ଜାତୀୟ

ବିକାଶ ଦୁବେଙ୍କ ଅପରାଧ ଦୁନିଆ ଛାଡ଼ିବାକୁ ଚାହୁଁଥିଲେ ଅମର, ଜାଣନ୍ତୁ ଏହାର କାରଣ

ଲକ୍ଷ୍ନୌ,୧୨ା୭: ଉତ୍ତରପ୍ରଦେଶର କାନପୁର ଏନ୍‌କାଉଣ୍ଟରର ମୁଖ୍ୟ ଅଭିଯୁକ୍ତ ବିକାଶ ଦୁବେଙ୍କ ଡାହାଣ ହାତ ଥିଲେ ସାର୍ପ ସୁଟର ଅମର ଦୁବେ। ବର୍ତ୍ତମାନ ଦୁହିଁଙ୍କ ମୃତ୍ୟୁ ପରେ ନୂଆ ନୂଆ କଥା ଜାଣିବାକୁ ମିଳୁଛି। ଯେଉଁଦିନ ଅମରଙ୍କୁ ଏନ୍‌କାଉଣ୍ଟରରେ ହତ୍ୟା କରାଯାଇଥିଲା,...

୧୫-୩୦ ଦିନ ମଧ୍ୟରେ ଦୁଇଗୁଣା ହେବ ସଂକ୍ରମଣ: ସ୍ବାସ୍ଥ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୨।୭: ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଆସନ୍ତା ୧୫-୩୦ ଦିନ ମଧ୍ୟରେ କର୍ନାଟକରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଗୁଣା ବୃଦ୍ଧି ପାଇପାରେ ବୋଲି କହିଛନ୍ତି କର୍ନାଟକ ସ୍ବାସ୍ଥ୍ୟମନ୍ତ୍ରୀ ବି. ଶ୍ରୀରାମୁଲୁ। ସେ କହିଛନ୍ତି...

ପାଇଲଟ ସାଜିବାକୁ ସଚିନଙ୍କ ଇଛା: ବହୁମତ ପାଇଁ ଆବଶ୍ୟକ ୧୦୧ ସଦସ୍ୟ

ଜୟପୁର, ୧୨।୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ସରକାରଙ୍କ ଉପରେ ସଙ୍କଟ ମାଡ଼ିଆସୁଛି। ସଚିନ ପାଇଲଟ ଏବେ ରାଜ୍ୟର ପାଇଲଟ ସାଜିବାକୁ ଇଛା କରିଛନ୍ତି। ତେବେ ଶାସନ ଡୋର ଧରିବା ଲାଗି ୧୦୧ ଜଣ ସଦସ୍ୟଙ୍କ ବହୁମତର ଆବଶ୍ୟକତା ରହିଛି।...

ଐଶ୍ୱର୍ଯ୍ୟା, ଝିଅ ଆରାଧ୍ୟାଙ୍କ ରିପୋର୍ଟ ଆସିଲା ପଜିଟିଭ

ମୁମ୍ବାଇ,୧୨।୭: ବଲିଉଡ୍‌ ନାୟିକା ତଥା ଅମିତାଭ ବଚ୍ଚନଙ୍କ ବୋହୂ ଐଶ୍ୱର୍ଯ୍ୟା ରାୟ ବଚ୍ଚନ କରୋନାରେ ପୀଡ଼ିତ ଥିବା ସୂଚନା ମିଳିଛି। କେବଳ ସେ ନୁହେଁ ତାଙ୍କ ଝିଅ ଆରାଧ୍ୟାଙ୍କ ରିପୋର୍ଟ ମଧ୍ୟ ପଜିଟିଭ ଆସିଛି। ରବିବାର ସକାଳେ ମୁମ୍ବାଇ ମେୟର...

ଆଧାର କାର୍ଡ ଦେଖାଇଲେ ମିଳିବ କରୋନା ଔଷଧ ‘ରେମଡେସିଭିର୍‌’

ମୁମ୍ବାଇ, ୧୨।୭: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଥମିବାର ନା ଧରୁନି। କରୋନା ମହାମାରୀ ସମୟରେ ରାଜ୍ୟରେ ମାସ୍କ, ସାନିଟାଇଜର ଏବଂ କରୋନା ଔଷଧ ‘ରେମଡେସିଭିର୍‌’ର କଳାବଜାରି ବଢ଼ିଚାଲିଛି। ଏହାକୁ ରୋକିବା ପାଇଁ ରାଜ୍ୟ ସରକାର ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି।...

ସପ୍ତାହରେ ୫ ଦିନ ଖୋଲିବ ସରକାରୀ କାର୍ଯ୍ୟାଳୟ

ଲକ୍ଷ୍ନୌ, ୧୨।୭: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ଏଣିକି ରାଜ୍ୟରେ ସପ୍ତାହ ୫ ଦିନ ସମସ୍ତ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ଖୋଲା...

ବେପରୁଆ ଭାବେ କରୋନା ରୋଗୀଙ୍କ ମୃତଦେହକୁ ଅଟୋରିକ୍ସାରେ ବୁହାଗଲା

ନିଜାମାବାଦ,୧୨।୭: ଦେଶରେ ବେଳକୁ ବେଳ କରୋନା ସଂକ୍ରମଣ ବଢି ବଢି ଚାଲିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥଳେ ହସ୍ପିଟାଲ କର୍ମଚାରୀଙ୍କ ଏକ ବେପରୁଆ ମନୋଭାବ ସାମ୍ନାକୁ ଆସିଛି। ତେଲେଙ୍ଗାନାର ନିଜାମାବାଦ ସ୍ଥିତ ସରକାରୀ ହସ୍ପିଟାଲରେ...

ସୁସ୍ଥ ଅଛନ୍ତି ଶାଶୁ, ବୋହୂ

ମୁମ୍ବାଇ, ୧୨।୭: ବଚ୍ଚନ ପରିବାରରେ କରୋନାର ଉପସ୍ଥିତି ଏକ ପ୍ରକାର ସମସ୍ତଙ୍କୁ ବିଚଳିତ କରି ଦେଇଛି। ଶନିବାର ରାତିରେ ଅମିତାଭ ବଚ୍ଚନ ଓ ପୁଅ ଅଭିଷେକ ବଚ୍ଚନ କରୋନାରେ ସଂକ୍ରମିତ ଥିବା ଖବର ମିଳିଥିଲା। ଏହାପରେ ଜୟା ବଚ୍ଚନ, ଐଶୋର୍ଯ୍ୟା...

ଚିକିତ୍ସା କରିବାକୁ ମନା କଲେ ୩ ହସ୍ପିଟାଲ: କରୋନା ଆକ୍ରାନ୍ତ ଦ୍ୱାଦଶ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୋଲକାତା, ୧୨।୭: କରୋନା ମହାମାରୀ ସଂକ୍ରମଣ ଠାରୁ ଲୋକଙ୍କ ମଧ୍ୟରେ ଅଧିକ ଆତଙ୍କ ସୃଷ୍ଟି କରୁଛି ଏହା ପ୍ରତି ଥିବା ଭୟ। ଫଳରେ କେତେକ ରୋଗୀଙ୍କୁ ଠିକ୍‌ ସମୟରେ ଚିକିତ୍ସା ନ ମିଳିପାରିବାରୁ ସେମାନଙ୍କର ମୃତ୍ୟୁ ଘଟୁଛି। ପଶ୍ଚିମବଙ୍ଗ ରାଜଧାନୀ...

ପାକିସ୍ତାନ ଅପେକ୍ଷା ଚାଇନା ଅଧିକ କ୍ଷତିକାରକ: ପାଓ୍ବାର

ନୂଆଦିଲ୍ଲୀ,୧୨।୭: ଭାରତ-ଚାଇନା ସୀମା ବିବାଦକୁ ନେଇ ଏବେ ଏନ୍‌ସିପି ନେତା ଶରଦ ପାଓ୍ବାର କହିଛନ୍ତି ପ୍ରକୃତରେ ଭାରତର ଶତ୍ରୁ ପାକିସ୍ତାନ ନୁହେଁ ବରଂ ଚାଇନା। ପାକିସ୍ତାନ ତୁଳନାରେ ଚାଇନା ଭାରତ ପାଇଁ ଅଧିକ ବିପଦ ସୃଷ୍ଟି କରିବ ବୋଲି ସେ...

ଯୋଗୀଙ୍କ ଶାସନ: ୩ ବର୍ଷରେ ୧୧୨ ଏନ୍‌କାଉଣ୍ଟର

ନୂଆଦିଲ୍ଲୀ, ୧୨।୭: ଉତ୍ତରପ୍ରଦେଶରେ ଗ୍ୟାଙ୍ଗଷ୍ଟର ବିକାଶ ଦୁବେଙ୍କ ଏନ୍‌କାଉଣ୍ଟର ପରେ ଏବେ ୫ ବର୍ଷର ଏନ୍‌କାଉଣ୍ଟର ତଥ୍ୟ ନେଇ ସାରା ଦେଶରେ ଚର୍ଚ୍ଚା ଜାରି ରହିଛି। ଅପରାଧୀଙ୍କୁ ଏନ୍‌କାଉଣ୍ଟର କରାଯିବା କିଛି ନୂଆ ଘଟଣା ନୁହେଁ। ୨୦୧୨-୧୩ରୁ ୨୦୧୭-୧୮ ଗତ...

ଅମିତାଭଙ୍କ ଘର ନିକଟକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ମୁମ୍ବାଇ,୧୨।୭: କରୋନା ମହାମାରୀ ସହ ସମସ୍ତେ ଲଢିବାକୁ ପ୍ରସ୍ତୁତ ଥିବା ବେଳେ ଏହା ଏବେ ବଲିଉଡ୍‌ ଜଗତକୁ ପ୍ରବେଶ କରିଛି। ଶନିବାର ବିଗ୍‌ ବି ଅମିତାଭ ଓ ତାଙ୍କ ପୁଅ କରୋନା ସଂକ୍ରମଣ ହେବା ଖବର ସମସ୍ତଙ୍କୁ ଚମକାଇ ଦେଇଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri