ଜାତୀୟ

ଦିଲ୍ଲୀ ବିମାନବନ୍ଦର ଉଡାଇବାକୁ ଖଲିସ୍ତାନୀ ସଂଗଠନର ଧମକ

ନୂଆଦିଲ୍ଲୀ,୪।୧୧: ୧୯୮୪ ଶିଖ ଦଙ୍ଗାର ୩୬ତମ ବାର୍ଷିକୀ ଅବସର ପୂର୍ବରୁ ଖଲିସ୍ତାନ ସମର୍ଥକ ସଂଗଠନ ପକ୍ଷରୁ ଧମକ ଦିଆଯାଉଛି। ଦିଲ୍ଲୀ ବିମାନ ବନ୍ଦରକୁ ଉଡାଇଦେବାକୁ ଖଲିସ୍ତାନୀ ସଂଗଠନ ପକ୍ଷରୁ ଧମକ ଦିଆଯାଇଥିବା ସୂଚନା ମିଳିଛି। ଖଲିସ୍ତାନ କମାଣ୍ଡୋ ଫୋର୍ସର ସଦସ୍ୟ ତଥା…

ମହାକାଶରୁ ଶତ୍ରୁ ଉପରେ କଡ଼ା ନଜର ରଖିବ ଇସ୍ରୋର ଉପଗ୍ରହ: ଚାଇନା-ପାକିସ୍ତାନର ବଢ଼ିଲା ଚିନ୍ତା

ବେଙ୍ଗାଲୁରୁ,୪।୧୧: ଏଣିକି ଉପଗ୍ରହ ସହାୟତାରେ ଭାରତ ସୀମାରେ ଶତ୍ରୁ ଉପରେ କଡ଼ା ନଜର ରଖିବାକୁ ସକ୍ଷମ ହେବ। ନଭେମ୍ବର ୭ରେ ଇସ୍ରୋ ପକ୍ଷରୁ ଇଓଏସ୍‌-୦୧ ଉପଗ୍ରହକୁ ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍‌ ସେଣ୍ଟରରୁ ମହାକାଶକୁ ଅପରାହ୍ନ ୩ଟା ୨ରେ ପ୍ରେରଣ କରାଯିବ।…

ବିହାର ତୃତୀୟ ପର୍ଯ୍ୟାୟ ନିର୍ବାଚନ: ନଭେମ୍ବର ୭ରେ ୧୫ ଜିଲାର ୭୮ ବିଧାନସଭା ଆସନରେ ଭୋଟିଂ

ପାଟନା,୪।୧୧: ନଭେମ୍ବର ୭ରେ ବିହାର ବିଧାନସଭା ନିର୍ବାଚନର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ଅନୁଷ୍ଠିତ ହେବ। ୧୫ ଜିଲାର ୭୮ଟି ଆସନରେ ଏଥିପାଇଁ ଭୋଟିଂ କରାଯିବ। ଭୋଟର ୧୨୦୮ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଏହି ପର୍ଯ୍ୟାୟରେ ଆର୍‌ଜେଡିର ପ୍ରାର୍ଥୀ…

ମହାରାଷ୍ଟ୍ର ପରେ ଏବେ କେରଳ ସରକାର ସିବିଆଇ ଉପରେ ଲଗାଇପାରନ୍ତି ଅଙ୍କୁଶ

ଥିରୁଭାନନ୍ତପୁରମ,୪।୧୧: ମହାରାଷ୍ଟ୍ର ପରେ ଏବେ କେରଳ ସରକାର ମଧ୍ୟ ସିବିଆଇ ଉପରେ ଅଙ୍କୁଶ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏଣିକି କେରଳରେ କୌଣସି ମାମଲାର ଯାଞ୍ଚ ପାଇଁ ସିବିଆଇକୁ ରାଜ୍ୟସରକାରଙ୍କ ଅନୁମତି ନେବାକୁ ପଡ଼ିବ। ବୁଧବାର ହେବାକୁ ଥିବା କ୍ୟାବିନେଟ ବୈଠକରେ ଏହି…

ବେଆଇନ ବାଣ କାରଖାନାରେ ବିସ୍ଫୋରଣ

କୁଶୀନଗର,୪।୧୧: ଉତ୍ତରପ୍ରଦେଶର କୁଶୀନଗର ଜିଲାରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବୁଧବାର ସକାଳେ ବେଆଇନ କାରଖାନାରେ ହଠାତ୍‌ ବିସ୍ଫୋରଣ ହୋଇଥିଲା। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆହତ ହୋଇଛନ୍ତି। ସମସ୍ତ ମୃତକ ଗୋଟିଏ ପରିବାରର…

ରାଜଧାନୀରେ କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ !

ନୂଆଦିଲ୍ଲୀ,୪।୧୧: ରାଜଧାନୀ ଦିଲ୍ଲୀରେ କରୋନାର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ବୁଧବାର ସୂଚନା ଦେଇଛନ୍ତି। ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଏପରି କୁହାଯାଇ ପାରିବ ବୋଲି ସେ କହିଛନ୍ତି। ଗତ ୧୦ ଦିନ ମଧ୍ୟରେ…

ଏହି ଢ଼ାଳର ଦାମ୍‌ ଜାଣିଲେ ଉଡିଯିବ ହୋସ୍‌

ଲକ୍ଷ୍ନୌ,୪।୧୧: ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଥିବା ପ୍ରେମ, ତ୍ୟାଗ ଓ ସମର୍ପଣର ପ୍ରତୀକ ହେଉଛି କରଓ୍ବାଚୌଥ ପୂଜା। ଦେଶରେ ବୁଧବାର କରଓ୍ବାଚୌଥ ପର୍ବ ପାଳନ କରାଯାଉଛି। ଏହି ଦିନ ବିବାହିତା ମହିଳାମାନେ ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ନିର୍ଜଳା ବ୍ରତ ରଖିଥାନ୍ତି…

ଅର୍ଣ୍ଣବ ଗୋସ୍ବାମୀଙ୍କ ଗିରଫକୁ ଜରୁରୀକାଳୀନ ପରିସ୍ଥିତି ସହ ତୁଳନା କଲେ ଅମିତ ଶାହା

ନୂଆଦିଲ୍ଲୀ, ୪।୧୧: ବରିଷ୍ଠ ସାମ୍ବାଦିକ ତଥା ରିପବ୍ଲିକ ଟିଭିର ମାଲିକ ଅର୍ଣ୍ଣବ ଗୋସ୍ବାମୀଙ୍କ ଗିରଫଦାରୀକୁ ୧୯୭୫ରେ ଲାଗୁ ହୋଇଥିବା ଜରୁରୀକାଳୀନ ପରିସ୍ଥିତି ସହ ତୁଳନା କରିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର୍ୟ ମନ୍ତ୍ରୀ ଅମିତ ଶାହା। ଏକ ଟୁଇଟ୍‌ରେ ଶାହା କହିଛନ୍ତି ଯେ କଂଗ୍ରେସ…

ଶକ୍ତିଶାଳୀ ହେବ ବାୟୁସେନା: ଭାରତକୁ ପୁଣି ଆସୁଛି ଆଉ ୩ ରାଫାଲ

ଗାନ୍ଧୀନଗର,୪।୧୧:ଭାରତୀୟ ବାୟୁସେନା ଆହୁରି ଶକ୍ତିଶାଳୀ ଓ ସୁଦୃଢ଼ ହେବାକୁ ଯାଉଛି। ନିଜର ପରାକ୍ରମ ଦେଖାଇବା ସହ ଶତ୍ରୁଙ୍କୁ ପରାଜୟ କରିବା ପାଇଁ ଆଉ ୩ରାଫାଲ ଯୁଦ୍ଧ ବିମାନ ବୁଧବାର ଭାରତକୁ ଆସୁଛି। ବୁଧବାର ସନ୍ଧ୍ୟାରେ ଗୁଜରାଟ ଜାମନଗର ଏୟାର ବେସ୍‌ରେ ଏହା…

ଚାଷୀ ସମସ୍ୟା ନେଇ ସରକାରଙ୍କୁ ଘେରିଲା କଂଗ୍ରେସ: ଯନ୍ତର ମନ୍ତରରେ ଧାରଣାରେ ବସିଲେ ଅମରିନ୍ଦର-ସିଦ୍ଧୁ

ନୂଆଦିଲ୍ଲୀ,୪।୧୧: ଚାଷୀ ସମସ୍ୟା ନେଇ କଂଗ୍ରେସ ପକ୍ଷରୁ ସରକାରଙ୍କୁ ଘେରିବା ଆରମ୍ଭ ହୋଇଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ,ନଭଜୋତ ସିଂ ସିଦ୍ଧୁ ଏବଂ ଅନ୍ୟ ସଦସ୍ୟମାନେ ଯନ୍ତର ମନ୍ତରରେ ଧାରଣାରେ ବସିଛନ୍ତି। ପଞ୍ଜାବରେ ୩ରୁ୪ ଘଣ୍ଟା ବିଦ୍ୟୁତ୍‌ କାଟ ହେଉଥିବାରୁ…

ଛାଡ଼ପତ୍ର ମାମଲାରେ ଭରଣ ପୋଷଣ ପାଇଁ ଉଭୟପକ୍ଷଙ୍କୁ ଦାଖଲ କରିବାକୁ ପଡ଼ିବ ଆୟର ସମ୍ପୂର୍ଣ୍ଣ ବିବରଣୀ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୪।୧୧: ଛାଡ଼ପତ୍ର ଅବା ପାରିବାରିକ ମାମଲାରେ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନୂଆ ମାର୍ଗଦର୍ଶିକା ଜାରି କରାଯାଇଛି। ସ୍ତ୍ରୀଙ୍କୁ ଭରଣପୋଷଣ ଦେବା ମାମଲାର ବିଚାର ସମୟରେ ଉଭୟପକ୍ଷଙ୍କୁ ଆୟର ସମ୍ପୂର୍ଣ୍ଣ ବିବରଣୀ ଦାଖଲ କରିବାକୁ ପଡ଼ିବ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି। ବିବରଣୀ…

କରଓ୍ବା ଚୌଥ୍‌ରେ ସ୍ବାମୀଙ୍କୁ ଉପହାର ଦେଲେ ହେଲମେଟ୍‌, ପଢ଼ାଇଲେ ଟ୍ରାଫିକ୍‌ ନିୟମ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଆଲିଗଡ଼,୪।୧୧: କରଓ୍ବା ଚୌଥ୍‌ରେ ବିବାହିତା ମହିଳାମାନେ ସ୍ବାମୀଙ୍କ ସୁରକ୍ଷା ଏବଂ ଦୀର୍ଘ ନିରାମୟ ଜୀବନ କାମନା କରି ବ୍ରତ ରଖିଥାନ୍ତି। ଉତ୍ତରପ୍ରଦେଶ ଆଲିଗଡ଼ରେ ଏହି ବ୍ରତ ପାଳନ ସମୟରେ ସ୍ଥାନୀୟ ସରାୟ ମାନସିଂ ଅଞ୍ଚଳରେ ପ୍ରେରଣା ମାହେଶ୍ୱରୀ ନାମକ ମହିଳା ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri