନାରେ କିପରି ଅଗ୍ନିକାଣ୍ଡର ଘଟିଲା ତାହାର କାରଣ ଅସ୍ପଷ୍ଟ ରହିଛି । ଖବରପାଇ…

ଚାଷ କଲେ ମୁଖ୍ୟମନ୍ତ୍ରୀ: ଭିଡ଼ିଓ ଭାଇରାଲ

ବିଦିଶା,୧୪।୧୧: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ବିଦିଶାରେ ଥିବା ତାଙ୍କ ଜମିରେ ଚାଷ କରିଛନ୍ତି। ଟ୍ରାକ୍ଟରରେ ମୁଖ୍ୟମନ୍ତ୍ରୀ ଜମିରେ ଚାଷ କରୁଥିବାର ଭିଡ଼ିଓ ଏବଂ ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଶୁକ୍ରବାର ରାଜ୍ୟବାସୀଙ୍କୁ ଦୀପାବଳିର ଅଭିନନ୍ଦନ…

ମଧ୍ୟପ୍ରଦେଶ: ପିକ୍‌ଅପ୍‌ ଭ୍ୟାନ ଓଲିଟି ୧୦ ଶ୍ରମିକ ମୃତ

ଶିବପୁରୀ,୧୪।୧୧-ଦୀପାବଳି ପୂର୍ବରୁ ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶିବପୁରୀ ଜିଲାର ତେହେରୀ ମୁଖ୍ୟାଳୟ ପୋହରୀ ନିକଟରେ ଏକ ପିକ୍‌ଅପ ଭ୍ୟାନ ଓଲଟି ପଡ଼ିବାରୁ ୧୦ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୪ ଜଣ ମହିଳା ରହିଥିବାବେଳେ ୬ ଜଣ…

ରାଷ୍ଟ୍ରୀୟ କବି ମୈଥିଲିଶରଣଙ୍କ ନାତୁଣି ହେଲେ ସବୁଠାରୁ କମ୍ ବୟସର ଲେଖିକା

ନୂଆଦିଲ୍ଲୀ,୧୪ ।୧୧: ରାଷ୍ଟ୍ରକବି ମୈଥିଲିଶରଣ ଗୁପ୍ତାଙ୍କ ୭ ବର୍ଷର ନାତୁଣି ଅଭିଜିତା ଗୁପ୍ତା ଏବେ ସବୁଠାରୁ କମ୍ ବୟସର ଲେଖିକା ପାଲଟି ଯାଇଛନ୍ତି । ମାତ୍ର ୭ ବର୍ଷ ବୟସରେ ଅଭିଜିତା ପୁସ୍ତକ ରଚନା କରି ରେକର୍ଡ କରିଛନ୍ତି । ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri