ଜାତୀୟ

ଗାଜିପୁର ସୀମାରୁ ହଟିବାକୁ ରାଜି ନୁହନ୍ତି ଆନ୍ଦୋଳନରତ କୃଷକ

ନୂଆଦିଲ୍ଲୀ,୨୮।୧: ଉତ୍ତର ପ୍ରଦେଶ(ୟୁପି) ସରକାରଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଗାଜିପୁର ସୀମାରୁ ହଟିବାକୁ ମନା କରି ଦେଇଛନ୍ତି ଆନ୍ଦୋଳନରତ କୃଷକ। ଭାରତୀୟ କିଷାନ ୟୁନିୟନ ପ୍ରବକ୍ତା ରାକେଶ ଟିକାଇଟ୍‌ କହିଛନ୍ତି, କୃଷକଙ୍କ ଆନ୍ଦୋଳନ ଜାରି ରହିବ। କେନ୍ଦ୍ର ସରକାରଙ୍କ ସହ ଆଲୋଚନା ପୂର୍ବରୁ…

ସାଧାରଣତନ୍ତ୍ର ଦିବସ ହିଂସା: କେଜରିଓ୍ବାଲଙ୍କୁ ଦାୟୀ କଲେ ଗମ୍ଭୀର

ନୂଆଦିଲ୍ଲୀ,୨୮।୧: କ୍ରିକେଟରରୁ ରାଜନେତା ପାଲଟିଥିବା ଗୌତମ ଗମ୍ଭୀର ପୁଣି ଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଟାର୍ଗେଟ କରିଛନ୍ତି । ସାଧାରଣତନ୍ତ୍ର ଦିବସରେ କୃଷକଙ୍କ ଟ୍ରାକ୍ଟର ରାଲି ବେଳେ ଦିଲ୍ଲୀରେ ଘଟିଥିବା ହିଂସା ପାଇଁ ଆମ ଆଦମି ପାର୍ଟି (ଏଏପି) ମୁଖ୍ୟ…

ଚିନ୍ତା ବଢାଉଛି କେରଳ, ମହାରାଷ୍ଟ୍ର

ନୂଆଦିଲ୍ଲୀ,୨୮।୧: ଜାନୁୟାରୀ ୨୮ତାରିଖ ସୁଦ୍ଧା ଦେଶରେ ୨୫ ଲକ୍ଷ କୋଭିଡ ଟିକାକରଣ କରାଯାଇଛି। ଦେଶରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୫ ହଜାରକୁ ହ୍ରାସ ପାଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ…

ଫେବୃୟାରୀ ୨ରେ ଘୋଷଣା କରାଯିବ ସିବିଏସ୍‌ଇ ଦଶମ-ଦ୍ୱାଦଶ ପରୀକ୍ଷା ସୂଚୀ

ନୂଆଦିଲ୍ଲୀ,୨୮ ।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ)ର ଦଶମ ଓ ଦ୍ୱାଦଶ ଶ୍ରେଶୀ ବୋର୍ଡ ପରୀକ୍ଷା ଲାଗି ଫେବୃୟାରୀ ୨ରେ ପରୀକ୍ଷା ସୂଚୀ ଘୋଷଣା କରାଯିବ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ଗୁରୁବାର ଏହି ସୂଚନା ଦେଇଛନ୍ତି…

ବଜେଟ ଅଧିବେଶନ: କଂଗ୍ରେସ ସମେତ ୧୬ ରାଜନୈତିକ ଦଳ କରିବେ ରାଷ୍ଟ୍ରପତିଙ୍କ ଅଭିଭାଷଣର ବହିଷ୍କାର

ନୂଆଦିଲ୍ଲୀ,୨୮ ।୧: ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ମୋଦି ସରକାରଙ୍କୁ ଘେରିବାକୁ ବିରୋଧୀ ଦଳ ଗୁଡିକ ଏକାଠି ହେଲେଣି । କଂଗ୍ରେସ ସମେତ ୧୬ ରାଜନୈତିକ ଦଳ ମିଶି ୨୯ ଫେବୃୟାରୀକୁ ବଜେଟ ଅଧିବେଶନର ପ୍ରଥମ ଦିନ ସଂସଦରେ ରାଷ୍ଟ୍ରପତିଙ୍କ…

କୃଷି ଆଇନକୁ ନେଇ ପୁଣି କେନ୍ଦ୍ରକୁ ଟାର୍ଗେଟ କଲେ ମମତା

କୋଲକାତା,୨୮ ।୧: ପଶ୍ଚିମବଙ୍ଗରେ ଜୟ ଶ୍ରୀରାମ ସ୍ଲୋଗାନକୁ ନେଇ ଉଠିଥିବା ବିବାଦ ଥମିବାର ନାଁ ନେଉନାହିଁ । ଅନ୍ୟପଟେ ଯେଉଁ ରାଜ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା) ଶାସନ ନାହିଁ ସେମିତି ରାଜ୍ୟ ଭଳି ପଶ୍ଚିମବଙ୍ଗ ବି ଏବେ କେନ୍ଦ୍ର ସରକାରଙ୍କ ନୂଆ…

