ଜାତୀୟ

ଭାଜପାରେ ସାମିଲ ହେଲେ ଏହି ପୂର୍ବତନ କ୍ରିକେଟର: ୧୭ ବର୍ଷରେ ଖେଳିଥିଲେ ପ୍ରଥମ ଟେଷ୍ଟ

ଭାରତୀୟ ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ୍‌ ଭାଜପାରେ ସାମିଲ ହୋଇଛନ୍ତି। ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଶିବରାମ ଭାଜପାରେ ଯୋଗ ଦେଇଛନ୍ତି। ତାମିଲନାଡୁର ଭାଜପା ଇନ୍‌ଚାର୍ଜ ସିଟି ରବିଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି। ୧୭ ବର୍ଷ ବୟସରେ ଓ୍ବେଷ୍ଟଇଣ୍ଡିଜ୍‌…

ନୂଆବର୍ଷରେ ବି ଜାରି ରହିବ କଟକଣା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୦।୧୨: ଗୋଟିଏ ଦିନ ପରେ ନୂଆବର୍ଷ। କରୋନା ମହାମାରୀରେ ନାନା ପ୍ରକାର ହଇରାଣ ହରକତ ହୋଇଥିବା ଲୋକେ ନୂଆବର୍ଷ ପାଳନ ପାଇଁ ମାନସିକସ୍ତରରେ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ତେବେ ନୂଆବର୍ଷରେ ଗହଳି ଯେଭଳି ନ ହେବ ସେଥିପ୍ରତି ଦୃଷ୍ଟି ରଖିବା ସହିତ…

ରାଜ୍ୟପାଳଙ୍କୁ ହଟାଇବା ପାଇଁ ରାଷ୍ଟ୍ରପତିଙ୍କୁ ଚିଠି

କୋଲକାତା,୩୦।୧୨: ପଶ୍ଚିମବଙ୍ଗରେ ରାଜନୈତିକ କାଦୁଅ ଫିଙ୍ଗା ଜାରି ରହିଛି। ଆଗକୁ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁଥିବାବେଳେ ଶାସକ ତୃଣମୂଳ କଂଗ୍ରେସ ଏବଂ ଭାଜପା ମୁହାଁମୁହିଁ ସ୍ଥିତିରେ ରହିଛନ୍ତିି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କ ପକ୍ଷରୁ ରାଜ୍ୟପାଳ ଜଗଦୀପ୍‌ ଧନଖଣ୍ଡଙ୍କୁ ହଟାଇବା…

ଭାରତୀୟ ଛାତ୍ର ତିଆରି କଲେ ହାଲ୍‌କା ଉପଗ୍ରହ, ନାସା କରିବ ଲଞ୍ଚ୍‌

ଚେନ୍ନାଇ,୩୦।୧୨: ତାମିଲନାଡୁର ତ୍ରିଚିରେ ରହୁଥିବା ଜଣେ ଛାତ୍ର କମାଲ କରିଛନ୍ତି। ବିଶ୍ୱର ହାଲୁକା ଉପଗ୍ରହ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି ଏହି ଛାତ୍ର। ତାଙ୍କ ଚମତ୍କାର କାର୍ଯ୍ୟ ଦେଖି ଆମେରିକାର ସ୍ପେସ ଏଜେନ୍ସି ନାସା ତାଙ୍କୁ ପ୍ରଶଂସା କରିଛି। ଏବେ ନାସା…

ଜାନୁୟାରୀ ୩୧ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌

ମୁମ୍ବାଇ,୩୦।୧୨: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ପହଞ୍ଚିସାରିଛି। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାର ରାଜ୍ୟରେ ଲକ୍‌ଡାଉନ୍‌ ସମୟ ସୀମାକୁ ୨୦୨୧ ଜାନୁୟାରୀ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ନୂଆବର୍ଷ ପାଳନ ପାଇଁ ଘରୁ ବାହାରକୁ…

ଦାନ୍ତ ଘଷୁ ଘଷୁ ଗିଳିଦେଲେ ଟୁଥ୍‌ ବ୍ରଶ୍‌

ଔରଙ୍ଗାବାଦ,୩୦।୧୨: ମହାରାଷ୍ଟ୍ରର ଔରଙ୍ଗାବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ଦାନ୍ତ ଘଷୁ ଘଷୁ ଟୁଥ ବ୍ରଶକୁ ଗିଳି ଦେଇଛନ୍ତି। ଔରଙ୍ଗାବାଦ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲର ଡାକ୍ତରମାନେ ସଫଳତାର ସହ ଚିକିତ୍ସା କରି ସେହି ବ୍ୟକ୍ତିଙ୍କ ପେଟରୁ…

ଏନ୍‌କାଉଣ୍ଟରରେ ୨୦୬ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି: ଏବେ ବି ଲଞ୍ଚ୍‌ପ୍ୟାଡ୍‌ରେ ୪୦୦ ଆତଙ୍କବାଦୀ

