ବିରଳ ଦୁଇ ମୁଣ୍ଡିଆ ସାପ ଜବତ: ଜଣେ ଗିରଫ
ଲକ୍ଷ୍ନୌ,୧୪।୯-ବିରଳ ସାପ ଚୋରାଚାଲାଣ ଅଭିଯୋଗରେ ଉତ୍ତରପ୍ରଦେଶର ଖେରୀ ଜିଲା ମିତୋଲି ଥାନା ପୋଲିସ ସୋମବାର ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଯୁବକ ଜଣକ ହେଲେ କାସ୍ତା କଲୋନୀ ବାସିନ୍ଦା ସନ୍ଦୀପ। ଏଥିସହ ତାଙ୍କ ନିକଟରୁ ପୋଲିସ ଦୁଇ ମୁଣ୍ଡିଆ ବିରଳ…
କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଲେ ମୁଖ୍ୟମନ୍ତ୍ରୀ
ଗୁରୁଗ୍ରାମ, ୧୪।୯: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ୍ ଖଟ୍ଟର କରୋନା ମହାମାରୀରୁ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ୬୬ ବର୍ଷୀୟ ଖଟ୍ଟର ସୋମବାର ରାଜଧାନୀ ଚଣ୍ଡିଗଡ଼ରେ ପହଞ୍ଚିଛନ୍ତି। ମାସ୍କ ପରିଧାନ କରିବା ଓ ସାମାଜିକ ଦୂରତ୍ୱ ନିୟମାବଳୀକୁ ମାନି ଚଳିବା…
ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କୁ କରୋନା
ଲକ୍ଷ୍ନୌ,୧୪।୯-ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜସ୍ଥାନର ପୂର୍ବତନ ରାଜ୍ୟପାଳ କଲ୍ୟାଣ ସିଂ ମଙ୍ଗଳବାର ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାପରେ ତାଙ୍କୁ ପିଜିଆଇ ଲକ୍ଷ୍ନୌରେ ଭର୍ତ୍ତି କରାଯାଇଛି। କଲ୍ୟାଣ ସିଂ ଦୁଇ ଦିନ ଧରି ଜ୍ୱରରେ ପୀଡିତ ଥିଲେ। ଗତକାଲି…
ହରିବଂଶ ରାଜ୍ୟସଭା ଉପାଧ୍ୟକ୍ଷ
ନୂଆଦିଲ୍ଲୀ,୧୪।୯-ପୁଣି ଥରେ ଜେଡିୟୁର ହରିବଂଶ ନାରାୟଣ ସିଂ ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ସୋମବାର ନିର୍ବାଚିତ ହୋଇଛନ୍ତି। ମୌଖିକ ଭୋଟରେ ହରିବଂଶ ନାରାୟଣଙ୍କୁ ନିର୍ବାଚିତ କରାଯାଇଛି। ହରିବଂଶ ସିଂହ ବିଧିବଦ୍ଧ ଭାବେ ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି ବୋଲି ରାଜ୍ୟସଭା ଅଧ୍ୟକ୍ଷ…
କଙ୍ଗନା ହେବେ ଭାଜପାର ଷ୍ଟାର ପ୍ରଚାରକ: ଉତ୍ତର ରଖିଲେ ଫଡନବିଶ
ପାଟନା,୧୪ ।୯: ବିହାର ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ହେଲାଣି ସରଗରମ । ଏଥର ଭାରତୀୟ ଜନତା ପାର୍ଟି(ଭାଜପା) ବାଜି ମାରିବାକୁ ଲକ୍ଷ୍ୟ ରଖିଥିବା ବେଳେ କଂଗ୍ରେସ ମଧ୍ୟ ସବୁ ପ୍ରକାର ପ୍ରସ୍ତୁତିରେ ରହିଛି । ଅନ୍ୟପଟେ ବଲିଉଡ୍ ଅଭିନେତ୍ରୀ କଙ୍ଗନା…
୧୭ ଏମ୍ପି କରୋନା ପଜିଟିଭ
ନୂଆଦିଲ୍ଲୀ,୧୪ ।୯: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସମସ୍ତ ସଦସ୍ୟଙ୍କ କରୋନା ଟେଷ୍ଟ ବାଧ୍ୟତାମୂଳକ କରାଯାଇଥିଲା । ଏବେ ଏମାନଙ୍କ ମଧ୍ୟରୁ ୧୭ ଜଣ ଏମ୍ପିଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି । ଏମାନଙ୍କ ମଧ୍ୟରେ…
ଟୁଇଟରରେ ଅନୁରାଗଙ୍କ ମୃତ୍ୟୁ ଖବର: ଫିଲ୍ମ ନିର୍ମାତା କହିଲେ ଯମ ନିଜେ ମୋତେ ଘରେ ଛାଡିଦେଇ ଗଲେ
ମୁମ୍ବାଇ,୧୪ ।୯: ବର୍ତ୍ତମାନ ସମୟରେ ବଲିଉଡରୁ ଗୋଟିଏ ପରେ ଗୋଟିଏ ଦୁଃଖଦ ଖବର ଆସୁଛି । ଆଉ ଇତିମଧ୍ୟରେ ଟୁଇଟରରେ ଏକ ଗୁଜବ ଦେଖିବାକୁ ମିଳିଛି । ସୋମବାର ଗ୍ୟାଙ୍ଗସ୍ ଅଫ୍ ୱାସିପୁର ଓ ସାକ୍ରେଡ ଗେମ୍ସ ଭଳି ଫିଲ୍ମ ଓ…
ଏବେ ହଟିବନି ଝୁମ୍ପୁଡ଼ି: ସୁପ୍ରିମ୍କୋର୍ଟରେ ଜବାବ ଦେଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ, ୧୪।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟାଇବା ନେଇ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଥିଲା। ରେଲଓ୍ବେ ସୁରକ୍ଷା ଜୋନ୍ରେ ବେଆଇନ ଦଖଲ କରିଥିବା ଝୁମ୍ପୁଡ଼ିକୁ ହଟାଯିବ ବୋଲି ନିର୍ଦ୍ଦେଶରେ…
ପ୍ରସିଦ୍ଧ ଛଉ ନୃତ୍ୟଶିଳ୍ପୀ ଧନଞ୍ଜୟ ମହାତୋଙ୍କ ପରଲୋକ
କୋଲକାତା,୧୪।୯: ପ୍ରସିଦ୍ଧ ଛଉ ନୃତ୍ୟଶିଳ୍ପୀ ଧନଞ୍ଜୟ ମହାତୋଙ୍କର ହୃଦ୍ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୮୫ ବର୍ଷ ହୋଇଥିଲା। ପଶ୍ଚିମବଙ୍ଗର ପୁରୁଲିଆ ଜିଲାର ଏହି ପୁରୁଣା ଲୋକ ନୃତ୍ୟକୁ ସାରା ବିଶ୍ୱରେ ପରଚିତ ହାସଲ କରାଇବାରେ ଧନଞ୍ଜୟଙ୍କ ବଡ ଭୂମିକା…
ସଂସଦରେ ପ୍ରଥମ ଥର ପାଇଁ ଘଟିଲା ୫ ନୂଆ ଘଟଣା !
ନୂଆଦିଲ୍ଲୀ, ୧୪।୯: ସଂସଦର ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଥର ପାଇଁ ସଂସଦରେ ୫ଟି ନୂଆ ଘଟଣା ଘଟିଛି। ସଂସଦ ଆରମ୍ଭ ହେବା ସମୟରେ ସଦସ୍ୟମାନେ ମୋବାଇଲ୍ ଆପ୍ ଦ୍ୱାରା ଉପସ୍ଥାନ ଦେଇଥିଲେ। ସେହିପରି ଲୋକ ସଭାର କାର୍ଯ୍ୟ…
ଟଙ୍କାଏ ଜରିମାନା ଦେଲେ ପ୍ରଶାନ୍ତ ଭୁଷଣ
ନୂଆଦିଲ୍ଲୀ, ୧୪।୯: ନ୍ୟାୟପାଳିକାର ଅବମାନନା କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୁଷଣ ସୋମବାର କୋର୍ଟରେ ଟଙ୍କାଏ ଜରିମାନା ଦାଖଲ କରିଛନ୍ତି। ଏକ ଟଙ୍କାର ଟ୍ରାଫ୍ଟ କରି ସେ ଏହାକୁ ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଜମା କରିଛନ୍ତି।…
ଲକ୍ଡାଉନ ସମୟରେ କେତେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ହୋଇଛି ଜାଣି ନାହାନ୍ତି ସରକାର
ନୂଆଦିଲ୍ଲୀ,୧୪ ।୯: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ସୋମବାର ଆରମ୍ଭ ହୋଇଛି । ଏଥିରେ ବିରୋଧି ଲିଖିତ ଭାବେ ପ୍ରଶ୍ନ ପଚାରୁଛନ୍ତି । କରୋନା ସଙ୍କଟ ଓ ଲକ୍ଡାଉନ ସମୟରେ ପ୍ରବାସୀ ଶ୍ରମିକ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଏହାକୁ ନେଇ…
Archives


