ନିଖୋଜ ପୋଷା କୁକୁରର ମୃତଦେହ ଉଦ୍ଧାର ପରେ ମାଲିକ ଘଟାଇଲେ ଏପରି କାଣ୍ଡ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ଭୋପାଳ, ୩୧।୧୦: ମଧ୍ୟପ୍ରଦେଶର ଛିନ୍ଦଓ୍ବାଡା ଜିଲା କୋତଓ୍ବାଲି ଥାନା ଅଞ୍ଚଳରେ ସୋମଦେବ ନାମକ ଜଣେ ବ୍ୟକ୍ତିଙ୍କ ପୋଷା କୁକୁର ୨ ଦିନ ହେବ ନିଖୋଜ ଥିଲା। ୨ ଦିନ ପରେ ତାର ମୃତଦେହ ମିଳିଲା। ଏହା ଜାଣିବା ପରେ ସୋମଦେବ ଦୁଃଖରେ…
ଆଇଟିବିପି ଯବାନଙ୍କୁ ସାଲ୍ୟୁଟ୍ କରିଥିବା ଶିଶୁଙ୍କୁ ପୁରସ୍କାର: ଭାଜପା ଏମ୍ପି ଦେଲେ ଅଢ଼େଇ ଲକ୍ଷ
ନୂଆଦିଲ୍ଲୀ,୩୧।୧୦: ସୋସିଆଲ୍ ମିଡ଼ିଆରେ ଜଣେ ଶିଶୁର ଭିଡ଼ିଓ ଚଳିତ ମାସରେ ଭାଇରାଲ ହେବାରେ ଲାଗିଥିଲା। ଶିଶୁ ଜଣକ ଲଦାଖର ଚୁଶୁଲ୍ଠାରେ ଆଇଟିବିପି ଯବାନଙ୍କୁ ସାଲ୍ୟୁଟ୍ କରୁଥିବାର ଭିଡ଼ିଓରେ ଦେଖିବାକୁ ମିଳୁଛି। ନାମଗୟାଲ ନାମକ ଶିଶୁ ରାସ୍ତାକଡ଼ରେ ଠିଆ ହୋଇ ବାଟ ଦେଇ…
ସୁପ୍ରିମ୍କୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଶିଶୁର ଅଧିକାର ସର୍ବୋପରି
ନୂଆଦିଲ୍ଲୀ,୩୧।୧୦: ଶିଶୁ ମା’ ଅବା ପିତା କାହା ପାଖରେ ରହିଲେ ଭଲ। ଏନେଇ ଏକ ମାମଲାରେ ସୁପ୍ରିମ୍କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ, ଶିଶୁର ଅଧିକାର ସର୍ବୋପରି। ତେଣୁ ସେ ମା’ ପାଖରେ ରହିବା ଉଚିତ। ଏନେଇ…
ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି
ନୂଆଦିଲ୍ଲୀ,୩୧।୧୦: ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କର ୧୪୫ ତମ ଜନ୍ମ ବାର୍ଷିକୀରେ ଦେଶ ଶ୍ରଦ୍ଧାଞ୍ଜଳି ଦେଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର କେଓ୍ବଡ଼ିଆଠାରେ…
ଛାଡ଼ପତ୍ର ମାମଲା: ୧୫ରେ ବର୍ଷା-ଅନୁଭବ ବୁଝାମଣା
ନୂଆଦିଲ୍ଲୀ,୩୧।୧୦: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ବିଜେଡି ଏମ୍ପି ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀ ନଭେମ୍ବର ୧୫ରେ ପରସ୍ପରକୁ ଭେଟି ଛାଡ଼ପତ୍ର ମାମଲାର ଆପୋଷ ସମାଧାନ ଲାଗି ଆଲୋଚନା କରିବେ। ସୁପ୍ରିମକୋର୍ଟର ମଧ୍ୟସ୍ଥତା କେନ୍ଦ୍ରରେ ଏହି ବୁଝାମଣା ଅନୁଷ୍ଠିତ ହେବ।…
ସ୍ବାର୍ଥ ରାଜନୀତି ବଦଳରେ ସେନାର ମନୋବଳ ବୃଦ୍ଧି କରିବା ଜରୁରୀ: ମୋଦି
ଅହମଦାବାଦ,୩୧।୧୦: ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପାକିସ୍ତାନ କରାଇଥିଲା। ଦୀର୍ଘଦିନ ପରେ ଏହି ସତ୍ୟତା ପଦାକୁ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ପୁଲଓ୍ବାମା ଆତଙ୍କବାଦୀ ଘଟଣାରେ ପାକିସ୍ତାନ ସମ୍ପୃକ୍ତ ଥିବା ଏହାର ଜଣେ ମନ୍ତ୍ରୀ ପାର୍ଲାମେଣ୍ଟରେ ସ୍ବୀକାର କରିଛନ୍ତି। ଏହା ପରେ…
ପୂଣ୍ୟତିଥିରେ ଇନ୍ଦିରାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି-ଶାହା-ସୋନିଆ-ମନମୋହନ-ରାହୁଲ
ନୂଆଦିଲ୍ଲୀ,୩୧।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୩୬ତମ ପୂଣ୍ୟ ତିଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ଟୁଇଟ୍ କରି ଇନ୍ଦିରାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେହିପରି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଇନ୍ଦିରାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।…
ବେଙ୍ଗାଲୁରୁ ଫାର୍ମକୁ କ୍ଷତିପୂରଣ ଦେବା ପାଇଁ ଇସ୍ରୋକୁ ନିର୍ଦ୍ଦେଶ
ଓ୍ବାଶିଂଟନ,୩୧।୧୦: ଡେଭାସ ମଲ୍ଟିମିଡିଆ ନାମକ ବେଙ୍ଗାଲୁରୁର ଏକ ଷ୍ଟାର୍ଟଅପ୍କୁ ୧.୨ ବିଲିୟନ ଡଲାର କ୍ଷତିପୂରଣ ଦେବା ଲାଗି ଆମେରିକାର ଏକ ଅଦାଲତ ଇସ୍ରୋର ବ୍ୟବସାୟିକ ଶାଖା ଆଣ୍ଟ୍ରିକ୍ସ କର୍ପୋରେଶନକୁ ନିର୍ଦ୍ଦେଶ ଦେଇଛି। ୨୦୦୫ରେ ଉକ୍ତ ଷ୍ଟାର୍ଟଅପ୍ର ଏକ ସାଟେଲାଇଟ୍ ଚୁକ୍ତିନାମାକୁ ଆଣ୍ଟ୍ରିକ୍ସ…
ଇଭିଏମ୍ରୁ ଚିହ୍ନ ହଟାଇବା ଲାଗି ସୁପ୍ରିମକୋର୍ଟରେ ଆବେଦନ
ନୂଆଦିଲ୍ଲୀ,୩୧।୧୦(ପି.ଟି.): ବାଲଟ ପେପର ଏବଂ ଇଲେକ୍ଟ୍ରୋନିକ୍ ଭୋଟିଂ ମେଶିନ୍ (ଇଭିଏମ୍)ରୁ ଦଳୀୟ ଚିହ୍ନ ହଟାଇ ତାହା ପରିବର୍ତ୍ତେ ପ୍ରାର୍ଥୀଙ୍କ ନାମ, ବୟସ, ଶିକ୍ଷାଗତ ଯୋଗ୍ୟତା ଓ ଫଟୋ ଲଗାଇବା ନିମନ୍ତେ ନିର୍ଦ୍ଦେଶ ଦେବା ପାଇଁ ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦେବା ଲାଗି…
୧୮% ପ୍ରାର୍ଥୀଙ୍କ ନାଁରେ ଆପରାଧିକ ମାମଲା
ଗାନ୍ଧୀନଗର, ୩୧ା୧୦: ଗୁଜରାଟର ୮ ବିଧାନସଭା ଆସନ ଲାଗି ୩ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହେବ। ମଇଦାନରେ ଥିବା ୮୦ ପ୍ରାର୍ଥୀଙ୍କ ମଧ୍ୟରୁ ୧୪ଜଣ ଅର୍ଥାତ୍ ୧୮% ପ୍ରାର୍ଥୀଙ୍କ ବିରୋଧରେ ଆପରାଧିକ ମାମଲା ରହିଥିବା ସତ୍ୟପାଠରେ ଦର୍ଶାଯାଇଛି। ୭ ଜଣଙ୍କ ବିରୋଧରେ…
ଷ୍ଟାର ପ୍ରଚାରକ ତାଲିକାରୁ କମଲନାଥ ବାଦ୍
ନୂଆଦିଲ୍ଲୀ, ୩୧ା୧୦: ଷ୍ଟାର ପ୍ରଚାରକ ତାଲିକାରୁ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା କମଲନାଥଙ୍କୁ ନିର୍ବାଚନ ଆୟୋଗ ବାଦ୍ ଦେଇଛନ୍ତି। ବାରମ୍ବାର ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଏଭଳି ପଦକ୍ଷେପ ନିଆଯାଇଛି। ୨୮ ବିଧାନସଭା ଆସନ ଲାଗି ୩ରେ…
ମଇଦାନରେ ୪୯୫ କୋଟିପତି
ପାଟନା, ୩୧ା୧୦: ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ୩ରେ ହେବାକୁ ଥିବାବେଳେ ଏହି ପର୍ଯ୍ୟାୟରେ ମଇଦାନକୁ ଓହ୍ଲାଇଥିବା ୧,୪୬୩ ପ୍ରାର୍ଥୀଙ୍କ ମଧ୍ୟରୁ ୩୪% ଅର୍ଥାତ୍ ୪୯୫ ପ୍ରାର୍ଥୀ କୋଟିପତି ବୋଲି ଜଣାପଡ଼ିଛି। ନିର୍ବାଚନ କମିଶନଙ୍କ ନିକଟରେ ଦାଖଲ କରିଥିବା…
Archives


