ଜାତୀୟ

ଆଜି କୋଟିଆ ଶୁଣାଣି

ନୂଆଦିଲ୍ଲୀ, ୧୨।୨:କୋରାପୁଟ୍‌ ଜିଲାର କୋଟିଆ ପଞ୍ଚାୟତ ଅନ୍ତର୍ଗତ ୩ଟି ଗାଁରେ ଆନ୍ଧ୍ରପ୍ରଦେଶ ସରକାର ନିର୍ବାଚନ କରାଉଥିବାରୁ ଏହା ବିରୋଧରେ ଓଡ଼ିଶା ସରକାର ସୁପ୍ରିମକୋର୍ଟରେ ଅଦାଲତ ଅବମାନନା ନେଇ ପିଟିଶନ ଦାଏର କରିଥିଲେ। ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ୩ ଜଣିଆ…

ଗ୍ରାହକଙ୍କୁ ଠକୁଛନ୍ତି ପେଟ୍ରୋଲ ପମ୍ପ

ନୂଆଦିଲ୍ଲୀ,୧୨।୨:ଦେଶ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲ ଦର ଲଗାତର ବଢ଼ିଚାଲିଛି। ଏବେ ଇନ୍ଧନ ଦର ସର୍ବୋଚ୍ଚ ସ୍ତରରେ ରହିଛି। ଏଭଳି ସ୍ଥିତିରେ କମ୍ପଟ୍ରୋଲର ଆଣ୍ଡ୍‌ ଅଡିଟର ଜେନେରାଲ(ସିଏଜି) ଦେଶର ତୈଳ କମ୍ପାନୀଗୁଡ଼ିକର କାର୍ଯ୍ୟଧାରାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ପେଟ୍ରୋଲ ଏବଂ ଡିଜେଲର…

କୃଷ୍ଣସାର ଶିକାର ମାମଲା: ସଲମାନ ଆଶ୍ୱସ୍ତ

ନୂଆଦିଲ୍ଲୀ, ୧୧।୨: କୃଷ୍ଣସାର ଶିକାର ମାମଲାରେ ବଲିଉଡ୍‌ ଷ୍ଟାର ସଲମାନ ଖାନଙ୍କ ବିରୋଧରେ ରାଜସ୍ଥାନ ସରକାରଙ୍କ ପକ୍ଷରୁ ଦାୟର ହୋଇଥିବା ଯାଚିକାକୁ ଗୁରୁବାର ଜୋଧପୁର ଜିଲା ଓ ସେସନ୍ସ କୋର୍ଟ ଖାରଜ କରିଦେଇଛନ୍ତି। ଫଳରେ ସଲମାନଙ୍କୁ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ…

କରୋନା ଟିକାକରଣ ପରେ ଲାଗୁ ହେବ ସିଏଏ

ନୂଆଦିଲ୍ଲୀ,୧୧।୨: କରୋନା ଟିକାକରଣ ଶେଷ ହେବା ପରେ ଦେଶରେ ନାଗରିକତା ସଂଶୋଧନ ଆଇନ(ସିଏଏ) ଲାଗୁ କରାଯିବ ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଛନ୍ତି। ଗୁରୁବାର ପଶ୍ଚିମବଙ୍ଗରରେ ଏକ ରାଲିକୁ ସମ୍ବୋଧିତ କରି ଗୃହମନ୍ତ୍ରୀ ଶାହା ଏହା କହିଛନ୍ତି।…

ମହାରାଷ୍ଟ୍ର ଗଭର୍ନରଙ୍କୁ ମିଳିଲାନି ସରକାରୀ ବିମାନ

ମୁମ୍ବାଇ, ୧୧।୨- ମହାରାଷ୍ଟ୍ର ଗଭର୍ନର ଭଗତ ସିଂ କୋଶିୟାରିଙ୍କୁ ଗୁରୁବାର ସକାଳେ ମୁମ୍ବାଇ ବିମାନ ବନ୍ଦରରେ ଫ୍ଲାଇଟ୍‌ ନେବା ପାଇଁ ଦୁଇ ଘଣ୍ଟା କାଳ ଅପେକ୍ଷା କରିବାକୁ ପଡ଼ିଥିବା କିଛି ଜାତୀୟ ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ ପାଇଛି। ସରକାରୀ ବିମାନ ବ୍ୟବହାର…

‘ନିର୍ବାଚନ ପରେ ଜୟ ଶ୍ରୀ ରାମ ଜପ କରିବେ ଦିଦି’

କୋଲକାତା, ୧୧।୨- ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ (ଦିଦି) ‘ଜୟ ଶ୍ରୀ ରାମ’ ଜପ କରିବେ। ପଶ୍ଚିମବଙ୍ଗର କୁଚ ବିହାରରେ ଏକ ରାଲିକୁ ଗୁରୁବାର ସମ୍ବୋଧନ ଦେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଏଭଳି କହିଛନ୍ତି। ‘ଜୟ ଶ୍ରୀ…

ଟୁଇଟର ସହ ପ୍ରତିଦ୍ୱନ୍ଦିତା କରିବ ସ୍ବଦେଶୀ ଆପ୍‌ ‘କୁ’

ନୂଆଦିଲ୍ଲୀ,୧୧।୧: ନୂତନ କୃଷି ଆଇନ ଏବଂ କୃଷକମାନଙ୍କ ପ୍ରତିବାଦ ସଂକ୍ରାନ୍ତରେ ବିଭ୍ରାନ୍ତିକର ସୂଚନା ପୋଷ୍ଟ କରାଯାଉଥିବା ଅଭିଯୋଗ କରି ୧୧ଶହରୁ ଊର୍ଦ୍ଧ୍ୱ ଆକାଉଣ୍ଟକୁ ହଟାଇ ଦେବା ଲାଗି କେନ୍ଦ୍ର ସରକାର ଟୁଇଟରକୁ ଆଦେଶ ଦେଇଥିଲେ। ଏହାର ଜବାବରେ ଟୁଇଟର ବାକ ଅଧିକାର…

ସଙ୍ଗମରେ ବୁଡ ପକାଇଲେ ପିୟଙ୍କା

ନୂଆଦିଲ୍ଲୀ,୧୧ ।୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ଉତ୍ତର ପ୍ରଦେଶର ପ୍ରୟାଗରାଜ ଗସ୍ତ କରିଛନ୍ତି । ମୌନି ଅମାବାସ୍ୟା ଅବସରରେ ସେ ସଙ୍ଗମରେ ବୁଡ ପକାଇଛନ୍ତି । ଦିନ ପ୍ରାୟ ୨ଟା ବେଳେ ସେ ସେଠାରେ ବୁଡ ପକାଇଛନ୍ତି…

ପୀଡ଼ିତାଙ୍କୁ ବିବାହ ପାଇଁ ରାଜି ହେଲେ ବଳାତ୍କାର ଅଭିଯୁକ୍ତ: ଦଣ୍ଡମୁକ୍ତ କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୧।୨: ପୀଡ଼ିତାଙ୍କୁ ବିବାହ କରିବା ପାଇଁ ରାଜି ହେବାପରେ ଜଣେ ବଳାତ୍କାର ଅଭିଯୁକ୍ତଙ୍କ୍‌ୁ ବୁଧବାର ସୁପ୍ରିମ୍‌କୋର୍ଟ ଦଣ୍ଡମୁକ୍ତ କରିଛନ୍ତି। ତେବେ ୬ ମାସ ମଧ୍ୟରେ ପୀଡ଼ିତାଙ୍କୁ ବିବାହ କରିବାକୁ ପଡ଼ିବ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ତାଗିଦ କରିଛନ୍ତି। ପ୍ରଧାନ ବିଚାରପତି ଶରଦ…

ଜୀବନ ସଂଗ୍ରାମ ଜାରି: ଟନେଲରେ ପଶିଲା ପାଣି

ଡେରାଡୁନ୍‌,୧୧।୨: ତପୋବନ ଟନେଲରେ ୩୦ ଜଣ ପାଖାପାଖି ଶ୍ରମିକ ଅଟକି ରହିଥିବା ଅନୁମାନ କରାଯାଉଛି। ସେମାନେ ବର୍ତ୍ତମାନ ପର୍ଯ୍ୟନ୍ତ ଜୀବିତ ରହିଛନ୍ତି କି ତାହା ଅଜଣା। ଉଦ୍ଧାରକାରୀ ଦଳ ଜୀବନ ସହିତ ସଂଗ୍ରାମ କରୁଥିବା ଶ୍ରମିକଙ୍କୁ ବଞ୍ଚାଇବା ଉଦ୍ୟମ ଜାରି ରଖିଛନ୍ତି।…

ଉତ୍ତରାଖଣ୍ଡ ହିମସ୍ଖଳନ: ବଢୁଛି ମୃତକଙ୍କ ସଂଖ୍ୟା, ୨ଶହରୁ ଊର୍ଦ୍ଧ୍ୱ ଲୋକ ନିଖୋଜ

ଡେରାଡୁନ,୧୧ ।୨: ଉତ୍ତରାଖଣ୍ଡରେ ୫ ଦିନ ତଳେ ହୋଇଥିବା ହିମସ୍ଖଳନରେ ଏବେବି ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଉଦ୍ଧାରକାରୀ ଦଳଙ୍କ ଦ୍ୱାରା ଏବେ ପର୍ଯ୍ୟନ୍ତ ୩୫ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ପ୍ରାୟ ୨୦୪ ଜଣ ନିଖୋଜ ଥିବା…

ବିଏସ୍‌ଏଫ୍‌ ହାତରେ ପାକିସ୍ତାନୀ ପାରା

ଜୈସଲମେର,୧୧।୨: ରାଜସ୍ଥାନର ଜୈସଲମେର ଜିଲାରେ ଏକ ପାକିସ୍ତାନୀ ପାରା ବିଏସ୍‌ଏଫ୍‌ ହାତରେ ଧରା ପଡ଼ିଛି। ପାକିସ୍ତାନର ସୀମାବର୍ତ୍ତୀ ଅଞ୍ଚଳରେ ପାରାଟିକୁ ଏକ ଗଛ ବୁଦାରେ ବସିଥିବା ସମୟରେ ବିଏସ୍‌ଏଫ୍‌ର ୧୮-ବି ବାଟାଲିଅନ ଯବାନ ଧରିଛନ୍ତି। ପାରାଟିର ଦୁଇ ଗୋଡ଼ରେ ଟ୍ୟାଗ୍‌ ଲଗାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?