ଉତ୍ତରପ୍ରଦେଶରେ ଡବଲ ଏନକାଉଣ୍ଟର୍: ବିକାଶ ପରେ ଆଉ ଜଣେ ଅପରାଧୀ ନିହତ
ଲକ୍ଷ୍ନୌ,୧୦।୭: ଉତ୍ତର ପ୍ରଦେଶ ପୋଲିସର ଡବଲ ଏନକାଉଣ୍ଟର। ଶୁକ୍ରବାର ସକାଳେ ମୁଣ୍ଡ ପିଛା ୫ ଲକ୍ଷ ଟଙ୍କା ପୁରସ୍କାର ଥିବା ଦୁର୍ଦ୍ଦାନ୍ତ ଅପରାଧୀ ବିକାଶ ଦୁବେଙ୍କୁ ଉତ୍ତରପ୍ରଦେଶ ଏସ୍ଟିଏଫ୍ ପୋଲିସ ଏନ୍କାଉଣ୍ଟର କରିଛି। ବିକାଶ ପରେ ବାହାରିଚ୍ରେ ପୋଲିସ ଆଉ...
ଶହୀଦଙ୍କ ଭଉଣୀ କହିଲେ, ‘ଆଜି ମୋ ଭାଇର ଆତ୍ମାକୁ ଶାନ୍ତି ମିଳିବ’
ଲକ୍ଷ୍ନୌ,୧୦।୭: ଉତ୍ତର ପ୍ରଦେଶର ମୋଷ୍ଟ ୱାଣ୍ଟେଡ ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଗିରଫ ହେବାର ଗୋଟିଏ ଦିନ ପରେ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ଉତ୍ତର ପ୍ରଦେଶ ପୋଲିସର ଏହା ବଡ ସଫଳତା ବୋଲି କୁହାଯାଉଛି। ବିକାଶଙ୍କ ମୃତ୍ୟୁ ପରେ ଶହୀଦ ପୋଲିସକର୍ମୀ...
ଗୋଟିଏ ଦିନରେ କରୋନାରେ ୪୭୫ ଜଣଙ୍କ ଜୀବନ ଗଲା
ନୂଆଦିଲ୍ଲୀ,୧୦।୭: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୨୬ ହଜାର ୫୦୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୯୩ ହଜାର ୮୦୨ ହୋଇଛି...
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ଏନକାଉଣ୍ଟରରେ ଟଳିପଡିଲେ ୪ ନକ୍ସଲ
ପାଟନା,୧୦।୯: ବିହାରର ପଶ୍ଚିମ ଚମ୍ପାରନର ବାଗହା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଜଣ ନକ୍ସଲ ନିହତ ହୋଇଛନ୍ତି। ସ୍ଥାନୀୟ ଅଞ୍ଚଳରେ କିଛି ନକ୍ସଲ ଲୁଚି ରହିଥିବା ସୂଚନା ମିଳିବା ପରେ ସୀମା ସଶସ୍ତ୍ର ବଳ ଓ ସ୍ପେଶାଲ ଟାକ୍ସ ଫୋର୍ସ(ଏସଟିଏଫ)...
ମୋଷ୍ଟଓ୍ବାଣ୍ଟେଡ୍ ଗ୍ୟାଙ୍ଗଷ୍ଟାର ବିକାଶ ଦୁବେ ଏନ୍କାଉଣ୍ଟରରେ ନିହତ!
ଲକ୍ଷ୍ନୌ,୧୦।୭: ଉତ୍ତର ପ୍ରଦେଶର ମୋଷ୍ଟ ୱାଣ୍ଟେଡ ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଗିରଫ ହେବାର ଗୋଟିଏ ଦିନ ପରେ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ଉତ୍ତର ପ୍ରଦେଶ ପୋଲିସ ମଧ୍ୟପ୍ରଦେଶର ଉଜ୍ଜୈନରୁ ବିକାଶକୁ ନେଇ କାନପୁର ଅଭିମୁଖେ ଯାଉଥିବାବେଳେ ଖସି ପଳାଇବାକୁ ଉଦ୍ୟମ...
୮ ରାଜ୍ୟରେ ୯୦% ସକ୍ରିୟ ମାମଲା
ନୂଆଦିଲ୍ଲୀ,୧୦ା୭(ପି.ଟି.):ଭାରତରେ କରୋନା ସଂକ୍ରମଣ ଦ୍ରୁତଗତିରେ ବଢ଼ିଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪,୮୭୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୬୭,୨୯୬ରେ ପହଞ୍ଚତ୍ଛି। ଦେଶର ୮ଟି ରାଜ୍ୟରେ ୯୦ ପ୍ରତିଶତ ସକ୍ରିୟ ମାମଲା ରହିଛି। ସେହି ରାଜ୍ୟ...
