ଜାତୀୟ

ଶୁଟିଂ ସେଟ୍‌ରେ ଲାଗିଲା ନିଆଁ

ମୁମ୍ବାଇ,୩।୧: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନ୍‌ ଏବଂ ପ୍ରଭାସଙ୍କ ଆଗାମୀ ଫିଲ୍ମ ‘ଆଦିପୁରୁଷ’ର ସୁଟିଂ ବେଳେ ଗୋରେଗାଓଁ ସ୍ଥିତ ସେଟ୍‌ ନିଆଁ ଲାଗିଯାଇଥିଲା। ଘଟଣାସ୍ଥଳରେ ପାଖାପାଖି ୫୦ରୁ ୬୦ ଜଣ ବ୍ୟକ୍ତି ଉପସ୍ଥିତ ଥିଲେ । ପ୍ରଭାସ ଏବଂ ସୈଫ…

ପାଣି ବଦଳରେ ସାନିଟାଇଜର୍‌ ପିଇଦେଲେ କମିଶନର

ମୁମ୍ବାଇ,୩।୨: ମୁମ୍ବାଇ ମ୍ୟୁନିସିପାଲିଟି କର୍ପୋରେସନର ଯୁଗ୍ମ କମିଶନର ରମେଶ ପାୱାର ବୁଧବାର ଦିନ ହଠାତ୍‌ ପାଣି ବଦଳରେ ସାନିଟାଇଜର ପିଇଦେଇଛନ୍ତି। ରମେଶ ପାଓ୍ବାର ବଜେଟ ଉପସ୍ଥାପନ କରିବାକୁ ଯାଉଥିବା ବେଳେ ଏହି ଘଟଣା ଘଟିଛି। ଏହି ଘଟଣା ସହ ଜଡିତ ଏକ…

ଅନଶନରେ ବସିଲେ ମୋଦିଙ୍କ ଭାଇ

ଲକ୍ଷ୍ନୌ,୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଇ ପ୍ରହ୍ଲାଦ ମୋଦି ଆମାଉସି ବିମାନବନ୍ଦରରେ ଧାରଣାରେ ବସିଛନ୍ତି। ଲକ୍ଷ୍ନୌ ପୋଲିସ ତାଙ୍କ ସମର୍ଥକଙ୍କୁ ଗିରଫ କରିଥିବା ସେ ଅଭିଯୋଗ କରିଛନ୍ତି। ଯେଉଁ ପର୍ଯ୍ୟନ୍ତ ତାଙ୍କୁ ଛଡାଯିବ ନାହିଁ ସେ ଧାରଣାରେ ବସି ରହିବେ ବୋଲି…

ଟୁଇଟରକୁ କେନ୍ଦ୍ର ସରକାରଙ୍କ ନୋଟିସ: ଆକାଉଣ୍ଟକୁ ଚାଲୁ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୩।୧: ଟୁଇଟରକୁ କେନ୍ଦ୍ର ସରକାରଙ୍କ ଏକ ନୋଟିସ ଜାରି କରାଯାଇଛି। ହିଂସା ସୃଷ୍ଟି ପାଇଁ ବନ୍ଦ କରାଯାଇଥିବା ଆକାଉଣ୍ଟକୁ ପୁଣି ଚାଲୁ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୁଧବାର ନିର୍ଦ୍ଦେଶ ଜାରି କରାଯାଇଛି। ଚାଷୀ ଆନ୍ଦୋଳନ ଆରମ୍ଭ ହେବାଠାରୁ ଦେଶରେ ହିଂସା…

ରାହୁଲ ଗାନ୍ଧୀ ଚାହୁଁଛନ୍ତି ରାସ୍ତାରେ ଲଢେଇ ହେଉ: ସମ୍ବିତ ପାତ୍ର

ନୂଆଦିଲ୍ଲୀ,୩।୨: କୃଷକ ଆନ୍ଦୋଳନକୁ ନେଇ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ଉପରେ ଭାଜପା ବର୍ଷିଛି। ଭାଜପା ମୁଖପାତ୍ର ସମ୍ବିତ ପାତ୍ର କହିଛନ୍ତି ଯେ, ରାହୁଲ ଗାନ୍ଧୀ ଚାହୁଁଛନ୍ତି ଯେ, ରାସ୍ତାରେ ଲଢେଇ ହେଉ, ଲୋକଙ୍କ ଉପରେ ଗୁଳି ଚାଳନା କରାଯାଉ ଏବଂ…

ଛାତ୍ର ତିଆରି କଲେ ୪ କେଜି ଓଜନର ହେଲିକପ୍ଟର

ଲକ୍ଷ୍ନୌ,୩।୨: ଭାରତୀୟ ପ୍ରାଦ୍ୟୋଗିକ ସଂସ୍ଥାନ (ଆଇଆଇଟି) କାନପୁରର ଛାତ୍ର ଏବଂ ପ୍ରଫେସର ମିଳିତ ଭାବେ କେବଳ ୪ କେଜିରେ ଏକ ସୁନ୍ଦର ହାଲୁକା ହେଲିକପ୍ଟର ତିଆରି କରିଛନ୍ତି। ଏହା ବେଙ୍ଗାଲୁରୁରେ ଚାଲିଥିବା ହାଇବ୍ରିଡ୍‌ ଏୟାର ଶୋ’- ଏୟାର ଇଣ୍ଡିଆ ୨୦୨୧ରେ ପ୍ରଦର୍ଶିତ…

ଛେଳି ବ୍ୟାଙ୍କ, ଜାଣନ୍ତୁ କେମିତି ହୁଏ ଏହାର ପରିଚାଳନା

ମୁମ୍ବାଇ,୩।୨: ଛେଳିମାନଙ୍କର ବ୍ୟାଙ୍କ ଶୁଣିଲେ ନିଶ୍ଚିତ ଅଡୁଆ ଲାଗେ। କିନ୍ତୁ ଏପରି ଏକ ବ୍ୟାଙ୍କ ରହିଛି ମହାରାଷ୍ଟ୍ରରେ। ଏହି ବ୍ୟାଙ୍କକୁ ମହାରାଷ୍ଟ୍ରର ଅକୋଲା ଜିଲାରେ ଜଣେ କୃଷକ ଖୋଲିଛନ୍ତି। ଏହାର ପରିଚାଳନା ସାଂଘଭୀ ମୋହାଲି ଗାଁରୁ କରାଯାଉଛି। ଏହି ବ୍ୟାଙ୍କର ନାମ…

ମହାପଞ୍ଚାୟତରେ ଗର୍ଜିଲେ ଟିକାଏତ: ଭାଙ୍ଗିଲା ସଭାମଞ୍ଚ

ଜିନ୍ଦ, ୩।୨: କୃଷି ଆଇନକୁ ବିରୋଧ କରି ହରିୟାଣାର ଜିନ୍ଦଠାରେ ବୁଧବାର ଅନୁଷ୍ଠିତ ହୋଇଥିବା ମହାପଞ୍ଚାୟତରେ କୃଷକ ନେତା ରାକେଶ ଟିକାଏତ କେନ୍ଦ୍ର ସରକାରଙ୍କ ଉପରେ ଗର୍ଜିଛନ୍ତି। ଏବେ କେବଳ କୃଷି ଆଇନକୁ ଫେରାଇ ନେବାକୁ କୁହାଯାଉଛି। ଯଦି କ୍ଷମତା ଫେରାଇ…

୧୧୫ ନିଖୋଜ ଆନ୍ଦୋଳନକାରୀଙ୍କ ତାଲିକା ଜାରି କଲେ କେଜରିଓ୍ବାଲ

ନୂଆଦିଲ୍ଲୀ, ୩।୨: କୃଷି ଆଇନକୁ ବିରୋଧରେ ଦେଶରେ ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଜାନୁୟାରୀ ୨୬ ଟ୍ରାକ୍ଟର ରାଲିରେ ଘଟିଥିବା ହିଂସାକୁ ନେଇ ପୋଲିସ ପକ୍ଷରୁ କେତେକ ଅଭିଯୁକ୍ତଙ୍କୁ ଧରିବା ଲାଗି ତଦନ୍ତ କରାଯାଉଛି। ଅପରପକ୍ଷରେ ରାଲି…

କୃଷକ ଆନ୍ଦୋଳନ ନେଇ ବିଦେଶରୁ ଟିପ୍ପଣୀ ସହ୍ୟ କରାଯିବ ନାହିଁ

ନୂଆଦିଲ୍ଲୀ, ୩।୨: କୃଷି ଆଇନକୁ ବିରୋଧରେ ଦେଶରେ ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଆନ୍ଦୋଳନକୁ ସମର୍ଥନ କରି ଆମେରିକା ପପ୍‌ ଷ୍ଟାର ରିହାନା, ପରିବେଶକର୍ମୀ ଗ୍ରେଟା ଥନବର୍ଗ, ପରିବେଶ କର୍ମୀ ଲିସିପ୍ରିୟା କଙ୍ଗୁଜମ୍‌, ପରିବେଶକର୍ମୀ ଜେମି ମାର୍ଗେଲିନ୍‌…

ଟ୍ରାକ୍ଟର ରାଲି ହିଂସା: ହସ୍ତକ୍ଷେପ କରିବେନି ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୩।୨: କୃଷି ଆଇନକୁ ବିରୋଧ କରି ଜାନୁୟାରୀ ୨୬ରେ ଦିଲ୍ଲୀରେ ଚାଷୀ ସଂଗଠନଗୁଡ଼ିକର ଟ୍ରାକ୍ଟର ରାଲିରେ ଘଟିଥିବା ହିଂସାରେ ହସ୍ତକ୍ଷେପ କରିବାକୁ ସୁପ୍ରିମ୍‌କୋର୍ଟ ମନା କରିଛନ୍ତି। ଆଇନ ନିଜ କାମ କରିବ ବୋଲି ଏହି ମାମଲାର ଶୁଣାଣି ସମୟରେ ବୁଧବାର…

ଏହି ପରିବାରର ସମସ୍ତ ସଦସ୍ୟ ଚୋର, ଏମିତି ଉପାୟରେ କେବଳ ଚୋରି କରନ୍ତି ସୁନା

ମୁମ୍ବାଇ,୩।୨: ‘ଆମେ ସମସ୍ତେ ଚୋର’ ଏହା କୌଣସି ବଲିଉଡ୍‌ ଫିଲ୍ମର ଡାଏଲଗ୍‌ ନୁହେଁ, ଏହା ହେଉଛି ମୁମ୍ବାଇର ଏକ ପରିବାରର ନିରାଟ ସତ କାହାଣୀ। କାରଣ ଏହି ପରିବାରର ପ୍ରତ୍ୟେକ ସଦସ୍ୟ ଚୋର। ପୋଲିସ ସୂଚନାନୁଯାୟୀ, ଏହି ପରିବାର ନାଁରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?