ଦିଲ୍ଲୀରେ ଆହୁରି ୩ ଦିନ ହେବ ଘନକୁହୁଡ଼ି

ନୂଆଦିଲ୍ଲୀ,୨୮।୧: ଦିଲ୍ଲୀରେ ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ଗୁରୁବାର ସକାଳେ ଦିଲ୍ଲୀର ବିଭିନ୍ନ ଅଞ୍ଚଳରେ ପ୍ରବଳ କୁହୁଡ଼ି ଦେଖିବାକୁ ମିଳିଥିଲା। ଏତେମାତ୍ରାରେ କୁହୁଡ଼ି ପଡ଼ିଥିଲା କି ପାଖ ଲୋକଙ୍କୁ ଚିହ୍ନିବା ମଧ୍ୟ କଷ୍ଟକର। ୫୦ ମିଟର…

ଭାଇରସ ହେଉ ଅବା ଭ୍ୟାକ୍ସିନ ସବୁ ପରିସ୍ଥିତିର ସାମ୍ନା କରିବାକୁ ଦେଶ ପ୍ରସ୍ତୁତ: ମୋଦି

ନୂଆଦିଲ୍ଲୀ,୨୮ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ନ୍ୟାଶନାଲ କ୍ରେଡିଟ ର୍କପ୍ସ(ଏନ୍‌ସିସି) କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ମୋଦିଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ, ଚିଫ୍ ଅଫ୍ ଡିଫେନ୍ସ…

ଯୋଧପୁର ଆଇଆଇଟି ତିଆରି କଲା ଏମିତି ମେଶିନ, ଯାହା ଯେକୌଣସି ଜିନିଷର ଭିତର ପର୍ଯ୍ୟନ୍ତ କରିବ ସାନିଟାଇଜ୍‌

ଜୟପୁର,୨୮।୧: ଆଇଆଇଟି ଯୋଧପୁର ଆତ୍ମନିର୍ଭର ଭାରତ ଏବଂ ମେକ୍‌ ଇନ୍‌ ଇଣ୍ଡିଆ ଅଧୀନରେ ଏମିତି ଏକ ଏସି ମେଶିନ ତିଆରି କରିଛି ଯାହା କୌଣସି ଜିନିଷର ବାହାରୁ ଭିତର ପର୍ଯ୍ୟନ୍ତ ସାନିଟାଇଜ୍‌ କରିପାରିବ। କରୋନା ସଙ୍କଟ ସମୟରେ ଭାରତ ସମାଧାନର ରାସ୍ତା…

ପ୍ରେମିକାଙ୍କୁ ମାରି ଘରେ ପୋତି ପ୍ରେମିକ କରିଦେଲେ ସିମେଣ୍ଟ ପ୍ଲାଷ୍ଟର, ଜଣାପଡ଼ିବା ପରେ…

ଭୋପାଳ,୨୮।୧: ମଧ୍ୟପ୍ରଦେଶର ଖରଗୋନର ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ସନ୍ତୋଷ ନାମକ ଜଣେ ପ୍ରେମିକ ନିଜ ବିବାହିତା ପ୍ରେମିକା ଛାୟାଙ୍କୁ ମାରି ତିଆରି କରିଥିବା ନିଜର ନୂଆ ଘରେ ଗାତ କରି ଏହା ଉପରେ ସିମେଣ୍ଟ ପ୍ଲାଷ୍ଟର କରିଦେଇଛନ୍ତି। ଏହି…

ମାଙ୍କଡ଼ର ବ୍ରେକ୍‌ଫାଷ୍ଟ ନିଶା, ପ୍ରତିଦିନ ସକାଳୁ ଦୋକାନକୁ ଆସି କରୁଛି ଏପରି…

ଜୟପୁର,୨୮।୧: ରାଜସ୍ଥାନର ଭରତପୁରରେ ଆଜିକାଲି ଏକ ମାଙ୍କଡ଼ର ଦାଦାଗିରି ବେଶ୍‌ ଚର୍ଚ୍ଚାରେ ରହିଛି। କାରଣ ଏହି ମାଙ୍କଡ଼ ଯେତେବେଳେ ଚାହୁଁଛି ସେତେବେଳେ ଯେକୌଣସି ଦୋକାନରେ ପଶି ଖାଉଛି। କେହି ଖାଇବା ଦେବାକୁ ପଡୁନି, ନିଜ ହାତରେ ଆଣି ଖାଉଛି। ଏହା ପରେ…

ଉତ୍ତରପ୍ରଦେଶ, ଝାଡଖଣ୍ଡ ସମେତ ୬ରାଜ୍ୟରେ ନିର୍ବାଚନ ଲଢିବ ଏଏପି: କେଜରିୱାଲ

ନୂଆଦିଲ୍ଲୀ,୨୮ ।୧: ପାଖେଇ ଆସୁଛି କିଛି ରାଜ୍ୟର ନିର୍ବାଚନ ସମୟ । ଏହି କ୍ରମରେ ଗୁରୁବାର ଆମ ଆଦମୀ ପାର୍ଟି(ଏଏପି)ର ରାଷ୍ଟ୍ରୀୟ ପରିଷଦ ବୈଠକରେ ଏକ ବଡ ନିଷ୍ପତ୍ତି ନିଆଯାଇଛି । ଏହି ବୈଠକରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପି ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?