ଶ୍ରୀନଗର,୩୦।୧୨: ଜମ୍ମୁ-କଶ୍ମୀରରେ ବୁଧବାର ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଶ୍ରୀନଗରର ପରିମ୍ପୋରାରେ ମଙ୍ଗଳବାର ରାତ୍ରରୁ ସର୍ଚ୍ଚ ଅପରେଶନ୍‌ ଜାରି ରହିଥିଲା। ସେମାନଙ୍କ ପାକ୍ଷରୁ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା…

ସୀମାରେ ୫୧୦୦ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି ପାକିସ୍ତାନ: ୧୮ ବର୍ଷ ମଧ୍ୟରେ ସର୍ବାଧିକ

ଶ୍ରୀନଗର,୩୦।୧୨: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଜାରି ରହିଛି। ଭାରତରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ଉଦ୍ଦେଶ୍ୟରେ ପାକିସ୍ତାନ ପକ୍ଷରୁ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଉଛି। ଚଳିତ ୨୦୨୦ ବର୍ଷରେ ବର୍ତ୍ତମାନ ସୁଦ୍ଧା ପାକିସ୍ତାନ ୫୧୦୦ ଥର ଅସ୍ତ୍ରବିରତି ଉଲ୍ଲଂଘନ…

ଜାନୁୟାରୀରେ ଭାରତ-ଫ୍ରାନ୍ସ୍‌ ‘ସ୍କାଏରୋଜ୍‌’: ଚାଇନାର ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ,୩୦।୧୨: ଭାରତ ଚାଇନା ମଧ୍ୟରେ ପୂର୍ବ ଲଦାଖର ଏଲ୍‌ଏସିରେ ଉତ୍ତେଜନା ଜାରି ରହିଛି। ଏପରିସ୍ଥଳେ ଭାରତ ଏବଂ ଫ୍ରାନ୍ସ୍‌ ମଧ୍ୟରେ ୨୦୨୧ ଜାନୁୟାରୀରେ ଯୁଦ୍ଧାଭ୍ୟାସ ‘ସ୍କାଏରୋଜ୍‌’ ଅନୁଷ୍ଠିତ ହେବ। ରାଜସ୍ଥାନ ଯୋଧପୁରରେ ହେବାକୁ ଥିବା ଯୁଦ୍ଧାଭ୍ୟାସରେ ଫ୍ରାନ୍ସ୍‌ର ଯୁଦ୍ଧବିମାନ ରାଫାଲ ଅଂଶଗ୍ରହଣ…

ମାନିଲେ ରାଜନାଥ: ଚାଇନା ସହିତ ଆଲୋଚନାରେ ମିଳିନି ସମାଧାନ ସୂତ୍ର

ନୂଆଦିଲ୍ଲୀ,୩୦।୧୨: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ବିବାଦ ଜାରି ରହିଛି। ଏନେଇ ବହୁଥର ଆଲୋଚନା ହୋଇଛି। ତେବେ ଏସବୁ ଅସଫଳ ରହିଥିବା ସରକାର ମାନିଛନ୍ତି। ଦୁଇଦେଶ ମଧ୍ୟରେ ଦେଖାଦେଇଥିବା ସୀମା ବିବାଦର ସମାଧାନର ସୂତ୍ର ଏପର୍ଯ୍ୟନ୍ତ ମିଳିନି ବୋଲି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ…

ଭାରତରେ ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଛୁଇଁଲା

ନୂଆଦିଲ୍ଲୀ,୩୦।୧୨: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ନେଇ ଏବେ ଆତଙ୍କ ଜାରି ରହିଛି। ଦିନକୁ ଦିନ ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସୁଦ୍ଧା ସ୍ବଦେଶ ଫେରିଥିବା ବ୍ରିଟେନ୍‌ ଫେରନ୍ତାଙ୍କ ମଧ୍ୟରୁ ୨୦ ଜଣଙ୍କଠାରେ ନୂଆ ଷ୍ଟ୍ରେନ୍‌…

ଟେଲି ମେଡିସିନରେ ଅଶ୍ଳୀଳତା

ନୂଆଦିଲ୍ଲୀ, ୩୦ା୧୨: କରୋନା ସଂକ୍ରମଣବେଳେ ଅନ୍‌ଲାଇନ ସେବାକୁ ମିଳିଛି ପ୍ରାଥମକିତା। ଦିନକୁ ଦିନ ବଢ଼ୁଛି ଓ୍ବେବସାଇଟ୍‌, ଆପ୍‌ର ମାତ୍ରା ଏବଂ ଅଧିକ ସଂଖ୍ୟାରେ ଲୋକଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରି ବେପାର ବଢ଼ାଇବାକୁ ଚାଲିଛି ପ୍ରତିଯୋଗିତା। ସ୍ବାସ୍ଥ୍ୟସେବାର ଗୁରୁତ୍ୱ ବଢ଼ିଥିବାରୁ ଡାକ୍ତରଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri