ଜାତୀୟ

ଯବାନଙ୍କ ପାଇଁ ଗୀତ ଗାଇଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୯।୨: କେନ୍ଦ୍ର କ୍ରୀଡା ଏବଂ ଯୁବ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ସୋସିଆଲ ମିଡିଆରେ ସକ୍ରିୟ ଅଛନ୍ତି। ନିକଟରେ ସେ ଭାରତୀୟ ଯବାନଙ୍କ ପାଇଁ ଗୀତ ଗାଇ ଚର୍ଚ୍ଚାକୁ ଆସିଛନ୍ତି। ଏହାର ଏକ ଭିଡିଓ ସେ ନିଜ ଟୁଇଟର୍‌ରେ ଶେୟାର କରିଥିଲେ।…

କାନ୍ଥରୁ ଶୁଭୁଛି ଭୟଙ୍କର ଶବ୍ଦ: ପୋଲିସ ଟିମ୍‌ ବି ଅସଫଳ

ଲକ୍ଷ୍ନୌ,୯।୨: ଉତ୍ତରପ୍ରଦେଶର ଲକ୍ଷ୍ନୌସ୍ଥିତ ଅଲୀଗଞ୍ଜ ଅଞ୍ଚଳରେ ଜଣେ ଲୋକଙ୍କ ଘର କାନ୍ଥରୁ ଭୟଙ୍କର ଶବ୍ଦ ଶୁଭୁଛି। ଏନେଇ ଘର ଲୋକେ ଭୟଭୀତ ହୋଇ ପୋଲିସର ସହାୟତା ଲୋଡ଼ିଛନ୍ତି। ତେବେ ପୋଲିସ ଟିମ୍‌ ମଧ୍ୟ ଏହାର ସମାଧାନ କରି ପାରିନାହିଁ। ଗତ ୨…

ନୀତିଶଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ୧୭ ମନ୍ତ୍ରୀ ନେଲେ ଶପଥ

ପାଟନା,୯।୨: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇଛି। ମଙ୍ଗଳବାର ୧୭ ଜଣ ମନ୍ତ୍ରୀ ନୀତିଶଙ୍କ କ୍ୟାବିନେଟ୍‌ରେ ସାମିଲ ହୋଇଛନ୍ତି। ସେଥିମଧ୍ୟରେ ଭାଜପାର ୯ ଜଣ ମନ୍ତ୍ରୀ ହୋଇଛନ୍ତି। ଅପରପକ୍ଷରେ ଜେଡ଼ିୟୁର ୮ ଜଣ ମନ୍ତ୍ରୀଭାବେ ରାଜଭବନର ରାଜେନ୍ଦ୍ର ମଣ୍ଡପରେ…

ଉତ୍ତରାଖଣ୍ଡ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିକୁ ୧୧ କୋଟି ଟଙ୍କା ଦାନ କଲେ ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୯ ।୨: ଉତ୍ତରାଖଣ୍ଡ ଚାମୋଲିରେ ହିମସ୍ଖଳନ ପରେ ସୃଷ୍ଟି ହୋଇଥିବା ପ୍ରାକୃତିକ ବିପର୍ଯ୍ୟୟ ପରେ ଏବେ ସମ୍ପୂର୍ଣ୍ଣ ନଜର ରହିଛି ଉଦ୍ଧାର କାର୍ଯ୍ୟ ଉପରେ । ସବୁଠାରୁ ଅଧିକ ଅସୁବିଧା ତପୋବନ ଟନେଲ ନିକଟରେ ଦେଖା ଦେଇଛି । କାରଣ ଏଠାରେ…

ମୋଦିଙ୍କ ଲୁହ-ରାମଦାସଙ୍କ କବିତା ଦେଲା ବାଡ଼ ଡ଼େଇଁବାର ସଙ୍କେତ

ନୂଆଦିଲ୍ଲୀ,୯।୨: ରାଜ୍ୟ ସଭାର ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ୍‌ଙ୍କ କାର୍ଯ୍ୟକାଳ ଫେବୃୟାରୀ ୧୫ରେ ଶେଷ ହେଉଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ସଭିଏଁ ଗୁଲାମ ନବୀଙ୍କୁ ତାଙ୍କର କାର୍ଯ୍ୟ ପାଇଁ ପ୍ରଶଂସା କରିଛନ୍ତିି। ସୋମବାର ମୋଦି…

ତପୋବନ ସୁଡ଼ଙ୍ଗ ଖୋଲିବାରେ ଉଦ୍ଧାରକାରୀ ଦଳ ଅସଫଳ: ଅନ୍ୟ ରାସ୍ତାର ସନ୍ଧାନ ଜାରି

ଡେରାଡୁନ୍‌,୯।୨: ଉତ୍ତରାଖଣ୍ଡ ଚାମୋଲିରେ ଘଟିଥିବା ହିମସ୍ଖଳନ ବିତ୍ପାତ ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଛି। ଉଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିିରେ ଜାରି ରହିଛି। ତେବେ ତପୋବନ ଟନେଲରେ ଅଟକିଥିବା ଲୋକଙ୍କ ପାଖରେ ପହଞ୍ଚିବାରେ ଉଦ୍ଧାରକାରୀ ଦଳ ଅସଫଳ ହୋଇଛନ୍ତି। ଏଠାରେ ମାଟି କାଦୁଅ ଏବଂ…

ରବି ଶଙ୍କରଙ୍କୁ ବିଶ୍ୱ ନାଗରିକତା ରାଜଦୂତ ସମ୍ମାନ

ନୂଆଦିଲ୍ଲୀ,୯।୨: ଆଧ୍ୟାତ୍ମିକ ଗୁରୁ ରବିଶଙ୍କରଙ୍କୁ ଆମେରିକାର ଏକ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ବିଶ୍ୱ ନାଗରିକତା ରାଜଦୂତ ସମ୍ମାନରେ ସମ୍ମାନୀତ କରାଯାଇଛି। ବିଶ୍ୱବାସୀଙ୍କ ପାଇଁ ରବିଶଙ୍କରଙ୍କ ଉଲ୍ଲେଖନୀୟ କାର୍ଯ୍ୟ ଲାଗି ଏହି ସମ୍ମାନ ପ୍ରଦାନ କରାଯାଇଥିବା ପ୍ରକାଶିତ ଏକ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।…

ପଚା ପରିବାରୁ ଉତ୍ପନ୍ନ ହେଉଛି ବିଜୁଳି

ହାଇଦ୍ରାବାଦ,୯ ।୨: ପଚିଯାଇଥିବା ପନିପରିବାକୁ ସାଧାରଣତଃ ଆମେ ଫିଙ୍ଗି ଦେଇଥାଉ କି ଗଛମୂଳେ ଦେଇ ଦେଇଥାଉ । ହେଲେ ହାଇଦ୍ରାବାଦରେ ଏମିତି ଏକ ପରିବା ମଣ୍ଡି ରହିଛି ଯେଉଁଠି ପଚି ଯାଇଥିବା ପରିବାରୁ ବିଜୁଳି ଶକ୍ତି ଉତ୍ପାଦନ କରାଯାଉଛି । ପ୍ରତିଦିନ…

ରାଜ୍ୟ ସଭାରୁ ବିଦାୟ ନେଲେ ଗୁଲାମ ନବି ଆଜାଦ: ଭାବୁକ ହେଲେ ମୋଦି

ନୂଆଦିଲ୍ଲୀ,୯ ।୨: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବି ଆଜାଦ ମଙ୍ଗଳବାର ରାଜ୍ୟ ସଭାରୁ ବିଦାୟ ନେଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ତାଙ୍କ ସମ୍ପର୍କରେ କିଛି କହୁ କହୁ କାନ୍ଦି ପକାଇଥିବା ଦେଖାଯାଇଛି । ମୋଦି ଯେତେବେଳେ ଗୁଜରାଟର ମୁଖ୍ୟମନ୍ତ୍ରୀ…

ଆଫଗାନିସ୍ତାନ ରାଷ୍ଟ୍ରପତିଙ୍କ ସହ କଥା ହେବେ ମୋଦି

ନୂଆଦିଲ୍ଲୀ,୯ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଆଫଗାନିସ୍ତାନ ରାଷ୍ଟ୍ରପତି ଅଶରଫ ଘନିଙ୍କ ସହ ଶେହତୁତ ଡ୍ୟାମକୁ ନେଇ ହେବାକୁ ଥିବା ଚୁକ୍ତିକୁ ନେଇ ଆଲୋଚନା କରିବେ ବୋଲି ସୂଚନା ମିଳିଛି । ଏହି ଡ୍ୟାମରୁ କାବୁଲର ୨୦ ଲକ୍ଷ ଲୋକଙ୍କୁ…

ସୂଚନା ପ୍ରସାରଣ ମନ୍ତ୍ରୀଙ୍କ ସହିତ ଆଲୋଚନା ପାଇଁ ଟୁଇଟର ଆଗ୍ରହୀ

ନୂଆଦିଲ୍ଲୀ,୯।୨: ଜାନୁୟାରୀ ୨୬ରେ ଟାକ୍ଟର ରାଲି ସମୟରେ ଘଟିଥିବା ହିଂସାକୁ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପାକିସ୍ତାନ ଏବଂ ଖଲିସ୍ତାନ ସହିତ ସମ୍ପର୍କିତ ୧୧୭୮ ଆକାଉଣ୍ଟ୍‌ ହଟାଇବା ପାଇଁ ଟୂଇଟର୍‌କୁ କୁହାଯାଇଥିଲା। ଏହାକୁ ନେଇ ଟୁଇଟର ନିଜର ପ୍ରତିକ୍ରିୟା ରଖିଛି। କମ୍ପାନୀ…

ପଞ୍ଜାବୀ ଅଭିନେତା ଦୀପ ସିଦ୍ଧୁ ଗିରଫ

ନୂଆଦିଲ୍ଲୀ,୯ ।୨: ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀର ଲାଲକିଲାରେ ହୋଇଥିବା ବ୍ୟାପକ ହିଂସା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଦୀପ ସିଦ୍ଧୁଙ୍କୁ ଗିରଫ କରିଛି । ଦିଲ୍ଲୀ ପୋଳିସର ସ୍ପେଶାଲ ସେଲ ତାଙ୍କୁ ଗିରଫ କରିଥିବା ସୂଚନା ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?