୬ ମାସ ପରେ ସୋମବାରଠାରୁ ଖୋଲିବ ପ୍ରେମର ପ୍ରତୀକ ତାଜ ମହଲ
ଆଗ୍ରା, ୨୦।୯: ସପ୍ତଦଶ ଶତାବ୍ଦୀର ପ୍ରେମର ପ୍ରତୀକ ତାଜ ମହଲ ଓ ଆଗ୍ରା କିଲ୍ଲା ୬ ମାସ ପରେ ସୋମବାରଠାରୁ ପୁଣିଥରେ ଖୋଲିବ। କରୋନା ମହାମାରୀ ଲାଗି ଏହି ଦର୍ଶନୀୟ ସ୍ଥାନଗୁଡ଼ିକୁ ବନ୍ଦ କରି ଦିଆଯାଇଥିଲା। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍ଆଇ)…
ଗୋଟିଏ ଦିନରେ ଦେଶରେ ରେକର୍ଡ ସଂଖ୍ୟକ କରୋନା ଟେଷ୍ଟ
ନୂଆଦିଲ୍ଲୀ, ୨୦।୯: ଭାରତରେ କରୋନା ଭାଇରସ୍ଜନିତ ସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି। ଏହି ପ୍ରାଣଘାତୀ ଭାଇରସ୍କୁ ବ୍ୟାପିବାରୁ ରୋକିବା ଲାଗି ସରକାର ଅଧିକରୁ ଅଧିକ କରୋନା ଟେଷ୍ଟ କରାଉଛନ୍ତି। ଇତ୍ୟବସରେ ଦେଶରେ ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ଲୋକଙ୍କ…
ଭାରତକୁ ବଡ ସଫଳତା: ଚାଇନା ସୀମାରେ ୬ ପାହାଡକୁ କଲା ଦଖଲ
ନୂଆଦିଲ୍ଲୀ, ୨୦।୯: ପୂର୍ବ ଲଦାଖର ଚାଇନା ସୀମାରେ ଭାରତୀୟ ସେନା ବଡ ସଫଳତା ହାସଲ କରିଛି। ଗତ ୨୦ ଦିନ ମଧ୍ୟରେ ଭାରତୀୟ ସେନା ଚାଇନା ସୀମାରେ ୬ଟି ପାହାଡ ଦଖଲ କରି ପିପୁଲ୍ସ ଲିବରେସନ ଆର୍ମିର ଯୋଜନାକୁ ପଣ୍ଡ କରି…
ଲୋକଙ୍କୁ ଡରାଉଛନ୍ତି କେଜରିଓ୍ବାଲ୍ ସରକାର: ଭାଜପା
ନୂଆଦିଲ୍ଲୀ,୨୦।୯: କରୋନା ସଂକ୍ରମଣକୁ ରୋକିବାରେ ବିଫଳ ହୋଇଥିବା କେଜରିଓ୍ବାଲ୍ ସରକାର ଲୋକଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ଆଦେଶ ଗୁପ୍ତା ଅଭିଯୋଗ କରିଛନ୍ତି। ଦିଲ୍ଲୀରେ କରୋନାର ଗୋଷ୍ଠୀ ସଂକ୍ରମଣ ହେବାର ଆଶଙ୍କା କରିଥିଲେଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ…
ରାଜ୍ୟ ସଭା ଉପାଧ୍ୟକ୍ଷଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ଆଣିଲେ ବିରୋଧୀ
ନୂଆଦିଲ୍ଲୀ,୨୦।୯: ରାଜ୍ୟ ସଭାରେ ଉତ୍ତେଜନା ମଧ୍ୟରେ ରବିବାର ଦୁଇଟି କୃଷି ବିଲ ପାରିତ ହୋଇଛି। ଏହାକୁ ବିରୋଧ କରି ବିରୋଧୀ ଏମ୍ପିମାନେ ରାଜ୍ୟ ସଭାର ଉପାଧ୍ୟକ୍ଷ ହରିବଂଶ ନାରାୟଣଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ଆଗତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସଭା…
କରୋନାକୁ ହରାଇଲେ ମହାରାଷ୍ଟ୍ରର ଶତାୟୁ ମହିଳା
ନୂଆଦିଲ୍ଲୀ,୨୦।୯-ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏପରିସ୍ଥିତିରେ ମହାରାଷ୍ଟ୍ରର ଜଣେ ୧୦୬ ବର୍ଷୀୟ ବୃଦ୍ଧା କରୋନା ଲଢ଼େଇରେ ବିଜୟୀ ହୋଇଛନ୍ତି। ସେ ହେଲେ ଆନନ୍ଦିବାଇ ପାଟିଲ। ମହାମାରୀ କରୋନାକୁ ହରାଇବା ପରେ ଆନନ୍ଦିବାଇ ହସ ହସ ମୁହଁରେ…
କୃଷି ବିଧେୟକକୁ ସାରା ଦେଶରେ ବିରୋଧ
ମୋହାଲି/ପଟିଆଲା,୨୦ ।୯:କୃଷି ବିଧେୟକକୁ ନେଇ ଜୋର ଧରିଲାଣି ବିରୋଧ ପ୍ରଦର୍ଶନ । ପଞାବରେ କୃଷକଙ୍କ ପ୍ରଦର୍ଶନ ସବୁଠାରୁ ଅଧିକ ଦେଖିବାକୁ ମିଳିଛି । ସେଠାରେ ବିରୋଧୀ ହୁଅନ୍ତୁ ଅବା ସପକ୍ଷବାଦୀ କେବଳ ଭାରତୀୟ ଜନତା ପାର୍ଟି(ଭାଜପା)କୁ ବାଦ୍ ଦେଲେ ଅନ୍ୟ ସମସ୍ତ…
ଅନ୍ନଦାତାଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୨୦ ।୯: ପାର୍ଲାମେଣ୍ଟରେ ରବିବାର କୃଷି ସହ ଜଡିତ ୩ ବିଧେୟକ ଉପରେ ଅନ୍ତିମ ମୋହର ଲାଗିଯାଇଛି । ବିପକ୍ଷଙ୍କ ବିରୋଧ ସତ୍ତ୍ୱେ ରାଜ୍ୟ ସଭାରେ କୃଷି ବିଲ୍ ପାସ ହୋଇ ଯାଇଛି । ଆଉ ଏହାପରେ ସାରା ଦେଶରେ ଏହାକୁ…
କରୋନା ଯୁଦ୍ଧରେ ଜିତିବା ପରେ କାର୍ଯ୍ୟରେ ଯୋଗଦେବେ ଶାହା
ନୂଆଦିଲ୍ଲୀ,୨୦ ।୯: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କରୋନା ଯୁଦ୍ଧରେ ବିଜୟି ହେବା ପରେ ରବିବାର ପାର୍ଲାମେଣ୍ଟରେ ପହଞ୍ଚିବେ ବୋଲି ଜଣାପଡିଛି । ସେ ପ୍ରଥରେ ଲୋକ ସଭାରେ ଯୋଗ ଦେବେ । ଏହାପରେ ସେ କିଛି ମହତ୍ୱପୂର୍ଣ୍ଣ ବିଧେୟକ ଉପସ୍ଥାପନ କରିବେ…
ଭାରତରେ ଇଣ୍ଟରନେଟ୍ ବ୍ୟବହାରକାରୀଙ୍କ ସଂଖ୍ୟା ୭୪ କୋଟି ଟପିଲା
ନୂଆଦିଲ୍ଲୀ, ୨୦।୯: ଦେଶରେ ଇଣ୍ଟରନେଟ୍ ବ୍ୟବହାରକାରୀଙ୍କ ସଂଖ୍ୟା ୭୪ କୋଟି ୩୦ ଲକ୍ଷରୁ ଅଧିକରେ ପହଞ୍ଚିଛି। ୨୦୨୦ ମାର୍ଚ୍ଚ ଶେଷ ସୁଦ୍ଧା ଏଭଳି ହୋଇଥିବା ଟ୍ରାଇ ପକ୍ଷରୁ ପ୍ରକାଶିତ ହୋଇଥିବା ତ୍ରୟମାସିକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସେଥିମଧ୍ୟରେ ଓ୍ବେରଲେସ୍ ଇଣ୍ଟରନେଟ୍ ବ୍ୟବହାରକାରୀଙ୍କ…
ଭାରତୀୟ ଯବାନଙ୍କ କବ୍ଜାରେ ଏଲ୍ଏସିର ୬ ଅଞ୍ଚଳ
ଲେହ, ୨୦।୯: ପୂର୍ବ ଲଦାଖରେ ଭାରତୀୟ ଯବାନ ଏବଂ ଚାଇନା ସୈନ୍ୟ ବାହିନୀ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଭାରତୀୟ ଯବାନ ପୋଙ୍ଗାଙ୍ଗ୍ ହ୍ରଦ ନିକଟରେ ଥିବା ୬ଟି ଅଞ୍ଚଳ ଉପରେ ନିଜର କବ୍ଜା ସାବ୍ୟସ୍ତ କରିଛନ୍ତି। ଅଗଷ୍ଟ ୨୯ରୁ…
ଅନୁରାଗ କଶ୍ୟପଙ୍କ ଉପରେ ଯୌନ ଉତ୍ପିଡନ ଅଭିଯୋଗ ଆଣିଲେ ପାୟଲ
ମୁମ୍ବାଇ,୨୦ ।୯: ବଲିଉଡ୍ରେ ବିବାଦ ଯେମିତି ଥମିବାର ନାଁ ନେଉନି । ଶନିବାର ନବାଗତା ନାୟିକା ପାୟଲ ଘୋଷ ଚର୍ଚ୍ଚିତ ସେଲିବ୍ରିଟି ଅନୁରାଗ କଶ୍ୟପଙ୍କ ଉପରେ ଯୌନ ଉତ୍ପିଡନର ଅଭିଯୋଗ ଆଣି ଚର୍ଚ୍ଚାକୁ ଆସିଛନ୍ତି । ସେ ଟୁଇଟରରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ…
Archives