ଆସନ୍ତା କାଲିଠାରୁ ଉତ୍ତର ପ୍ରଦେଶରେ ଲକଡାଉନ
ଲକ୍ଷ୍ନୌ,୯ା୭-ମହାମାରୀ କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ଉତ୍ତର ପ୍ରଦେଶ ସରକାର ଶୁକ୍ରବାର ରାତି ୧୦ରୁ ଜୁଲାଇ ୧୩ ସକାଳ ୫ଟା ଯାଏ ଲକଡାଉନ ଘୋଷଣା କରିଛନ୍ତି। ଏ ନେଇ ମୁଖ୍ୟ ଶାସନ ସଚିବ ରାଜେନ୍ଦ୍ର ତିୱାରୀ ଗୁରୁବାର ସୂଚନା...
କାଲି ପ୍ରକାଶ ପାଇବ ଆଇସିଏସ୍ଇ ଦଶମ, ଆଇଏସ୍ସି ଦ୍ୱାଦଶ ରେଜଲ୍ଟ
ଭୁବନେଶ୍ୱର, ୯।୭(ବ୍ୟୁରୋ): ଆସନ୍ତା ଶୁକ୍ରବାର ଆଇସିଏସ୍ଇ ଦଶମ, ଆଇଏସ୍ସି ଦ୍ୱାଦଶ ରେଜଲ୍ଟ ପ୍ରକାଶ ପାଇବ। ଅପରାହ୍ନ ୩ଟାରେ ରେଜଲ୍ଟ ବାହାରିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଆଇସିଏସ୍ଇ ଏବଂ ଆଇଏସ୍ସି ଓ୍ବେବ୍ସାଇଟ୍ରେ ରେଜଲ୍ଟ ଉପଲବ୍ଧ ହେବ। ମୋବାଇଲରେ ଏସ୍ଏମ୍ଏସ୍...
ଭିଡ଼ରେ କରୋନା ରୋଗୀଙ୍କୁ ଚିହ୍ନଟ କରିବ ସ୍ନିପର ଡଗ୍ !
ଦୁବଇ,୯।୭: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱବାସୀଙ୍କ ନିଦ ହଜାଇ ଦେଇଛି। କାରଣ ଏହି ରୋଗର ସଠିକ୍ ଚିକିତ୍ସା ନ ଥିବାରୁ ଏବେ ଏହାକୁ ମହାମାରୀ ବୋଲି କୁହାଯାଉଛି। ବଡ କଥା ହେଲା କରୋନାର ଲକ୍ଷଣ ଭିନ୍ନ ଭିନ୍ନ...
ପ୍ଲାଜମା ଦାନ କଲେ ଭାଜପା ନେତା ଜ୍ୟୋତିରାଦିତ୍ୟ
ନୂଆଦିଲ୍ଲୀ,୯।୭: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ଏବେ ପ୍ଲାଜମା ଥେରାପିକୁ ଦେଶ ଆପଣାଇ ନେଇଛି। ନିକଟରେ କରୋନାରେ ସଂକ୍ରମିତ ହୋଇ ସୁସ୍ଥ ହୋଇଥିବା ଭାରତୀୟ ଜନତା ପାର୍ଟି(ଭାଜପା)ର ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଗୁରୁବାର ପ୍ଲାଜମା ଦାନ କରିଛନ୍ତି। ସେ କହିଛନ୍ତି...
ଆତଙ୍କବାଦୀଙ୍କ ପିଲାଙ୍କୁ ସ୍କଲାରଶିପ୍: ଅଣାଯିବ ନୂଆ ସରେଣ୍ଡର ଯୋଜନା
ଶ୍ରୀନଗର, ୯।୭: ଦେଶରେ ଆତଙ୍କବାଦକୁ ହଟାଇବା ଏବଂ ଆତଙ୍କବାଦୀଙ୍କୁ ସମାଜରେ ମୁଖ୍ୟସ୍ରୋତରେ ସାମିଲ କରିବା ଲାଗି ସରେଣ୍ଡର ଯୋଜନା ପ୍ରଣୟନ କରାଯାଇଛି। ଏହି ଯୋଜନା ୧୯୯୫ଠାରୁ ଲାଗୁ ହୋଇଛି। ଚଳିତ ବର୍ଷ ଜୁନ୍ ୨୫ରେ ଲ୍ୟୁଟନାଣ୍ଟ୍ ଗଭର୍ନର ଜି.ସି ମୁର୍ମୁଙ୍କ...
ପୁଅ ଗିରଫ ହେବା ପରେ ସରକାରଙ୍କୁ ଗୁହାରି କଲେ ମା’
କାନପୁର,୯।୭: ଉତ୍ତରପ୍ରଦେଶ କାନପୁରର ୮ ପୋଲିସଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ବିକାଶ ଦୁବେଙ୍କୁ ଗୁରୁବାର ଗିରଫ କରାଯାଇଛି। ଉଜ୍ଜୟିନୀର ମହାକାଳ ମନ୍ଦିର ପରିସରରୁ ତାଙ୍କୁ ଗିରଫ କରାଯାଇଛି। ତେବେ ଏନ୍କାଉଣ୍ଟରରୁ ବଞ୍ଚିବା ପାଇଁ ସେ ସୁପରିକଳ୍ପିତ ଭାବେ ମନ୍ଦିର...
Archives


