ଜାତୀୟ

ଯୁବତୀଙ୍କ ଗର୍ଭପାତ କରାଇଲେ ଡାକ୍ତର ନେବେ ୧୦ ହଜାର ଟଙ୍କା, ଭିଡିଓ ଭାଇରାଲ୍‌

ଲକ୍ଷ୍ନୌ,୫।୧୧: ଉତ୍ତର ପ୍ରଦେଶର ବଦାୟୁଁ ସହରର ଏକ ଘରୋଇ ଡାକ୍ତରଖାନାର ମହିଳା ଡାକ୍ତରଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ସେ ଅବିବାହିତା ଯୁବତୀଙ୍କ ଗର୍ଭପାତ ପାଇଁ ୧୦ ହଜାର ଟଙ୍କା କାରବାର କରୁଥିବା ଦେଖିବାକୁ ମିଳିଛି। ଏହି ଅଭିଯୋଗ ଆସିବା…

ଆର୍‌ଜେଡିକୁ ଆଇନର ପାଠ ପଢାଇଲେ ନଡ୍ଡା

ପାଟନା,୫ ।୧୧: ବିହାର ବିଧାନସଭା ନିର୍ବାଚନର ଶେଷ ପର୍ଯ୍ୟାୟ ନିର୍ବାଚନ ନଭେମ୍ବର ୭ରେ ଅନୁଷ୍ଠିତ ହେବ । ଗୁରୁବାର ୧୫ ଜିଲାର ୭୮ ଆସନ ପାଇଁ ପ୍ରଚାର ଚାଲିଛି । ସବୁ ରାଜନୈତିକ ଦଳ ଭୋଟରଙ୍କୁ ପରସ୍ପର ଆଡକୁ ଆକର୍ଷିତ କରିବାରେ…

ପାକିସ୍ତାନ ଉପରେ ପୁଣିଥରେ ବର୍ଷିଲେ ରାଜନାଥ

ପାଟନା,୫ ।୧୧: ବିହାର ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପ୍ରଚାରର ଶେଷ ଦିନରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ନିର୍ବାଚନ ସଭାରେ ଯୋଗ ଦେଇଛନ୍ତି । ଏହି ଅବସରରେ ସେ ପାକିସ୍ତାନ ଉପରେ ଖୁବ୍ ବର୍ଷିଛନ୍ତି । ରାଜନାଥ କହିଛନ୍ତି…

କମିବା ପରେ ପୁଣି ବଢୁଛି ଦେଶରେ କରୋନା ସଂକ୍ରମଣ

ନୂଆଦିଲ୍ଲୀ,୫ ।୧୧: ଗତ କିଛିଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ଲକ୍ଷ୍ୟ କରାଯାଇଥିଲା । ହେଲେ ଗୁରୁବାର ପୁଣି ଏହି ସଂଖ୍ୟାରେ ବୃଦ୍ଧି ପରି ଲକ୍ଷିତ ହୋଇଛି । ଗତ ୨୪ ଘଣ୍ଟାରେ ୫୦,୨୦୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ…

ଦୀପାବଳିରେ ବାଣ ନ ଫୁଟାଇ ଲକ୍ଷ୍ମୀପୂଜା କରିବାକୁ ଅପିଲ୍‌ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୫।୧୧: ଦିଲ୍ଲୀରେ ବଢ଼ୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ଦୀପାବଳିରେ ବାଣ ନ ଫୁଟାଇବାକୁ ଦିଲ୍ଲୀବାସୀଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଚଳିତ ଥର ଦିଲ୍ଲୀ ସରକାର ଜନତାଙ୍କ ସହ ମିଶି ଦୀପାବଳି ମନାଇବା ପାଇଁ ଏକ ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି।…

ସେନା କର୍ମଚାରୀଙ୍କ ଅବସର ବୟସ ସୀମା ବଢ଼ିବା ନେଇ ପ୍ରସ୍ତାବ

ନୂଆଦିଲ୍ଲୀ,୫।୧୧: ଭାରତୀୟ ସେନା କର୍ମଚାରୀଙ୍କ ଅବସର ବୟସ ସୀମା ବଢ଼ିବା ନେଇ ପ୍ରସ୍ତାବ ଦିଆଯାଇଛି। ସେନା କର୍ମଚାରୀଙ୍କ କଲ୍ୟାଣ ପାଇଁ ଏଭଳି କରାଯାଉଥିବା ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାଫ୍‌ ଜେନେରାଲ ବପିନ ରାଓ୍ବତ କହିଛନ୍ତି। କାର୍ଯ୍ୟକାଳ ପୂର୍ବରୁ ଅବସର ଗ୍ରହଣ କରୁଥିବା…

ମୋଦିଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗରେ ପରିବର୍ତ୍ତନ ସମ୍ଭବ: ଶାହା

କୋଲକାତା,୫ ।୧୧: ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ବାଙ୍କୁଡାରେ ଆୟୋଜିତ ଏକ ରାଲିରେ ସମ୍ବୋଧନ ଦେଇଛନ୍ତି । ସେଠାରେ ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ହିଁ ପଶ୍ଚିମବଙ୍ଗରେ ପରିବର୍ତ୍ତନ ସମ୍ଭବ…

ଅପରାଧୀଙ୍କ କବଳରୁ ମହିଳାଙ୍କୁ ସୁରକ୍ଷା କରିବ ଏହି ସ୍ମାର୍ଟ ଛୁରି, ଜାଣନ୍ତୁ କେମିତି

ଲକ୍ଷ୍ନୌ,୫ା୧୧: ଦିନକୁ ଦିନ ମହିଳାମାନଙ୍କ ପ୍ରତି ଯେପରି ଭାବରେ ଲୁଟ୍‌, ରାହାଜାନି ଏବଂ ବଳାତ୍କାର ଘଟଣା ବଢ଼ି ଚାଲିଛି ଏହାକୁ ଦୃଷ୍ଟିରେ ରଖି ବାରାଣସୀର ଦୁଇ ଛାତ୍ରୀ ଏକ ସ୍ମାର୍ଟ ଛୁରି ପ୍ରସ୍ତୁତ କରିଛନ୍ତି। ଯାହା ଦ୍ୱାରା ମହିଳାମାନେ ନିଜର ସୁରକ୍ଷା…

କେମିତି କଟିଲା ଅର୍ଣ୍ଣବଙ୍କ ଗୋଟିଏ ରାତି

ମୁମ୍ବାଇ,୫ ।୧୧: ରିପବ୍ଲିକ ଟିଭିର ଏଡିଟର-ଇନ-ଚିଫ୍ ଅର୍ଣ୍ଣବ ଗୋସ୍ୱାମୀ ଯେ କି ଏକ ଇଣ୍ଟରିୟର ଡିଜାଇନର ଆତ୍ମହତ୍ୟା ମାମଲାରେ ବୁଧବାର ଗିରଫ ହୋଇଥିଲେ ସେ ରାତିରେ ସ୍ଥାନୀୟ ସ୍ୱୁଲରେ ଥିବା କୋଭିଡ-୧୯ କେନ୍ଦ୍ରରେ ରାତି କଟାଇଥିବା ଜଣାପଡିଛି । ଉକ୍ତ ସ୍କୁଲ…

ମଝି ନଈରେ ଓଲଟିଲା ଡଙ୍ଗା

ପାଟନା,୫।୧୧: ବିହାରର ଭାଗଲପୁରରେ ୧୦୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ମଝିନଈରେ ଓଲଟି ପଡ଼ିଛି। ଏହି ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ କେତେକ ଲୋକ ନିଖୋଜ ଥିବା କୁହାଯାଉଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆହତଙ୍କୁ ଚିକିତ୍ସା…

ପାକିସ୍ତାନୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌: ଆର୍ନିଆ ସେକ୍ଟରରେ ଗୁପ୍ତ ସୁଡ଼ଙ୍ଗ ଠାବ କଲା ବିଏସ୍‌ଏଫ୍‌

ଶ୍ରୀନଗର,୫।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଡ଼ିବାରେ ଲାଗିଛି। ଭାରତରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ଲାଗି ପାକିସ୍ତାନ ରଚିଥିବା ଏକ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ବିଏସ୍‌ଏଫ୍‌ ପକ୍ଷରୁ ସର୍ଚ୍ଚ ଅପରେଶନ ସମୟରେ ଜମ୍ମୁର ଆର୍ନିଆ ସେକ୍ଟରର ପିଣ୍ଡି…

ନଭେମ୍ବର ୧୦ ପରେ ତେଜସ୍ୱୀଙ୍କ ଆଗରେ ମୁଣ୍ଡ ଟେକି ଚାଲିପାରିବେନି ନୀତୀଶ: ଚିରାଗ

ପାଟନା,୫ ।୧୧: ବିହାର ବିଧାନସଭା ନିର୍ବାଚନର ତୃ୍‌ତୀୟ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ଶନିବାର ଅର୍ଥାତ୍ ନଭେମ୍ବର ୭ରେ ଅନୁଷ୍ଠିତ ହେବ । ଏଥିପାଇଁ ଗୁରୁବାର ୧୫ ଜିଲାର ୭୮ ଆସନ ପାଇଁ ଶେଷ ପ୍ରଚାର ଦିବସ । ତେଣୁ ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri