ଜାତୀୟ

ରାହୁଲଙ୍କ ନିଦ ହଜାଇଲାଣି ପାଇଲଟଙ୍କ ‘ଟାଇମ୍‌ ବମ୍‌’

ନୂଆଦିଲ୍ଲୀ,୧୪।୭: ରାଜସ୍ଥାନ ରାଜନୀତି ବେଳକୁ ବେଳ ନୂଆ ମୋଡ ନେଉଛି। ପ୍ରାୟ ଗୋଟିଏ ଦିନ ହେବ କଂଗ୍ରେସର ବଡ଼ ବଡ଼ ନେତା ରାଜସ୍ଥାନ ଉପ ମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କୁ ବୁଝାଇ ଚାଲିଥିବା ବେଳେ ଫଳ କିନ୍ତୁ କିଛି ବାହାରୁ ନାହିଁ।...

୪ବର୍ଷ ପୁରୁଣା ୫୦୦-୧୦୦୦ ଟଙ୍କିଆ ନୋଟ୍‌ ନେଇ ବ୍ୟାଙ୍କରେ ପହଞ୍ଚିଲେ ଦମ୍ପତି, ସତ୍ୟତା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଚେନ୍ନାଇ,୧୪।୭: ତାମିଲନାଡୁର ଇରୋଡ ଜିଲାରେ ଅଗରବତୀ ବିକ୍ରୟ କରୁଥିବା ଦୃଷ୍ଟିହୀନ ସ୍ତ୍ରୀ-ସ୍ବାମୀ ୪ ବର୍ଷ ପୂର୍ବେ କଷ୍ଟ ଉପାର୍ଜିତରେ ସଞ୍ଚୟ କରିଥିବା ୨୪,୦୦୦ ଟଙ୍କା ମୂଲ୍ୟହୀନ ହୋଇଯାଇଛି। ଏହି ଘଟଣା ଜାଣିବା ପରେ ଜିଲାପାଳ ସି କାଥିରାଭାନ ବ୍ୟକ୍ତିଗତ ପାଣ୍ଠିରୁ...

୯ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଭାରତରେ ସ୍ଥିତି ଅଣାୟତ୍ତ ହେବା ଆଶଙ୍କା

ନୂଆଦିଲ୍ଲୀ, ୧୪।୭: ଭାରତରେ କରୋନା ଧୀରେଧୀରେ ଅଣାୟତ୍ତ ହେଉଥିବା ଆଶଙ୍କା କରାଯାଉଛି। ଇତିମଧ୍ୟରେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬ ହଜାର ୭୫୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୮ ହଜାର ୪୯୮ ଜଣ ନୂଆ ଆକ୍ରାନ୍ତଙ୍କୁ...

ଅଟୋବାଲା ଖୋଲିଲେ ଗ୍ୟାଙ୍ଗ୍‌ଷ୍ଟାର ବିକାଶ ଦୁବେଙ୍କ ନୂଆ ରାଜ୍‌

ଉଜୈନ,୧୪।୭: ଗତ ଶୁକ୍ରବାର ଦିନ କାନପୁରରେ ପୋଲିସର ଏନକାଉଣ୍ଟରରେ ନିହତ ହୋଇଥିବା ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଉଜୈନରେ ଦୁଇ ତିନି ଦିନ ରହିବାକୁ ଯୋଜନା ପ୍ରସ୍ତୁତ କରିଥିଲେ। ବିକାଶଙ୍କୁ ଉଜୈନର ମହାକାଳ ମନ୍ଦିରକୁ ନେଇ ଯାଇଥିବା ଅଟୋ ଡ୍ରାଇଭର ବଣ୍ଟି...

୬୦୦ରୁ ୬୦୦ ନମ୍ବର ଆଣି ଇତିହାସ ରଚିଲେ ଦିବ୍ୟାଂଶୀ, ଏହି ବିଷୟରେ କ୍ୟାରିୟର୍‌ ଗଢିବାକୁ ଚାହୁଁଛନ୍ତି

ଲକ୍ଷ୍ନୌ,୧୪।୭: ସିବିଏସଇ ବୋର୍ଡ ଦ୍ୱାଦଶ ପରୀକ୍ଷାରେ ୬୦୦ରୁ ୬୦୦ନମ୍ବର ଆଣି ଇତିହାସ ସୃଷ୍ଟି କରିଛନ୍ତି ଲକ୍ଷ୍ନୌର ଦିବ୍ୟାଂଶୀ। ୧୭ ବର୍ଷୀୟ ଏହି ଛାତ୍ରୀ ଇଂରାଜୀ, ସଂସ୍କୃତ, ଇତିହାସ, ଅର୍ଥନୀତି ଏବଂ ଇନସ୍ୟୁରାନ୍ସ ପରୀକ୍ଷାରେ ୧୦୦ରୁ ୧୦୦ ନମ୍ବର ଆଣିଛନ୍ତି। କୋଭିଡ...

ଜାମିନ ପାଇଁ ହାଇକୋର୍ଟ ଗଲେ ବାର୍‌ବରା ରାଓ

ମୁମ୍ବାଇ,୧୪ା୭: ଏଲ୍‌ଗାର ପରିଷଦ ମାମଲାରେ ଟାଲୋଜା ଜେଲ୍‌ରେ ବିଚାରାଧୀନ ବନ୍ଦୀ ଥିବା କବି ତଥା ସାମାଜିକ କର୍ମୀ ବାର୍‌ବରା ରାଓ ଅନ୍ତରୀଣ ଜାମିନ ପାଇଁ ସୋମବାର ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ମାଓବାଦୀ କାର୍ଯ୍ୟକଳାପରେ ସମ୍ପୃକ୍ତ ଥିବା ଅଭିଯୋଗରେ...

କରୋନାରେ କଂଗ୍ରେସ ନେତାଙ୍କ ମୃତ୍ୟୁ

ହାଇଦ୍ରାବାଦ,୧୪।୭: ତେଲଙ୍ଗାନାରେ କଂଗ୍ରେସ ନେତା ତଥା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଜି. ନରେନ୍ଦ୍ର ଯାଦବ କରୋନାରେ ପ୍ରାଣ ହରାଇଛନ୍ତି। ସେ ହାଇଦ୍ରାବାଦସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଲକ୍‌ଡାଉନ୍‌ ସମୟରେ ସେ ବହୁ ଗରିବ ପରିବାରକୁ ସହାୟତା...

ଗେହଲଟଙ୍କୁ ବିଧାୟକଙ୍କ ସମର୍ଥନ

ଜୟପୁର,୧୪ା୭(ପି.ଟି./ଆଇଏଏନ୍‌ଏସ୍‌): ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ମଧ୍ୟରେ କ୍ଷମତା ଲଢ଼େଇ ଚାଲିଥିବାବେଳେ ସୋମବାର ଅନୁଷ୍ଠିତ କଂଗ୍ରେସ ବିଧାୟକ ଦଳ ବୈଠକରେ ଗେହଲଟ ସରକାରଙ୍କୁ ସମର୍ଥନ ଜଣାଇ ଏକ ପ୍ରସ୍ତାବ ଗୃହୀତ ହୋଇଛି। ଦଳ ବିରୋଧୀ...

ଟ୍ରାକ୍ଟର ଚଳାଇ କରୋନା ଆକ୍ରାନ୍ତ ଶବକୁ ଅନ୍ତିମ ସଂସ୍କାର ପାଇଁ ନେଲେ ଡାକ୍ତର

ହାଇଦ୍ରାବାଦ, ୧୩।୭- ମହାମାରୀ କରୋନା ଭାଇରସ୍‌ସ୍ଥିତି ଭାରତରେ ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଏଭଳି ଏକ ସମୟରେ ତେଲଙ୍ଗାନାର ଜଣେ ଡାକ୍ତର କରୋନାରେ ମୃତ୍ୟୁବରଣ...

ମାସ୍କ ନ ପିନ୍ଧିଲେ କରୋନା ଯୋଦ୍ଧାଙ୍କ ଭଳି ସେବା କରିବେ: ଯମରାଜ

ଭୋପାଳ,୧୩।୭: ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ରବିବାର ୧୦୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହା ଏପର୍ଯ୍ୟନ୍ତର ସବୁଠାରୁ ବଡ ରେକର୍ଡ। ସହରରେ ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮୨୩ରେ ପହଞ୍ଚିଛି। ପ୍ରତିଦିନ ଶହ ଶହ ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଥିବା...

ପଠାନକୋଟ ଗସ୍ତରେ ସେନା ମୁଖ୍ୟ

ଶ୍ରୀନଗର,୧୩।୭: ସେନା ମୁଖ୍ୟ ଜେନେରାଲ ଏମ୍‌.ଏମ୍‌ ନରଓ୍ବଣେ ସୋମବାର ଜମ୍ମୁ-ପଠାନକୋଟ ଅଞ୍ଚଳ ଗସ୍ତ କରିଛନ୍ତି। ପଠାନକୋଟରେ ପହଞ୍ଚିବା ପରେ ନରଓ୍ବଣେ ରାଇଜିଂ ଷ୍ଟାର କୋର୍ପ୍ସର ଆଗୁଆ ଅଞ୍ଚଳରେ ମୁତୟନ ହୋଇଥିବା ସୈନ୍ୟ, ସୁରକ୍ଷା ବ୍ୟବସ୍ଥା ଓ ଅପରେଶନ ପ୍ରସ୍ତୁତିକୁ ନେଇ...

ରାଜସ୍ଥାନ-ମଧ୍ୟପ୍ରଦେଶରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ପାଇଁ ରାହୁଲ ଦାୟୀ: ଉମା ଭାରତୀ

ନୂଆଦିଲ୍ଲୀ,୧୩।୭: ରାଜସ୍ଥାନ ଓ ମଧ୍ୟପ୍ରଦେଶରେ ଘଟୁଥିବା ରାଜନୈତିକ ଘଟଣା ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦାୟୀ। କିଛି ଏଭଳି ଟିପ୍ପଣୀ ଦେଇଛନ୍ତି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତ୍ରୀ ଉମା ଭାରତୀ। ସେ କହିଛନ୍ତି, ରାଜସ୍ଥାନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri